• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରଣପୁରରେ ନୁତନ କୋର୍ଟ ଗୃହ ଉଦଘାଟିତ

Proprietor Abhimanyu Maharana by Proprietor Abhimanyu Maharana
November 3, 2023
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ରଣପୁରରେ ନୁତନ କୋର୍ଟ ଗୃହ ଉଦଘାଟିତ
Share on FacebookShare on TwitterWhatsapp

୩ ନଭେମ୍ବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ରଣପୁର :-> ନୟାଗଡ ଜିଲ୍ଲା ରଣପୁର ଜେଲ ଛକ ରେ ନୁତନ ଅଦାଲତ ଗୃହ ଉଦଘାଟିତ ହୋଇଯାଇଛି । ଓଡିଶା ଉଚ୍ଚନ୍ୟାୟାଳୟ ର ମୁଖ୍ୟ ବିଚାରପତି ମାନ୍ୟବର ବିଦ୍ୟୁତ ରଞ୍ଜନ ଷଡଙ୍ଗୀ ଏହି ଅବସରରେ ରଣପୁର ରେ ଅପରାହ୍ନ ୩ଟା ୧୦ ମିନିଟ ରେ ପହଁଚିବାପରେ ଆନୁଷ୍ଠାନିକ ଭାବେ ବାର ଆସୋସିଏସନ ସଦସ୍ୟ ଓ ଜିଲ୍ଲା ପ୍ରଶାସନ ତରଫରୁ ତାଙ୍କୁ ସ୍ୱାଗତ କରାଯାଇ କାର୍ଯ୍ୟାଳୟ ଭିତର କୁ ନିଆଯାଇଥିଲା ।ମାନ୍ୟବର ଶ୍ରୀଯୂକ୍ତ ଷଡଙ୍ଗୀ ସହ ମାନ୍ୟବର ବିଚାରପତି ତଥା ଗୃହ ନିର୍ମାଣ କମିଟି ଅଧ୍ୟକ୍ଷ ଆର କେ ପଟନାୟକ , ଆନନ୍ଦ କୁମାର ଦାସ ,ନୟାଗଡ ଜିଲ୍ଲାପାଳ ରବିନ୍ଦ୍ର ସାହୁ , ଜିଲ୍ଲା ବିଚାରପତି ଆନନ୍ଦ ଚନ୍ଦ୍ର ମହାରଣା , ଜିଲ୍ଲା ଆରକ୍ଷୀ ଅଧିକ୍ଷକ ରାହୁଳ ଜୈନ , ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ପ୍ରମୁଖ ଉପସ୍ଥିତ ରେ ରଣପୁର ଫୌଜଦାରି ଓ ଦେଓାନୀ ଅଦାଲତ କୁ ଉଦଘାଟନ କରିଥିଲେ ।

ଏହି ଅବସରରେ ବାର ଆସୋସିଏସନ ର ନିଜସ୍ୱ ଗୃହ , କ୍ୟାଂଟିନ ନିର୍ମାଣ ନିମନ୍ତେ ଶିଳାନ୍ୟାସ କରିବାପରେ ସଭାକାର୍ଯ୍ୟ ରେ ଯୋଗ ଦେଇଥିଲେ । ରଣପୁର ବାର ଆସୋସିସେନ ତରଫରୁ ଆୟୋଜିତ ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଶ୍ରୀ ଷଡଙ୍ଗୀ କାର୍ଯ୍ୟକ୍ରମ ରେ ଉପସ୍ଥିତ ଥିବା କଲେଜ ଛାତ୍ରଛାତ୍ରୀଙ୍କୁ

ପ୍ରଥମେ ପ୍ରଶଂସା କରିବାସହ ଆଗାମି ଦିନରେ ପିଲାମାନେ ଜଣେଜଣେ ବିଚାରପତି ହୋଇ ଜନସାଧାରଣ ଙ୍କୁ କିଭଳି ତ୍ୱରିତ ଓ ଉଚିତ ନ୍ୟାୟ ପାଇବେ ସେ ଦିଗରେ ମନୋନିବେଶ କରି ପାଠପଢିବାକୁ ପରାମର୍ଶ ଦେଇଥିଲେ । ବର୍ତମାନ ଯେଉଁସ୍ଥାନ ରେ କୋର୍ଟ ନିର୍ମିତ ହୋଇଛି ଏହା ୫ ଏକାର ପରିମିତ ଏବଂ ଏଥିପାଇଁ ଜିଲ୍ଲା ପ୍ରଶାସନ ଓ ସରକାର ସମ୍ପୁର୍ଣ୍ଣ ସହଯୋଗ କରିଥିବା କହିଥିଲେ ।

ନୁତନ କୋର୍ଟ ଭିତରେ କେବଳ କୋର୍ଟ କାର୍ଯ୍ୟ ଚାଲିବ ତା ନୁହେଁ ଏହା ଭିତରେ ଗ୍ରନ୍ଥାଗାର ସହ ବିଭିନ୍ନ ବିଭାଗ ରହିଛି ା ପିଲାମାନେ ଏଠାକୁ ଆସି ଜ୍ଞାନ ଆହୋରଣ କରିପାରିବେ ବୋଲି ସୁଚନା ଦେଇଥିଲେ । ଏହି କାର୍ଯ୍ୟାଳୟ କେବଳ ଓକିଲ ଓ ବିଚାରପତି ଙ୍କ ନୁହେଁ ସମସ୍ତ ଜନସାଧାରଣ ଙ୍କ ସମ୍ପତି ହେଉଛି ଏହି କାର୍ଯ୍ୟାଳୟ ।

ସମସ୍ତ ଙ୍କ ମିଳିତ ଉଦ୍ୟମ ରେ ସବୁ କାମ ସଫଳ ଓ ସମ୍ଭବ ହୋଇପାରିବ ବୋଲି କହିଥିଲେ । ଏହାକୁ ପରିସ୍କାର ଓ ସଫା କରିବା ଦିଗରେ ଆମେ ସମସ୍ତେ ଯତ୍ନବାନ ହେବା ଆବଶ୍ୟକ ବୋଲି ମତ ରଖିଥିଲେ । ସେହିଭଳି ବାର ସଦସ୍ୟମାନେ ଯଦି ପରୀକ୍ଷାରେ ଉତୀର୍ଣ୍ଣ ହୋଇ ବିଚାରପତି ହୋଇପାରନ୍ତେ

ତେବେ ନ୍ୟାୟିକ ବ୍ୟବସ୍ଥା ଅଧିକ ତ୍ୱରାନ୍ୱିତ ହୋଇପାରିବ ତେଣୁ ନୟାଗଡ ଜିଲ୍ଲାରୁ ପ୍ରତିବର୍ଷ ୫ ଜଣ ବାର ସଦସ୍ୟ ବିଚାରପତି ରୁପେ କିଭଳି ନିଯୁକ୍ତି ହେବେ ସେ ଦିଗରେ ଧ୍ୟାନ ଦିଅନ୍ତୁ ବୋଲି ପରାମର୍ଶ ଦେଇଥରଲେ । ଉକ୍ତ କାର୍ଯ୍ୟକ୍ରମ ରେ ଅନ୍ୟମାନଙ୍କ ମଧ୍ୟରେ ବିଚାରପତି ଆର କେ ପଟନାୟକ ଓ ବାର ସଭାପତି ଗିରିକାନ୍ତ ମହାପାତ୍ର ନିଜର ବକ୍ତବ୍ୟ ରଖିଥିଲେ ।ସଂପାଦକ ସତ୍ୟ ରଞ୍ଜନ ମତା ଓ ବିଭିନ୍ନ ବିରିଷ୍ଠ ଅଧିକାରୀ ସମେତ ଜିଲ୍ଲା ସୁଚନା ଓ ଲୋକ ସମ୍ପର୍କ ଅଧିକାରୀ,ପୁର୍ବତନ ଖାଟି ଫୋରମ ସଭାପତି ତଥା ବିଚାରପତି ନାରାୟଣ ମହାପାତ୍ର ଗଣମାଧ୍ୟମ ପ୍ରତିନିଧି ,ବରିଷ୍ଠ ଅଧିକାରୀ ସମତେ ଏକ ହଜାର ରୁ ଉର୍ଦ୍ଧ ବ୍ୟକ୍ତି ଯୋଗ ଦେଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
କୋରାପୁଟ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ  ସ୍ୱରାଜ୍ୟ ସୀସାଙ୍କ ବିୟୋଗ

କୋରାପୁଟ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସ୍ୱରାଜ୍ୟ ସୀସାଙ୍କ ବିୟୋଗ

June 26, 2026
ଚମତ୍କାର ଔଷଧି – ପୁଦିନାର ମହତ୍ୱକୁ ସାମିଲ କରିଛି ଡାବର ଇଣ୍ଡିଆ ଲିମିଟେଡ

Dabur India Limited inducts the importance of Wonder Herb – Pudina

June 26, 2026
ଚମତ୍କାର ଔଷଧି – ପୁଦିନାର ମହତ୍ୱକୁ ସାମିଲ କରିଛି ଡାବର ଇଣ୍ଡିଆ ଲିମିଟେଡ

ଚମତ୍କାର ଔଷଧି – ପୁଦିନାର ମହତ୍ୱକୁ ସାମିଲ କରିଛି ଡାବର ଇଣ୍ଡିଆ ଲିମିଟେଡ

June 25, 2026
ନିଶା ନିବାରଣ ସଚେତନତା ରଥ ଜିଲ୍ଲାପାଳଙ୍କ ଦ୍ୱାରା ଉଦ୍ଘାଟିତ

ନିଶା ନିବାରଣ ସଚେତନତା ରଥ ଜିଲ୍ଲାପାଳଙ୍କ ଦ୍ୱାରା ଉଦ୍ଘାଟିତ

June 25, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

କୋରାପୁଟ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ  ସ୍ୱରାଜ୍ୟ ସୀସାଙ୍କ ବିୟୋଗ

କୋରାପୁଟ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସ୍ୱରାଜ୍ୟ ସୀସାଙ୍କ ବିୟୋଗ

June 26, 2026
ଚମତ୍କାର ଔଷଧି – ପୁଦିନାର ମହତ୍ୱକୁ ସାମିଲ କରିଛି ଡାବର ଇଣ୍ଡିଆ ଲିମିଟେଡ

Dabur India Limited inducts the importance of Wonder Herb – Pudina

June 26, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version