• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ଚାଇନାର କ୍ୟାମ ସ୍କାନର ଭଳି ଲଂଚ ହେଲା ଭାରତ ସ୍କାନର ।

Proprietor Abhimanyu Maharana by Proprietor Abhimanyu Maharana
July 13, 2020
in Uncategorized, ଓଡ଼ିଶା, ଦେଶ, ନୟାଗଡ଼ ନିଉଜ୍, ହୋମ୍
0
ଚାଇନାର କ୍ୟାମ ସ୍କାନର ଭଳି  ଲଂଚ ହେଲା ଭାରତ ସ୍କାନର ।
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍ (୧୩ ଜୁଲାଇ ସୋମବାର) ଭୁବନେଶ୍ୱର :- ଚାଇନାର କ୍ୟାମ ସ୍କାନର ଭଳି ଲଂଚ ହେଲା ଭାରତ ସ୍କାନର । ଫଳରେ ଭାରତସ୍କାନର ଆପକୁ ବ୍ୟବହାର କରି ଆପଣ ଆପଣଙ୍କର ବହୁ ଗୁରୁତ୍ୱପୂର୍ଣ୍ଣ ଦସ୍ତାବିଜକୁ ସ୍କାନ କରିପାରିବେ । ଏଥିସହିତ ଏହି ଆପକୁ ବ୍ୟବହାର କରି ଅନେକ ଫାଇଲକୁ ପିଡିଏଫରେ ମଧ୍ୟ ଆପଣ କନଭର୍ଟ କରିପାରିବେ ।

ଭାରତ ସ୍କାନରର ଆଧିକାରୀକ ୱେବସାଇଟରେ ଦିଆଯାଇଥିବା ସୂଚନା ଅନୁସାରେ, ଏଥିରେ ଥିବା ଆପଣଙ୍କର ତଥ୍ୟ ସଂପୂର୍ଣ୍ଣ ସୁରକ୍ଷିତ । ଏହି ଆପ କେବଳ ଆପଣଙ୍କ ଫୋନରେ ଆପଣଙ୍କ ତଥ୍ୟ ରଖିଥାଏ । ଏଥିସହିତ ଏହି ସ୍ୱଦେଶୀ ।ପରେ ଅଟୋ ଏଜ କ୍ରିପିଂ ଭଳି ଫିଚର୍ସ ମଧ୍ୟ ଦିଆଯାଇଛି । ବଡ ହେଉଛି, ଭାରତ ସ୍କାନର ଆପଟି ପୂରା ମାଗଣା ଏବଂ ଏହି ଆପଟିକୁ ଆପଣ ଗୁଗୁଲ ପ୍ଲେ ଷ୍ଟୋରକୁ ଯାଇ ଅତି ସହଜରେ ଡାଉନଲୋଡ ମଧ୍ୟ କରିପାରିବେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

Amway Backs India’s Viksit Bharat Vision with Expansion in Ayurveda

ଆମୱେ ଆୟୁର୍ବେଦ କ୍ଷେତ୍ରରେ ସମ୍ପ୍ରସାରଣ ସହିତ ବିକଶିତ ଭାରତ ଲକ୍ଷ୍ୟକୁ ସମର୍ଥନ କରୁଛି

September 3, 2026

HCG Cancer Centre, Cuttack, Introduces SSI Mantra, India’s Indigenously Developed Robotic Surgical System for Cancer Care

ଏଚସିଜି କ୍ୟାନ୍‌ସର ସେଂଟର, କଟକ ପକ୍ଷରୁ କ୍ୟାନ୍‌ସର ଚିକିତ୍ସା ପାଇଁ ଭାରତର ସ୍ୱଦେଶୀ ଭାବେ ବିକଶିତ ରୋବୋଟିକ ସର୍ଜିକାଲ ସିଷ୍ଟମ ଏସଏସଆଇ ମନ୍ତ୍ରାର ଶୁଭାରମ୍ଭ

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Amway Backs India’s Viksit Bharat Vision with Expansion in Ayurveda

ଆମୱେ ଆୟୁର୍ବେଦ କ୍ଷେତ୍ରରେ ସମ୍ପ୍ରସାରଣ ସହିତ ବିକଶିତ ଭାରତ ଲକ୍ଷ୍ୟକୁ ସମର୍ଥନ କରୁଛି

September 3, 2026
Amway Backs India’s Viksit Bharat Vision with Expansion in Ayurveda

Amway Backs India’s Viksit Bharat Vision with Expansion in Ayurveda

September 3, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version