• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରାଜ୍ୟ ସଂଗ୍ରହାଳୟରେ ଅନ୍ତର୍ଜାତୀୟ ଚିତ୍ର ପ୍ରଦର୍ଶନୀ ଓ ସମୂହ ମୁଖାନୃତ୍ୟ

Proprietor Abhimanyu Maharana by Proprietor Abhimanyu Maharana
November 29, 2023
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ରାଜ୍ୟ ସଂଗ୍ରହାଳୟରେ ଅନ୍ତର୍ଜାତୀୟ ଚିତ୍ର ପ୍ରଦର୍ଶନୀ ଓ ସମୂହ ମୁଖାନୃତ୍ୟ
Share on FacebookShare on TwitterWhatsapp

୨୮ ନଭେମ୍ବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ଭୁବନେଶ୍ୱର :-> ଓଡ଼ିଶା ରାଜ୍ୟ ସଂଗ୍ରହାଳୟର ପ୍ରଦର୍ଶନୀ କକ୍ଷରେ ଅନ୍ତର୍ଜାତୀୟ ଚିତ୍ରକଳା ପ୍ରଦର୍ଶନୀ ଅନୁଷ୍ଠିତ ହୋଇଯାଇଛି । ଏଥିରେ ସୁଦୂର ସାଉଥ୍‌ କୋରିଆର ବିଭିନ୍ନ ଚିତ୍ରଶିଳ୍ପୀ ମାନଙ୍କର ପ୍ରାୟ ୧୫୦ଟି ଚିତ୍ରକଳା ପ୍ରଦର୍ଶିତ ହୋଇଛି । ଏହି ଚିତ୍ରକଳା ପ୍ରଦର୍ଶନୀରେ ସାଉଥକୋରିଆର ଐତିହ୍ୟ, ପରମ୍ପରା ଏବଂ ଲୋକକଳା ପ୍ରଦର୍ଶିତ ହୋଇଛି । ଏହି ପ୍ରଦର୍ଶନୀ ଡିସେମ୍ବର ୧୫ ତାରିଖ ପର୍ଯ୍ୟନ୍ତ ଚାଲିବ । ଏଥି ସହ ୨୨ ଜଣ କୋରିଆନ୍‌ ମୁଖାନୃତ୍ୟ ଶିଳ୍ପୀ ଓ ଓଡ଼ିଶାର ମୁଖାଶିଳ୍ପୀମାନେ ସେମାନଙ୍କର ସମୂହ ନୃତ୍ୟ ସଂଗ୍ରହାଳୟର ଉଦ୍ୟାନରେ ପ୍ରଦର୍ଶନ କରିଛନ୍ତି ।

ଏହା ଦ୍ୱାରା ପାରସ୍ପରିକ ସଦ୍‌ଭାବ ବଢ଼ିବା ସହ ଉଭୟ ଦେଶ ପରସ୍ପରର ସଂସ୍କୃତି ଓ ଐତିହ୍ୟ ସଂପର୍କରେ ଅବଗତ ହୋଇପାରିଛନ୍ତି । ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର କମିଶନର ତଥା ଶାସନ ସଚିବ ଶ୍ରୀମତୀ ସୁଜାତା ରାଉତ କାର୍ତ୍ତିକେୟନ୍‌ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହି ପ୍ରଦର୍ଶନୀକୁ ଉଦ୍‌ଘାଟନ କରିଥିଲେ । ବିଭାଗୀୟ ନିର୍ଦ୍ଦେଶକ ଶ୍ରୀ ଦିଲୀପ ରାଉତରାଏ, ସ୍ୱତନ୍ତ୍ର ଶାସନ ସଚିବ ଶ୍ରୀ ମଧୁସୂଦନ ଦାଶ ସମ୍ମାନିତ ଅତିଥି ରୂପେ ଯୋଗଦେଇଥିଲେ । ସାଉଥ୍‌କୋରିଆର ଅନନ୍ୟ ଲୋକକଳାକୁ ନେଇ ଜୀବନ୍ତ ହୋଇ ଉଠିଥିବା ଚିତ୍ରକଳାଗୁଡ଼ିକୁ ଦେଖି ଅତିଥି ଏବଂ ଦର୍ଶକମାନେ ବିଭୋର ହୋଇଥିଲେ ।

ଶିଳ୍ପୀମାନଙ୍କର ଶୈଳ୍ପିକ ନୈପୁଣ୍ୟ ସାଉଥ୍‌କୋରିଆର ଲୋକକଳାକୁ ଉଜ୍ଜୀବିତ କରୁଛି । ୨୨ ଜଣ ନୃତ୍ୟଶିଳ୍ପୀ କୋରିଆରୁ ଆସି ନୃତ୍ୟ ପ୍ରଦର୍ଶନ କରିବା ଅବସରରେ ଓଡ଼ିଶାର ମୁଖାନୃତ୍ୟଶିଳ୍ପୀମାନଙ୍କୁ ସମୂହ ନୃତ୍ୟ ନିମନ୍ତେ ନିମନ୍ତ୍ରଣ କରାଯାଇଥିଲା । ପୁରୀର ସାହିନୃତ୍ୟ, ଭଞ୍ଜନଗରର ପଶୁନୃତ୍ୟ ସେମାନଙ୍କ ସହ ତାଳଦେଇ ନୃତ୍ୟ ପରିବେଷଣ କରିଥିଲେ । ଏହି ଅବସରରେ ଉଦ୍‌ଘାଟିତ ମଞ୍ଚର ନାମ ‘ବର୍ଣ୍ଣାଳୀ’ ରଖାଯାଇଛି । ପଦ୍ମଶ୍ରୀ ଅରୁଣା ମହାନ୍ତିଙ୍କ ନିର୍ଦ୍ଦେଶନାରେ ଓଡ଼ିଶା ଡ୍ୟାନ୍ସ ଏକାଡେମୀର ନୃତ୍ୟଶିଳ୍ପୀମାନେ ଶ୍ରୀଜଗନ୍ନାଥ ଅଷ୍ଟକମ୍‌ରେ ମଞ୍ଚ ବନ୍ଦନା କରିଥିଲେ ।

ଏକାସାଙ୍ଗରେ କୋରିଆନ୍‌ ଏବଂ ଓଡ଼ିଶାର ମୁଖାନୃତ୍ୟ ଗୋଟିଏ ଛନ୍ଦରେ ପ୍ରଦର୍ଶନ କରିବା ଏକ ଅନନ୍ୟ କାର୍ଯ୍ୟକ୍ରମ । ଏହାକୁ ବହୁସଂଖ୍ୟାରେ ଦର୍ଶକ ଉପଭୋଗ କରିଥିଲେ । ପରବର୍ତ୍ତୀ ସମୟରେ ପ୍ରତି ଶନିବାର ଓ ରବିବାର ଏପରି କାର୍ଯ୍ୟକ୍ରମର ଆୟୋଜନ କରାଯିବ, ଯାହା ସନ୍ଧ୍ୟା ୬ଟା ‘ବର୍ଣ୍ଣାଳୀ’ ରଙ୍ଗମଞ୍ଚରେ ପରିବେଷିତ ହେବ । ଏହି କାର୍ଯ୍ୟକ୍ରମକୁ ସଂଗ୍ରହାଳୟର ଅଧିକ୍ଷକ ଡ. ଭାଗ୍ୟଲିପି ମଲ୍ଲ ପରିଚାଳନା କରିଥିଲେ ଏବଂ ସଂଗ୍ରହାଧ୍ୟକ୍ଷା ଡ. ଭାରତୀ ପାଲ୍‌ ଧନ୍ୟବାଦ ଅର୍ପଣ କରିଥିଲେ ।

ଏହି ଅବସରରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଯୁଗ୍ମ ନିର୍ଦ୍ଦେଶିକା ଅତସୀ ଦାସ, ସଂସ୍କୃତି ବିଶ୍ୱବିଦ୍ୟାଳୟର କୁଳସଚିବ ଅନାମିକା ଅଧିକାରୀ, ପ୍ରଫେସର ନିହାର ରଞ୍ଜନ ପଟ୍ଟନାୟକ, ସଂଜୟ ଆଚାର୍ଯ୍ୟ, ଜୟନ୍ତୀ ଦୋରା, ଦାସ୍‌ବେନ୍‌ହୂର, ଚିତ୍ରଶିଳ୍ପୀ ରାମହରି ଜେନା, ଗଜେନ୍ଦ୍ର ସାହୁ, ବି.କେ. ଚାରୁ ଓ କାରୁକଳା ମହାବିଦ୍ୟାଳୟର ଅଧ୍ୟକ୍ଷ ଗଜେନ୍ଦ୍ର ପାଢ଼ୀ, ଓଡ଼ିଶା ସଂଗୀତ ମହାବିଦ୍ୟାଳୟର ଅଧ୍ୟକ୍ଷ ବିଜୟ ଜେନା ପ୍ରମୁଖ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

June 23, 2026
ମାଁ ବନଦୁର୍ଗା ଦେବୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବ

ମାଁ ବନଦୁର୍ଗା ଦେବୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବ

June 23, 2026
ବାଲିଗୁଡା ଏନଏସି ରେ ହୋଇଥିବା ଦୁର୍ନୀତି ର ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ନେଇ ଦୁଇ କାଉନସିଲର ଙ୍କ ଅନିଦ୍ଧିଷ୍ଟକାଳ ପାଇଁ ଧାରଣା

ବାଲିଗୁଡା ଏନଏସି ରେ ହୋଇଥିବା ଦୁର୍ନୀତି ର ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ନେଇ ଦୁଇ କାଉନସିଲର ଙ୍କ ଅନିଦ୍ଧିଷ୍ଟକାଳ ପାଇଁ ଧାରଣା

June 23, 2026
ରାଜ୍ୟସଭା ନିର୍ବାଚନରେ ବିଧାୟକଙ୍କ କ୍ରସ ଭୋଟିଂ ପ୍ରସଙ୍ଗ ସଭ୍ୟପଦ ରଦ୍ଦ ଆବେଦନ ଖାରଜ କରି ଗଣତନ୍ତ୍ରକୁ ହତ୍ୟା କରିଛନ୍ତି ବାଚସ୍ପତି : ବିଜେଡି

ରାଜ୍ୟସଭା ନିର୍ବାଚନରେ ବିଧାୟକଙ୍କ କ୍ରସ ଭୋଟିଂ ପ୍ରସଙ୍ଗ ସଭ୍ୟପଦ ରଦ୍ଦ ଆବେଦନ ଖାରଜ କରି ଗଣତନ୍ତ୍ରକୁ ହତ୍ୟା କରିଛନ୍ତି ବାଚସ୍ପତି : ବିଜେଡି

June 22, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

June 23, 2026
ମାଁ ବନଦୁର୍ଗା ଦେବୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବ

ମାଁ ବନଦୁର୍ଗା ଦେବୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବ

June 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version