• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରାଇରଙ୍ଗପୁର ବାଳିକା ଉଚ୍ଚ ବିଦ୍ୟାଳୟରେ ବ୍ଳକ୍ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି

Proprietor Abhimanyu Maharana by Proprietor Abhimanyu Maharana
November 23, 2023
in ଓଡ଼ିଶା, ମୟୁରଭଞ୍ଜ, ହୋମ୍
0
ରାଇରଙ୍ଗପୁର ବାଳିକା ଉଚ୍ଚ ବିଦ୍ୟାଳୟରେ ବ୍ଳକ୍ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି
Share on FacebookShare on TwitterWhatsapp

୨୨ ନଭେମ୍ବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ରାଇରଙ୍ଗପୁର :-> ମୟୂରଭଞ୍ଜ ଜିଲ୍ଲା ପୌରପରିଷଦ ଅନ୍ତର୍ଗତ ରାଇରଙ୍ଗପୁର ଉଚ୍ଚ ବାଳିକା ବିଦ୍ୟାଳୟ ପରିସରରେ ଆୟୋଜିତ ହୋଇଥିଲା ଶିଶୁ ବିଜ୍ଞାନ ମେଳା । ଏହି ବିଜ୍ଞାନ ମେଳାରେ ମୋଟ ୭୬ ଟି ପ୍ରକଳ୍ପ ଆସିଥିଲା । ସେଥିରୁ ପାଞ୍ଚ ଗୋଟି ପ୍ରକଳ୍ପ ଶ୍ରେଷ୍ଠ ପ୍ରକଳ୍ପ ଭାବେ ମନୋନୀତ କରାଯାଇଥିଲା । ପ୍ରତ୍ୟେକ ପ୍ରକଳ୍ପ ର ପ୍ରଥମ ସ୍ଥାନ ଅଧିକାର କରିବାଥିବା ବିଜ୍ଞାନ ପ୍ରକଳ୍ପ ଗୁଡିକ ଆଗାମୀ ଜିଲ୍ଲାସ୍ତରୀୟ ବିଜ୍ଞାନ ମେଳାରେ ସାମିଲ ହେବେ ।

ଆଜି ବାଳିକା ବିଦ୍ୟାଳୟ ପରିସରରେ ଆୟୋଜିତ ବିଜ୍ଞାନ ମେଳାକୁ ରାଇରଙ୍ଗପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ ନାରାୟଣୀ ପ୍ରଦର୍ଶନୀ ପଣ୍ଡା ମୁଖ୍ଯ ଅତିଥି ଭାବେ ଯୋଗଦେଇ ଦିଜ୍ଞାନ ମେଳାକୁ ଉଦଘାଟନ କରିଥିଲେ । ସଭା କାର୍ଯ୍ୟକ୍ରମ ପରେ ରାଇରଙ୍ଗପୁର ବି ଡି ଓ ବିଜ୍ଞାନ ମେଳା ପରିଦର୍ଶନ କରିଥିଲେ । ବିଶିଷ୍ଟ ବିଜ୍ଞାନ ଜଜେସ୍ ମାନଙ୍କ ଦ୍ବାରା କୃତିତ୍ବ ପ୍ରତ୍ନତାତ୍ତ୍ବିକ ପ୍ରକଳ୍ପର ଛାତ୍ର ଛାତ୍ରୀ ମାନଙ୍କର ପ୍ରକଳ୍ପ ଗୁଡିକ ମନୋନୀତ କରାଯାଇଥିଲା ।

ଅପରାହ୍ନ ରେ କୃତି ପ୍ରକଳ୍ପ ଧାରୀ ଛାତ୍ର ଛାତ୍ରୀଙ୍କୁ ପୁରଷ୍କୃତ କରାଯାଇଥିଲା । ଅପରାହ୍ନ ଅଧିବେଶନ ରେ ମୁଖ୍ଯ ଅତିଥି ଭାବେ ରାଇରଙ୍ଗପୁର ବି ଇ ଓ ବୈଦନାଥ ମହାନ୍ତି , ସମ୍ମାନୀତ ଅତିଥି ଭାବେ ତିରିଂ ଗୋଷ୍ଟି ଶିକ୍ଷା ଅଧିକାରୀ ଯୋଗେଶ୍ବର ଜେନା। , ରାଇରଙ୍ଗପୁର ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବିଜୟ ରଞ୍ଜନ ନାଏକ , ବହଳଦା ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ମନୋରଞ୍ଜନ ଗିରି ,

ରାଇରଙ୍ଗପୁର ବାଳିକା ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ରିସିପ୍ରଭା ମହାନ୍ତ ପ୍ରମୁଖ ଯୋଗ ଦେଇଥିଲେ । କାର୍ଯ୍ୟକ୍ରମ କୁ ପରିଚାଳନା କରୁଥିଲେ ଏ ବି ଇ ଓ ରାଇରଙ୍ଗପୁର କାର୍ତ୍ତିକ ଚନ୍ଦ୍ର କାରୁଆ , ଏ ବି ଇ ଓ ନମିତା ସେଠି , ଏ ବି ଇ ଓ ହେମା ମାଝୀ ଓ ଚିରିଂ ଏ ବି ଇ ଓ ସୁକଦେବ ତ୍ରିପାଠୀ ପ୍ରମୁଖ କାର୍ଯ୍ୟକ୍ରମ ର ପରିଚାଳନା ଦାୟିତ୍ବ ଭାର ଗ୍ରହଣ କରିଥିଲେ । ବିଜ୍ଞାନ ମେଳା କାର୍ଯ୍ୟକ୍ରମ ର ମଞ୍ଚ କୁ ପରିଚଳନା କରିଥିଲେ ରାଇରଙ୍ଗପୁର ପୌରପରିଷଦ ଉଚ୍ଚ ବିଦ୍ୟାଳୟର ବିଜ୍ଞାନ ଶିକ୍ଷକ ରଂଜନ କୁମାର ନନ୍ଦ ।

ଯେଉଁ ପାଞ୍ଚ ଟି ପ୍ରକଳ୍ପ ଜିଲ୍ଲା ସ୍ତରକୁ ଯିବା ପାଇଁ ମନୋନୀତ ହୋଇଛି ସେଗୁଡିକ ହେଲା ରାଇରଙ୍ଗପୁର ଉଚ୍ଚ ବାଳିକା ବିଦ୍ୟାଳୟର ଉତ୍ତମ ପ୍ରକଳ୍ପ ଟି ହେଉଛି ‘ ଉତ୍ତମ ଗମନାଗମନ ପରିବହନ ” ପ୍ରକଳ୍ପ କାରୀ ଙ୍କ ନାମ ବିଷ୍ଣୁ ପ୍ରିୟା ମଣ୍ଡଳ , ପୁରୁଣାପାଣି ସ୍କୁଲର ରିଆ ମହାନ୍ତ ଙ୍କ ପ୍ରକଳ୍ପ ର ନାମ ହେଲା ‘ଗଣନା କରିବା କୌଶଳ ” ପ୍ରକଳ୍ପ ମନୋନୀତ , ରାଖା ସାହି ଉଚ୍ଚ ବିଦ୍ୟାଳୟର କାପଲ ଦେବ ମହାନ୍ତ ର ପ୍ରକଳ୍ପ ର ବିଷୟ ବସ୍ତୁ ଥିଲା ସ୍ବାସ୍ଥ୍ୟ ,

ଏହି ବିଭାଗ ଉପରେ ପ୍ରସ୍ତୁତ ପ୍ରକଳ୍ପ ହେଲା ଜଳ ବିଶଦ୍ଧି କରଣ ସେହିପରି ରାଇରଙ୍ଗପୁର ଉଚ୍ଚ ବିଦ୍ୟାଳୟର ହରିଶଙ୍କର ପଣ୍ଡା ଙ୍କ ପ୍ରକଳ୍ପ ଟି ହେଲା ପେଟ୍ରୋଲ କେମିତି ତିଆରି କରିବେ ଓ ମୂଷାବଣୀ ସ୍କୁଲ ର ଅଭିଷେକ କୁମ୍ବକାର ପ୍ରକଳ୍ପ ଟି ଥିଲା ଶଳ୍ପ ଖର୍ଚ୍ଚ ରେ କୁତ୍ରିମ ପଦ୍ଧତିରେ ଅଣ୍ଡାରୁ ଛୁଆ ଜନ୍ମ କରାଇବା । ଏହି ପାଞ୍ଚ ଗୋଟି ପ୍ରକଳ୍ପ କୁ ମନୋନୀତ କରି ଜିଲ୍ଲାସ୍ତର ବିଜ୍ଞାନ ମେଳାରେ ସାମିଲ ହେବ ବୋଲି ରାଇରଙ୍ଗପୁର ଏ ବି ଇ ଓ କାର୍ତ୍ତିକ ଚନ୍ଦ୍ର କାରୁଆ ପ୍ରକାଶ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ହବିଷ୍ୟାଳି ବ୍ରତ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ହବିଷ୍ୟାଳି ବ୍ରତ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

September 10, 2026
ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଙ୍କ ଯୋଗଦାନ

ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଙ୍କ ଯୋଗଦାନ

September 10, 2026
ଶ୍ରୀମନ୍ଦିର ଜମିଜମା ଆଇନ ସଂଶୋଧନକୁ ପୁରୀ ବିଜେପି ପକ୍ଷରୁ ସ୍ବାଗତ

ଶ୍ରୀମନ୍ଦିର ଜମିଜମା ଆଇନ ସଂଶୋଧନକୁ ପୁରୀ ବିଜେପି ପକ୍ଷରୁ ସ୍ବାଗତ

September 10, 2026
ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ପିଢ଼ିର ଖଣି ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶିତ

Vedanta Aluminium Coal Mines showcases next-generation mining technologies at 6th CLI Expo 2026

September 10, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ହବିଷ୍ୟାଳି ବ୍ରତ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ହବିଷ୍ୟାଳି ବ୍ରତ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

September 10, 2026
ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଙ୍କ ଯୋଗଦାନ

ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଙ୍କ ଯୋଗଦାନ

September 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version