• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଜାମଦାରେ ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମର ଶୁଭାରମ୍ଭ

Proprietor Abhimanyu Maharana by Proprietor Abhimanyu Maharana
November 5, 2023
in ଓଡ଼ିଶା, ମୟୁରଭଞ୍ଜ, ହୋମ୍
0
ଜାମଦାରେ ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମର ଶୁଭାରମ୍ଭ
Share on FacebookShare on TwitterWhatsapp

୦୪ ନଭେମ୍ବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ଜାମଦା :-> ନୂଆ ଓଡ଼ିଶା ସଶକ୍ତ ଓଡ଼ିଶା ଗଠନର ଭିତ୍ତିଭୂମି ସୁଦୃଢ଼ ପାଇଁ ରାଜ୍ୟ ସରକାରଙ୍କ ‘ଆମ ଓଡ଼ିଶା-ନବୀନ ଓଡ଼ିଶା’ ଯୋଜନାକୁ ମୁଖ୍ୟମନ୍ତ୍ରୀ ଶନିବାର ଆଭାସୀ ମାଧ୍ୟମରେ ଜିଲ୍ଲାର ବିଭିନ୍ନ ନିର୍ବାଚନୀ ମଣ୍ଡଳୀରେ ଶୁଭାରମ୍ଭ କରିଛନ୍ତି। ଦୁଇ ହାତ ଟେକି ଉପସ୍ଥିତ ଜନସାଧାରଣ ଓ ମା ମାନେ ଏକ ସ୍ବରରେ କହିଥିଲେ ଜୟ ଜଗନ୍ନାଥ,ଆମ ଓଡ଼ିଶା ନବୀନ ଓଡ଼ିଶା କହି ମୟୂରଭଞ୍ଜ ମାଟିକୁ ପ୍ରକମ୍ପିତ କରିଦେଇଥିଲେ |ସାରା ରାଜ୍ୟରେ ୩୩୯୭କୋଟି ଟଙ୍କା ଖର୍ଚ୍ଚ ହେବାକୁ ଧାର୍ଯ୍ୟ କରାଯାଇଥିବା ବେଳେ ରାଜ୍ୟରେ ୬୭୯୪ଟି ପଞ୍ଚାୟତରେ ୯୦୭୨୩ଟି ପ୍ରକଳ୍ପ କାର୍ଯ୍ୟକ୍ଷମ ହେବ ଏବଂ ଏଥିପାଇଁ ପ୍ରତି ପଞ୍ଚାୟତକୁ ୫୦ଲକ୍ଷ ଟଙ୍କା ପ୍ରଦାନ କରାଯିବ।

ମୟୁରଭଞ୍ଜ ଜିଲ୍ଲାର ଯଶିପୁର, କରଞ୍ଜିଆ, ସାରସକଣା ଏବଂ ରାଇରଙ୍ଗପୁର ନିର୍ବାଚନ ମଣ୍ଡଳୀ ପାଇଁ ୯୦କୋଟି ୫ ଲକ୍ଷ ଟଙ୍କା ବ୍ୟୟରେ ୨୪୨୭ଟି ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ଶୁଭାରମ୍ଭ କରାଯାଇଛି | ଏହି ଯୋଜନାରେ ପ୍ରତି ଗାଁରେ ଜଗନ୍ନାଥ ସଂସ୍କୃତି ସହ ଓଡ଼ିଶାର ମୂଳ ସଂସ୍କୃତିର ଭିତ୍ତିଭୂମିର ବିକାଶ କରାଯିବ। ବିଶ୍ୱପ୍ରେମ, ଶାନ୍ତି, ସଦ୍‌‌ଭାବନା, ସମାନତା ଓ ସେବା ହେଉଛି ଜଗନ୍ନାଥ ସଂସ୍କୃତିର ବାର୍ତ୍ତା ବୋଲି ମୁଖ୍ୟମନ୍ତ୍ରୀ ତାଙ୍କ ବାର୍ତ୍ତାରେ ଏହା କହିଛନ୍ତି। ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ମାଧ୍ୟମରେ ପ୍ରତି ଗାଁରେ ଜଗନ୍ନାଥ ସଂସ୍କୃତିର ସଂରକ୍ଷଣ ଓ ପୂଜାସ୍ଥଳୀ ମାନଙ୍କର ବିକାଶ କରାଯାଇ ସଂସ୍କୃତି ଓ ଐତିହ୍ୟସ୍ଥଳୀ ଗୁଡିକର ସଂରକ୍ଷଣ ଓ ସୁରକ୍ଷା ଜରୁରୀ ବୋଲି ଆଭାସୀ କାର୍ଯ୍ୟକ୍ରମ ମାଧ୍ୟମରେ ମନ୍ତ୍ରୀ ଓ ଜାମଦା ବ୍ଲକ ଅଧ୍ୟକ୍ଷ ଡୁମୁକା ହେମ୍ବ୍ରମ ଏହି କାର୍ଯ୍ୟକ୍ରମ ମାଧ୍ୟମରେ ଜାମଦା ବ୍ଲକର ୧୦ଟି ପଞ୍ଚାୟତକୁ ୫୦ଲକ୍ଷ ଟଂକା ଲେଖାଏଁ ୫କୋଟି ରାଜ୍ୟ ସରକାର ଘୋଷଣା କରିଛନ୍ତି ବୋଲି ବକ୍ତବ୍ୟ ମାଧ୍ୟମରେ ଜଣାଇଥିଲେ |

୫-ଟି ସଚିବ ଭି.କେ.ପାଣ୍ଡିଆନ କାର୍ଯ୍ୟକ୍ରମକୁ ସଂଯୋଜନା କରିବା ଅବସରରେ ସମସ୍ତେ ସ୍ୱଚ୍ଛତା ସହ ଓ ଠିକ୍‌‌ ସମୟରେ ଏହି ଯୋଜନାରେ ହାତକୁ ନିଆଯାଇଥିବା ପ୍ରକଳ୍ପ ଶେଷ କରିବାକୁ ପରାମର୍ଶ ଦେଇଥିବା ବେଳେ ଶେଷରେ ଜିଲାପାଳ ବିନୀତ ଭରଦ୍ବାଜ ଧନ୍ୟବାଦ ଅର୍ପଣ କରିଥିଲେ।ଜାମଦା ବ୍ଲକର ବିଡ଼ିଓ ଦେବାଶିଷ୍ ପଣ୍ଡାଙ୍କ ତତ୍ବାବଧାନରେ ଏହି ଆଭାସୀ କାର୍ଯ୍ୟକ୍ରମ ସୁରୁଖୁରୁରେ ପରିଚାଳିତ ହୋଇଥିଲାବେଳେ ଏପିଡ଼ି ଦେବାଶିଷ୍ ମହାପାତ୍ର ଉପସ୍ଥିତ ରହି ସମସ୍ତ କାର୍ଯ୍ୟକୁ ପର୍ଯ୍ୟବେକ୍ଷଣ କରିଥିଲେ | ଜାମଦା ବ୍ଲକ ୧୭ ନମ୍ବର ଜୋନ୍ ର ଜିଲ୍ଲା ପରିଷଦ ପୂର୍ଣ୍ଣଚନ୍ଦ୍ର ମାର୍ଣ୍ଡି,୧୬ ନମ୍ବର ଜିଲ୍ଲା ପରିଷଦ ବାବୁଲୁ ଟୁଡୁ,ସମାଜସେବୀ ସୁବାଷ ଚନ୍ଦ୍ର ମଣ୍ଡଳ ,ୟୁଏସ୍ଆଇ ସମ୍ପାଦକ ପ୍ରଶ୍ନ କୁମାର ଶତପଥୀ ଉପସ୍ଥିତ ଥାଇ କାର୍ଯ୍ୟକ୍ରମକୁ ଆଗେଇ ନେଇଥିଲେ |

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
କାଳବୈଶାଖୀର କରାଳ ରୂପ : ପ୍ରବଳ ଝଡ଼ ତୋଫାନ ସହ ବର୍ଷା : ବିଦ୍ୟୁତ ସେବା ବିଛିନ୍ନ – ବ୍ୟାପକ କ୍ଷୟକ୍ଷତି

କାଳବୈଶାଖୀର କରାଳ ରୂପ : ପ୍ରବଳ ଝଡ଼ ତୋଫାନ ସହ ବର୍ଷା : ବିଦ୍ୟୁତ ସେବା ବିଛିନ୍ନ – ବ୍ୟାପକ କ୍ଷୟକ୍ଷତି

May 2, 2026
ନୟାଗଡ, ଆନ୍ତର୍ଜାତିକ ଶ୍ରମିକ ଦିବସ-୨୦୨୬

ନୟାଗଡ, ଆନ୍ତର୍ଜାତିକ ଶ୍ରମିକ ଦିବସ-୨୦୨୬

May 2, 2026
ଓଡିଶା ଗ୍ରାମୀଣ ବ୍ଯାଙ୍କ ପକ୍ଷରୁ ରକ୍ତଦାନ ଶିବିର…ଏହି ଶିବିର ରେ 15 ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଛି

ଓଡିଶା ଗ୍ରାମୀଣ ବ୍ଯାଙ୍କ ପକ୍ଷରୁ ରକ୍ତଦାନ ଶିବିର…ଏହି ଶିବିର ରେ 15 ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଛି

May 2, 2026
ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

May 1, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

କାଳବୈଶାଖୀର କରାଳ ରୂପ : ପ୍ରବଳ ଝଡ଼ ତୋଫାନ ସହ ବର୍ଷା : ବିଦ୍ୟୁତ ସେବା ବିଛିନ୍ନ – ବ୍ୟାପକ କ୍ଷୟକ୍ଷତି

କାଳବୈଶାଖୀର କରାଳ ରୂପ : ପ୍ରବଳ ଝଡ଼ ତୋଫାନ ସହ ବର୍ଷା : ବିଦ୍ୟୁତ ସେବା ବିଛିନ୍ନ – ବ୍ୟାପକ କ୍ଷୟକ୍ଷତି

May 2, 2026
ନୟାଗଡ, ଆନ୍ତର୍ଜାତିକ ଶ୍ରମିକ ଦିବସ-୨୦୨୬

ନୟାଗଡ, ଆନ୍ତର୍ଜାତିକ ଶ୍ରମିକ ଦିବସ-୨୦୨୬

May 2, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version