• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କଣ୍ଡରା ଠାରେ ଅନୁଷ୍ଠିତ ହୋଇଥିବା ୧୦ମ ନକ୍ଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟର ଉଦଯାପନ

Proprietor Abhimanyu Maharana by Proprietor Abhimanyu Maharana
December 4, 2023
in ଓଡ଼ିଶା, କ୍ରୀଡ଼ା, ଖେଳ, ମୟୁରଭଞ୍ଜ, ହୋମ୍
0
କଣ୍ଡରା ଠାରେ ଅନୁଷ୍ଠିତ ହୋଇଥିବା ୧୦ମ ନକ୍ଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟର ଉଦଯାପନ
Share on FacebookShare on TwitterWhatsapp

୩ ଡିସେମ୍ବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ଯୋଡା :-> କଣ୍ଡରା ଠାରେ ଅନୁଷ୍ଠିତ ହୋଇଥିବା ୧୦ମ ନକ୍ଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟର ଉଦଯାପନ ଯୋଡା ବ୍ଲକ ଅନ୍ତର୍ଗତ କଣ୍ଡରା ପଞ୍ଚାୟତର “ବୀର ଧରଣୀଧର ସୋସାଇଟି”,କଣ୍ଡରା ଦ୍ବାରା ଆୟୋଜିତ ୧୦ମ ନକ୍ ଆଉଟ ଫୁଟବଲ ଟୁର୍ଣ୍ଣାମେଣ୍ଟର ଉଦଯାପନ ହୋଇଯାଇଛି ।ଉକ୍ତ ଟୁର୍ଣ୍ଣାମେଣ୍ଟରେ ୩୨ଟି ଦଳ ଅଂଶ ଗ୍ରହଣ କରିଥିଲେ ଏବଂ ଫାଇନାଲ ଖେଳ ବହୁତ ହାର୍ଡ, କଣ୍ଡରା ଓ ବାସୁଦେବ-୧୧ ମଧ୍ୟରେ ଅନୁଷ୍ଠିତ ହୋଇଥିଲା ।

ଉଭୟ ଦଳ ୧-୧ ଗୋଲ ମାରି ଖେଳର ଉତ୍କଣ୍ଠା ବଢାଇ ଦେଇଥିଲେ ପରିଶେଷରେ ପେଲେଣ୍ଟି ସୁଟ ଆଉଟରେ ବାସୁଦେବ-୧୧କୁ ବିଜେତା ଘଷଣା କରାଯାଇଥିଲା । ଏହି ଉଦଯାପନୀ ଦିବସରେ ମୁଖ୍ୟ ଅତିଥି ଭାବରେ ଚମ୍ପୁଆ ବିଧାୟିକା ଶ୍ରୀମତି ମିନାକ୍ଷୀ ମହାନ୍ତ ଯୋଗ ଦେଇ ବିଜେତା ଦଳକୁ ୫୦ହଜାର ଟଙ୍କା ସହିଦ ଏକ ଟ୍ରଫି ପ୍ରଦାନ କରିଥିଲେ ।

ଶେଷରେ ବିଧାୟିକା ଶ୍ରୀମତି ମହାନ୍ତ ବୀର ଧରଣୀଧର ସୋସାଇଟିର ସମସ୍ତ ସଦସ୍ୟଙ୍କୁ ଧନ୍ୟବାଦ ଜଣାଇବା ସହ ଓଡିଶା ସରକାର ତଥା ଆମ ପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କିପରି ଗ୍ରାମାଞ୍ଚଳରେ ଖେଳର ବିକାଶ ହୋଇପାରିବ ସେଥିପ୍ରତି ସବୁବେଳେ ଚେଷ୍ଟିତ ଅଛନ୍ତି ବୋଲି ତାଙ୍କ ଅଭିଭାଷଣରେ କହିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

March 6, 2026
ବିଜୁବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତି ପାଳିତ

ବିଜୁବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତି ପାଳିତ

March 6, 2026
ଗଜପତି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ନସିଂ ଅଫିସରଙ୍କୁ ଆକ୍ରମଣ ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କଲା

ଗଜପତି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ନସିଂ ଅଫିସରଙ୍କୁ ଆକ୍ରମଣ ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କଲା

March 6, 2026
ପଞ୍ଚୁ ଦୋଳରେ ପୁରପଲ୍ଲୀ ଉତ୍ସବ ମୁଖର

ପଞ୍ଚୁ ଦୋଳରେ ପୁରପଲ୍ଲୀ ଉତ୍ସବ ମୁଖର

March 6, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

March 6, 2026
ବିଜୁବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତି ପାଳିତ

ବିଜୁବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତି ପାଳିତ

March 6, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version