• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ଓ ଯୁଗ୍ମ ସଚିବଙ୍କ ହିଞ୍ଜିଳି ଗସ୍ତ

Proprietor Abhimanyu Maharana by Proprietor Abhimanyu Maharana
November 25, 2023
in ଓଡ଼ିଶା, ଗଞ୍ଜାମ, ହୋମ୍
0
ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ଓ ଯୁଗ୍ମ ସଚିବଙ୍କ ହିଞ୍ଜିଳି ଗସ୍ତ
Share on FacebookShare on TwitterWhatsapp

୨୪ ନଭେମ୍ବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ହିଞ୍ଜିଳିକାଟୁ :->  ଶନିବାର ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ତଥା ରାଜ୍ୟ ସରକାରଙ୍କ କ୍ରୀଡା ଓ ଯୁବ ବ୍ୟାପାର ବିଭାଗୀୟ ପ୍ରମୁଖ ସଚିବ ଆର. ଭୀନିଲ କ୍ରୀଷ୍ଣା ଓ ସ୍ୱତନ୍ତ୍ର ଯୁଗ୍ମ ସଚିବ ଶୁଭ୍ରାଂଶୁ ମିଶ୍ର ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନ ମଣ୍ଡଳୀ ହିଞ୍ଜିଳି ଗସ୍ତ କରି ନିର୍ମାଣଧିନ ଉନ୍ନୟନ ପ୍ରକଳ୍ପ ଗୁଡିକୁ ବୁଲି ଦେଖିବା ସହ ସମୀକ୍ଷା କରିଛନ୍ତି । ପ୍ରଥମେ ହିଞ୍ଜିଳିକାଟୁ ଗସ୍ତ କରି ବ୍ଳକର ଗଣ୍ଡଳା ପଞ୍ଚାୟତରେ ପହଞ୍ଚି ବେଲେଶ୍ୱର ସ୍ୱାତକ ମହାବିଦ୍ୟାଳୟ ଓ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପହଞ୍ଚି ମହାବିଦ୍ୟାଳୟ ରୂପାନ୍ତରିତ କାର୍ଯ୍ୟ ବୁଲି ଦେଖିଥିଲେ ।

ଗଣ୍ଡଳା କାର୍ଯ୍ୟକ୍ରମ ସାରି ଶାସନଆମ୍ବଗାଁ ପଞ୍ଚାୟତର ବାଦିଆମ୍ବଗାଁ ପ୍ରାଥମିକ ବିଦ୍ୟାଳୟରେ ପହଞ୍ଚି ଶ୍ରେଣୀକକ୍ଷ ବୁଲି ଦେଖିବା ସହ ଶିକ୍ଷାଦାନ ସର୍ମ୍ପକରେ ଶିକ୍ଷାର୍ଥୀ ଓ ଶିକ୍ଷକ , ଶିକ୍ଷୟତ୍ରୀ ମାନଙ୍କ ସହ ଆଲୋଚନା କରିବା ସହ ବିଦ୍ୟାଳୟ ରୂପାନ୍ତରଣ କାର୍ଯ୍ୟକୁ ବୁଲି ଦେଖିଥିଲେ । ସେଠାରୁ କଞ୍ଚୁରୁ ପଞ୍ଚାୟତର ଶରଧାପୁର ଗ୍ରାମରେ ପହଞ୍ଚି କ୍ଷୁଦ୍ର ଜଳସେଚନ ବିଭାଗ ପକ୍ଷରୁ ନିର୍ମାଣଧୀନ ବାବୁଲା ବନ୍ଧ କାର୍ଯ୍ୟ ବୁଲି ଦେଖିଥିଲେ । ସେଠାରୁ ପୋଚିଲିମା ପଞ୍ଚାୟତର ଖାମ୍ବେୟାଦୋରା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପହଞ୍ଚି ରୂପାନ୍ତରିତ ବିଦ୍ୟାଳୟ କୋଠା ଓ ଶ୍ରେଣୀଗୃହ ନିର୍ମାଣ କାର୍ଯ୍ୟ ବୁଲି ଦେଖିବା ସହ ଶିକ୍ଷାଦାନ ଓ ଅନ୍ୟାନ୍ୟ ପ୍ରସଙ୍ଗରେ ସମ୍ପର୍କରେ ଶିକ୍ଷାର୍ଥୀ ଓ ଅଧ୍ୟାପକ ଓ ଅଧ୍ୟାପିକା ମାନଙ୍କ ସହ ଆଲୋଚନା କରିଥିଲେ ।

ସେଠାରୁ ହିଞ୍ଜିଳିକାଟୁ ପୌରାଞ୍ଚଳ ଅଭିମୁଖେ ଯାତ୍ରା କରିଥିଲେ । ସ୍ଥାନୀୟ ପୌରାଞ୍ଚଳରେ ପହଞ୍ଚି ସ୍ଥାନୀୟ ସ୍ୱଂୟଶାସିତ ବିଜ୍ଞାନ ମହାବିଦ୍ୟାଳୟରେ ନିର୍ମାଣଧିନ କୋଠା ବୁଲି ଦେଖିବା ସହ ନିର୍ମାଣ ହେବାକୁ ଥିବା ଛାତ୍ରାବାସ ସକାଶେ ଜମି ବୁଲି ଦେଖିବା ସହ ସ୍ଥିତି ଅନୁଧ୍ୟାନ କରିବା ସହ ପାଠାଗାରା ବୁଲି ଦେଖିଥିଲେ । ଶିକ୍ଷାଦାନ ସର୍ମ୍ପକରେ ଶିକ୍ଷାର୍ଥୀ ମାନଙ୍କ ସହ ଆଲୋଚନା କରିବା ସହ ଚଳିତ ବର୍ଷ ମହାଆଡମ୍ବର ସହକାରେ ବାର୍ଷିକତ୍ସୋବ ପାଳନ କରିବା ପାଇଁ ଶିକ୍ଷାର୍ଥୀ ମାନେ ସ୍ୱତନ୍ତ୍ର ସଚିବଙ୍କୁ ଅନୁରୋଧ କରିଥିଲେ । ମହାବିଦ୍ୟାଳୟ କୋଠା ନିର୍ମାଣ, ଅତ୍ୟାଧୁନିକ ଶିକ୍ଷାଦାନ ସର୍ମ୍ପକରେ ଅଧ୍ୟାପିକା ଡଃ. ସମ୍ପର୍ଣ୍ଣା ରାଣୀ ଦାଶଙ୍କ ସହ ଆଲୋଚନା କରିଥିଲେ ।

ସେଠାରୁ ସ୍ଥାନୀୟ ପୌରାଞ୍ଚଳ ଆଙ୍କୋରଡା ଗ୍ରାମରେ ପହଞ୍ଚି ଗତ ୬ ଦିନ ଧରି ଚାଲିଥିବା ମା ମହରୀକାଳୁଆ ଯାତ୍ରାତ୍ସୋବ ବୁଲି ଦେଖିବା ସହ ମା’ଙ୍କ ଦର୍ଶନ ଓ ଆଶିଷ ଭିକ୍ଷା କରି ସେଠାରୁ ଫେରି ପୌରାଞ୍ଚଳ ବଇଁଚବଣିଆ ପୂର୍ତ୍ତ ବିଭାଗ ଡାକ ବଙ୍ଗଳରେ ମଧ୍ୟାନ୍ନଭୋଜନ ସାରି ପୌର ପରିଷଦର ବହୁ ଜନପ୍ରତିନିଧି ମାନଙ୍କ ସହ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟକ୍ରମ ସମ୍ପର୍କରେ ଆଲୋଚନା କରି ଶେରଗଡ ଅଭିମୁଖେ ଯାତ୍ରା କରିଥିଲେ । ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ଓ ଯୁଗ୍ମ ସଚିବଙ୍କ ଗସ୍ତ ସମୟରେ ଗଞ୍ଜାମ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡା, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଭି. କିର୍ତ୍ତିଭାସନ, ମୁଖ୍ୟମନ୍ତ୍ରୀଙ୍କ ବ୍ଲକ ପ୍ରତିନିଧି ସୁରେନ୍ଦ୍ର ନାଥ ପ୍ରଧାନ ମୁଖ୍ୟମନ୍ତ୍ରୀଙ୍କ ଓଏସଡି ବିନାୟକ ପଟେଲ,

ପୌରାଧ୍ୟକ୍ଷ ସୁବାଷ ଚନ୍ଦ୍ର ପୋଲାଇ, ତହସିଲଦାର ଦିବ୍ୟଜ୍ୟୋତି ସ୍ମୃତିରଞ୍ଜନ ଦେଓ, ବିଡିଓ ସୁବ୍ରତ କୁମାର ଜେନା, ପୌର କାର୍ଯ୍ୟ ନିର୍ବାହୀ ଅଧିକାରୀ ଜୁବୁଲି ଚରଣ ବେହେରା, ରାଜ୍ୟ ବିଜେଡି ସାଧାରଣ ସମ୍ପାଦକ ଦେବାନନ୍ଦ ମହାପାତ୍ର, ଗ୍ରୀଟ୍ ଅଧ୍ୟକ୍ଷ ପବିତ୍ର ମୋହନ ପାଣିଗ୍ରାହୀ, ଜଳସମ୍ପଦ ବିଭାଗ ସହକାରୀ ମୁଖ୍ୟ ଯନ୍ତ୍ରୀ ଇଂ. ସଞ୍ଜିବ ଦାଶଶର୍ମା , ଅଧିକ୍ଷଣ ଯନ୍ତ୍ରୀ ଜୟଦୀପ ପଣ୍ଡା, କ୍ଷୁଦ୍ର ଜଳସେଚନ ନିର୍ବାହୀ ଯନ୍ତ୍ରୀ ଲକ୍ଷ୍ମୀ କାନ୍ତ ତ୍ରିପାଠୀ, ଉଠାଜଳସେଚନ ବିଭାଗୀୟ ନିର୍ବାହୀ ଯନ୍ତ୍ରୀ ଶିବରାମ ପଣ୍ଡା, ଆଇଆଇସି ଶ୍ରୀନିବାସ ସେଠି, ଯୁବ ବିଜେଡି ସଭାପତି ସଞ୍ଜୟ ପଣ୍ଡାଙ୍କ ସମେତ ଜିଲ୍ଲା ପରିଷଦ ସଭ୍ୟ, ବହୁ ସରପଞ୍ଚ, ସମିତିସଭ୍ୟ ଓ କାଉନସିଲର ବୃନ୍ଦ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
CSIR-IMMT strengthens industry partnerships with Engineers India Limited and LOHUM to accelerate indigenous critical minerals technologies

ସ୍ୱଦେଶୀ ଗୁରୁତ୍ୱପୂର୍ଣ୍ଣ ଖଣିଜ ପ୍ରଯୁକ୍ତିର ବିକାଶକୁ ତ୍ୱରାନ୍ୱିତ କରିବା ଳକ୍ଷ ନେଇ ସିଏସ୍‌ଆଇଆର୍‌-ଆଇଏମ୍‌ଏମ୍‌ଟି ଇଞ୍ଜିନିୟର୍ସ ଇଣ୍ଡିଆ ଲିମିଟେଡ୍ ଏବଂ ଲୋହମ୍‌ ମଧ୍ୟରେ ଶିଳ୍ପ ସହଭାଗିତା

July 27, 2026

ଲବଣଗିରି ପାହାଡ଼ରେ ଶ୍ରୀ ଜଗନ୍ନାଥ ମନ୍ଦିରରେ ବାହୁଡ଼ାଯାତ୍ରା ଅନୁଷ୍ଠିତ ହୋଇଯାଇଛି

ଲବଣଗିରି ପାହାଡ଼ରେ ଶ୍ରୀ ଜଗନ୍ନାଥ ମନ୍ଦିରରେ ବାହୁଡ଼ାଯାତ୍ରା ଅନୁଷ୍ଠିତ ହୋଇଯାଇଛି

July 27, 2026
ମହାପ୍ରଭୁଙ୍କ ଅଧରଚୁମ୍ବୀ ତୁମ୍ବାକୃତି ମାଟିହାଣ୍ଡିରେ ଅର୍ପଣ ହେଲା ଅଧରପଣା

ମହାପ୍ରଭୁଙ୍କ ଅଧରଚୁମ୍ବୀ ତୁମ୍ବାକୃତି ମାଟିହାଣ୍ଡିରେ ଅର୍ପଣ ହେଲା ଅଧରପଣା

July 27, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

CSIR-IMMT strengthens industry partnerships with Engineers India Limited and LOHUM to accelerate indigenous critical minerals technologies

ସ୍ୱଦେଶୀ ଗୁରୁତ୍ୱପୂର୍ଣ୍ଣ ଖଣିଜ ପ୍ରଯୁକ୍ତିର ବିକାଶକୁ ତ୍ୱରାନ୍ୱିତ କରିବା ଳକ୍ଷ ନେଇ ସିଏସ୍‌ଆଇଆର୍‌-ଆଇଏମ୍‌ଏମ୍‌ଟି ଇଞ୍ଜିନିୟର୍ସ ଇଣ୍ଡିଆ ଲିମିଟେଡ୍ ଏବଂ ଲୋହମ୍‌ ମଧ୍ୟରେ ଶିଳ୍ପ ସହଭାଗିତା

July 27, 2026
CSIR-IMMT strengthens industry partnerships with Engineers India Limited and LOHUM to accelerate indigenous critical minerals technologies

CSIR-IMMT strengthens industry partnerships with Engineers India Limited and LOHUM to accelerate indigenous critical minerals technologies

July 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version