• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଚିଲିକା ବିଜେଡି ପ୍ରଶିକ୍ଷଣ ଶିବିର ଉଦଯାପନ ଦିବସ ରେ ସାଂସଦ ମାନସ ରଞ୍ଜନ ମଙ୍ଗରାଜ

Proprietor Abhimanyu Maharana by Proprietor Abhimanyu Maharana
November 11, 2023
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ରାଜନୀତି, ହୋମ୍
0
ଚିଲିକା ବିଜେଡି ପ୍ରଶିକ୍ଷଣ ଶିବିର ଉଦଯାପନ ଦିବସ ରେ ସାଂସଦ ମାନସ ରଞ୍ଜନ ମଙ୍ଗରାଜ
Share on FacebookShare on TwitterWhatsapp

୧୧ ନଭେମ୍ବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ଚିଲିକା :-> ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନ ମଣ୍ଡଳୀରେ ୩ଦିନ ଧରି ବାଲୁଗାଁ ଏନଏସି ଅଶୋକ ନଗର ବଣିକ ସଙ୍ଘ ଠାରେ ବିଜେଡି ତରଫରୁ ପ୍ରଶିକ୍ଷଣ ଶିବିର ଆୟୋଜିତ ହେଇଥିଲା ,ଶୁକ୍ରବାର ପ୍ରଶିକ୍ଷଣ ଶିବିର ର ଶେଷ ଦିନ ରେ ଜୋନ ୪ ଓ ଜୋନ ୫ ର ବିଜେଡି ଯୋଦ୍ଧା ମାନଙ୍କୁ ବିଜେଡି ମୁଖପାତ୍ର ଶ୍ରୀମତୀ ସୋଫିଆ ଆଲାମ, ଶ୍ରୀମତୀ ଲୋରା ମହାପାତ୍ର ନବୀନ ପଟ୍ଟନାୟକଙ୍କୁ ଷଷ୍ଠ ଥର ମୁଖ୍ୟମନ୍ତ୍ରୀ ଆସନରେ ନିର୍ବାଚିତ କରିବା ,

ବିଜେଡି ର ଜନହିତକର ଯୋଜନା ,ବିଏସକେୱାଇ ମଧ୍ୟମରେ ମାଗଣାରେ ସ୍ବାସ୍ଥ୍ୟସେବା ଗରୀବ ଲୋକମାନଙ୍କ ମଧ୍ୟରେ ପହଞ୍ଚିବ ଟ୍ରେନିଂ ମାଧ୍ୟମରେ କହିଥିଲେ ଏବଂ ଏହି ପ୍ରଶିକ୍ଷଣ ଶିବିର କୁ ମାନ୍ୟବର ରାଜ୍ୟସଭା ସାଂସଦ ଶ୍ରୀ ମାନସ ରଞ୍ଜନ ମଙ୍ଗରାଜ ମହୋଦୟ ମୂଖ୍ୟ ଅତିଥି ରୂପେ ଯୋଗଦେଇ ସମସ୍ତ ବିଜେଡି ମାଷ୍ଟର ଟ୍ରେନର ମାନଙ୍କୁ ଉତ୍ସାହିତ କରିଥିଲେ ,

ବିଜେଡି ବିପୁଳ ସଂଖ୍ୟାରେ ବିଜୟ ହେବ ବୋଲି ତାଙ୍କର ବକ୍ତବ୍ୟ ରଖିଥିଲେ,ଏହି ଆୟୋଜିତ ପ୍ରଶିକ୍ଷଣ ଶିବିରକୁ ଓଡିଶା ବିଜୁ ଯୁବ ଜନତା ଦଳ ଉପ ସଭାପତି ଓ ଚିଲିକା ନିର୍ବାଚନ ମଣ୍ଡଳୀ ର ପର୍ଯ୍ୟବେକ୍ଷକ ଶ୍ରୀ ସୌମ୍ୟ ଶଙ୍କର ଚକ୍ର (ରାଜା ଭାଇ )ପରିଚାଳନା କରିଥିଲେ ଏବଂ ଖୋର୍ଦ୍ଧା ଜିଲ୍ଲା ଏମପି ପ୍ରତିନିଧି ଶ୍ରୀ ମାନସ ପ୍ରଧାନ,

ବାଲୁଗାଁ ଏନଏସି ଯୁବ ସଙ୍ଘଟକ ଶ୍ରୀ ସନ୍ତୋଷ ପାଇକରାୟ, ବାଲୁଗାଁ ବିଜେଡି ସଭାପତି ଶ୍ରୀ ଜୟନ୍ତ କୁମାର ସ୍ୱାଇଁ, ବାଲୁଗାଁ ଏନଏସି ଉପାଧ୍ୟକ୍ଷ ଭଗବାନ ପ୍ରଧାନ,ଖୋର୍ଦ୍ଧା ଜିଲ୍ଲା ସାଧାରଣ ସମ୍ପାଦକ ଶ୍ରୀ ମନୋଜ ପ୍ରଧାନ, ବାଣପୁର ବ୍ଲକ ଏମପି ପ୍ରତିନିଧି ଶ୍ରୀ ଯଦୁ ପ୍ରଧାନ, ଜିଲ୍ଲା ପରିଷଦ ଶ୍ରୀମତୀ ମମତା ପାଇକରାୟ,

ବିଜେଡି ସଂଘଟକ ଶ୍ରୀ ଉତ୍ପଳ ପାଇକରାୟ, ବିଜେଡି ନେତା କୈଳାସ ଚନ୍ଦ୍ର ବେହେରା,ଚିଲିକା ବ୍ଲକ ସଭାପତି ଶ୍ରୀ ଦେବେନ୍ଦ୍ର ସାମନ୍ତସିଂହାର,ବିଜେଡି ର ବରିଷ୍ଠ ସଂଘଟକ ଶ୍ରୀ ପ୍ରଭାସ ସୁନ୍ଦରାୟ, ଶ୍ରୀ ପଠାଣି ସ୍ୱାଇଁ,ଶ୍ରୀ ଅସିତ ପତି, ଶ୍ରୀ ଜୟନ୍ତ ପ୍ରଧାନ, ଶ୍ରୀ ଶେଷଦେବ ରାୟ ଗୌରବ, ଖୋର୍ଦ୍ଧା ଜିଲ୍ଲା ସାଧାରଣ ସଂପାଦକ ଶ୍ରୀ ରାମଚନ୍ଦ୍ର ପ୍ରଧାନ,

ଶ୍ରୀ ଅକ୍ଷୟ କୁମାର ସାହୁ, ବାଣପୁର ବ୍ଲକ ବିଜୁ ଯୁବ ଜନତା ଦଳର ସଭାପତି ଶ୍ରୀ କୈଳାଶ ଚନ୍ଦ୍ର ମହାପାତ୍ର, ଛାତ୍ର ସଭାପତି ଶ୍ରୀ ନୀଲେସ ବରାଳ, ଖୋର୍ଦ୍ଧା ଜିଲ୍ଲା ବିଜୁ ମହିଳା ଜନତା ଦଳର ସହ ସଂପାଦକ ଶ୍ରୀମତୀ ବନିତା ପ୍ରଧାନ, କାଉନ୍ସିଲର ଶ୍ରୀ ଅଭିମନ୍ୟୁ ସ୍ୱାଇଁ, rcms ସଭାପତି ଶ୍ରୀମତୀ ସଂଯୁକ୍ତା ସ୍ୱାଇଁ,

ଚିଲିକା ବ୍ଲକ ବିଜୁ ଜନତାଦଳ ସଭାପତି ଶ୍ରୀ ଆଲୋକ ନାୟକ, ଡିଜିଟାଲ ସେକ୍ରେଟାରୀ ଶ୍ରୀ ଆରବ କୁମାର, ବିଜେଡି ନାରୀନେତ୍ରୀ ଶ୍ରୀମତୀ କଳ୍ପନା ସେଣ, ଶ୍ରୀମତୀ ଲିଲି ସୁବୁଦ୍ଧି, ଶ୍ରୀମତୀ ପିଙ୍କି ମହାରଣା, ଚିଲିକା ବ୍ଲକ ବିଜୁ ଛାତ୍ର ଜନତା ଦଳ ସଭାପତି ଶ୍ରୀ ବିକ୍ରମ ବିଶୋଇ,

ବାଲୁଗାଁ ଏନଏସି ବିଜେଡି ଛାତ୍ର ସଭାପତି ଶ୍ରୀ ଶଶିକାନ୍ତ ପାଇକରାୟ ଏବଂ ଚିଲିକା ନିର୍ବାଚନ ମଣ୍ଡଳୀ ର ଜୋନ ନମ୍ବର ୪ ଓ ୫ ର ସମସ୍ତ ସରପଞ୍ଚ, ସମିତି ସଭ୍ୟ, ୱାର୍ଡ ବିଜେଡି ଯୋଦ୍ଧା ତା ସହିତ ଚିଲିକା ନିର୍ବାଚନ ମଣ୍ଡଳୀ ର ଆଗ ଧାଡି ର ନେତୃବୃନ୍ଦ, ନାରୀନେତ୍ରୀ, ଯୁବ, ଛାତ୍ର, କର୍ମୀ ଯୋଗ ଦେଈ ଏହି ପ୍ରଶିକ୍ଷଣ ଶିବିର କୁ ସଫଳ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବାଲୁଙ୍କେଶ୍ୱର ଦେବଙ୍କ ପଞ୍ଚମ ବାର୍ଷିକ ବିଶ୍ଵଶାନ୍ତି ମହାଯଜ୍ଞା ଉଦଯାପିତ

ବାଲୁଙ୍କେଶ୍ୱର ଦେବଙ୍କ ପଞ୍ଚମ ବାର୍ଷିକ ବିଶ୍ଵଶାନ୍ତି ମହାଯଜ୍ଞା ଉଦଯାପିତ

May 14, 2026
ବିଶିଷ୍ଟ ସାହିତ୍ୟିକା ଛାୟାପୁରବୀଙ୍କ ଏକାଦଶାହରେ ସ୍ମୃତିଚାରଣ ସଭା

ବିଶିଷ୍ଟ ସାହିତ୍ୟିକା ଛାୟାପୁରବୀଙ୍କ ଏକାଦଶାହରେ ସ୍ମୃତିଚାରଣ ସଭା

May 14, 2026
ଇସ୍ରୋ ପରିଦର୍ଶନ କଲେ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର

ଇସ୍ରୋ ପରିଦର୍ଶନ କଲେ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର

May 13, 2026
ବିଜେପି ସରକାର ଦେଶବାସୀଙ୍କ ବିଶ୍ୱାସ ହରାଇଛି, ନିଟ୍ ବିଭ୍ରାଟ୍ ପାଇଁ ସମ୍ପୂର୍ଣ୍ଣ ଦାୟୀ ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ଦିଅନ୍ତୁ : ଓଡିଶା ଜନତା କଂଗ୍ରେସ

ବିଜେପି ସରକାର ଦେଶବାସୀଙ୍କ ବିଶ୍ୱାସ ହରାଇଛି, ନିଟ୍ ବିଭ୍ରାଟ୍ ପାଇଁ ସମ୍ପୂର୍ଣ୍ଣ ଦାୟୀ ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ଦିଅନ୍ତୁ : ଓଡିଶା ଜନତା କଂଗ୍ରେସ

May 13, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବାଲୁଙ୍କେଶ୍ୱର ଦେବଙ୍କ ପଞ୍ଚମ ବାର୍ଷିକ ବିଶ୍ଵଶାନ୍ତି ମହାଯଜ୍ଞା ଉଦଯାପିତ

ବାଲୁଙ୍କେଶ୍ୱର ଦେବଙ୍କ ପଞ୍ଚମ ବାର୍ଷିକ ବିଶ୍ଵଶାନ୍ତି ମହାଯଜ୍ଞା ଉଦଯାପିତ

May 14, 2026
ବିଶିଷ୍ଟ ସାହିତ୍ୟିକା ଛାୟାପୁରବୀଙ୍କ ଏକାଦଶାହରେ ସ୍ମୃତିଚାରଣ ସଭା

ବିଶିଷ୍ଟ ସାହିତ୍ୟିକା ଛାୟାପୁରବୀଙ୍କ ଏକାଦଶାହରେ ସ୍ମୃତିଚାରଣ ସଭା

May 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version