• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ଜାମୁକୋଳି ଦେହ ପାଇଁ ଖୁବ୍‌ ଉପକାରୀ ହୋଇଥାଏ ।

Proprietor Abhimanyu Maharana by Proprietor Abhimanyu Maharana
July 16, 2020
in Uncategorized, ଓଡ଼ିଶା, ଜୀବନଚର୍ଯ୍ୟା, ଦେଶ, ହୋମ୍
0
ଜାମୁକୋଳି ଦେହ ପାଇଁ ଖୁବ୍‌ ଉପକାରୀ ହୋଇଥାଏ ।
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍ / କୈଳାଷ ପରିଡା (୧୬ ଜୁଲାଇ ଗୁରୁବାର) ଭୁବନେଶ୍ୱର :- ଏହା ଏକ ଏପରି ଫଳ ଯାହାକି କେବଳ ଦେଖିବାକୁ ସୁନ୍ଦର ନୁହେଁ ବରଂ ଏହାର ଗୁଣ ସହ ସ୍ବାଦ ବି ଖୁବ୍ ଭଲ ହୋଇଥାଏ । ଏଥିରେ ଥିବା ଆଣ୍ଟି ଅକ୍ସିଡାଣ୍ଟ୍‌ ଶରୀରରେ ଥିବା ଭୁତାଣୁକୁ ଶେଷ କରିବାରେ ସହାୟ ହୋଇଥାଏ । ଜାମୁକୋଳି ଆମକୁ ସଂକ୍ରମଣ ଜନିତ ସମସ୍ୟାରୁ ବି ବଞ୍ଚାଇଥାଏ । ଜାମୁକୋଳିରେ ଭିଟାମିନ୍‌ ସି ଓ ଆଇରନ୍‌ ପ୍ରଚୁର ପରିିମାଣରେ ରହିଥାଏ । ହାର୍ଟ, ମଧୁମେହ, ରକ୍ତଚାପ ରୋଗୀମାନଙ୍କ ପାଇଁ ଏହା ଖୁବ୍‌ ଫଳପ୍ରଦ ସାବ୍ୟସ୍ତ ହୋଇଥାଏ । ବିଶେଷଜ୍ଞଙ୍କ କହିବା କଥା ହେଲା ଯଦି ଆପଣଙ୍କୁ ଭିଟାମିନ୍‌ ସି କିମ୍ବା ଆଇରନ୍‌ର ଆବଶ୍ୟକତା ରହିଛି ତ ପ୍ରଚୁର ପରିମାଣରେ ଜାମୁକୋଳି ଖାଆନ୍ତୁ ।

ଏହା ଏକ ରକ୍ତ ସୃଷ୍ଟିକାରୀ କୋଳି । ଏହାକୁ ଖାଇଲେ ଖୁବ୍‌ ଶୀଘ୍ର ରକ୍ତ ସୃଷ୍ଟି ହୋଇଥାଏ । Plants Guruରକ୍ତରେ ଥିବା ସେହି ବ୍ୟାକ୍ଟେରିଆକୁ ଜାମୁକୋଳି ନଷ୍ଟ କରି ଦେଇଥାଏ ଯାହା ହେତୁ ମୁହଁ‌ରେ ବ୍ରଣ ବାହାରିଥାଏ । ମଧୁମେହ ରୋଗୀମାନେ ଜାମୁକୋଳି ଖାଇଲେ ରକ୍ତରେ ଶର୍କରା ଭାଗ ନିୟନ୍ତ୍ରଣ‌େରେ ରହିଥାଏ । ଜାମୁକୋଳିରେ ଥିବା ଫାଇବର୍‌ କାରଣରୁ ପେଟ ଦରଜ ଓ ଏସିଡିଟି ସମସ୍ୟା ଆଦି ଦୂର ହୋଇଥାଏ । ତେବେ, ଆପଣ ପ୍ରଚୁର ପରିମାଣର ଜାମୁକୋଳି ଖାଆନ୍ତୁ ଓ ନିଜକୁ ସୁସ୍ଥ ରଖନ୍ତୁ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଶ୍ରୀଜୀଉଙ୍କ ବନକଲାଗି : ମହାସ୍ନାନ ପରେଭକ୍ତ ଦର୍ଶନ

ଶ୍ରୀଜୀଉଙ୍କ ବନକଲାଗି : ମହାସ୍ନାନ ପରେଭକ୍ତ ଦର୍ଶନ

March 6, 2026
ଡ୍ରଙ୍କ ଆଣ୍ଡ ଡ୍ରାଇଭିଂ ପାଇଁ ୧୫୩ ଚାଳକଙ୍କ ବିରୋଧରେ ମାମଲା

ଡ୍ରଙ୍କ ଆଣ୍ଡ ଡ୍ରାଇଭିଂ ପାଇଁ ୧୫୩ ଚାଳକଙ୍କ ବିରୋଧରେ ମାମଲା

March 5, 2026
ପୁରୀରେ ସାଇବର ଠକେଇର ପର୍ଦାଫାଶ – ୩ ଅଭିଯୁକ୍ତ ଗିରଫ

ପୁରୀରେ ସାଇବର ଠକେଇର ପର୍ଦାଫାଶ – ୩ ଅଭିଯୁକ୍ତ ଗିରଫ

March 5, 2026
୫୪ତମ ଆଚାର୍ଯ୍ଯ ସ୍ମାରକୀ ଭଲିବଲ ଟୁର୍ଣ୍ଣାମେଣ୍ଟ ଊଦଘାଟିତ

୫୪ତମ ଆଚାର୍ଯ୍ଯ ସ୍ମାରକୀ ଭଲିବଲ ଟୁର୍ଣ୍ଣାମେଣ୍ଟ ଊଦଘାଟିତ

March 5, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଶ୍ରୀଜୀଉଙ୍କ ବନକଲାଗି : ମହାସ୍ନାନ ପରେଭକ୍ତ ଦର୍ଶନ

ଶ୍ରୀଜୀଉଙ୍କ ବନକଲାଗି : ମହାସ୍ନାନ ପରେଭକ୍ତ ଦର୍ଶନ

March 6, 2026
ଡ୍ରଙ୍କ ଆଣ୍ଡ ଡ୍ରାଇଭିଂ ପାଇଁ ୧୫୩ ଚାଳକଙ୍କ ବିରୋଧରେ ମାମଲା

ଡ୍ରଙ୍କ ଆଣ୍ଡ ଡ୍ରାଇଭିଂ ପାଇଁ ୧୫୩ ଚାଳକଙ୍କ ବିରୋଧରେ ମାମଲା

March 5, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version