• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବାମନଘାଟୀ ଏବଂ ପାଞ୍ଚପିଢ ଶାରୀରିକ ଶିକ୍ଷା ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କ ବାର୍ଷିକ ବନ୍ଧୁ ମିଳନ

Proprietor Abhimanyu Maharana by Proprietor Abhimanyu Maharana
November 8, 2023
in ଓଡ଼ିଶା, ମୟୁରଭଞ୍ଜ, ହୋମ୍
0
ବାମନଘାଟୀ ଏବଂ ପାଞ୍ଚପିଢ ଶାରୀରିକ ଶିକ୍ଷା ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କ ବାର୍ଷିକ ବନ୍ଧୁ ମିଳନ
Share on FacebookShare on TwitterWhatsapp

୭ ନଭେମ୍ବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ରାଇରଙ୍ଗପୁର :-> ରାଇରଙ୍ଗପୁର ଉଚ୍ଚ ବିଦ୍ୟାଳୟ ର ସମ୍ମିଳନୀ କକ୍ଷ ରେ ମୟୂରଭଞ୍ଜ ଜିଲ୍ଲାର ବାମନଘାଟୀ ଏବଂ ପାଞ୍ଚପିଢ ସବ୍ ଡିଭିଜନ ର ଶାରୀରିକ ଶିକ୍ଷା ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କର ପ୍ରତିବର୍ଷ ଭଳି ଏବର୍ଷ ମଧ୍ୟ ରାଇରଙ୍ଗପୁର ଉଚ୍ଚ ବିଦ୍ୟାଳୟଠାରେ ବାର୍ଷିକ ବନ୍ଧୁ ମିଳନ ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ସଭାପତି ପ୍ରଦୀପ କୁମାର ମହାନ୍ତ ଅବସର ପ୍ରାପ୍ତ ପ୍ରଧାନ ଶିକ୍ଷକ ଗୋରୁମହିଷାଣୀ ସରକାରୀ ଉଚ୍ଚ ବିଦ୍ୟାଳୟ ତଥା ମୁଖ୍ୟବକ୍ତା ଭାବରେ ଯୋଗଦେଇ ଥିଲେ ରବୀନ୍ଦ୍ରନାଥ ମିଶ୍ର ଅବସରପ୍ରାପ୍ତ ଶାରୀରିକ ଶିକ୍ଷା ଶିକ୍ଷକ ଗୋରୁମହିଷାଣୀ ସରକାରୀ ଉଚ୍ଚ ବିଦ୍ୟାଳୟ ।

ସଭା ପରିଚାଳନା କରିଥିଲେ ସୁଦୂରରୁ ଆସିଥିବା ହରିଶ୍ଚନ୍ଦ୍ର ରାଉତ; ଅବସର ପ୍ରାପ୍ତ ଶାରିରୀକ ଶିକ୍ଷା ଶିକ୍ଷକ ଅଂଳା ସରକାରୀ ଉଚ୍ଚ ବିଦ୍ୟାଳୟ , କାର୍ଯ୍ୟରତ ଉମାକାନ୍ତ ବେହେରା ଶାରିରୀକ ଶିକ୍ଷା ଶିକ୍ଷକ ରାଇରଙ୍ଗପୁର ଉଚ୍ଚ ବିଦ୍ୟାଳୟ, ସଂଘର ସଂପାଦକ ବାର୍ଷିକ ବିବରଣୀ ପାଠ କରି ସଂଘ କୁ ମଜବୁତ୍ କରିବା ଦିଗରେ ଅଭିଭାଷଣ ପ୍ରଦାନ କରିଥିଲେ । କୋଷାଧ୍ୟକ୍ଷ କେଶବ ଚନ୍ଦ୍ର ବେହେରା ବହଳଦା ଉଚ୍ଚ ବିଦ୍ୟାଳୟ ଶାରୀରିକ ଶିକ୍ଷା ଶିକ୍ଷକ ଏବଂ ଦେବେନ୍ଦ୍ର ମହାନ୍ତ ଶିମିଳିପାଳ ଉଚ୍ଚ ବିଦ୍ୟାଳୟ ଖେଳ ସମ୍ପର୍କରେ ପୁଙ୍ଖାନୁପୁଙ୍ଖ ଭାବେ ଅଭିଭାଷଣ ରଖିଥିଲେ । ପଞ୍ଚପିଢ ର ବଡ଼ଗାଁ ସରକାରୀ ଉଚ୍ଚ ବିଦ୍ୟାଳୟ ର ଶାରିରୀକ ଶିକ୍ଷା ଶିକ୍ଷକ କାର୍ଯ୍ୟରୁ ତା ୨୮/୦୨/୨୦୨୩ରିଖରେ ଅବସର ନେଇଥିବା ଶ୍ରୀଯୁକ୍ତ ଶମ୍ଭୁନାଥ ମହନ୍ତଙ୍କୁ ସଂଘ ତରଫରୁ ସମ୍ବର୍ଦ୍ଧନା ଦିଆଯାଇଥିଲା ।

ସେହିପରି ସରକାରୀ ଉଚ୍ଚ ବିଦ୍ୟାଳୟ ଧନପୁର ର ଶାରିରୀକ ଶିକ୍ଷା ଶିକ୍ଷକ ଶ୍ରୀଯୁକ୍ତ ଅମିନ କୁମାର ମହାନ୍ତଙ୍କୁ ସମ୍ବର୍ଦ୍ଧନା ଦିଆଯାଇଥିଲା । ସେ ତା ୩୦/୦୬/୨୦୨୩ ରିଖ ଦିନ ଅବସର ଗ୍ରହଣ କରିଥିଲେ । ମୟୂରଭଞ୍ଜ ର ସଂପାଦକ ଅବସର ପ୍ରାପ୍ତ ଶାରୀରିକ ଶିକ୍ଷା ଶିକ୍ଷକ କାନ୍ତ ଚରଣ ମହାନ୍ତ, ଡମ୍ବରୁଧର ମହାନ୍ତ, ଦଶରଥ ମହାନ୍ତ, ସୁଗ୍ରୀବର ମହାନ୍ତ, ପ୍ରହ୍ଲାଦ ମହାନ୍ତ, ଯୋଗେନ୍ଦ୍ର ମହାନ୍ତ ଏବଂ କାର୍ଯ୍ୟରତ ଶାରିରୀକ ଶିକ୍ଷା ଶିକ୍ଷକ ଶିକ୍ଷୟିତ୍ରୀ ରଞ୍ଜନ ସାହୁ, ରଜତ ମହାନ୍ତ,କେଦାର ମହାନ୍ତ,ଜୟକୃଷ୍ଣ ରାଉତ, ବାଞ୍ଛାନିଧି ଗିରି, ଜଗନ୍ନାଥ ଗିରି, ଇନ୍ଦିରା ସାହୁ, ଜନ୍ମେଞ୍ଜୟ ମହାନ୍ତ, ପ୍ରତାପ, ଦମୟନ୍ତୀ, ଜଗତଜିତ, ଡମ୍ବରୁଧର,ସଞ୍ଜୀବ ଅଜୟ,ଭାରତୀ, ଅବନୀ, ଜଳଧର ଏବଂ ଦୁଇ ସବ୍ ଡିଭିଜନର ପ୍ରତ୍ୟେକ ବିଦ୍ୟାଳୟର ଶାରୀରିକ ଶିକ୍ଷକ ଶିକ୍ଷୟିତ୍ରୀ ମାନେ ଯୋଗ ଦେଇ ସଭାକୁ ସାଫଲ୍ୟ କରିଥିଲେ। ଶେଷରେ ଶ୍ରୀଯୁକ୍ତ ଅଧୀର ନନ୍ଦ କାର୍ଯ୍ୟରତ ଶାରୀରିକ ଶିକ୍ଷା ଶିକ୍ଷକ ଜନତା ଉଚ୍ଚ ବିଦ୍ୟାଳୟ ଜୟପୁର ଧନ୍ୟବାଦ୍ ଅର୍ପଣ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

May 2, 2026
ବୁଦ୍ଧ ଆମ୍ବେଦକର ମିଶନ ପକ୍ଷରୁ ପବିତ୍ର ବୁଦ୍ଧ ଜୟନ୍ତୀ ଉତ୍ସବ ପାଳିତ

ବୁଦ୍ଧ ଆମ୍ବେଦକର ମିଶନ ପକ୍ଷରୁ ପବିତ୍ର ବୁଦ୍ଧ ଜୟନ୍ତୀ ଉତ୍ସବ ପାଳିତ

May 2, 2026
କାଳବୈଶାଖୀର କରାଳ ରୂପ : ପ୍ରବଳ ଝଡ଼ ତୋଫାନ ସହ ବର୍ଷା : ବିଦ୍ୟୁତ ସେବା ବିଛିନ୍ନ – ବ୍ୟାପକ କ୍ଷୟକ୍ଷତି

କାଳବୈଶାଖୀର କରାଳ ରୂପ : ପ୍ରବଳ ଝଡ଼ ତୋଫାନ ସହ ବର୍ଷା : ବିଦ୍ୟୁତ ସେବା ବିଛିନ୍ନ – ବ୍ୟାପକ କ୍ଷୟକ୍ଷତି

May 2, 2026
ନୟାଗଡ, ଆନ୍ତର୍ଜାତିକ ଶ୍ରମିକ ଦିବସ-୨୦୨୬

ନୟାଗଡ, ଆନ୍ତର୍ଜାତିକ ଶ୍ରମିକ ଦିବସ-୨୦୨୬

May 2, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

May 2, 2026
ବୁଦ୍ଧ ଆମ୍ବେଦକର ମିଶନ ପକ୍ଷରୁ ପବିତ୍ର ବୁଦ୍ଧ ଜୟନ୍ତୀ ଉତ୍ସବ ପାଳିତ

ବୁଦ୍ଧ ଆମ୍ବେଦକର ମିଶନ ପକ୍ଷରୁ ପବିତ୍ର ବୁଦ୍ଧ ଜୟନ୍ତୀ ଉତ୍ସବ ପାଳିତ

May 2, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version