• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗୁରୁତର ପ୍ରସନ୍ନଙ୍କ ପତ୍ନୀଙ୍କ ଆକୁଳ ନିବେଦନ : ମୋ ସ୍ବାମୀଙ୍କୁ ବଞ୍ଚାଇଦିଅନ୍ତୁ ମୁଖ୍ୟମନ୍ତ୍ରୀ ଓ ପାଣ୍ଡିଆନ ସାର

Proprietor Abhimanyu Maharana by Proprietor Abhimanyu Maharana
December 2, 2023
in ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
ଗୁରୁତର ପ୍ରସନ୍ନଙ୍କ ପତ୍ନୀଙ୍କ ଆକୁଳ ନିବେଦନ : ମୋ ସ୍ବାମୀଙ୍କୁ ବଞ୍ଚାଇଦିଅନ୍ତୁ ମୁଖ୍ୟମନ୍ତ୍ରୀ ଓ ପାଣ୍ଡିଆନ ସାର
Share on FacebookShare on TwitterWhatsapp

୨ ଡିସେମ୍ବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ନିରାକାରପୁର :-> କାନ୍ଦି କାନ୍ଦି କୋହଭରା କଣ୍ଠରେ ରାସ୍ତା ଦୁର୍ଘଟଣାରେ ଗୁରୁତର ଅବସ୍ଥାରେ ଚିକିତ୍ସିତ ହେଉଥିବା ଖୋର୍ଦ୍ଧା ଜିଲ୍ଲା ନିରାକାରପୁର ର ବେସାହାରା ପ୍ରସନ୍ନଙ୍କ ପତ୍ନୀ କାଞ୍ଚନ ପ୍ରଧାନ ଓ ତାଙ୍କ ପରିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ୫ ଟି ଅଧକ୍ଷ ଭି. କେ ପାଣ୍ଡିଆନଙ୍କୁ ଆକୁଳ ନିବେଦନ କରିଛନ୍ତି। ସୂଚନାଯୋଗ୍ୟ କି ଖୋର୍ଦ୍ଧା ଜିଲ୍ଲା ନିରାକାରପୁର ପ୍ରସନ୍ନ କୁମାର ପ୍ରଧାନ(ରାବଣା) ଯିଏ କି ଗତମାସ ୧୪ ତାରିଖ ବିଳମ୍ବିତ ରାତିରେ ୧୬ ନମ୍ବର ଜାତୀୟ ରାଜପଥ ବଡପୋଖରିଆ ଓଭରବ୍ରିଜ ଉପରେ ଏକ ଟ୍ରକ ସହ ଦୁର୍ଘଟଣାର ଶିକାର ହୋଇ ଅତ୍ୟନ୍ତ ଗରୁତର ଅବସ୍ଥା ରେ ଘଟଣାସ୍ଥଳରୁ ଉଦ୍ଧାର କରାଯାଇ ଚିକିତ୍ସା ପାଇଁ ଭୁବନେଶ୍ୱର ର ଏକ ଘରୋଇ ହସପିଟାଲ କୁ ପଠାଯାଇଥିଲା ।

୧୮ ଦିନ ହେଲା ସେ ଭୁବନେଶ୍ୱର ର ଏକ ଘରୋଇ ଆମ୍ରି ହସପିଟାଲରେ ଚିକିତ୍ସିତ ହେଉଛନ୍ତି। ପ୍ରସନ୍ନଙ୍କ ଅବସ୍ଥା ଗୁରୁତର ହୋଇଥିବାବେଳେ ତାଙ୍କ ଶରୀରରେ ତିନୋଟି ଅପରେସନ ହେବାର ରହିଛି। ମୁଣ୍ଡରେ ଶକ୍ତ ଆଘାତ ଲାଗିଥିବା କାରଣରୁ ପ୍ରଥମେ ତାଙ୍କର ବ୍ରେନ୍ ଅପରେସନ କରାଯାଇ ପର୍ଯ୍ୟନ୍ତ ଭେଣ୍ଟିଲେଟର ରଖାଯାଇଛି। ଅପରେସନ ପାଇଁ ସେ ନିଜର ଘରକୁ ବିକ୍ରି କରିଦେଇଥିବାବେଳେ ତାଙ୍କର ବିଜୁ ସ୍ବାସ୍ଥ୍ୟ କାର୍ଡ ର ଅନୁଦାନ ଅର୍ଥ ଶେଷ ହୋଇଛି। ଆହୁରି ୩ ଟି ଅପରେସନ କେମିତି ଏତେ ଗୁଡାଏ ପଇସା ଖର୍ଚ୍ଚ କରି କରିବେ ସେଥିପାଇଁ ତାଙ୍କର ଦୁଇଟି ବେରୋଜଗାର ପୁତ୍ର ସମେତ ପରିବାର ଲୋକଙ୍କ ବୁଦ୍ଧି ବାଟ ଦିଶୁନି।

ଆଜି ବତୀଘର କ୍ଲବ ତରଫରୁ ଏକ ସାମ୍ବାଦିକ ସମ୍ମିଳନୀରେ ସମାଜସେବୀ ଶୁଭମ ଦାଶଙ୍କ ସହଯୋଗରେ ଗୁରୁତର ପ୍ରସନ୍ନ ପ୍ରଧାନଙ୍କ ପତ୍ନୀ କାଞ୍ଚନ ପ୍ରଧାନ, ମାଆ ଛେତ ପ୍ରଧାନ ଓ ଭଉଣୀ ମାନୀ ପ୍ରଧାନ ଉପସ୍ଥିତ ରହି ଗଣମାଧ୍ୟମ ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ୫ ଟି ଅଧକ୍ଷ ଭି. କେ ପାଣ୍ଡିଆନଙ୍କୁ ଆକୁଳ ନିବେଦନ କରି ବେସାହାରା ପ୍ରସନ୍ନ ଙ୍କ ଚିକିତ୍ସା ପାଇଁ ସହାୟତାର ହାତ ବଢ଼ାଇ ବଞ୍ଚାଇବାକୁ ଆକୁଳ ନିବେଦନ କରିଛନ୍ତି । ପରର ସେବା କରୁଥିବା ପ୍ରସନ୍ନ ପ୍ରଧାନଙ୍କ ଆଶୁ ଆରୋଗ୍ୟ କାମନା କରି ଅଞ୍ଚଳବାସୀଙ୍କ ତରଫରୁ ସ୍ଥାନୀୟ ହନୁମାନ ମନ୍ଦିରରେ ପୂଜାର୍ଚ୍ଚନା କରାଯିବା ସହ ସମୂହ ଦୀପ ଦାନ କରାଯାଇଥିଲା। ଏହି ଅବସରରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି, ରାମଦୟାପରିଷଦ ଓ ଜଗନ୍ନାଥ ମନ୍ଦିର ଟ୍ରଷ୍ଟ କର୍ମକର୍ତ୍ତାଗଣ ତଥା ଅଂଚଳର ବହୁ ଯୁବକ ଛାତ୍ର ଦୀପଦାନ ରେ ସକ୍ରୀୟ ଅଂଶଗ୍ରହଣ କରିଥିଲେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଶିକ୍ଷକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା

ଶିକ୍ଷକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା

October 3, 2026
ବିଶ୍ୱନାଥ ପଟ୍ଟନାୟକ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଗାନ୍ଧୀ ଜୟନ୍ତୀ ପାଳିତ

ବିଶ୍ୱନାଥ ପଟ୍ଟନାୟକ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଗାନ୍ଧୀ ଜୟନ୍ତୀ ପାଳିତ

October 3, 2026
ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ : ଗାନ୍ଧୀଙ୍କ ଅହିଂସା ଓ ଶାସ୍ତ୍ରୀଙ୍କ ସରଳତାର ବାର୍ତ୍ତା ନେଇ ସହର ପରିକ୍ରମା କଲେ ଛାତ୍ରଛାତ୍ରୀ

ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ : ଗାନ୍ଧୀଙ୍କ ଅହିଂସା ଓ ଶାସ୍ତ୍ରୀଙ୍କ ସରଳତାର ବାର୍ତ୍ତା ନେଇ ସହର ପରିକ୍ରମା କଲେ ଛାତ୍ରଛାତ୍ରୀ

October 2, 2026
ବିରାଗୁଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ : ରାମଧୁନ୍‌ରେ ମୁଖରିତ ହେଲା ଗାଁ, ଦେଶସେବାର ଶପଥ ନେଲେ ଛାତ୍ରଛାତ୍ରୀ

ବିରାଗୁଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ : ରାମଧୁନ୍‌ରେ ମୁଖରିତ ହେଲା ଗାଁ, ଦେଶସେବାର ଶପଥ ନେଲେ ଛାତ୍ରଛାତ୍ରୀ

October 2, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଶିକ୍ଷକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା

ଶିକ୍ଷକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା

October 3, 2026
ବିଶ୍ୱନାଥ ପଟ୍ଟନାୟକ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଗାନ୍ଧୀ ଜୟନ୍ତୀ ପାଳିତ

ବିଶ୍ୱନାଥ ପଟ୍ଟନାୟକ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଗାନ୍ଧୀ ଜୟନ୍ତୀ ପାଳିତ

October 3, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version