• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ଛୁରୀ ଭୁଷି ବାପାକୁ ହତ୍ୟା କଲା ମଦ୍ୟପ ପୁଅ

Proprietor Abhimanyu Maharana by Proprietor Abhimanyu Maharana
July 12, 2020
in Uncategorized, ଅପରାଧ, ଓଡ଼ିଶା, ଦେଶ, ହୋମ୍
0
ଛୁରୀ ଭୁଷି ବାପାକୁ ହତ୍ୟା କଲା ମଦ୍ୟପ ପୁଅ
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍ (୧୨ ଜୁଲାଇ ୨୦୨୦ ରବିବାର) କଟକ ଆଠଗଡ଼ :- କଟକ ଜିଲ୍ଲା ଖୁଣ୍ଟୁଣି ଥାନା ଅନ୍ତର୍ଗତ ରାଧାକୃଷ୍ଣ ପୁର ପଞ୍ଚାୟତର ମୁଷୁଳିଆ ଗାଁରେ ମଦ୍ୟପ ପୁଅର ଛୁରା ମାଡ଼ରେ ବାପାର ମୃତ୍ୟୁ ହୋଇଛି, ଘରୋଇ କଳିରୁ ଏଭଳି ନୃଶଂସ ହତ୍ୟା କାଣ୍ଡ ଘଟିଛି, ନିଜ ରକ୍ତ ରକ୍ତକୁ ଭୁଲି ଯାଇ ଘଟାଇଛି ଏଭଳି ନୃଶଂସ କାଣ୍ଡ, ଏହି ଗାଁ ର ମଦ୍ୟପ ମନୋଜ ପୂର୍ତ୍ତି ଘରୋଇ କଳିକୁ ନେଇ ମଦ୍ୟପାନ କରି ଛୁରାରେ ବାପା ନାଥ ପୁର୍ତ୍ତିକୁ ଆକ୍ରମଣ କରିବା ଫଳରେ ଘଟଣା ସ୍ଥଳରେ ବାପାର ମୃତ୍ୟୁ ହୋଇଛି , ସାନଭାଇ ଯୋଗେନ୍ଦ୍ର ପୂର୍ତ୍ତି ବାପାକୁ ବଞ୍ଚାଇବାକୁ ଯାଇ ଗୁରୁତର ଆହତ ହୋଇଛି ।

ଖବର ପାଇଁ ଘଟଣା ସ୍ଥଳରେ ଖୁଣ୍ଟୁଣୀ ପୋଲିସ ପହଞ୍ଚି ମୃତଦେହ ଜବତ କରି ଗୁରୁତରଙ୍କୁ କଟକ ସ୍ଥାନାନ୍ତର କରିଚି , ଘଟଣାସ୍ଥଳରେ ସାଇଣ୍ଟିଫିକ୍ ଟିମ୍‌ ସାହାଯ୍ୟରେ ତଦନ୍ତ କରାଯିବାସହ ଅଭିଯୁକ୍ତ ମନୋଜ ପୂର୍ତ୍ତକୁ ଗିରଫକରିଛି । (ରିପୋର୍ଟ ଲଷ୍ମୀଧର ଖୁଣ୍ଟିଆ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବଙ୍ଗୋମୁଣ୍ଡା ସାମ୍ବାଦିକ ଭବନ ପାଇଁ ଭୂମି ପୂଜନ କଲେ ବିଧାୟକ – ଲକ୍ଷ୍ମଣ ବାଗ

ବଙ୍ଗୋମୁଣ୍ଡା ସାମ୍ବାଦିକ ଭବନ ପାଇଁ ଭୂମି ପୂଜନ କଲେ ବିଧାୟକ – ଲକ୍ଷ୍ମଣ ବାଗ

May 11, 2026
ତୁରେକେଲା ଥାନା ପରିସରରେ ମହିଳା ଓ ଶିଶୁମାନଙ୍କ ସଚେତନତା ପାଇଁ “ଜୁଭେଣ୍ଟିକା’ କାର୍ଯ୍ୟକ୍ରମ ଅନୁଷ୍ଠିତ

ତୁରେକେଲା ଥାନା ପରିସରରେ ମହିଳା ଓ ଶିଶୁମାନଙ୍କ ସଚେତନତା ପାଇଁ “ଜୁଭେଣ୍ଟିକା’ କାର୍ଯ୍ୟକ୍ରମ ଅନୁଷ୍ଠିତ

May 11, 2026
ଓଡ଼ିଶା ଜନତା କଂଗ୍ରେସର ସାମ୍ବାଦିକ ସମ୍ମିଳନୀ 

ଓଡ଼ିଶା ଜନତା କଂଗ୍ରେସର ସାମ୍ବାଦିକ ସମ୍ମିଳନୀ 

May 11, 2026
ପୁଲିସକୁ ଚକମା ଦେଉଛନ୍ତି ଚୋର, ଲୁଟେରା

ପୁଲିସକୁ ଚକମା ଦେଉଛନ୍ତି ଚୋର, ଲୁଟେରା

May 10, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବଙ୍ଗୋମୁଣ୍ଡା ସାମ୍ବାଦିକ ଭବନ ପାଇଁ ଭୂମି ପୂଜନ କଲେ ବିଧାୟକ – ଲକ୍ଷ୍ମଣ ବାଗ

ବଙ୍ଗୋମୁଣ୍ଡା ସାମ୍ବାଦିକ ଭବନ ପାଇଁ ଭୂମି ପୂଜନ କଲେ ବିଧାୟକ – ଲକ୍ଷ୍ମଣ ବାଗ

May 11, 2026
ତୁରେକେଲା ଥାନା ପରିସରରେ ମହିଳା ଓ ଶିଶୁମାନଙ୍କ ସଚେତନତା ପାଇଁ “ଜୁଭେଣ୍ଟିକା’ କାର୍ଯ୍ୟକ୍ରମ ଅନୁଷ୍ଠିତ

ତୁରେକେଲା ଥାନା ପରିସରରେ ମହିଳା ଓ ଶିଶୁମାନଙ୍କ ସଚେତନତା ପାଇଁ “ଜୁଭେଣ୍ଟିକା’ କାର୍ଯ୍ୟକ୍ରମ ଅନୁଷ୍ଠିତ

May 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version