• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ବନ୍ଦ କୋଠରୀରୁ ପ୍ରାଣୀଧନ ନିରୀକ୍ଷକଙ୍କ ମୃତଦେହ ଉଦ୍ଧାର – ଆତ୍ମହତ୍ୟା ସନ୍ଦେହ !

Proprietor Abhimanyu Maharana by Proprietor Abhimanyu Maharana
November 16, 2023
in ଅପରାଧ, ଓଡ଼ିଶା, ଗଞ୍ଜାମ, ହୋମ୍
0
ବନ୍ଦ କୋଠରୀରୁ ପ୍ରାଣୀଧନ ନିରୀକ୍ଷକଙ୍କ ମୃତଦେହ ଉଦ୍ଧାର – ଆତ୍ମହତ୍ୟା ସନ୍ଦେହ !
Share on FacebookShare on TwitterWhatsapp

୧୬ ନଭେମ୍ବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ହିଞ୍ଜିଳିକାଟୁ :-> ଗୁରୁବାର ସକାଳେ ହିଞ୍ଜିଳି ଥାନା କଞ୍ଚୁରୁ ପ୍ରାଣୀଧନ କାର୍ଯ୍ୟାଳୟ ବନ୍ଦ କୋଠରୀରୁ ଜଣେ କର୍ମଚାରୀଙ୍କ ମୃତଦେହକୁ ପୁଲିସ ଉଦ୍ଧାର କରିଛି । ମୃତକ ଜଣଙ୍କ କଞ୍ଚୁରୁ ପ୍ରାଣୀଧନ ନିରାୀକ୍ଷକ ଡାକ୍ତର ପ୍ରମୋଦ କୁମାର ମହାଙ୍କୁଡ । ମୃତକଙ୍କ ଘର କୋରାପୁଟ ଜିଲ୍ଲା ବୋରିଗୁମ୍ମା ଗ୍ରାମରେ ବୋଲି ସୂଚନା ମିଳିଛି। ସେ ଗତ ୩ବର୍ଷ ଧରି ହିଞ୍ଜିଳିକାଟୁ ବ୍ଳକ କଞ୍ଚୁରୁ ପଶୁ ସମ୍ପଦ କାର୍ଯ୍ୟାଳୟରେ ପ୍ରାଣୀଧନ ନିରୀକ୍ଷକ ଭାବେ କାର୍ଯ୍ୟରତ ଥିଲେ । ମିଳିଥିବା ସୂଚନା ପ୍ରକାରେ, ମୃତକ ଜଣଙ୍କ ସେଠାରେ କାର୍ଯ୍ୟ କରିବା ପରଠାରୁ କାର୍ଯ୍ୟାଳୟ କୋଠରୀରେ ରହି ଆସୁଥିଲେ ।

ଗୁରୁବାର ସକାଳୁ ଠାକୁର ପୂଜା ସକାଶେ କାର୍ଯ୍ୟାଳୟ ସମ୍ମୁଖରୁ ଫୁଲ ତୋଳିଥିଲେ । ପରେ କାର୍ଯ୍ୟାଳୟ ଫାଟକ ଭିତରପଟୁ ତାଲା ବନ୍ଦ କରି ଦେଇଥିବା କିଛି ଲୋକଙ୍କ ଠାରୁ ଶୁଣିବାକୁ ମିଳିଛି । ସକାଳ ପ୍ରାୟ ୧୧ଘଣ୍ଟା ସମୟରେ ନିକଟସ୍ଥ ଅଞ୍ଚଳର ଏକ ଛେଳି ଦୂର୍ଘଟରାରେ ଆହତ ହେବା ପରେ ଛେଳି ମାଲିକ ପଶୁ ସମ୍ପଦ କାର୍ଯ୍ୟାଳୟକୁ ଯାଇ ପ୍ରାଣୀଧନ ନିରୀକ୍ଷକଙ୍କୁ ଡାକିଥିଲେ ମଧ୍ୟ ଭିତରୁ କୌଣସି ଉତ୍ତର ମିଳିନଥିଲା । କାର୍ଯ୍ୟାଳୟ ଭିତରେ ପ୍ରାଣୀଧନ ନରିକ୍ଷକଙ୍କ ମୃତଦେହ ପଡିଥିବା ଦେଖି ସ୍ଥାନୀୟ ଗ୍ରାମବାସୀ ହିଞ୍ଜିଳି ପୁଲିସକୁ ଖବର ଦେଇଥିଲେ । ଖବର ପାଇ ହିଞ୍ଜିଳି ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତାଲା ଭାଙ୍ଗି ବନ୍ଦ କୋଠରୀ ମଧ୍ୟରୁ ମୃତଦେହକୁ ଉଦ୍ଧାର କରିଥିଲା ।

ଏ ନେଇ ହିଞ୍ଜିଳି ଥାନାରେ କେସ ନଂ- ୩୧/୨୩ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ମୃତଦେହକୁ ଜବତ କରି ବୃବଛେଦ ସକାଶେ ବ୍ରହ୍ମପୁର ବଡ ଡାକ୍ତରଖାନାକୁ ପଠାଇ ଘଟଣାର ତଦନ୍ତ ଚଳାଇଥିବା ଥାନା ଭାରପ୍ରାପ୍ତ ଅଧିକାରୀ ଶ୍ରୀନିବାସ ସେଠିଙ୍କ ସୂତ୍ରରୁ ପ୍ରକାଶ । ପାରିବାରିକ କଳହକୁ କେନ୍ଦ୍ର କରି ପ୍ରାଣୀଧନ ନିରୀକ୍ଷକ ଜଣଙ୍କ ଆତ୍ମହତ୍ୟା କରିଥିବା ନେଇ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା ହେଉଛି । ମୃତ୍ୟୁର ସଠିକ କାରଣ ଜଣାପଡିନଥିବା ବେଳେ ବ୍ୟବଛେଦ ରିପୋର୍ଟ ମିଳିବା ପରେ ମୃତ୍ୟୁର କାରଣ ଜଣାପଡିବ ବୋଲି ପୁଲିସ କହିଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

CSIR-IMMT strengthens industry partnerships with Engineers India Limited and LOHUM to accelerate indigenous critical minerals technologies

ସ୍ୱଦେଶୀ ଗୁରୁତ୍ୱପୂର୍ଣ୍ଣ ଖଣିଜ ପ୍ରଯୁକ୍ତିର ବିକାଶକୁ ତ୍ୱରାନ୍ୱିତ କରିବା ଳକ୍ଷ ନେଇ ସିଏସ୍‌ଆଇଆର୍‌-ଆଇଏମ୍‌ଏମ୍‌ଟି ଇଞ୍ଜିନିୟର୍ସ ଇଣ୍ଡିଆ ଲିମିଟେଡ୍ ଏବଂ ଲୋହମ୍‌ ମଧ୍ୟରେ ଶିଳ୍ପ ସହଭାଗିତା

July 27, 2026

ଲବଣଗିରି ପାହାଡ଼ରେ ଶ୍ରୀ ଜଗନ୍ନାଥ ମନ୍ଦିରରେ ବାହୁଡ଼ାଯାତ୍ରା ଅନୁଷ୍ଠିତ ହୋଇଯାଇଛି

ମହାପ୍ରଭୁଙ୍କ ଅଧରଚୁମ୍ବୀ ତୁମ୍ବାକୃତି ମାଟିହାଣ୍ଡିରେ ଅର୍ପଣ ହେଲା ଅଧରପଣା

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

CSIR-IMMT strengthens industry partnerships with Engineers India Limited and LOHUM to accelerate indigenous critical minerals technologies

ସ୍ୱଦେଶୀ ଗୁରୁତ୍ୱପୂର୍ଣ୍ଣ ଖଣିଜ ପ୍ରଯୁକ୍ତିର ବିକାଶକୁ ତ୍ୱରାନ୍ୱିତ କରିବା ଳକ୍ଷ ନେଇ ସିଏସ୍‌ଆଇଆର୍‌-ଆଇଏମ୍‌ଏମ୍‌ଟି ଇଞ୍ଜିନିୟର୍ସ ଇଣ୍ଡିଆ ଲିମିଟେଡ୍ ଏବଂ ଲୋହମ୍‌ ମଧ୍ୟରେ ଶିଳ୍ପ ସହଭାଗିତା

July 27, 2026
CSIR-IMMT strengthens industry partnerships with Engineers India Limited and LOHUM to accelerate indigenous critical minerals technologies

CSIR-IMMT strengthens industry partnerships with Engineers India Limited and LOHUM to accelerate indigenous critical minerals technologies

July 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version