• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

Proprietor Abhimanyu Maharana by Proprietor Abhimanyu Maharana
December 16, 2019
in ଓଡ଼ିଶା, ହୋମ୍
0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।
Share on FacebookShare on TwitterWhatsapp

ଭୁୁବନେଶ୍ୱର, (ଓଡିଶା ତାଜା ନିଉଜ୍) –  ହୀରାକୁଦ ଜଳପ୍ରପାତ ନିଷିଦ୍ଧଞ୍ଚଳ ରେ ଫୋଟୋ ଉଠାଇବା ବା ଭିଡିଓ ରେକର୍ଡ଼ିଂ କରିବା ନିଷିଦ୍ଧ ଓ ଦଣ୍ଡନିୟ ଥିବା ବେଳେ ଓଲିଉଡ ଅଭିନେତ୍ରୀ ପ୍ରକୃତି ମିଶ୍ର , ଏଲିନା ସାମନ୍ତରାୟ ଓ ଲୋଭିନା ନାୟକ ଙ୍କ ସହିତ ସ୍ବାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସ ଙ୍କ ଝିଅ ଦିପାଲି ଥିବା ନେଇ ଚର୍ଚ୍ଚା ହେଉଛି । ସେହି ଫୋଟୋ କୁ ସାମାଜିକ ଗଣମାଧ୍ୟମରେ ପୋଷ୍ଟ କରିବା ସାଧାରଣତଃ ଚର୍ଚ୍ଚା ର ଵିଷୟ ପାଲଟିଛି । ସେମାନଙ୍କ ଗାଡ଼ି ନିଷିଦ୍ଧଞ୍ଚଳ କୁ କିପରି ପ୍ରବେଶ କଲା ଏଥିନେଇ ଖୋଳତାଡ ଆରମ୍ଭ ହୋଇଛି । ଏହି ଘଟଣା ପ୍ରଘଟ ହେବା ପରେ ହୀରାକୁଦ ଏସ୍.ଡି ପି ଓ ଙ୍କୁ ରିପୋର୍ଟ ଦେବା ପାଈଁ ଏସ୍.ପି ନିର୍ଦ୍ଧେଶ ଦେଇଛନ୍ତି । ତେବେ କାହା ଅନୁମତି ନେଇ ସେମାନେ ସେଠାକୁ ଗଲେ ଓ ଫୋଟୋ ଉଠାଇଲେ କିଏ ଅନୁମତି ଦେଲା ଏହା ତଦନ୍ତ ପରେ ସ୍ପଷ୍ଟ ହେବ ବୋଲି ଏସ୍.ପି କହିଛନ୍ତି । ଏହି ଘଟଣା ପରେ ଏଲିନା ମିଡିଆ ରେ କ୍ଷମା ପ୍ରାର୍ଥନା କରିଛନ୍ତି କି ଏଭଳି ଭୁଲ ଭବିଷ୍ୟତ ରେ କେବେ ହେବ ନାହିଁ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଶ୍ରୀଜୀଉଙ୍କ ବନକଲାଗି : ମହାସ୍ନାନ ପରେଭକ୍ତ ଦର୍ଶନ

ଶ୍ରୀଜୀଉଙ୍କ ବନକଲାଗି : ମହାସ୍ନାନ ପରେଭକ୍ତ ଦର୍ଶନ

March 6, 2026
ଡ୍ରଙ୍କ ଆଣ୍ଡ ଡ୍ରାଇଭିଂ ପାଇଁ ୧୫୩ ଚାଳକଙ୍କ ବିରୋଧରେ ମାମଲା

ଡ୍ରଙ୍କ ଆଣ୍ଡ ଡ୍ରାଇଭିଂ ପାଇଁ ୧୫୩ ଚାଳକଙ୍କ ବିରୋଧରେ ମାମଲା

March 5, 2026
ପୁରୀରେ ସାଇବର ଠକେଇର ପର୍ଦାଫାଶ – ୩ ଅଭିଯୁକ୍ତ ଗିରଫ

ପୁରୀରେ ସାଇବର ଠକେଇର ପର୍ଦାଫାଶ – ୩ ଅଭିଯୁକ୍ତ ଗିରଫ

March 5, 2026
୫୪ତମ ଆଚାର୍ଯ୍ଯ ସ୍ମାରକୀ ଭଲିବଲ ଟୁର୍ଣ୍ଣାମେଣ୍ଟ ଊଦଘାଟିତ

୫୪ତମ ଆଚାର୍ଯ୍ଯ ସ୍ମାରକୀ ଭଲିବଲ ଟୁର୍ଣ୍ଣାମେଣ୍ଟ ଊଦଘାଟିତ

March 5, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଶ୍ରୀଜୀଉଙ୍କ ବନକଲାଗି : ମହାସ୍ନାନ ପରେଭକ୍ତ ଦର୍ଶନ

ଶ୍ରୀଜୀଉଙ୍କ ବନକଲାଗି : ମହାସ୍ନାନ ପରେଭକ୍ତ ଦର୍ଶନ

March 6, 2026
ଡ୍ରଙ୍କ ଆଣ୍ଡ ଡ୍ରାଇଭିଂ ପାଇଁ ୧୫୩ ଚାଳକଙ୍କ ବିରୋଧରେ ମାମଲା

ଡ୍ରଙ୍କ ଆଣ୍ଡ ଡ୍ରାଇଭିଂ ପାଇଁ ୧୫୩ ଚାଳକଙ୍କ ବିରୋଧରେ ମାମଲା

March 5, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version