• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବହୁ ପ୍ରତିକ୍ଷାରେ ଅନ୍ତ ! ଟନଏଲରଉ ୧୭ ଦିନପରେ ଉଦ୍ଧାର ହେଲେ ଶ୍ରମିକ : ଜୀବନ ଜିତିଲା, ରାଇରଙ୍ଗପୁର ର ରାଜୁ ନାଏକ ଫେରି ପାଇଲା ନୂତନ ଜୀବନ ; ଗାଁ ଓ ପରିବାର ମଧ୍ୟରେ ଖୁସିର ଲହରୀ

Proprietor Abhimanyu Maharana by Proprietor Abhimanyu Maharana
November 29, 2023
in ଓଡ଼ିଶା, ମୟୁରଭଞ୍ଜ, ହୋମ୍
0
ବହୁ ପ୍ରତିକ୍ଷାରେ ଅନ୍ତ ! ଟନଏଲରଉ ୧୭ ଦିନପରେ ଉଦ୍ଧାର ହେଲେ ଶ୍ରମିକ : ଜୀବନ ଜିତିଲା, ରାଇରଙ୍ଗପୁର ର ରାଜୁ ନାଏକ ଫେରି ପାଇଲା ନୂତନ ଜୀବନ ; ଗାଁ ଓ ପରିବାର ମଧ୍ୟରେ ଖୁସିର ଲହରୀ
Share on FacebookShare on TwitterWhatsapp

୨୮ ନଭେମ୍ବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ରାଇରଙ୍ଗପୁର :-> ଉତ୍ତରାଖଣ୍ଡ ରାଜ୍ୟର ଉତ୍ତରାକାଶୀରେ ନିର୍ମାଣ ଦିନ ଟନେଲରେ ପଶିଥିବା ଶ୍ରମିକ ମାନେ ୧୭ ଦିନ ପରେ ଆଜି ରାତି ରେ ଉଦ୍ଧାର ହେଲେ । ୪୧ ଶ୍ରମିକଙ୍କ ମଧ୍ୟରୁ ମୟୂରଭଞ୍ଜ ଜିଲ୍ଲାର ଵହଳଦା ବ୍ଳକର ଝରାଡିହି ପଞ୍ଚାୟତର କୁଲଡ଼ିହା ଗ୍ରାମର ମୁଚିରାମ ନାଏକଙ୍କ ପୁଅ ରାଜୁ ନାଏକ ପରିବାର ପ୍ରତିପୋଷଣ ପାଇଁ ଦାଦନ ଖଟିବାକୁ ଯାଇ ଟନେଲ ଟ୍ରାଜେଡି ରେ ଫଶି ଯାଇଥିଲେ । ସରକାରଙ୍କ ବ୍ୟାପକ ଉଦ୍ୟମ ଯୋଗୁଁ ବିଳମ୍ବରେ ହେଲେବି ୧୭ ଦିନ ପରେ ସଂପୂର୍ଣ୍ଣ ସମସ୍ତ ପଶିଥିବା କର୍ମଚାରୀ , ଶ୍ରମିକମାନେ ସୁରକ୍ଷିତ ଭାବରେ ଉଦ୍ଧାର ହୋଇଛନ୍ତି ।

ରାଜୁ ନାଏକ ସୁରକ୍ଷିତ ହେବା ଖବର ପାଇ ଓ ଟିଭିରେ ଦେଖି ତାଙ୍କ ପରିବାରର ବିପଦ ,ମାଆ,କକା ପିଣ୍ଟୁ ନାଏକ, ଅଭିମନ୍ୟୁ ନାଏକ,,ଖୁଡି,ଭାଇ ବିଜୁ ନାଏକ,ଭଉଣୀ ଦୀପା ନାଏକ, ସାଙ୍ଗସାଥୀ, ଗ୍ରାମବାସୀ, ମୟୂରଭଞ୍ଜ ଜିଲ୍ଲା ପ୍ରଶାସନ,ଓଡ଼ିଶା ସରକାର ସମସ୍ତେ ଖୁସି ହୋଇଛନ୍ତି । ସମଗ୍ର କୁଲଡ଼ିହା ଗ୍ରାମରେ ଖୁସିର ଲହରୀ ଛୁଟିଛି ।ରାଜୁ ନାଏକ ଘରେ ୧୭ ଦିନ ହେଲା ଚୁଲି ଜଳୁ ନ ଥିଲା ।ଆଜି ଘର ଲୋକେ ଚୁଲି ଫୁଙ୍କିଲେ ।

ରାଜୁ ନାଏକ ପରିବାର ଲୋକେ କେନ୍ଦ୍ର ସରକାର, ଉତ୍ତରାଖଣ୍ଡ ସରକାର,ଆମ ରାଜ୍ୟ ସରକାର ଯେଉଁ ବଳିଷ୍ଠ ପ୍ରଚେଷ୍ଟା ଜାରି ରଖିଥିଲେ ଯାହାଫଳରେ ସମସ୍ତ ୪୧ ଜଣ କାର୍ଯ୍ୟରତ ଶ୍ରମିକ ସୁରକ୍ଷିତ ଅବସ୍ଥାରେ ଉଦ୍ଧାର ହେଲେ ସେଥିପାଇଁ କୃତଜ୍ଞତା ଜଣାଇଛନ୍ତି ।ରାଜୁ ର ବାପା ମୋଚିରାମ ଗଣମାଧ୍ୟମ କୁ ଅତ୍ଯନ୍ତ ଭାବ ବିହ୍ୱଳ ହୋଇ କହିଛନ୍ତି ସେ ତାଙ୍କ ପୁଅକୁ ଆଉ ଦାଦନ ଖଟିବାକୁ ପଠାଇବେ ନାହିଁ । ରାଜ୍ୟ ସରକାର ଦାଦନ ଶ୍ରମିକଙ୍କ ପାଇଁ କିଛି କର୍ମ ରୋଜଗାର ବ୍ୟବସ୍ଥା କଲେ ସେମାନେ କାମଧନ୍ଦା କରିଏହି ଓଡ଼ିଶାରେ ରହିବେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଦେବୋତ୍ତର ମ୍ୟାନେଜର୍ କ୍ୱାର୍ଟର୍ ଜବରଦଖଲ ଘଟଣା ୩ ବର୍ଷ ତଳୁ ସରିଛି ଚୁକ୍ତି, ଆଦାୟ ହୋଇନି ଭଡ଼ା

ଦେବୋତ୍ତର ମ୍ୟାନେଜର୍ କ୍ୱାର୍ଟର୍ ଜବରଦଖଲ ଘଟଣା ୩ ବର୍ଷ ତଳୁ ସରିଛି ଚୁକ୍ତି, ଆଦାୟ ହୋଇନି ଭଡ଼ା

July 23, 2026
ଗରିବ ସନାତନଙ୍କ ପାଇଁ ବସୁନ୍ଧରା ଓ ଆବାସ ଯୋଜନା ପାଲଟିଛି ସାତ ସପନ

ଗରିବ ସନାତନଙ୍କ ପାଇଁ ବସୁନ୍ଧରା ଓ ଆବାସ ଯୋଜନା ପାଲଟିଛି ସାତ ସପନ

July 23, 2026
ଜରିପଡା,ପୋଡ଼lପଟଣା ବିଦ୍ୟାଳୟ ମୁଖ୍ୟ ଫାଟକ ସମ୍ମୁଖରେ କାଦୁଅ ପାଣି , ହନ୍ତସନ୍ତ ଛାତ୍ରଛାତ୍ରୀ

ଜରିପଡା,ପୋଡ଼lପଟଣା ବିଦ୍ୟାଳୟ ମୁଖ୍ୟ ଫାଟକ ସମ୍ମୁଖରେ କାଦୁଅ ପାଣି , ହନ୍ତସନ୍ତ ଛାତ୍ରଛାତ୍ରୀ

July 23, 2026
ନିଟ୍ ପ୍ରଶ୍ନପତ୍ର ଚୋରି ଓ ରାହୁଲ ଗାନ୍ଧୀଙ୍କ ବିରୋଧ ପ୍ରତିବାଦରେ କଂଗ୍ରେସର ବିକ୍ଷୋଭ

ନିଟ୍ ପ୍ରଶ୍ନପତ୍ର ଚୋରି ଓ ରାହୁଲ ଗାନ୍ଧୀଙ୍କ ବିରୋଧ ପ୍ରତିବାଦରେ କଂଗ୍ରେସର ବିକ୍ଷୋଭ

July 23, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଦେବୋତ୍ତର ମ୍ୟାନେଜର୍ କ୍ୱାର୍ଟର୍ ଜବରଦଖଲ ଘଟଣା ୩ ବର୍ଷ ତଳୁ ସରିଛି ଚୁକ୍ତି, ଆଦାୟ ହୋଇନି ଭଡ଼ା

ଦେବୋତ୍ତର ମ୍ୟାନେଜର୍ କ୍ୱାର୍ଟର୍ ଜବରଦଖଲ ଘଟଣା ୩ ବର୍ଷ ତଳୁ ସରିଛି ଚୁକ୍ତି, ଆଦାୟ ହୋଇନି ଭଡ଼ା

July 23, 2026
ଗରିବ ସନାତନଙ୍କ ପାଇଁ ବସୁନ୍ଧରା ଓ ଆବାସ ଯୋଜନା ପାଲଟିଛି ସାତ ସପନ

ଗରିବ ସନାତନଙ୍କ ପାଇଁ ବସୁନ୍ଧରା ଓ ଆବାସ ଯୋଜନା ପାଲଟିଛି ସାତ ସପନ

July 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version