• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବାଣପୁର ବ୍ଲକରେ ମିଳିତ ଜନ ଶୁଣାଣି ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
November 20, 2023
in ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
ବିବାହିତା ମହିଳା ବିଷ ପିଇ ମୃତ୍ୟୁ : ଶାଶୁ ଓ ଶଶୁର ଥାନାରେ ଅଟକ
Share on FacebookShare on TwitterWhatsapp

୨୦ ନଭେମ୍ବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ଚିଲିକା :-> ଖୋର୍ଦ୍ଧା ଜିଲ୍ଲା ବାଣପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଆଜିର ପ୍ରତ୍ୟେକ୍ଷ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଆଜି ମୋଟ୧୧୯ ଗୋଟି ଆପତ୍ତି ଅଭିଯୋଗ ଦାଖଲ ହୋଇଥିବା ବେଳେ ସେଥିମଧ୍ୟରୁ ୧୦୭ ଟି ଅଭିଯୋଗ ବ୍ୟକ୍ତିଗତ ଥିଲା ଓ ବାକି ୦୪ ଟି ବିଭିନ୍ନ ଗ୍ରାମର ସାମୁହିକ ସମସ୍ୟା ଥିଲା ।

ଉକ୍ତ ଅଭିଯୋଗ ମାନଙ୍କ ମଧ୍ୟରୁ ସ୍ଥଳବିଶେଷରେ ଗୋଟିଏ ଅଭିଯୋଗର ତତ୍କାଳ ସମାଧାନ କରାଯାଇଥିଲା ୫୦୦୦ ଟଙ୍କା ଲେଖା ୦୪ ଜଣଙ୍କୁ ‌ରେଡକ୍ରସ ଆର୍ଥିକ ସହାୟତା ରାଶି ପ୍ରଦାନ କରାଯାଇଥିବା ବେଳେ ୦୧ ଜଣଙ୍କୁ ୧୨୦୦୦ ଟଙ୍କା CMRF ସହାୟତା ରାଶି ପ୍ରଦାନ କରାଯାଇଛି ।

ଆଜିର ମିଳିତ ଜନଶୁଣାଣି ଅବସରରେ ଜିଲ୍ଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ଅଧ୍ୟକ୍ଷତା କରିଥିବାବେଳେ ଆରକ୍ଷୀ ଅଧିକ୍ଷକ, ସିଦ୍ଧାର୍ଥ କାଟାରିଆ , ଜିଲ୍ଲା ପରିଷଦ ଉପାଧ୍ୟକ୍ଷ ଗୋପିନାଥ ମହାରଣା ,ବାଣପୁର ପଞ୍ଚାୟତ ସମିତି ଅଧ୍ୟକ୍ଷ ଅମରେନ୍ଦ୍ର ରଣସିଂହ, ଉପ-ଜିଲ୍ଲାପାଳ ଖୋର୍ଦ୍ଧା ଦୀପ୍ତି ରଞ୍ଜନ ସେଠୀ , ସି ଡ଼ି ଏମ୍ ଓ ଡଃ ଆର୍ତ୍ତଵନ୍ଧୁ ନାୟକ, ବିଡିଓ ଶ୍ରୀମତୀ ଅଗ୍ରୱାଲ ଓ ଅନ୍ୟ ସମସ୍ତ ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରାଜ୍ୟସଭା ନିର୍ବାଚନରେ ବିଧାୟକଙ୍କ କ୍ରସ ଭୋଟିଂ ପ୍ରସଙ୍ଗ ସଭ୍ୟପଦ ରଦ୍ଦ ଆବେଦନ ଖାରଜ କରି ଗଣତନ୍ତ୍ରକୁ ହତ୍ୟା କରିଛନ୍ତି ବାଚସ୍ପତି : ବିଜେଡି

ରାଜ୍ୟସଭା ନିର୍ବାଚନରେ ବିଧାୟକଙ୍କ କ୍ରସ ଭୋଟିଂ ପ୍ରସଙ୍ଗ ସଭ୍ୟପଦ ରଦ୍ଦ ଆବେଦନ ଖାରଜ କରି ଗଣତନ୍ତ୍ରକୁ ହତ୍ୟା କରିଛନ୍ତି ବାଚସ୍ପତି : ବିଜେଡି

June 22, 2026
ଭୁବନେଶ୍ୱରରେ ବେଆଇନ ଭେଣ୍ଡିଙ୍ଗ ଜୋନ ନେଇ ବଢୁଛି ପ୍ରଶ୍ନ – କାହା ସ୍ୱାର୍ଥରେ ଚାଲିଛି ନିର୍ମାଣ..?

ଭୁବନେଶ୍ୱରରେ ବେଆଇନ ଭେଣ୍ଡିଙ୍ଗ ଜୋନ ନେଇ ବଢୁଛି ପ୍ରଶ୍ନ – କାହା ସ୍ୱାର୍ଥରେ ଚାଲିଛି ନିର୍ମାଣ..?

June 22, 2026
ଖଲି ଗୋଦାମରେ ଭୟାବହ ଅଗ୍ନିକାଣ୍ଡ, ୧୫ ଲକ୍ଷରୁ ଅଧିକ ସମ୍ପତ୍ତି ନଷ୍ଟ

ଖଲି ଗୋଦାମରେ ଭୟାବହ ଅଗ୍ନିକାଣ୍ଡ, ୧୫ ଲକ୍ଷରୁ ଅଧିକ ସମ୍ପତ୍ତି ନଷ୍ଟ

June 22, 2026
ବ୍ଲକ ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ବ୍ଲକ ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରାଜ୍ୟସଭା ନିର୍ବାଚନରେ ବିଧାୟକଙ୍କ କ୍ରସ ଭୋଟିଂ ପ୍ରସଙ୍ଗ ସଭ୍ୟପଦ ରଦ୍ଦ ଆବେଦନ ଖାରଜ କରି ଗଣତନ୍ତ୍ରକୁ ହତ୍ୟା କରିଛନ୍ତି ବାଚସ୍ପତି : ବିଜେଡି

ରାଜ୍ୟସଭା ନିର୍ବାଚନରେ ବିଧାୟକଙ୍କ କ୍ରସ ଭୋଟିଂ ପ୍ରସଙ୍ଗ ସଭ୍ୟପଦ ରଦ୍ଦ ଆବେଦନ ଖାରଜ କରି ଗଣତନ୍ତ୍ରକୁ ହତ୍ୟା କରିଛନ୍ତି ବାଚସ୍ପତି : ବିଜେଡି

June 22, 2026
ଭୁବନେଶ୍ୱରରେ ବେଆଇନ ଭେଣ୍ଡିଙ୍ଗ ଜୋନ ନେଇ ବଢୁଛି ପ୍ରଶ୍ନ – କାହା ସ୍ୱାର୍ଥରେ ଚାଲିଛି ନିର୍ମାଣ..?

ଭୁବନେଶ୍ୱରରେ ବେଆଇନ ଭେଣ୍ଡିଙ୍ଗ ଜୋନ ନେଇ ବଢୁଛି ପ୍ରଶ୍ନ – କାହା ସ୍ୱାର୍ଥରେ ଚାଲିଛି ନିର୍ମାଣ..?

June 22, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version