ଓଡିଶା ତାଜା ନ୍ୟୁଜ୍ (୧୪ ଜୁଲାଇ ୨୦୨୦ ମଙ୍ଗଳବାର) ଭୁବନେଶ୍ୱର :- କ୍ୟାପିଟାଲ ହସ୍ପିଟାଲର ଭେଷଜ ବିଭାଗର ଜଣେ ଡାକ୍ତର କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ଏହାର ଭେଷଜ ଓପିଡିକୁ ୪୮ଘଣ୍ଟା ପାଇଁ ବନ୍ଦ କରାଯାଇଛି।