• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

‘ଆଧାର ତଥ୍ୟ ବ୍ୟକ୍ତିଗତ, ପତ୍ନୀ ମଧ୍ୟ ହାସଲ କରିପାରିବେ ନାହିଁ’ ; କର୍ଣ୍ଣାଟକ ହାଇକୋର୍ଟଙ୍କ ଗୁରୁତ୍ବପୂର୍ଣ୍ଣ ରାୟ

Proprietor Abhimanyu Maharana by Proprietor Abhimanyu Maharana
December 1, 2023
in ଓଡ଼ିଶା, ମୟୁରଭଞ୍ଜ, ହୋମ୍
0
‘ଆଧାର ତଥ୍ୟ ବ୍ୟକ୍ତିଗତ, ପତ୍ନୀ ମଧ୍ୟ ହାସଲ କରିପାରିବେ ନାହିଁ’ ; କର୍ଣ୍ଣାଟକ ହାଇକୋର୍ଟଙ୍କ ଗୁରୁତ୍ବପୂର୍ଣ୍ଣ ରାୟ
Share on FacebookShare on TwitterWhatsapp

୩୦ ନଭେମ୍ବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ରାଇରଙ୍ଗପୁର :-> କ’ଣ ସ୍ବାମୀ କିମ୍ବା ସ୍ତ୍ରୀ ନିଜ ସାଥୀଙ୍କ ଆଧାର କାର୍ଡ ସୂଚନା ହାସଲ କରିବା ଅଧିକାର ? ଯଦି ହଁ, ତେବେ କର୍ଣ୍ଣାଟକ ହାଇକୋର୍ଟଙ୍କ ଏହି ରାୟକୁ ପଢ଼ିନେବା ଆବଶ୍ୟକ । କର୍ଣ୍ଣାଟକ ଉଚ୍ଚ ଅଦାଲତ ଏକ ଆବେଦନର ଶୁଣାଣି କରି ଏହା ଉପରେ ରାୟ ପ୍ରକାଶ କରିଛନ୍ତି । କୋର୍ଟ ଜବାବ ଦେଇ କହିଛନ୍ତି, ସ୍ବାମୀ କିମ୍ବା ସ୍ତ୍ରୀ କେବଳ ବିବାହ ଆଧାରରେ ନିଜର ସାଥୀର ଆଧାର କାର୍ଡ ସୂଚନା ଏକତରଫା ଭାବେ ହାସଲ କରିପାରିବେ ନାହିଁ ।

କର୍ଣ୍ଣାଟକ ହାଇକୋର୍ଟ ଯାଚିକାର ଶୁଣାଣି କରି କହିଛନ୍ତି, ଜଣେ ମହିଳା କେବଳ ବିବାହ ସମ୍ପର୍କ ଆଧାରରେ ନିଜ ସାଥୀର UID ଡାଟାକୁ ହାସଲ କରିପାରିବେ ନାହିଁ । ଏହା ତାଙ୍କ ଅକାଧିର ଭିତରେ ଆସୁନାହିଁ । ଏହା ଜଣେ ବ୍ୟକ୍ତିର ‘Right to Privacy’ ଅଧିକାରକୁ ପ୍ରଭାବିତ କରିବ । ଜଷ୍ଟିସ୍ ଏସ. ସୁନିଲ୍ ଦତ୍ତ ଯାଦବ ଏବଂ ଜଷ୍ଟିସ୍ ବିଜୟକୁମାର ଏ ପାଟିଲଙ୍କ ଖଣ୍ଡପୀଠ ମାମଲା ଶୁଣାଣି କରି ବିବାହ ଆଧାରରେ ଗୋପନୀୟ ତଥ୍ୟ ହାସଲ କରିବାକୁ ନା କହିବା ସହିତ ସମ୍ବିଧାନ ଦ୍ବାରା ନିର୍ଦ୍ଧାରିତ ପ୍ରକ୍ରିୟାକୁ ପାଳନ କରିବାକୁ କହିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ହବିଷ୍ୟାଳି ବ୍ରତ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ହବିଷ୍ୟାଳି ବ୍ରତ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

September 10, 2026
ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଙ୍କ ଯୋଗଦାନ

ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଙ୍କ ଯୋଗଦାନ

September 10, 2026
ଶ୍ରୀମନ୍ଦିର ଜମିଜମା ଆଇନ ସଂଶୋଧନକୁ ପୁରୀ ବିଜେପି ପକ୍ଷରୁ ସ୍ବାଗତ

ଶ୍ରୀମନ୍ଦିର ଜମିଜମା ଆଇନ ସଂଶୋଧନକୁ ପୁରୀ ବିଜେପି ପକ୍ଷରୁ ସ୍ବାଗତ

September 10, 2026
ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ପିଢ଼ିର ଖଣି ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶିତ

Vedanta Aluminium Coal Mines showcases next-generation mining technologies at 6th CLI Expo 2026

September 10, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ହବିଷ୍ୟାଳି ବ୍ରତ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ହବିଷ୍ୟାଳି ବ୍ରତ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

September 10, 2026
ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଙ୍କ ଯୋଗଦାନ

ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଙ୍କ ଯୋଗଦାନ

September 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version