୨୬ ନଭେମ୍ବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ଖୋର୍ଦ୍ଧା :-> ବିଜେଡି ରାଜ୍ୟ ମହିଳା ଉପସଭାନେତ୍ରୀ ବାସନ୍ତୀ ମହାପାତ୍ରଙ୍କ ନେତୃତ୍ବରେ ଆଜି ଖୋର୍ଦ୍ଧା ନିର୍ବାଚନ ମଣ୍ଡଳୀ ଟାଙ୍ଗୀ ବ୍ଲକ ର ତିନୋଟି ପଂଚାୟତ ରେ ଘରେଘରେ ଶଙ୍ଖ କାର୍ଯ୍ୟକ୍ରମ ଜରିଆରେ ଲୋକଙ୍କ ପାଖକୁ ଯାଇଛନ୍ତି । ଏହି ଅବସରରେ ମହିଳା, ଯୁବ, ଛାତ୍ର ବିଜେଡିର ଶତାଧିକ ବିଜେଡି କର୍ମୀ ସାମିଲ ହୋଇଥିଲେ ।
















