• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗଜପତି ଜିଲ୍ଲାରେ ଥିବା ବ୍ରହ୍ମପୁର କେନ୍ଦ୍ରୀୟ ସମବାୟ ବ୍ୟାଙ୍କ ତରଫରୁ ମେଗା ଋଣ ମେଳା ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
November 19, 2023
in ଓଡ଼ିଶା, ଗଜପତି, ହୋମ୍
0
ଗଜପତି ଜିଲ୍ଲାରେ ଥିବା ବ୍ରହ୍ମପୁର କେନ୍ଦ୍ରୀୟ ସମବାୟ ବ୍ୟାଙ୍କ ତରଫରୁ ମେଗା ଋଣ ମେଳା ଅନୁଷ୍ଠିତ
Share on FacebookShare on TwitterWhatsapp

୧୮ ନଭେମ୍ବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ପାରଳାଖେମୁଣ୍ଡି :-> ୭୦ତମ ସମବାୟ ସପ୍ତାହ ପାଳନ ଅବସରରେ ଗଜପତି ଜିଲ୍ଲାରେ ଥିବା ସମସ୍ତ ବ୍ରହ୍ମପୁର କେନ୍ଦ୍ରୀୟ ସମବାୟ ବ୍ୟାଙ୍କ ତରଫରୁ ମେଗା ଋଣ ମେଳା ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ରାଧାରାଣୀ ଫଙ୍କସନ ହଲ ପରିସରରେ ଅନୁଷ୍ଠିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବ୍ୟାଙ୍କର ସଭାପତି ଶିବରାମ ପାତ୍ର ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଉଦ୍ଘାଟନ କରିଥିଲେ । ଏଥିରେ ପାରଳାଖେମୁଣ୍ଡି ସହକାରୀ ନିବନ୍ଧକ ହରିହର ସେଠ୍, କାଶୀନଗର ଜୋନର ନିର୍ଦ୍ଦେଶକ କେ. କିରଣ କୁମାର, ପାରଳାଖେମୁଣ୍ଡି ଜୋନର ନିର୍ଦ୍ଦେଶକ ବି.ଧନଞ୍ଜୟଲୁ, ଗାରବନ୍ଧ ଜୋନର ନିର୍ଦ୍ଦେଶକ ପି.ଦିଲ୍ଲେଶ୍ବର ରାଓ, ବ୍ରହ୍ମପୁର ଓଏସସିବି ନିର୍ଦ୍ଦେଶକ ବିଷ୍ଣୁପ୍ରିୟା ନାୟକ, କୁରି ଦାସ, ପ୍ରଶାନ୍ତ ନାୟକ ପ୍ରମୁଖ ମଞ୍ଚାସୀନ ଥିଲେ ।

ଜିଲ୍ଲାର ଚାରି ଗୋଟି ବିସିସି ବ୍ୟାଙ୍କ ଯଥା ପାରଳାଖେମୁଣ୍ଡି, କାଶୀନଗର, ଆର୍.ଉଦୟଗିରି ଏବଂ ଗାରବନ୍ଧ ଶାଖା ପକ୍ଷରୁ କୃଷକ ଏବଂ ମହିଳା ଗ୍ରୁପ୍ ମାନଙ୍କ ଶସକ୍ତିକରଣ ନିମନ୍ତେ ବିଭିନ୍ନ ସେକ୍ଟରକୁ ଅଗ୍ରାଧିକାର ଦିଆଯାଇ ଋଣ ପ୍ରଦାନ କରାଯାଇଛି । ଦଶ ଗୋଟି ଏସ୍ଏଚଜି ମହିଳା ଗ୍ରୁପକୁ ୨୬ଲକ୍ଷ ୫୯ହଜାର ଟଙ୍କା, ଦୁଇ ଗୋଟି ଜେଏଲଜିକୁ ୨ଲକ୍ଷ ଟଙ୍କା, ଚାରି ଗୋଟି ମୋ ଘର ଯୋଜନାରେ ୧୨ଲକ୍ଷ ଟଙ୍କା, ନଅ ଗୋଟି ବଳରାମ ଯୋଜନାରେ ୭ଲକ୍ଷ ୫୦ହଜାର ଟଙ୍କା, ଛଅ ଗୋଟି ମିଶନ ଶକ୍ତି ସ୍କୁଟି ଯୋଜନାରେ ୫ଲକ୍ଷ ୯୬ ହଜାର ୭୧୨ ଟଙ୍କା, ନଅ ଗୋଟି ସ୍ବରୋଜଗାର କ୍ରେଡିଟ୍ କାର୍ଡ ୨ଲକ୍ଷ ୨୫ହଜାର ଟଙ୍କା ଏବଂ ରବି ଚାଷ ନିମନ୍ତେ ୧୧ କୋଟି ଟଙ୍କା ପ୍ରଦାନ କରାଯାଇଛି ।

ସମସ୍ତ ହିତାଧିକାରୀଙ୍କୁ ମୁଖ୍ୟ ଅତିଥି ଏବଂ ମଞ୍ଚାସୀନ ଅତିଥିମାନେ ଚେକ୍ ଓ ସ୍କୁଟି ଚାବି ପ୍ରଦାନ କରିଥିଲେ । ଏନେଇ ବିସିସି ବ୍ୟାଙ୍କ ସଭାପତି ଶ୍ରୀ ପାତ୍ର କହିଛନ୍ତି ଯେ, ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିଭିନ୍ନ ଲୋକାଭିମୁଖୀ ଯୋଜନା ଗୁଡିକୁ ସଫଳ ରୂପାୟନ କରିବା ପାଇଁ ଅଗ୍ରାଧିକାର ଭିତ୍ତିରେ ଋଣ ପ୍ରଦାନ କରାଯାଇଛି । ଯାହାକି ଗଞ୍ଜାମ ଓ ଗଜପତି ଜିଲ୍ଲାର ବିକାଶ ଦିଗରେ ପ୍ରମୁଖ ଭୁମୀକା ଗ୍ରହଣ କରିବ । ଏପରି ଅତି କମ୍ ସୁଧ ଦରରେ ଋଣ ନେଇ ହିତାଧିକାରୀମାନେ ସ୍ବାବଲମ୍ବୀ ହେବା ସହ ଅନ୍ୟକୁ ମଧ୍ୟ ରୋଜଗାର ପନ୍ଥା ଦେଖାଇପାରିବେ ଏବଂ ଏହା ନିଶ୍ଚିତ ଲୋକଙ୍କ ଆର୍ଥିକ ବିକାଶ ଦିଗରେ ସହାୟକ ହେବ ।

ଏହି ଅବସରରେ ଜିଲ୍ଲାରେ ନୂତନ ଭାବେ ୫୦ ଗୋଟି ଲ୍ୟାମ୍ପସ୍ କୁ ଉଦ୍ଘାଟନ କରଯାଇଥିଲା । ସେହିପରି ବ୍ୟାଙ୍କ କାରବାରରେ ଉତ୍କୃଷ୍ଟ ସେବା ଯୋଗାଇଥିବା କର୍ମଚାରୀ ତଥା ପ୍ୟାକ୍ସ ଓ ଲ୍ୟାମ୍ପ୍ସର କର୍ମଚାରୀମାନଙ୍କୁ ପୁରସ୍କୃତ କରାଯାଇଥିଲା । ଆଜିର ଏହି କାର୍ଯ୍ୟକମକୁ ଜିଲ୍ଲାର ସମସ୍ତ ଚାରି ଗୋଟି ବିସିସି ବ୍ୟାଙ୍କର ଶାଖା ପରିଚାଳକ ମାନେ ପରିଚାଳନା କରିଥିବା ବେଳେ ସମସ୍ତ କର୍ମଚାରୀମାନେ ସହଯୋଗ କରିଥିଲେ । ମଞ୍ଚ ପରିଚାଳନା ବିନୋଦ କୁମାର ନନ୍ଦ କରିଥିବା ବେଳେ ସଂଯୋଜନା କରିଥିଲେ ସୁଜିତ ପାଣିଗ୍ରାହୀ । ଉକ୍ତ କାର୍ଯ୍ୟକ୍ରମରେ ଜିଲ୍ଲାର ସମସ୍ତ ପ୍ୟାକ୍ସ, ଲ୍ୟାମ୍ପସ୍ ର କର୍ମଚାରୀମାନଙ୍କ ସହ ହିତାଧିକାରୀମାନେ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
“ବିକଶିତ ଭାରତ @୨୦୪୭” ସାମୂହିକ ସଂକଳ୍ପ ଓ “ସେବା ଜ୍ୟୋତି” ପଦଯାତ୍ରା ଅନୁଷ୍ଠିତ 

“ବିକଶିତ ଭାରତ @୨୦୪୭” ସାମୂହିକ ସଂକଳ୍ପ ଓ “ସେବା ଜ୍ୟୋତି” ପଦଯାତ୍ରା ଅନୁଷ୍ଠିତ 

October 8, 2026
ଶ୍ରୀକୁଟି ଧାମର ଗୁରୁ ଶ୍ରୀ ଅନାଦି ବାବା ମାନବ ସମାଜର କଲ୍ୟାଣ ପାଇଁ ଅନେକ ଆଧ୍ୟାତ୍ମିକ କାର୍ଯ୍ୟମାନ କରୁଛନ୍ତି

ଶ୍ରୀକୁଟି ଧାମର ଗୁରୁ ଶ୍ରୀ ଅନାଦି ବାବା ମାନବ ସମାଜର କଲ୍ୟାଣ ପାଇଁ ଅନେକ ଆଧ୍ୟାତ୍ମିକ କାର୍ଯ୍ୟମାନ କରୁଛନ୍ତି

October 8, 2026
ନୟାଗଡ଼ରେ ୨ଜଣ ନୂଆ ଶ୍ରମ ଅଧିକାରୀଙ୍କ ଦାୟିତ୍ୱ ଗ୍ରହଣ

ନୟାଗଡ଼ରେ ୨ଜଣ ନୂଆ ଶ୍ରମ ଅଧିକାରୀଙ୍କ ଦାୟିତ୍ୱ ଗ୍ରହଣ

October 8, 2026
ଆନ୍ତର୍ଜାତିକ ପାଠାଗାର ସଂଗ୍ରହାଳୟ ରେ ଥିବା ପୁରାତନ ଓ ଦୁର୍ଲଭ ତାଳପତ୍ର ପୋଥି ରୁ ଅନେକ ଗବେଷଣା ତଥ୍ୟମାନ ସଂଗ୍ରହ କଲେ

ଆନ୍ତର୍ଜାତିକ ପାଠାଗାର ସଂଗ୍ରହାଳୟ ରେ ଥିବା ପୁରାତନ ଓ ଦୁର୍ଲଭ ତାଳପତ୍ର ପୋଥି ରୁ ଅନେକ ଗବେଷଣା ତଥ୍ୟମାନ ସଂଗ୍ରହ କଲେ

October 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

“ବିକଶିତ ଭାରତ @୨୦୪୭” ସାମୂହିକ ସଂକଳ୍ପ ଓ “ସେବା ଜ୍ୟୋତି” ପଦଯାତ୍ରା ଅନୁଷ୍ଠିତ 

“ବିକଶିତ ଭାରତ @୨୦୪୭” ସାମୂହିକ ସଂକଳ୍ପ ଓ “ସେବା ଜ୍ୟୋତି” ପଦଯାତ୍ରା ଅନୁଷ୍ଠିତ 

October 8, 2026
ଶ୍ରୀକୁଟି ଧାମର ଗୁରୁ ଶ୍ରୀ ଅନାଦି ବାବା ମାନବ ସମାଜର କଲ୍ୟାଣ ପାଇଁ ଅନେକ ଆଧ୍ୟାତ୍ମିକ କାର୍ଯ୍ୟମାନ କରୁଛନ୍ତି

ଶ୍ରୀକୁଟି ଧାମର ଗୁରୁ ଶ୍ରୀ ଅନାଦି ବାବା ମାନବ ସମାଜର କଲ୍ୟାଣ ପାଇଁ ଅନେକ ଆଧ୍ୟାତ୍ମିକ କାର୍ଯ୍ୟମାନ କରୁଛନ୍ତି

October 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version