• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବ୍ରିଜ ତଳକୁ ଖସିଲା ବାଇକ : ଦୁଇ କାକା ପୁତରା ମୃତ

Proprietor Abhimanyu Maharana by Proprietor Abhimanyu Maharana
December 6, 2023
in ଓଡ଼ିଶା, ବଲାଙ୍ଗିର, ହୋମ୍
0
ବ୍ରିଜ ତଳକୁ ଖସିଲା ବାଇକ : ଦୁଇ କାକା ପୁତରା ମୃତ
Share on FacebookShare on TwitterWhatsapp

୫ ଡିସେମ୍ବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ପାଟଣାଗଡ :-> ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ଥାନା ପାଟଣାଗଡ଼ ପଦ୍ମପୁର ରାସ୍ତା ରେ ପାଢେଲ ଗାଁ ନିକଟରେ ଥିବା ଏକ ବ୍ରିଜ ତଳକୁ ବାଇକ ଖସି କାକା ଓ ପୁତୁରା ଙ୍କ ମୃତ୍ୟୁ ଘଟିଛି । ମୃତ କାକା ଜଣକ ହେଲେ ରାଧୁ ବାଗ( ୫୦) ଓ ତାଙ୍କ ନିଜ ପୁତୁରା ନିଲାଞ୍ଚଳ ବାଗ (୨୫)ବୋଲି ଜଣାପଡ଼ିଛି । ସୂଚନା ଅନୁସାରେ ବରଗଡ ଜିଲ୍ଲା ପଦ୍ମପୁର ବ୍ଳକ ବୁଡେନ ଥାନା ତେନ୍ତୁଲିଖୁଣ୍ଟି ଗାଁ ର ଦୁଇ କାକା ଓପୁତୁରା କୌଣସି ଏକ କାମରେ ନିଜ ସମୁଦୀ ଙ୍କ ଘର ପାଟଣାଗଡ ଥାନା ଖୁଣ୍ଟଣାପାଣି ଗାଁ କୁ ଆସିଥିଲେ । କାମ ସାରି ଅପରାହ୍ନ ସମୟେ ତାଙ୍କ ବାଇକ ନଂ ଓଡି ୦୪ ଆଜି ୫୯୪୮ ଯୋଗେ ପାଟଣାଗଡ଼ ପଦ୍ମପୁର ରାସ୍ତା ରେ ନିଜ ଗାଁ କୁ ଫେରୁଥିଲେ ।

ପାଟଣାଗଡ ରୁ ପଦ୍ମପୁର ରାସ୍ତା ର ଉଭୟ ପାର୍ଶ୍ଵ ସଂପ୍ରସ୍ତିକରଣ କାମ ଚାଳିଥିବା ବେଳେ ରାସ୍ତା ଟି ଖାଳନାଳ ହେବାସହ ବାଳି ଓ ମାଟି ପଡ଼ି ସଂକିର୍ଣ୍ଣ ହୋଇ ପଡ଼ିଛି । ଅପର ପକ୍ଷରେ ପାଢେଲ ଗାଁ ର ଅନୀତ ଦୂରରେ ଥିବା ବୁଲାଣି ରାସ୍ତା ର ବ୍ରିଜ ତଳକୁ ଭାରସାମ୍ୟ ହରାଇ ବାଇକ ଟି ତଳକୁ ଖସିପଡିଥିଲା । ଯାହା ଫଳରେ ବାଇକ ସହ ବ୍ରିଜ ତଳକୁ କାକା ପୁତୁରା ଖସି ପଡ଼ିଥିଲେ । ସେହି ରାସ୍ତା ଦେଇ ଯାଇଥିବା ସ୍ଥାନୀୟ ଲୋକେ ଆମ୍ବୁଲାନ୍ସ କୁ ଖବର ଦେଇଥିଲେ । ଆମ୍ବୁଲାନ୍ସ ପହଞ୍ଚିବା ପୂର୍ବରୁ ଘଟଣା ସ୍ଥଳରେ ପୁତୁରା ନିଲାଞ୍ଚଳ ଙ୍କ ମୃତ୍ୟୁ ହୋଇଯାଇଥିବା ବେଳେ‌ ଗୁରୁତ୍ବର ହୋଇ ଛଟପଟ ହେଉଥିବା କାକା ରାଧୁ ଙ୍କୁ ଆମୁଲାନ୍ସ କର୍ମଚାରୀ ମାନେ ଉଦ୍ଧାର କରି ଉପଖଣ୍ଡ ଡାକ୍ତର ଖାନା କୁ ଆଣିଥିଲେ ।

ପ୍ରାଥିମିକ ଚିକତ୍ସା ପରେ ଡାକ୍ତର ରାଧୁ କୁ ମୃତ ଘୋଷଣା କରିଥିଲେ । ପରେ ଖବର ପାଇ ପୁଲିସ ଓ ଅଗ୍ନିଶମ ବିଭାଗର କର୍ମଚାରୀ ମାନେ ଘଟଣା ସ୍ଥଳରେ ପହଞ୍ଚି ମୃତ ପୁତୁରା ନିଲାଞ୍ଚଳ ଙ୍କୁ ଉଦ୍ଧାର କରି ପାଟଣାଗଡ଼ ଡାକ୍ତରଖାନା ଆଣିଥିଲେ ।ତାଙ୍କୁ ମଧ୍ୟ ଡାକ୍ତର ମୃତ ଘୋଷଣା କରିଥିଲେ । ପରିବାର ଲୋକ ଙ୍କ ଉପସ୍ଥିତି ଉଭୟ କାକା ଓ ପୁତୁରା ଙ୍କ ମୃତ ଦେହ କୁ ଡାକ୍ତର ଖାନା ଶବ ଗୃହ ରେ ରଖା ଯାଇଛି । ଆସନ୍ତା କାଲି ଉଭୟ ଶବ ବ୍ୟବଚ୍ଛେଦ ପରେ ପରିବାର ବର୍ଗ ଙ୍କୁ ହସ୍ତାନ୍ତର କରାଯିବ ବୋଲି ପୁଲିସ ସୂତ୍ରରୁ ଜଣାପଡିଛି .

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସିଦ୍ଧେଶ୍ବର ସ୍ପୋର୍ଟିଂ କ୍ଲବ ତରଫରୁ ଶିକ୍ଷକଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା

ସିଦ୍ଧେଶ୍ବର ସ୍ପୋର୍ଟିଂ କ୍ଲବ ତରଫରୁ ଶିକ୍ଷକଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା

May 3, 2026
ସୃଷ୍ଟି ଏକାଡେମି ଅଫ୍‌ ମ୍ୟାନେଜ୍‌ମେଣ୍ଟ ଆଣ୍ଡ୍‌ ଟେକ୍ନୋଲୋଜିରେ ରକ୍ତଦାନ ଶିବିର ପ୍ରତି ବ୍ୟକ୍ତି ରକ୍ତ ଦେବା ନିହାତି ଆବଶ୍ୟକ

ସୃଷ୍ଟି ଏକାଡେମି ଅଫ୍‌ ମ୍ୟାନେଜ୍‌ମେଣ୍ଟ ଆଣ୍ଡ୍‌ ଟେକ୍ନୋଲୋଜିରେ ରକ୍ତଦାନ ଶିବିର ପ୍ରତି ବ୍ୟକ୍ତି ରକ୍ତ ଦେବା ନିହାତି ଆବଶ୍ୟକ

May 3, 2026
ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

May 3, 2026
ନୟାଗଡ଼ ଜିଲ୍ଲା ସାମ୍ବାଦିକ ସଙ୍ଘ ପକ୍ଷରୁ କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା

ନୟାଗଡ଼ ଜିଲ୍ଲା ସାମ୍ବାଦିକ ସଙ୍ଘ ପକ୍ଷରୁ କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା

May 3, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସିଦ୍ଧେଶ୍ବର ସ୍ପୋର୍ଟିଂ କ୍ଲବ ତରଫରୁ ଶିକ୍ଷକଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା

ସିଦ୍ଧେଶ୍ବର ସ୍ପୋର୍ଟିଂ କ୍ଲବ ତରଫରୁ ଶିକ୍ଷକଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା

May 3, 2026
ସୃଷ୍ଟି ଏକାଡେମି ଅଫ୍‌ ମ୍ୟାନେଜ୍‌ମେଣ୍ଟ ଆଣ୍ଡ୍‌ ଟେକ୍ନୋଲୋଜିରେ ରକ୍ତଦାନ ଶିବିର ପ୍ରତି ବ୍ୟକ୍ତି ରକ୍ତ ଦେବା ନିହାତି ଆବଶ୍ୟକ

ସୃଷ୍ଟି ଏକାଡେମି ଅଫ୍‌ ମ୍ୟାନେଜ୍‌ମେଣ୍ଟ ଆଣ୍ଡ୍‌ ଟେକ୍ନୋଲୋଜିରେ ରକ୍ତଦାନ ଶିବିର ପ୍ରତି ବ୍ୟକ୍ତି ରକ୍ତ ଦେବା ନିହାତି ଆବଶ୍ୟକ

May 3, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version