• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଜାତୀୟ କଂଗ୍ରେସ ଦଳ ର ମୟୂରଭଞ୍ଜ ଜିଲ୍ଲାକୁ ଦୁଇ ଭାଗ ରେ ବିଭକ୍ତ ଘୋଷଣା

Proprietor Abhimanyu Maharana by Proprietor Abhimanyu Maharana
November 18, 2023
in ଓଡ଼ିଶା, ମୟୁରଭଞ୍ଜ, ହୋମ୍
0
ଜାତୀୟ କଂଗ୍ରେସ ଦଳ ର ମୟୂରଭଞ୍ଜ ଜିଲ୍ଲାକୁ ଦୁଇ ଭାଗ ରେ ବିଭକ୍ତ ଘୋଷଣା
Share on FacebookShare on TwitterWhatsapp

୧୭ ନଭେମ୍ବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ରାଇରଙ୍ଗପୁର :->  ନିର୍ବାଚନ ପର୍ବ ଯେତିକି ପାଖେଇ ପାଖେଇ ଆସୁଛି ସେଥିକି ରାଜନୈତିକ ଦଳ ଗୁଡିକ ନିଜର ଭିତ୍ତିଭୂମି କୁ ସଦୃଡ କରିବାରେ ଭିଭିନ୍ନ ରଣକୌଶଳ ଆପଣାଉଥିବା ଦେଖିବାକୁ ମିଳୁଛି । ମୟୂରଭଞ୍ଜ ଜାତୀୟ କଂଗ୍ରେସ ମଧ୍ଯ ପଛରେ ନାହିଁ। ରାଜନୈତିକ ରଣକ୍ଷେତ୍ର ର ଦୌଉଡରେ କଂଗ୍ରେସ. ମଧ୍ଯ ସାମିଲ ହେବାକୁ ଯାଉଛି। କଂଗ୍ରେସ ଚିନ୍ତା କରୁଛି କିପରି ମୟୂରଭଞ୍ଜ ଜିଲ୍ଲାରେ ନିଜର ପୂର୍ବ ଗୌରବ ପେରାଇ ଆଣିବ ସେ ନେଇ କର୍ମକର୍ତ୍ତାଙ୍କ ମଧ୍ଯ ରେ ଚାଲିଛି ଅଙ୍କ କୋଷା । ନିର୍ବାଚନ ଗଣ ଦୌଡରେ କିପରି ସହଜ ଓ ସରଳ ହେବ ସେ ନେଇ କେନ୍ଦ୍ର ଓ ରାଜ୍ଯ ପ୍ରଦେଶ କମିଟି ର ଅନୁମୋଦନ କ୍ରମେ ମୟୂରଭଞ୍ଜ ଜାତୀୟ କଂଗ୍ରେସ ଦଳ କୁ ଦୁଇ ଭାଗରେ ବିଭକ୍ତ କରାଯାଇଛି ।

ଜିଲ୍ଲାର ଗୋଟିଏ ପଟେ ପୂର୍ବ ମୟୂରଭଞ୍ଜ ଓ ଅନ୍ଯ ପଟେ ପଶ୍ଚିମ ମୟୂରଭଞ୍ଜ ଜିଲ୍ଲା ହୋଇଛି । ଏହି ଘୋଷଣା ହେବା ଦ୍ବାରା କଂଗ୍ରେସ କର୍ମକର୍ତ୍ତାଙ୍କ ଭିତରେ ଆନନ୍ଦ ଦେଖା ଦେଇଛି । ତେଣୁ ରାଇରଙ୍ଗପୁର ନିର୍ବାଚନ ମଣ୍ଡଳୀର କଂଗ୍ରେସ ଦଳ କର୍ମକର୍ତ୍ତା ମାନେ ପି ସି ସି ସଭାପତିଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ । ଧନ୍ୟବାଦ ଶୁଭେଛା ରେ A L C C ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ, ପ୍ରଦେଶ କଂଗ୍ରେସ କମିଟିର ପୂର୍ବତନ ସଭାପତି ସୋନିଆ ଗାନ୍ଧୀ , ସାଂସଦ ରାହୁଲ ଗାନ୍ଧୀ , ପ୍ରଦେଶ କଂଗ୍ରେସ କମିଟିର ସଭାପତି ଶରତ ପଟ୍ଟନାୟକ , ରାଜ୍ଯ ପ୍ରଭାରୀ ଚେଷ୍ଟା କୁମାର ଙ୍କୁ ରାଇରଙ୍ଗପୁର ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ଶ୍ଯାମ ଚରଣ ହାଁସଦାଃ,

ମୟୂରଭଞ୍ଜ ଜିଲ୍ଲା ପ୍ରଦେଶ କଂଗ୍ରେସ କମିଟିର ପୂର୍ବତନ କାର୍ଯ୍ୟକାରୀ ସଭାପତି ପ୍ରଫୁଲ ସାହୁ , ମୟୂରଭଞ୍ଜ ଜିଲ୍ଲାର ପୂର୍ବତନ ଉପସଭାପତି ବିଶ୍ବନାଥ ଦାସ , ମୟୂରଭଞ୍ଜ ଜିଲ୍ଲା ଦଳିତ ଓ ହରିଜନ ସେଲ୍ ର ସଭାପତି ଭାଗିରଥି ପାତ୍ର , ସଂଖ୍ଯାଲଘୁ ସେଲର ସଭାପତି ଏମ ଡି ଇନ୍ତେଖାବ୍ ଆଲ୍ଲାମ , କଂଗ୍ରେସ ର ବରିଷ୍ଠ ନେତା ରମେଶ ହାଁସଦାଃ ,ନେତୃତ୍ବ ମିଶନର ସଭାପତି ରଘୁରାମ ସାହୁ, ବରିଷ୍ଠ କଂଗ୍ରେସ ନେତା ଶିଶୁପଦ ମହାନ୍ତ , ବସନ୍ତ ପଟନାୟକ, ଅଶୋକ ଅଗ୍ରୱାଲ , ବେରେଲ ସିର୍କା, ଚିକୁ ମହାନ୍ତ , ସୁଶିଲ୍ ମହାନ୍ତ ଓ ଯୁବ କଂଗ୍ରେସ ନେତା କ୍ରିଷ୍ଣା ମାରାଣ୍ଡୀ ପ୍ରମୁଖ ଶୁଭେଛା ସହ ଧନ୍ୟବାଦ ଅର୍ପଣ କରିଥିଲେ । ଆଗାମୀ ୨୦୨୪ ନିର୍ବାଚନ ରେ କଂଗ୍ରେସ ଦଳ ନିଜର ଦଳକୁ ଶଶକ୍ତ କରିବା ପାଇଁ ଅଣ୍ଟା ଭିଡିବା ଆରମ୍ଭ କରିଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଦେବୋତ୍ତର ମ୍ୟାନେଜର୍ କ୍ୱାର୍ଟର୍ ଜବରଦଖଲ ଘଟଣା ୩ ବର୍ଷ ତଳୁ ସରିଛି ଚୁକ୍ତି, ଆଦାୟ ହୋଇନି ଭଡ଼ା

ଦେବୋତ୍ତର ମ୍ୟାନେଜର୍ କ୍ୱାର୍ଟର୍ ଜବରଦଖଲ ଘଟଣା ୩ ବର୍ଷ ତଳୁ ସରିଛି ଚୁକ୍ତି, ଆଦାୟ ହୋଇନି ଭଡ଼ା

July 23, 2026
ଗରିବ ସନାତନଙ୍କ ପାଇଁ ବସୁନ୍ଧରା ଓ ଆବାସ ଯୋଜନା ପାଲଟିଛି ସାତ ସପନ

ଗରିବ ସନାତନଙ୍କ ପାଇଁ ବସୁନ୍ଧରା ଓ ଆବାସ ଯୋଜନା ପାଲଟିଛି ସାତ ସପନ

July 23, 2026
ଜରିପଡା,ପୋଡ଼lପଟଣା ବିଦ୍ୟାଳୟ ମୁଖ୍ୟ ଫାଟକ ସମ୍ମୁଖରେ କାଦୁଅ ପାଣି , ହନ୍ତସନ୍ତ ଛାତ୍ରଛାତ୍ରୀ

ଜରିପଡା,ପୋଡ଼lପଟଣା ବିଦ୍ୟାଳୟ ମୁଖ୍ୟ ଫାଟକ ସମ୍ମୁଖରେ କାଦୁଅ ପାଣି , ହନ୍ତସନ୍ତ ଛାତ୍ରଛାତ୍ରୀ

July 23, 2026
ନିଟ୍ ପ୍ରଶ୍ନପତ୍ର ଚୋରି ଓ ରାହୁଲ ଗାନ୍ଧୀଙ୍କ ବିରୋଧ ପ୍ରତିବାଦରେ କଂଗ୍ରେସର ବିକ୍ଷୋଭ

ନିଟ୍ ପ୍ରଶ୍ନପତ୍ର ଚୋରି ଓ ରାହୁଲ ଗାନ୍ଧୀଙ୍କ ବିରୋଧ ପ୍ରତିବାଦରେ କଂଗ୍ରେସର ବିକ୍ଷୋଭ

July 23, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଦେବୋତ୍ତର ମ୍ୟାନେଜର୍ କ୍ୱାର୍ଟର୍ ଜବରଦଖଲ ଘଟଣା ୩ ବର୍ଷ ତଳୁ ସରିଛି ଚୁକ୍ତି, ଆଦାୟ ହୋଇନି ଭଡ଼ା

ଦେବୋତ୍ତର ମ୍ୟାନେଜର୍ କ୍ୱାର୍ଟର୍ ଜବରଦଖଲ ଘଟଣା ୩ ବର୍ଷ ତଳୁ ସରିଛି ଚୁକ୍ତି, ଆଦାୟ ହୋଇନି ଭଡ଼ା

July 23, 2026
ଗରିବ ସନାତନଙ୍କ ପାଇଁ ବସୁନ୍ଧରା ଓ ଆବାସ ଯୋଜନା ପାଲଟିଛି ସାତ ସପନ

ଗରିବ ସନାତନଙ୍କ ପାଇଁ ବସୁନ୍ଧରା ଓ ଆବାସ ଯୋଜନା ପାଲଟିଛି ସାତ ସପନ

July 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version