• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରଗବୀ ଫୁଟବଲ ଟୁର୍ଣ୍ଣାମେଣ୍ଟ ଵାଇଦାପୋଷୀ ଷ୍ଟାଡିୟମରେ : ପ୍ରଥମ ସଵ୍ ଜୁନିଅର ଜିଲ୍ଲା ସ୍ତରୀୟ

Proprietor Abhimanyu Maharana by Proprietor Abhimanyu Maharana
November 20, 2023
in ଓଡ଼ିଶା, ମୟୁରଭଞ୍ଜ, ହୋମ୍
0
ରଗବୀ ଫୁଟବଲ ଟୁର୍ଣ୍ଣାମେଣ୍ଟ ଵାଇଦାପୋଷୀ ଷ୍ଟାଡିୟମରେ : ପ୍ରଥମ ସଵ୍ ଜୁନିଅର ଜିଲ୍ଲା ସ୍ତରୀୟ
Share on FacebookShare on TwitterWhatsapp

ରଗବୀ ଫୁଟବଲ ଟୁର୍ଣ୍ଣାମେଣ୍ଟ ଵାଇଦାପୋଷୀ ଷ୍ଟାଡିୟମରେ ପ୍ରଥମ ସଵ୍ ଜୁନିଅର ଜିଲ୍ଲା ସ୍ତରୀୟ ରଗବୀ ଫୁଟବଲ ଚମ୍ପିୟାନରେ ଵାଳକ ଵର୍ଗରେ ରାଇରଙ୍ଗପୁର ମ୍ୟୁନିସିପାଲିଟି ଏବଂ ଵାଳିକା ବର୍ଗରେ ଶାମାଖୁଣ୍ଟା ଚମ୍ପିୟାନ

୧୯ ନଭେମ୍ବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ରାଇରଙ୍ଗପୁର :->  ରାଇରଙ୍ଗପୁର ପୌରାଞ୍ଚଳ ଅନ୍ତର୍ଗତ ଵାଇଦାପୋଷି ଷ୍ଟାଡିୟମରେ ଆଜି ୧୪ ଵର୍ଷରୁ କମ ବର୍ଗର ବାଳକ/ ବାଳିକାଙ୍କ ରଗଵୀ ଚମ୍ପିୟାନସିପ ଖେଳ ମୟୂରଭଞ୍ଜ ଜିଲ୍ଲା ରଗଵୀ ଫୁଟବଲ ଆସୋସିଏସନ୍ ଆନୁକୁଲ୍ୟରେ ଜିଲ୍ଲା ସଭାପତି ସୁନାରାମ କିସ୍କୁ , ସଂପାଦକ ଜେ ଶୁଶିଲ ହେମ୍ବ୍ରମ ଏବଂ ଉପଦେଷ୍ଟା ବାବା ଦେହ୍ଲାରାମ ହାଁସଦାଙ୍କ ବଳିଷ୍ଠ ଉଦ୍ୟମରେ ଆଜି ପ୍ରଥମ ଥର ପାଇଁ ଅନୁଷ୍ଠିତ ହୋଇଯାଇଛି । ଏହି ଖେଳର ମୁଖ୍ୟ ଅତିଥି ଭାବେ ରାଇରଙ୍ଗପୁର ପୌର ଉପାଧ୍ୟକ୍ଷା ଶ୍ରୀମତୀ ମମିତା ଚୌଧୁରୀ,୫ ନମ୍ବର ଓ୍ବାର୍ଡର କାଉନସିଲର ଶ୍ରୀମତୀ ସୂର୍ଯ୍ଯମଣି ହାଁସଦା ଶୁଭ ଉଦ୍ଘାଟନ କରିଥିଲେ ।

ଏଥିରେ ମୟୂରଭଞ୍ଜ ଜିଲ୍ଲାର ବିଭିନ୍ନ ବ୍ଳକର ବାଳକ ବିଭାଗର୧୨ ଟି ଏବଂ ବାଳିକା ବିଭାଗରେ ୧୨ ଟି ଦଳ‌ ଅଂଶ ଗ୍ରହଣ କରିଥିବାବେଳେ ଵାଳକ ବିଭାଗରେ ରାଇରଙ୍ଗପୁର ମ୍ୟୁନିସିପାଲିଟି ଶାମାଖୁଣ୍ଟା ବ୍ଳକକୁ ଚମ୍ପିୟାନ ହୋଇଥିବାବେଳେ ଵାଳିକା ବିଭାଗରେ ଶାମାଖୁଣ୍ଟା ବ୍ଳକ ତିରିଂ ବ୍ଳକକୁ ହରାଇ ଚମ୍ପିୟାନ ହୋଇଥିଲା । ଉଦଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ରାଇରଙ୍ଗପୁର ବିଧାୟକ ନବ ଚରଣ ମାଝୀ, ପୂର୍ବତନ ବିଧାୟକ ପ୍ରହଲ୍ଲାଦ ପୂର୍ତି ଏବଂ ବିଶିଷ୍ଟ ସମାଜସେବୀ ଓ କ୍ରୀଡ଼ା ସଂଗଠକ ଶ୍ରୀ ଗୋପାଲ ଚନ୍ଦ୍ର ବେଶ୍ରା ଯୋଗ ଦେଇ ଖେଳାଳି ମାନଙ୍କୁ ଉତ୍ସାହିତ କରିବା ସହ ଚମ୍ପିୟାନ ଦଳକୁ ପୁରସ୍କୃତ କରିଥିଲେ ।

ରେଫରୀ ଭାବେ କ୍ଷିତିଶ ଚୌଧୁରୀ,ଦୀପ୍ତି ରଂଜନ ପ୍ରଧାନ ଆରତୀ ହେମ୍ବ୍ରମ, ପ୍ରୀତିଲତା ହେମ୍ବ୍ରମ,ଵିନୟ ବଚନ ହେମ୍ବ୍ରମ ଦାୟିତ୍ଵ ନିର୍ବାହ କରିଥିଲେ । ତୃଣମୂଳ ସ୍ତରରେ ରଗଵୀ ଖେଳର ପ୍ରଚାର ପ୍ରସାର,ନୂତନ ପ୍ରତିଭା ସୃଷ୍ଟି କରାଇ ଭବିଷ୍ୟତରେ ରାଜ୍ୟ, ଜାତୀୟ ଓ ଆନ୍ତର୍ଜାତୀୟ ଖେଳାଳି ସୃଷ୍ଟି କରିବା ହିଁ ଏହି ଖେଳ ଆୟୋଜନର ମୁଖ୍ୟ ଉଦେଶ୍ୟ ବୋଲି ଜିଲ୍ଲା ସଭାପତି ସୁନାରାମ କିସ୍କୁ ଗଣମାଧ୍ୟମକୁ କହିଥିଲେ । ରାଇରଙ୍ଗପୁରରେ ପ୍ରଥମ ଥର ପାଇଁ ଖେଳ ଆୟୋଜନ ହୋଇଥିବାରୁ ବାଳକ ଓ ବାଳିକା ବର୍ଗର ପିଲାମାନେ ବହୁତ ଉତ୍ସାହିତ ଓ ଆନନ୍ଦିତ ହୋଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

May 1, 2026
ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

May 1, 2026
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨-୧ ଗୋଲରେ ଶରଣକୁଳ ଏଫ.ସି ଡିଏଭି ଏଫ.ସି ନୟାଗଡ ଠାରୁ ବିଜୟୀ

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨-୧ ଗୋଲରେ ଶରଣକୁଳ ଏଫ.ସି ଡିଏଭି ଏଫ.ସି ନୟାଗଡ ଠାରୁ ବିଜୟୀ

May 1, 2026
ଇଟାମାଟି ପଂଚାୟତ ପି.ଇ.ଓ ଙ୍କୁ ବ୍ଲକରେ ଦିଆଗଲା ଅବସର କାଳୀନ ସମ୍ୱର୍ଦ୍ଧନା

ଇଟାମାଟି ପଂଚାୟତ ପି.ଇ.ଓ ଙ୍କୁ ବ୍ଲକରେ ଦିଆଗଲା ଅବସର କାଳୀନ ସମ୍ୱର୍ଦ୍ଧନା

May 1, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

May 1, 2026
ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

May 1, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version