• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବରିଆଲି ରେ ବ୍ଲକ ସ୍ତରୀୟ ଆଦିବାସୀ ସମ୍ମିଳନୀ : ମୋ ଜଙ୍ଗଲ ଜମି ଯୋଜନାରେ କେବଳ ଆଦିବାସୀ ମାନଙ୍କୁ ପଟ୍ଟା ଦେବାକୁ ଦାବୀ

Proprietor Abhimanyu Maharana by Proprietor Abhimanyu Maharana
November 19, 2023
in ଓଡ଼ିଶା, ବଲାଙ୍ଗିର, ହୋମ୍
0
ବରିଆଲି ରେ ବ୍ଲକ ସ୍ତରୀୟ ଆଦିବାସୀ ସମ୍ମିଳନୀ : ମୋ ଜଙ୍ଗଲ ଜମି ଯୋଜନାରେ କେବଳ ଆଦିବାସୀ ମାନଙ୍କୁ ପଟ୍ଟା ଦେବାକୁ ଦାବୀ
Share on FacebookShare on TwitterWhatsapp

୧୮ ନଭେମ୍ବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ବଲାଙ୍ଗୀର :-> ପାଟଣାଗଡ଼ ବଲାଙ୍ଗୀର ତୁରକେଲା ବ୍ଲକ ର ଢୋଲମlନ୍ଦଳ ପଞ୍ଚାୟତ ବରିଆଲି ଗାଁ ରେ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘ ର ଆହ୍ୱାନ କ୍ରମେ ବ୍ଲକ ସ୍ତରୀୟ ଆଦିବାସୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି l ବରିଆଲି ଗାଁ ରେ ଢ଼ାପ ଡକା କୀର୍ତ୍ତନ ବାଦ୍ୟ ନୃତ୍ୟ ଗୀତ ଦ୍ୱାରା ବିଶାଳ ସାଂସ୍କୃତିକ ଶୋଭାଯାତ୍ରା ହୋଇଥିଲା l

ମୁଖ୍ୟ ଅତିଥି ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି, ପଶ୍ଚିମ ଓଡିଶା ଆଦିବାସୀ କଲ୍ୟାଣ ମହାସଂଘ ସାଧାରଣ ସମ୍ପାଦକ ବାଳକୃଷ୍ଣ ଶବର,ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘ ନୂଆପଡା ର ସଭାପତି ଭାନୁ ପ୍ରତାପ ସିଂ ମାଝି, ବଲାଙ୍ଗିର ଜ଼ିଲ୍ଲା ସଭାପତି ଶ୍ୟାମ ସୁନ୍ଦର ଭୋଇ, ନାରୀନେତ୍ରୀ ଖେଳନ୍ତି ସମରଥ ଓ ବ୍ଲକ ସଭାପତି ଚୌବନ କିଶୋର ମାଝି ମାନଙ୍କୁ ଗାଁ ରେ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା କରାଯାଇଥିଲା l

ଗାଁ ପରିକ୍ରମା ପରେ ସଂଘ ର ବ୍ଲକ ସଭାପତି ଚୌବନ କିଶୋର ମାଝି ଙ୍କ ସଭାପତିତ୍ୱ ରେ ସଭା କାର୍ଯ୍ୟ ହୋଇଥିଲା l ସଭାରେ ସମ୍ବିଧାନ ପ୍ରଦତ୍ତ ଶିକ୍ଷା, ନିଯୁକ୍ତି, ପଦୋନ୍ନତି, ରାଜନୈତିକ ପଦବୀରେ ସ୍ୱତନ୍ତ୍ର ସଂରକ୍ଷଣ ଅଧିକାର, ଜମି ଜଳ ଜଙ୍ଗଲ ଜୀବନ ଜୀବିକା ସୁରକ୍ଷା ଅଧିକାର, ଆଦିବାସୀ କଳା,ସଂସ୍କୃତି, ଐତିହ୍ୟ, ଭାଷା,ଧର୍ମ ସୁରକ୍ଷା ଅଧିକାର, ଅର୍ଥନୈତିକ ବିକାଶ ପାଇଁ ସରକାରୀ ଯୋଜନା ବିଷୟରେ ମୁଖ୍ୟ ଅତିଥି ରାଜ୍ୟସଭା ସାଂସଦ ଶ୍ରୀ ବିଶି ଆଲୋକପାତ କରିଥିଲେ l

ଏହା ସହିତ ରାଜ୍ୟ ସରକାରଙ୍କ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା, କାଳିଆ ବଳିଆ ଯୋଜନା, ମହିଳା ଶସକ୍ତିକରଣ ଯୋଜନା ଉପରେ ସଚେତନ କରିଥିଲେ l ମଦ ଛାଡି ପାଠ ପଢ଼ି ଦେଶର ମୁଖ୍ୟ ସ୍ରୋତ ରେ ସାମିଲ ହେବାକୁ ସାଂସଦ (ରାଜ୍ୟ ସଭା) ଶ୍ରୀ ବିଶି ଉଦବୋଧନ ଦେଇଥିଲେ l ଅଣ- ଆଦିବାସୀ ଙ୍କ ଜବରଦଖଲ ରେ ଥିବା ଆଦିବାସୀ ମାନଙ୍କ ଜମି ଫେରସ୍ତ, ଜମି ହସ୍ତାନ୍ତର ଅନୁମତି ବନ୍ଦ,

ଆଦିବାସୀ ଏବଂ ଅନ୍ୟାନ୍ୟ ବନବାସୀ ଙ୍କ ଜଙ୍ଗଲ ଜମି ଅଧିକାର ସ୍ୱୀକୃତି ଆଇନ ଅନୁସାରେ ଜଙ୍ଗଲ ଜମି ର ପଟ୍ଟା ପ୍ରଦାନ, ବେଛାପରି ଗାଁ ଗୁଡିକୁ ରାଜସ୍ବ ଗ୍ରାମର ମାନ୍ୟତା ପ୍ରଦାନ, ଆଦିବାସୀ ଛାତ୍ରଛାତ୍ରୀ ମାନଙ୍କୁ ମହାବିଦ୍ୟାଳୟ ଗୁଡିକ ରେ ସିଟ ର ଅଭାବ ହେଉଥିବା ରୁ ସିଟ ବୃଦ୍ଧି କରିବା , ଏଟ୍ରୋସିଟି କେଶ ରେ ଅଭିଯୁକ୍ତ ମାନଙ୍କୁ ଗିରଫ କରିବା,

ଆଦିବାସୀ ଛାତ୍ରଛାତ୍ରୀ ମାନଙ୍କ ଷ୍ଟାଇପେଣ୍ଡ ବୃଦ୍ଧି କରିବା, ସେହିପରି କେନ୍ଦ୍ର ସରକାର କେନ୍ଦୁପତ୍ର ରୁ ଜିଏସଟି ପ୍ରତ୍ୟାହାର କରିବା,ଆବାସ ପୋର୍ଟାଲ ଖୋଲି ଗରିବ ଆଦିବାସୀ ମାନଙ୍କୁ ଆବାସ ପ୍ରଦାନ,ଆଦିବାସୀ ଭାଷା ହୋ, ମୁଣ୍ଡାରୀ, ଭୂମିଜ, ସଓରା ଭାଷା କୁ ସମ୍ବିଧାନ ର ଅଷ୍ଟମ ସୂଚୀ ରେ ଅନୁମୋଦନ କରିବା,

ଆଦିବାସୀ ଅଧ୍ୟୁଷିତ ଗାଁ ମାନଙ୍କରେ ଇଣ୍ଟରନେଟରେ ପାଠ ପଢିବା ଓ ଅନଲାଇନ କାର୍ଯ୍ୟ ପାଇଁ ନେଟୱର୍କ ସଂଯୋଗ ବ୍ୟବସ୍ଥା କରିବା, ପ୍ରଧାନମନ୍ତ୍ରୀ ଫସଲବୀମା ଯୋଜନା ରେ କ୍ଷତିଗ୍ରସ୍ତ ଚାଷୀ ଙ୍କୁ ଆର୍ଥିକ ସହାୟତା ପ୍ରଦାନ ଉପରେ ବକ୍ତା ମାନେ ଆଲୋକପାତ କରିଥିଲେ l ଅନୁସୂଚିତ ଜାତି ଅନୁସୂଚିତ ଜନଜାତି ଉନ୍ନୟନ ବିଭାଗ ଦ୍ୱାରା ପରିଚାଳିତ ଆଶ୍ରମ,ସେବlଶ୍ରମ କନ୍ୟାଶ୍ରମ ଗୁଡିକ ରେ ସିଟ ସଂଖ୍ୟା ବୃଦ୍ଧି କରିବା,ହଷ୍ଟେଲ ବୃଦ୍ଧି କରିବା,

ଶିକ୍ଷକ ପଦବୀ ପୂରଣ କରିବା, ଆଦିବାସୀ ମାନଙ୍କ ପାଇଁ ଖାଲି ପଡ଼ିଥିବା ପଦବୀ ଗୁଡିକୁ ସ୍ୱତନ୍ତ୍ର ନିଯୁକ୍ତି ପ୍ରକ୍ରିୟା ରେ ପୂରଣ କରିବା ପାଇଁ l ଢୋଲମlନ୍ଦଳ ରେ ଆଦିବାସୀ ଛାତ୍ରଛାତ୍ରୀ ପଢିବା ପାଇଁ ସେବାଶ୍ରାମ ପ୍ରତିଷ୍ଠା, ବରିଆଲି ଗାଁ ର ୧୯୮0 ରୁ ବସବାସ କରୁଥିବା ୬0 ଆଦିବାସୀ ପରିବାର କୁ ଘରଡ଼ିହ ପଟ୍ଟା ପ୍ରଦାନ, ପାନୀୟ ଜଳ ଯୋଗାଣ, ଗଭରା ରୁ ଢୋଲମlନ୍ଦଳ କୁ ରାସ୍ତା ନିର୍ମାଣ ପାଇଁ ଦାବୀ କରାଯାଇଥିଲା l

ବୈଠକ ରେ ମୁଖ୍ୟଅତିଥି ଭାବରେ ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି, ମହାସଂଘ ର ସାଧାରଣ ସମ୍ପାଦକ ବାଳକୃଷ୍ଣ ଶବର, ନୂଆପଡା ଜ଼ିଲ୍ଲା ସଭାପତି ଭାନୁ ପ୍ରତାପ ସିଂହମାଝି, ବଲାଙ୍ଗିର ଜ଼ିଲ୍ଲା ସଭାପତି ଶ୍ୟାମ ସୁନ୍ଦର ଭୋଇ ,ପାଟଣାଗଡ ବ୍ଲକ ସଭାପତି ଭୁବନେଶ୍ୱର କୁଅଁର,ସଇଁତଲା ବ୍ଲକ ସଭାପତି ସନ୍ତୋଷ ପୁଟା,

ବଙ୍ଗୋମୁଣ୍ଡା ବ୍ଲକ ସଭାପତି ମନରଞ୍ଜନ ଭୋଇ,ବେଲପଡା ବ୍ଲକ ସଭାପତି ରସିକ ଧରୁଆ,ଖପ୍ରାଖୋଲ ବ୍ଲକ ଉପସଭାପତି ଧରମ ସିଂ ଧରୁଆ, ସମ୍ପାଦକ ନାରାୟଣ କିସାନ, ତୁରେକେଲା ବ୍ଲକ ସମ୍ପାଦକ ନରୋତ୍ତମ ମାଝିଗିରିରାଜ ସିଂ ମାଝି ପ୍ରମୁଖ ମଞ୍ଚାସିନ ଥିଲେ l ସଭାରେ ବହୁ ସଂଖ୍ୟା ରେ ଆଦିବାସୀ ପୁରୁଷ ମହିଳା ଉପସ୍ଥିତ ଥିଲେ l

ଗିରିଧାରୀ ଭୋଇ ସଭା ପରିଚାଳନା କରିଥିଲେ l ବିନୋଦ ମାଝି, ଅମର ସିଂ ମାଝି, ଶୋଭାମିତ୍ର ମାଝି, ସୁରୁ ଝାଙ୍କର, ସୁରେଶ୍ୱରୀ ଯାନୀ, ସରସ୍ବତୀ ମାଝି, ଉର୍ବଶୀ ଭୋଇ ଶାନ୍ତି ଶୃଙ୍ଖଳା ରକ୍ଷା ଏବଂ ଶୋଭାଯାତ୍ରା ପରିଚାଳନା କରିଥିଲେ l ଖେଳନ୍ତି ସମରଥ ଧନ୍ୟବାଦ ଅର୍ପଣ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

May 6, 2026
ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

May 5, 2026
ହାଇଟେକ୍‌ର ଆଲାଏଡ୍‌ ଛାତ୍ରଛାତ୍ରୀ ଦେଶରେ ଶ୍ରେଷ୍ଠ ପାରାମେଡିକାଲ୍ ଷ୍ଟାଫ୍ ହେବେ – ଡକ୍ଟର ତିରୁପତି ପାଣିଗ୍ରାହୀ

ହାଇଟେକ୍‌ର ଆଲାଏଡ୍‌ ଛାତ୍ରଛାତ୍ରୀ ଦେଶରେ ଶ୍ରେଷ୍ଠ ପାରାମେଡିକାଲ୍ ଷ୍ଟାଫ୍ ହେବେ – ଡକ୍ଟର ତିରୁପତି ପାଣିଗ୍ରାହୀ

May 5, 2026
ମୁଁ ହାରି ନାହିଁ : ତେଣୁ ରାଜ ଭବନ ଯିବି ନାହିଁ – ମୁଁ ଇସ୍ତଫା ଦେବି ନାହିଁ – ଦିଦି

ମୁଁ ହାରି ନାହିଁ : ତେଣୁ ରାଜ ଭବନ ଯିବି ନାହିଁ – ମୁଁ ଇସ୍ତଫା ଦେବି ନାହିଁ – ଦିଦି

May 5, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

May 6, 2026
ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

May 5, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version