• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରଣପୁର ବିଜେପି ତରଫରୁ ବିଭିନ୍ନ ଦାବି ନେଇ ବ୍ଲକ ଘେରାଉ – ସୁରମା ପାଢୀ ଙ୍କ ନେତୃତ୍ୱ ରେ

Proprietor Abhimanyu Maharana by Proprietor Abhimanyu Maharana
November 21, 2023
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ରଣପୁର ବିଜେପି ତରଫରୁ ବିଭିନ୍ନ ଦାବି ନେଇ ବ୍ଲକ ଘେରାଉ – ସୁରମା ପାଢୀ ଙ୍କ ନେତୃତ୍ୱ ରେ
Share on FacebookShare on TwitterWhatsapp

୨୦ ନଭେମ୍ବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ରଣପୁର :-> ରଣପୁର ବିଜେପି ତରଫରୁ ବିଭିନ୍ନ ଦାବି ନେଇ ବ୍ଲକ ଘେରାଉ କରିଥିବା ଜଣାଯାଇଛି । ଆଜି ଅପରାହ୍ନରେ ରଣପୁର ପବୁଂଦୋଳ ପଡିଆ ଠାରୁ ପୂର୍ବତନ ମନ୍ତ୍ରୀ ସୁରମା ପାଢୀ ଙ୍କ ନେତୃତ୍ୱ ରେ ଏକ ରାଲି କରାଯାଇଥିଲା । ରଣପୁର ବ୍ଲକ ରେ ଶାସକ ଦଳ ଦୂର୍ନୀତି, ଭଷ୍ଠାଚାର,ଅନ୍ୟାୟ ବିରୋଧ ରେ ଏକ ବିଶାଳ ରାଲି ସହର ପରିକ୍ରାମା କରିଥିଲା । ସେମାନେ ରାଜ୍ୟ ସରକାର ର ବିରୋଧ ରେ ବିଭିନ୍ନ ସ୍ୱାଗ୍ଲା ଦେଇ ବ୍ଲକ ପରିଷର ରେ ପହଚିଂଥିଲେ ।

ସେଠାରେ ପୂର୍ବତନ ମନ୍ତ୍ରୀ ସୁରମା ପାଢୀ, ଜିଲ୍ଲା ବିଜେପି ସଭାପତି ତାପସ ରଞନ ମାର୍ଥା,ଅଭିଶେକ ସାମନ୍ତରାୟ ରଣପୁର ବ୍ଲକ ରେ ଆବାସ ଯୋଜନା ସହ ବିିଭିନ୍ନ ଯୋଜନା ରେ ଦୂର୍ନୀତି ହେବା ସହ ପିସି କାରବାର ଚାଲିଥିବା ଅଭିଯୋଗ କରିଥିଲେ । କେନ୍ଦ୍ର ସରକାର ବିଭିନ୍ନ ପ୍ରକାର ଯୋଜନାରେ ପ୍ରର୍ଯ୍ୟପ୍ତ ଅର୍ଥ ଯୋଗାଇ ଦେଉଥିବା ବେଳେ ରାଜ୍ୟ ସରକାର ଏହି ଅର୍ଥ କୁ ହରିଲୁଟ କରୁଛନ୍ତି ବୋଲି ମତ ଦେଇଥିଲେ ।

କିନ୍ତୁ ଏହି ଯୋଜନାରେ ଗରିବ ଙ୍କର କୈାଣସି ଉନ୍ନତି ହେଉନଥିବା ବେଳେ ପରିବାର ଛାଡି ରାଜ୍ୟ ବାହାରେ ଦାଦନ ଖଟିବାକୁ ବାଧ୍ୟ ହେଉଚି । ଏପରିକି ଏହି ସରକାର ନିର୍ବାଚିତ ପ୍ରତିନିଧୀ ମାନଙ୍କର ଅଧୀକାର ଛଡାଇ ନେଉଚନ୍ତି । ପଲ୍ଲିସଭା ଓ ଗ୍ରାମସଭା ନକରି ତଳସ୍ତର ରେ ପୋଜେକ୍ଟ ଘୋଷଣା କରି ଫଳକ ରାଜନିତି ଚାଲିଛି ।

ଏହା କୁ ବିଜେପି କର୍ମୀ ମାନେ ବିରୋଧ କରିଥିଲେ । ଏହି ସଭା କୁ ଗୋପାଳପୁର ମଣ୍ଡଳ ସଭାପତି ନିର୍ମଳା ମତଗଜସିଂ ପରିଚାଳନା କରିଥିଲେ । ରଣପୁର ବିଡିଓ ଅନୁପଷ୍ପତ ଥିବାରୁ ସହକାରି ଜନ୍ତ୍ରୀ ଞାନେନ୍ଦ୍ର ପାଢୀ କୁ ରାଜ୍ୟ ପାଳଙ୍କ ଉଦ୍ଦେଶ୍ୟ ରେ ଏକ ଦାବି ପତ୍ର ଦେଇଥିଲେ । ଏଥିରେଅନ୍ୟ ମାନଙ୍କ ମଧ୍ୟରେ ରଣପୁରପଚାଂୟତ ସମିତି ଅଧକ୍ଷ ନିର୍ମଳା ବେହେରା,ଜିଲ୍ଲା ସାଧରଣ ସଂପାଦକ ପରେଶଚନ୍ଦ୍ର ମିଶ୍ର, ଜୟନ୍ତ ନାୟକ ,ଅନୁସୟା ସାହୁ ଙ୍କ ସହ ବହୁ ପଚାଂୟତ ର ସରପଚଂ ଓ ସମିତି ସଭ୍ୟ ଯୋଗ ଦେଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
କୋରାପୁଟ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ  ସ୍ୱରାଜ୍ୟ ସୀସାଙ୍କ ବିୟୋଗ

କୋରାପୁଟ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସ୍ୱରାଜ୍ୟ ସୀସାଙ୍କ ବିୟୋଗ

June 26, 2026
ଚମତ୍କାର ଔଷଧି – ପୁଦିନାର ମହତ୍ୱକୁ ସାମିଲ କରିଛି ଡାବର ଇଣ୍ଡିଆ ଲିମିଟେଡ

Dabur India Limited inducts the importance of Wonder Herb – Pudina

June 26, 2026
ଚମତ୍କାର ଔଷଧି – ପୁଦିନାର ମହତ୍ୱକୁ ସାମିଲ କରିଛି ଡାବର ଇଣ୍ଡିଆ ଲିମିଟେଡ

ଚମତ୍କାର ଔଷଧି – ପୁଦିନାର ମହତ୍ୱକୁ ସାମିଲ କରିଛି ଡାବର ଇଣ୍ଡିଆ ଲିମିଟେଡ

June 25, 2026
ନିଶା ନିବାରଣ ସଚେତନତା ରଥ ଜିଲ୍ଲାପାଳଙ୍କ ଦ୍ୱାରା ଉଦ୍ଘାଟିତ

ନିଶା ନିବାରଣ ସଚେତନତା ରଥ ଜିଲ୍ଲାପାଳଙ୍କ ଦ୍ୱାରା ଉଦ୍ଘାଟିତ

June 25, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

କୋରାପୁଟ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ  ସ୍ୱରାଜ୍ୟ ସୀସାଙ୍କ ବିୟୋଗ

କୋରାପୁଟ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସ୍ୱରାଜ୍ୟ ସୀସାଙ୍କ ବିୟୋଗ

June 26, 2026
ଚମତ୍କାର ଔଷଧି – ପୁଦିନାର ମହତ୍ୱକୁ ସାମିଲ କରିଛି ଡାବର ଇଣ୍ଡିଆ ଲିମିଟେଡ

Dabur India Limited inducts the importance of Wonder Herb – Pudina

June 26, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version