• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଭୋଟର ତାଲିକାର ସ୍ବତନ୍ତ୍ର ସଂକ୍ଷିପ୍ତ ସଂଶୋଧନ ଅଭିଯାନ-୨୦୨୪ : ବାଲିଗୁଡା ଉପଖଣ୍ଡ ପ୍ରଶାସନ ଦ୍ବାରା ଭୋଟର ସଚେତନତା କାର୍ଯ୍ୟକ୍ରମ

Proprietor Abhimanyu Maharana by Proprietor Abhimanyu Maharana
November 4, 2023
in ଓଡ଼ିଶା, କନ୍ଧମାଳ, ହୋମ୍
0
ଭୋଟର ତାଲିକାର ସ୍ବତନ୍ତ୍ର ସଂକ୍ଷିପ୍ତ ସଂଶୋଧନ ଅଭିଯାନ-୨୦୨୪ : ବାଲିଗୁଡା ଉପଖଣ୍ଡ ପ୍ରଶାସନ ଦ୍ବାରା ଭୋଟର ସଚେତନତା କାର୍ଯ୍ୟକ୍ରମ
Share on FacebookShare on TwitterWhatsapp

୩ ନଭେମ୍ବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) କନ୍ଧମାଳ :-> ମୁଖ୍ୟ ନିର୍ବାଚନ ଅଧିକାରୀ, ଓଡିଶାଙ୍କ ନିର୍ଦ୍ଦେଶ କ୍ରମେ ଆରମ୍ଭ ହୋଇଥିବା ଭୋଟର ତାଲିକାର ସ୍ବତନ୍ତ୍ର ସଂକ୍ଷିପ୍ତ ସଂଶୋଧନ ଅଭିଯାନ- ୨୦୨୪ ଅବସର ରେ ନିର୍ବାଚନ ଅଧିକାରୀ ତଥା ସ୍ଥାନୀୟ ଉପଜିଲ୍ଲାପାଳ ଶ୍ରୀମତୀ ମଧୁମିତଙ୍କ ନେତୃତ୍ବରେ ଯୁବ ଭୋଟରଙ୍କୁ ସଚେତନ କରିବା ସହିତ ସେମାନଙ୍କ ମଧ୍ୟରେ ଗଣତାନ୍ତ୍ରିକ ମୂଲ୍ୟବୋଧ ପ୍ରଜ୍ବଳିତ କରିବା ନିମନ୍ତେ ଉପଖଣ୍ଡ ପ୍ରଶାସନ ଦ୍ବାରା ଶୁକ୍ରବାର ବିଭିନ୍ନ କାର୍ଯ୍ୟକ୍ରମ ମାନ ଆୟୋଜନ କରାଯାଇଛି । ଏହି ପରିପ୍ରେକ୍ଷୀରେ ସହାୟକ ଜିଲ୍ଲାପାଳ ରୂପକ କୁଜର ଏବଂ ଉପଖଣ୍ଡ ସୂଚନା ଓ ଲୋକ ସଂପର୍କ ଅଧିକାରୀ ପ୍ରହଲ୍ଲାଦ ଖୋସ୍ଲା ସ୍ଥାନୀୟ ବନବାସୀ ସେବା ସମିତି ଦ୍ବାରା ପରିଚାଳିତ “ରେଡ଼ିଓ ମହକ” ଜରିଆରେ ସଚେତନତା ବାର୍ତ୍ତା ଦେଇ ଭୋଟରଙ୍କୁ ସଚେତନ କରିଛନ୍ତି ।

ସହାୟକ ଜିଲ୍ଲାପାଳ ରୂପକ କୁଜର ଏକ ସଚେତନତା ରଥର ଶୁଉଦଘାଟନ କରିଛନ୍ତି । ଯାହା ବିଭିନ୍ନ ସଚେତନାତ୍ମକ ତଥ୍ୟର ନାରା ଦେଇ ଆଗାମୀ ନଭେମ୍ବର ୫ ତାରିଖ ପର୍ଯ୍ୟନ୍ତ ବାଲିଗୁଡା ଉପଖଣ୍ଡର ସମସ୍ତ ଗ୍ରାମକୁ ବୁଲି ଭୋଟରଙ୍କୁ ସଚେତନ କରିବ । ଉକ୍ତ ସଚେତନତା ରଥର ଉଦଘାଟନୀ କାର୍ଯ୍ୟକ୍ରମରେ ଉପଖଣ୍ଡ ସୂଚନା ଓ ଲୋକ ସଂପର୍କ ଅଧିକାରୀଙ୍କ ସମେତ ଉପଜିଲ୍ଲାପାଳ କାର୍ଯ୍ୟଳୟର ସମସ୍ତ କର୍ମକର୍ତ୍ତା ଉପସ୍ଥିତ ଥିଲେ । ଏତଦବ୍ୟତୀତ ଉପଖଣ୍ଡ ପ୍ରଶାସନ ଦ୍ବାରା ସ୍ଥାନୀୟ ଆଦିବାସୀ ମହାବିଦ୍ୟାଳୟ ଠାରେ ଏକ ସଚେତନାତ୍ମକ ବୈଠକ ଆୟୋଜନ କରାଯାଇଥିଲା ।

ଉକ୍ତ ବୈଠକରେ ସହାୟକ ଜିଲ୍ଲାପାଳ ରୂପକ କୁଜର, ଉପଖଣ୍ଡ ସୂଚନା ଓ ଲୋକ ସଂପର୍କ ଅଧିକାରୀ ପ୍ରହଲ୍ଲାଦ ଖୋସ୍ଲା, ମହାବିଦ୍ୟାଳୟର ଅଧ୍ୟକ୍ଷ କାର୍ତ୍ତିକ ଚନ୍ଦ୍ର ସିଙ୍କ ସମେତ ସୁଶାନ୍ତ କୁମାର ଦାସ, ଉପକାର ଦିଗାଳ, ଅଭିମନ୍ୟୁ ପ୍ରଧାନ ପ୍ରମୁଖ ଉପସ୍ଥିତ ରହି ଛାତ୍ରଛାତ୍ରୀଙ୍କୁ ମତଦାନର ମହତ୍ଵ ଏବଂ ଦେଶ ଗଠନରେ ଯୁବ ଭୋଟରଙ୍କ ଅବଦାନ, ଭୋଟର ତାଲିକାରେ ନାମ ପଞ୍ଜିକରଣ, ସଂଶୋଧନ, ଅପସାରଣ ଏବଂ ସ୍ଥାନାନ୍ତରଣ ଆଦି ପ୍ରକ୍ରିୟା ବିଷୟରେ ସଚେତନ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଖଲି ଗୋଦାମରେ ଭୟାବହ ଅଗ୍ନିକାଣ୍ଡ, ୧୫ ଲକ୍ଷରୁ ଅଧିକ ସମ୍ପତ୍ତି ନଷ୍ଟ

ଖଲି ଗୋଦାମରେ ଭୟାବହ ଅଗ୍ନିକାଣ୍ଡ, ୧୫ ଲକ୍ଷରୁ ଅଧିକ ସମ୍ପତ୍ତି ନଷ୍ଟ

June 22, 2026
ବ୍ଲକ ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ବ୍ଲକ ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ଯୁବ ରେଡକ୍ରସ୍ ଆନୁକୂଲ୍ଯରେ ବିଶ୍ୱ ଯୋଗ ଦିବସ ପାଳିତ

ଯୁବ ରେଡକ୍ରସ୍ ଆନୁକୂଲ୍ଯରେ ବିଶ୍ୱ ଯୋଗ ଦିବସ ପାଳିତ

June 22, 2026
ବିଜେପି ପକ୍ଷରୁ ହରଚଣୀ ସାହିରେ ଯୋଗ ଶିବିର ଓ ବୃକ୍ଷରୋପଣ

ବିଜେପି ପକ୍ଷରୁ ହରଚଣୀ ସାହିରେ ଯୋଗ ଶିବିର ଓ ବୃକ୍ଷରୋପଣ

June 22, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଖଲି ଗୋଦାମରେ ଭୟାବହ ଅଗ୍ନିକାଣ୍ଡ, ୧୫ ଲକ୍ଷରୁ ଅଧିକ ସମ୍ପତ୍ତି ନଷ୍ଟ

ଖଲି ଗୋଦାମରେ ଭୟାବହ ଅଗ୍ନିକାଣ୍ଡ, ୧୫ ଲକ୍ଷରୁ ଅଧିକ ସମ୍ପତ୍ତି ନଷ୍ଟ

June 22, 2026
ବ୍ଲକ ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ବ୍ଲକ ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version