• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବେଗୁନିଆ ବିଜେପି ପକ୍ଷରୁ ବ୍ଲକ ଅଫିସ ଘେରାଉ

Proprietor Abhimanyu Maharana by Proprietor Abhimanyu Maharana
November 20, 2023
in ଓଡ଼ିଶା, ଖୋର୍ଦ୍ଧା, ରାଜନୀତି, ହୋମ୍
0
ବେଗୁନିଆ ବିଜେପି ପକ୍ଷରୁ ବ୍ଲକ ଅଫିସ ଘେରାଉ
Share on FacebookShare on TwitterWhatsapp

୨୦ ନଭେମ୍ବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ବେଗୁନିଆ :-> ବିଜେପି ରାଜ୍ୟ ସଭାପତିଙ୍କ ଆହ୍ୱାନ କ୍ରମେ ସମଗ୍ର ରାଜ୍ୟର ୩୧୪ ବ୍ଲକରେ ରାଜ୍ୟ ସରକାରଙ୍କ ଦୁର୍ନୀତି, ଭ୍ରଷ୍ଟାଚାର ବିରୁଦ୍ଧରେ ବ୍ଲକ ଘେରାଉ କାର୍ଯ୍ୟକ୍ରମ ଅନୁଷ୍ଠିତ ଜାରି ରହିଛି। ଦୀର୍ଘ୨୪ ବର୍ଷ ଭିତରେ ରାଜ୍ୟ ସରକାରଙ୍କ ଦୁର୍ନୀତି, ଭ୍ରଷ୍ଟାଚାର, ବ୍ୟଭିଚାର, ପିସି କାରବାର, ଆବାସ ଯୋଜନାରେ ଦୁର୍ନୀତି, ନାରୀ ନିର୍ଯ୍ୟାତନା, ପାଇଖାନା ଦୁର୍ନୀତି, ଚିଟଫଣ୍ଡ ଦୁର୍ନୀତି, ଦାଦନ ସମସ୍ୟା, ରାସନ କାର୍ଡ ଦୁର୍ନୀତି, ଭତ୍ତା ଦୁର୍ନୀତି, ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳା ,ଜଳ ସେଚନ ବ୍ୟବସ୍ଥା ରେ ଦୁର୍ନୀତି,

ବିଭିନ୍ନ ଗ୍ରାମରେ ପାନୀୟ ଜଳ ସମସ୍ୟା ଇତ୍ୟାଦି ଲାଗି ରହିଛି। ଏହା କୁ ନେଇ ଆଜି ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ନିର୍ବାଚନ ମଣ୍ଡଳୀ ର ବିଜେପି ତରଫରୁ ରାଜ୍ୟ ସରକାରଙ୍କ ବିରୁଦ୍ଧରେ ବିଭିନ୍ନ ସ୍ଲୋଗାନ ଦେଇ ବିଜେପି ନେତା କର୍ମୀମାନେ ବେଗୁନିଆ ଓବୋଲଗଡ ବ୍ଲକ ଘେରାଉ କରିଛନ୍ତି ।ଶତାଧିକ ଲୋକେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରୁ ବାଦ ପଡ଼ିଛନ୍ତି କିନ୍ତୁ ରାଜ୍ୟ ସରକାର ଯେଉଁମାନେ ଘର ପାଇବାପାଇଁ ଯୋଗ୍ୟ ସେମାନଙ୍କୁ ଘର ନଦେଇ ଯେଉଁମାନେ ପାଇବା କଥା ନୁହେଁ ସେମାନଙ୍କୁ ଦେଉଛନ୍ତି। ସେହିପରି ରାସନ କାର୍ଡରେ ମଧ୍ୟ ଦୁର୍ନୀତି। 

ଏହି ପରିପ୍ରେକ୍ଷୀରେ ଆଜି ବେଗୁନିଆ ଓ ବୋଲଗଡ ବ୍ଲକରେ ଜନ ଆକ୍ରୋଶ ଶୋଭାଯାତ୍ରା କରାଯାଇଥିବା ଦେଖିବାକୁ ମିଳିଛି । ବିଜେପି ନେତା ପ୍ରକାଶ ରଣବିଜୁରୀଙ୍କ ନେତୃତ୍ୱରେ ଶତାଧିକ କର୍ମୀ ପୋଷ୍ଟ ଅଫିସ ଛକରେ ଏକତ୍ରୀତ ହୋଇ ପଦଯାତ୍ରା ରେ ବଜାର ପରିକ୍ରମା କରି ରାଜ୍ୟ ସରକାରଙ୍କ ବିରୁଦ୍ଧରେ ବିଭିନ୍ନ ସ୍ଲୋଗାନ ଦେଇ ରାଲି କରିଥିଲେ। ତାହାସହ ବ୍ଲକ ଆଗରେ ଏନେଇ ବିଜେପି ନେତାମାନେ “ଭତ୍ତାଠାରୁ ଆରମ୍ଭ କରି ଆବାସ ଯୋଜନା ଏବଂ ଅନ୍ୟାନ୍ୟ ସମସ୍ତ ସରକାରୀ ଯୋଜନାରେ ବ୍ୟାପକ ଘୋଟାଲା ଚାଲିଛି । ଅଧିକାରୀମାନେ ପିସି ନେଇ କାମ କରୁଛନ୍ତି । ଦଳୀୟ ଭିତ୍ତିରେ ହିତାଧିକାରୀ ଚୟନ ହେଉଛି । ତେଣୁ ଏସବୁକୁ ବିଜେପି ବିରୋଧ କରି ବ୍ଲକ କାର୍ଯ୍ୟାଳୟ ଘେରାଉ କରିଛି ।” ଆଗାମୀ ଦିନରେ ଏଭଳି ଆହୁରି ଅନେକ କାର୍ଯ୍ୟକ୍ରମ କରାଯିବ ବୋଲି ଦଳୀୟ ନେତାମାନେ ଚେତାବନୀ ଦେଇଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବାଲୁଙ୍କେଶ୍ୱର ଦେବଙ୍କ ପଞ୍ଚମ ବାର୍ଷିକ ବିଶ୍ଵଶାନ୍ତି ମହାଯଜ୍ଞା ଉଦଯାପିତ

ବାଲୁଙ୍କେଶ୍ୱର ଦେବଙ୍କ ପଞ୍ଚମ ବାର୍ଷିକ ବିଶ୍ଵଶାନ୍ତି ମହାଯଜ୍ଞା ଉଦଯାପିତ

May 14, 2026
ବିଶିଷ୍ଟ ସାହିତ୍ୟିକା ଛାୟାପୁରବୀଙ୍କ ଏକାଦଶାହରେ ସ୍ମୃତିଚାରଣ ସଭା

ବିଶିଷ୍ଟ ସାହିତ୍ୟିକା ଛାୟାପୁରବୀଙ୍କ ଏକାଦଶାହରେ ସ୍ମୃତିଚାରଣ ସଭା

May 14, 2026
ଇସ୍ରୋ ପରିଦର୍ଶନ କଲେ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର

ଇସ୍ରୋ ପରିଦର୍ଶନ କଲେ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର

May 13, 2026
ବିଜେପି ସରକାର ଦେଶବାସୀଙ୍କ ବିଶ୍ୱାସ ହରାଇଛି, ନିଟ୍ ବିଭ୍ରାଟ୍ ପାଇଁ ସମ୍ପୂର୍ଣ୍ଣ ଦାୟୀ ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ଦିଅନ୍ତୁ : ଓଡିଶା ଜନତା କଂଗ୍ରେସ

ବିଜେପି ସରକାର ଦେଶବାସୀଙ୍କ ବିଶ୍ୱାସ ହରାଇଛି, ନିଟ୍ ବିଭ୍ରାଟ୍ ପାଇଁ ସମ୍ପୂର୍ଣ୍ଣ ଦାୟୀ ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ଦିଅନ୍ତୁ : ଓଡିଶା ଜନତା କଂଗ୍ରେସ

May 13, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବାଲୁଙ୍କେଶ୍ୱର ଦେବଙ୍କ ପଞ୍ଚମ ବାର୍ଷିକ ବିଶ୍ଵଶାନ୍ତି ମହାଯଜ୍ଞା ଉଦଯାପିତ

ବାଲୁଙ୍କେଶ୍ୱର ଦେବଙ୍କ ପଞ୍ଚମ ବାର୍ଷିକ ବିଶ୍ଵଶାନ୍ତି ମହାଯଜ୍ଞା ଉଦଯାପିତ

May 14, 2026
ବିଶିଷ୍ଟ ସାହିତ୍ୟିକା ଛାୟାପୁରବୀଙ୍କ ଏକାଦଶାହରେ ସ୍ମୃତିଚାରଣ ସଭା

ବିଶିଷ୍ଟ ସାହିତ୍ୟିକା ଛାୟାପୁରବୀଙ୍କ ଏକାଦଶାହରେ ସ୍ମୃତିଚାରଣ ସଭା

May 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version