• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଛେଳିଗଡ଼ ପ୍ରକଳ୍ପର ଦ୍ୱିତୀୟ ପର୍ଯ୍ୟାୟ ନିର୍ମାଣ

Proprietor Abhimanyu Maharana by Proprietor Abhimanyu Maharana
November 5, 2023
in ଓଡ଼ିଶା, ଗଜପତି, ହୋମ୍
0
ଛେଳିଗଡ଼ ପ୍ରକଳ୍ପର ଦ୍ୱିତୀୟ ପର୍ଯ୍ୟାୟ ନିର୍ମାଣ
Share on FacebookShare on TwitterWhatsapp

୦୪ ନଭେମ୍ବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ଆର,ଉଦୟଗିରି :-> ଗଜପତି ଜିଲ୍ଲା ଛେଳିଗଡ଼ ଜଳପ୍ରକଳ୍ପ ଦ୍ଵିତୀୟ ପର୍ଯ୍ୟାୟ ବନ୍ଧ ନିର୍ମାଣ କାର୍ଯ୍ୟନିମନ୍ତେ ବନବିଭାଗର ଅନୁମୋଦନ ଫରେଷ୍ଟ କ୍ଳିଅରାନ୍ସ ମିଳିଛି । କେନ୍ଦ୍ର ଜଙ୍ଗଲ, ପରିବେଶ ଏବଂ ଜଳବାୟୁ ମନ୍ତ୍ରଣାଳୟ ପକ୍ଷରୁ ପ୍ରକଳ୍ପ କାର୍ଯ୍ୟ ଆଗେଇବା ପାଇଁ ସବୁଜ ସଙ୍କେତ ମିଳିବା ପରେ ସବୁଠି ଖୁସିର ଲହରୀ ଖେଳିଯାଇଛି । ଗଜପତି ଜିଲ୍ଲା ଆର ଉଦୟଗିରି ବ୍ଳକ ଛେଳିଗଡ଼ରେ୨୦୦୫ ମସିହାରେ ଛେଳିଗଡ଼ ଜଳ ପ୍ରକଳ୍ପ ନିର୍ମାଣ ପାଇଁ କାର୍ଯ୍ୟ ଆରମ୍ଭ କରାଯାଇଥିଲା । ସେତେବେଳେ ପ୍ରକଳ୍ପ ପାଇଁ ୫୨ କୋଟି ଟଙ୍କା ଅନୁମୋଦନ କରାଯାଇଥିବବେଳେ ବର୍ତ୍ତମାନ ଏହାର ମୋଟ ଅଟକଳ ୯୩୬କୋଟି ୬୩ ଲକ୍ଷରେ ପହଞ୍ଚିଛି ।

ଏହି ପ୍ରକଳ୍ପର ପ୍ରଥମ ପର୍ଯ୍ୟାୟରେ ପ୍ରକଳ୍ପରେସମ୍ପୂର୍ଣ୍ଣ ବୁଡି ଅଞ୍ଚଳ ଏବଂ ଆଂଶିକ ବୁଡ଼ି ଅଞ୍ଚଳ ଲୋକଙ୍କୁ ସରକାରୀ ନିୟମ ପ୍ରକାରେ କ୍ଷତି ପୂରଣ ଦିଆଯିବା ସହ ସେମାନଙ୍କ ବିସ୍ଥାପନ ପ୍ରକ୍ରିୟା ଆରମ୍ଭ ହୋଇଥିଲା। ଏଥ‌ିନିମନ୍ତେ ୭ ଟି ବିସ୍ଥାପିତ କଲୋନାନିର୍ମାଣ ପାଇଁ ନିଷ୍ପତ୍ତି ହୋଇଥିଲା । ବର୍ତ୍ତମାନ ୩ ବିସ୍ଥାପିତ କଲୋନୀରେ ଲୋକ ବସବାସ କରୁଥିବା ବେଳେ ୪ଟିର ୧ ନିର୍ମାଣ କାର୍ଯ୍ୟ ଚାଲିଛି। ଜକ୍ତ ପ୍ରକଳ୍ପ ଦ୍ଵାରା ଗଜପତିର ୫୦୦ ହେକ୍ଟର ଏବଂ ଗଞ୍ଜାମ ଜିଲ୍ଲାର ଦିଗପହଣ୍ଡି ନ ଏବଂ ସାନଖେମୁଣ୍ଡି ଅଞ୍ଚଳର ୫୭୬୦ହେକ୍ଟର ଚାଷ ଜମି ଜଳସେଚିତ ହୋଇପାରିବ। ଏହାସହ ବ୍ରହ୍ମପୁର ସହର ନିମନ୍ତେ ୧ ଗ୍ୟାସେଜ୍‌ ପାନୀୟ ଜଳ ଯୋଗାଇ ଦିଆଯିବ ।

ଲୋକଙ୍କ ଆର୍ଥିକ ଅଭିବୃଦ୍ଧି ହେବା ସହ ଚାଷ କରି ଲୋକ ସ୍ୱାବଲମ୍ବୀ ହୋଇପାରିବେ। ଭକ୍ତ ପ୍ରକଳ୍ପରୁ ମାଙ୍କଡଡିଆଁ ଜଳ ପ୍ରପାତ ନିକଟରେ ଆମେଟର ସ୍ଥାପନ କରି ୩୬ ମେଗାୱାଟ ବିଦ୍ୟୁତ ଶକ୍ତି ଉତ୍ପାଦନ ପାଇଁ ମଧ୍ୟ ଯୋଜନା ରଖାଯାଇଛି । ପ୍ରକଳ୍ପରେ ବିସ୍ଥାପିତ ଲୋକଙ୍କ ପାଇଁ ସରକାରଙ୍କ ନିର୍ଦ୍ଦେଶ ପ୍ରକାରେ ପାର୍କ, ମନ୍ଦିର ଆଦି ନିର୍ମାଣର ବ୍ୟବସ୍ଥା କରାଯିବା ପାଇଁଯୋଜନା ରହିଛି । ସ୍ଥାନୀୟ ଲୋକେ ଏଥିରେ ଖୁସି ପ୍ରକଟ କରିଛନ୍ତି କିନ୍ତୁ କିଛି ଅଧିକ ଅନୁଦାନ ପାଇଁ ସରକାରଙ୍କୁ ନିବେଦନ କରିଛନ୍ତି । ପ୍ରକଳ୍ପର ଦ୍ଵିତୀୟ ପର୍ଯ୍ୟାୟ ନିର୍ମାଣ ପାଇଁ କେନ୍ଦ୍ର ଜଙ୍ଗଲ ପରିବେଶ ଏବଂଜଳବାୟୁ ମନ୍ତ୍ରଣାଳୟ ଫରେଷ୍ଟ କ୍ଲିଅରେନ୍ସ ପ୍ରଦାନ କରିଛି ।

ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ୧୫୯ ହେକ୍ଟର ଜମି ଯୋଗାଇବା ପାଇଁ ଆବେଦନ କରାଯାଇଥିଲା। ତେବେ ୧୩୯.୯ ହେକ୍ଟର ଜଙ୍ଗଲ ଜମି ଯୋଗାଇ ଦେଇଛନ୍ତି କେନ୍ଦ୍ର ସରକାର। କେନ୍ଦ୍ରବନସଂରକ୍ଷଣ ଆଇନ ୧୯୮୦. ଅନ୍ତର୍ଗତ ଏହି ଜମି ଯୋଗାଇ ଦେଇଛନ୍ତି କେନ୍ଦ୍ର ସରକାର। ଫଳରେ ପ୍ରକଳ୍ପର ବନ୍ଧ ନିର୍ମାଣ ପାଇଁ ବାଟ ଫିଟିଛି। ନ ଭକ୍ତ ଜମିକୁ ପ୍ରକଳ୍ପ କାର୍ଯ୍ୟ ନିମନ୍ତେ ବ୍ୟବହାର କରାଯିବ। ବନ୍ଧ ନିର୍ମାଣପରେ ଭକ୍ତ ସଂରକ୍ଷିତ ଜଳକୁ ଜଳସେଚନ,ପାନୀୟ ଜଳ ଭାବେ ବ୍ୟବହାର କରାଯିବା ସହ ସେଠାରେ ମାଛ, ଚିଙ୍ଗୁଡ଼ି ଚାଷ କରି ଲୋକଙ୍କୁ ଆର୍ଥିକ ସ୍ଵାବଲମ୍ବୀ କରିବା ପାଇଁ ପ୍ରୋତ୍ସାହନ ପ୍ରଦାନ କରାଯିବ।

ଏନେଇ ପୂର୍ବତନ ୫ଟି ସଚିବ ତଥା ବର୍ତ୍ତମାନରନବୀନ ଓଡ଼ିଶା ଅଧକ୍ଷ ଭି. କେ ପାଣ୍ଡିଆନ୍ଗତବର୍ଷ ଏପ୍ରିଲ ୨୮ ତାରିଖରେ ପ୍ରକଳ୍ପକୁ ଆସି ବିସ୍ଥାପିତଙ୍କ ଅଭିଯୋଗ ଗ୍ରହଣ କରିବା ସହ ନିର୍ମାଣ କାର୍ଯ୍ୟ ୨୦୨୫ ସୁଦ୍ଧା ସାରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ । ୧୨୮୦ ମିଟର ଲମ୍ବା ପାହାଡ଼ ଖୋଳି ଟର୍ମିନାଲ୍ ନିର୍ମାଣ କାର୍ଯ୍ୟ ମଧ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଉକ୍ତ ଟର୍ମିନାଲ ଦେଇ ଗଞ୍ଜାମ ଜିଲ୍ଲାକୁ ଜଳ ଯୋଗାଣ କରାଯିବ। ଏନେଇ ଖୁସି ଥ‌ିବା ସ୍ଥାନୀୟ ଲୋକେ ଅତିଶୀଘ୍ର ପ୍ରକଳ୍ପ କାର୍ଯ୍ୟ ଶେଷ ହୋଇ ଜନ କଲ୍ୟାଣ କାର୍ଯ୍ୟରେ ଲାଗିବ ବୋଲି ଆଶା କରିଛନ୍ତି। ପରେଷ୍ଟ କ୍ଲିଅରେନ୍ସ ପାଇବା ପରେ ଅତିଶୀଘ୍ର ପ୍ରକଳ୍ପକାର୍ଯ୍ୟ ଶେଷ କରାଯିବା ସହ ବିସ୍ଥାପିତଙ୍କ ପାଇଁ ଗୃହ ନିର୍ମାଣ କାର୍ଯ୍ୟ ସମାପ୍ତ କରି ସେମାନଙ୍କୁ ଥଇଥାନ କରାଯିବ ବୋଲି ନାଗାବଳି ବଂଶଧାରା ଅବବାହିକା ଅତିରିକ୍ତମୁଖ୍ୟଯନ୍ତ୍ରୀ ନରେନ୍ଦ୍ରନାଥ ମହାରଣା କହିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ତ୍ରିବେଣୀ କଳାକାର ସଂଘର ତୃତୀୟ ବର୍ଷ ନୁଆଁଖାଇ ଭେଟ ଘାଟ ୨୦୨୬

ତ୍ରିବେଣୀ କଳାକାର ସଂଘର ତୃତୀୟ ବର୍ଷ ନୁଆଁଖାଇ ଭେଟ ଘାଟ ୨୦୨୬

October 8, 2026
ପୁରୀ ରେ ଦୁର୍ଗାପୂଜା ଓ ଭସାଣି ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ପୁରୀ ରେ ଦୁର୍ଗାପୂଜା ଓ ଭସାଣି ପ୍ରସ୍ତୁତି ବୈଠକ ଅନୁଷ୍ଠିତ

October 8, 2026
ସବରେଜିଷ୍ଟର ଅଫିସ ସମ୍ମୁଖ ବରଗଛ ଡାଳ ଭାଙ୍ଗିଲା ଅଳ୍ପକେ ରକ୍ଷାପାଇଲେ ଓକିଲ, ମୋହରିର ଓ ଷ୍ଟାମ୍ପ ଭେଣ୍ଡର

ସବରେଜିଷ୍ଟର ଅଫିସ ସମ୍ମୁଖ ବରଗଛ ଡାଳ ଭାଙ୍ଗିଲା ଅଳ୍ପକେ ରକ୍ଷାପାଇଲେ ଓକିଲ, ମୋହରିର ଓ ଷ୍ଟାମ୍ପ ଭେଣ୍ଡର

October 8, 2026
ଓଡ଼ିଶା ନିର୍ମାଣ ଶ୍ରମିକ ସଂଘର ରାଜ୍ୟ ସମ୍ମିଳନୀ ରେ ନିର୍ମାଣ ଶ୍ରମିକଙ୍କୁ ମାସିକ ପେନସନ ଦାବୀ

ଓଡ଼ିଶା ନିର୍ମାଣ ଶ୍ରମିକ ସଂଘର ରାଜ୍ୟ ସମ୍ମିଳନୀ ରେ ନିର୍ମାଣ ଶ୍ରମିକଙ୍କୁ ମାସିକ ପେନସନ ଦାବୀ

October 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ତ୍ରିବେଣୀ କଳାକାର ସଂଘର ତୃତୀୟ ବର୍ଷ ନୁଆଁଖାଇ ଭେଟ ଘାଟ ୨୦୨୬

ତ୍ରିବେଣୀ କଳାକାର ସଂଘର ତୃତୀୟ ବର୍ଷ ନୁଆଁଖାଇ ଭେଟ ଘାଟ ୨୦୨୬

October 8, 2026
ପୁରୀ ରେ ଦୁର୍ଗାପୂଜା ଓ ଭସାଣି ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ପୁରୀ ରେ ଦୁର୍ଗାପୂଜା ଓ ଭସାଣି ପ୍ରସ୍ତୁତି ବୈଠକ ଅନୁଷ୍ଠିତ

October 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version