• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଲୋକସଭାରେ ଉଠିଲା ଏନ ଏଚ୍ ଏ ଆଇ ଅବହେଳା ପ୍ରସଙ୍ଗ – ସାଂସଦ ଚନ୍ଦ୍ର ଶେଖର ସାହୁ

Proprietor Abhimanyu Maharana by Proprietor Abhimanyu Maharana
December 7, 2023
in ଓଡ଼ିଶା, ଗଜପତି, ରାଜନୀତି, ହୋମ୍
0
ଲୋକସଭାରେ ଉଠିଲା ଏନ ଏଚ୍ ଏ ଆଇ ଅବହେଳା ପ୍ରସଙ୍ଗ – ସାଂସଦ ଚନ୍ଦ୍ର ଶେଖର ସାହୁ
Share on FacebookShare on TwitterWhatsapp

ଚଳିତ ମାସ ଶେଷ ସୁଦ୍ଧା ଫ୍ଲାଏ ଓଭର ଓ ଭୂତଳ ରାସ୍ତା ନିର୍ମାଣ କାର୍ଯ୍ୟ ଆରମ୍ଭ ନ ହେଲେ ଲୋକେ ଆନ୍ଦୋଳନ କୁ ଓହ୍ଲାଇବେ — ସାଂସଦ ସାହୁ

୭ ଡିସେମ୍ବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ଆର,ଉଦୟଗିରି  :->  ଗଞ୍ଜାମ ଜିଲ୍ଲା ବ୍ରହ୍ମପୁର ସଂସଦୀୟ କ୍ଷେତ୍ରରେ ୩ ଓଭର ବ୍ରିଜ ଓ ୭ଭୂତଳ ରାସ୍ତା ନିର୍ମାଣକୁ ୨୦୨୨ରୁ କେନ୍ଦ୍ରୀୟ ମଞ୍ଜୁରୀ ମିଳିଛି। ଦୀର୍ଘଦିନ ପରେ ମଧ୍ୟ ବର୍ତ୍ତମାନ ସୁଦ୍ଧା ଗୋଟିଏ ବି ପ୍ରକଳ୍ପର ଅଗ୍ରଗତି ହୋଇନାହିଁ ବୋଲି ୬ ତାରିଖ ଦିନ ଲୋକସଭାରେ ବ୍ରହ୍ମପୁର ସାଂସଦ ଚନ୍ଦ୍ର ଶେଖର ସାହୁ ଶୂନ୍ୟକାଳରେ ପ୍ରସଙ୍ଗ ଉଠାଇ କେନ୍ଦ୍ର ସରକାରଙ୍କ ଦୃଷ୍ଟି ଆକର୍ଷଣ କରି ଦାବୀ କରିଛନ୍ତି। ଏହାଦ୍ବାରା ସ୍ଥାନୀୟ ଲୋକଙ୍କ ମଧ୍ୟରେ ନିରାଶ ଦେଖିବାକୁ ମିଳିଛି ବୋଲି ସାଂସଦ ଲୋକସଭାରେ ପ୍ରକାଶ କରିଛନ୍ତି। ଏହାସହ ଚଳିତ ମାସ ଶେଷ ସୁଦ୍ଧା ପ୍ରକଳ୍ପ ଗୁଡ଼ିକ ଆରମ୍ଭ କରା ନ ଗଲେ ଲୋକେ ସ୍ଥାନେ ସ୍ଥାନେ ଜାତୀୟ ରାଜପଥ ଅବରୋଧ କରିପାରନ୍ତି ବୋଲି ସାଂସଦ ଶ୍ରୀ ସାହୁ ଆଶଙ୍କା ପ୍ରକାଶ କରିଛନ୍ତି। ଜାତୀୟ ରାଜପଥ ଦୁର୍ଘଟଣା ପ୍ରବଣ ହୋଇଛି। ରାଜପଥରେ ଅନେଲ ଦୁର୍ଘଟଣା ସ୍ଥଳ ରହିଛି।

ପ୍ରତିଦିନ ସେହି ରାସ୍ତାରେ କିଛି ନା କିଛି ଦୁର୍ଘଟଣା ଘଟୁଛି। ବ୍ରହ୍ମପୁର ସଂସଦୀୟ ଅଞ୍ଚଳରେ ଥିବା ଛତ୍ରପୁର , ଜଗନ୍ନାଥପୁର, ବ୍ରହ୍ମପୁର, କନିଶି, ଗୋଳନ୍ଥରା ଆଦି ଦୁର୍ଘଟଣା ସ୍ଥଳ ଚିହ୍ନଟ ଅଞ୍ଚଳରେ ଦୁର୍ଘଟଣା ଘଟି ବର୍ଷକୁ ପ୍ରାୟ ୩୦ରୁ ଜୀବନ ଅକାଳରେ ଯାଉଛି। ଜାତୀୟ ରାଜପଥରେ ଥିବା ଗୁରୁତ୍ଵ ପୂର୍ଣ୍ଣ ସ୍ଥାନରେ ଫ୍ଲାଏ ଓଭର ଓ ଭୂତଳ ରାସ୍ତା ଅଭାବ ହେତୁ ଏହିପରି ଦୁର୍ଘଟଣା ଘଟୁଥିବା କାରଣ ବୋଲି ଅନୁମାନ କରାଯାଉଛି। ସେଥି ପାଇଁ ଏହି ସଂସଦୀୟ କ୍ଷେତ୍ରରେ ୩ଟି ଫ୍ଲାଏ ଓଭର ବ୍ରିଜ ସହ ୭ଟି ଭୂତଳ ରାସ୍ତାକୁ ଜାତୀୟ ରାଜପଥ ପ୍ରାଧିକରଣ ଅନୁମୋଦନ କରିଛନ୍ତି। ସେଥି ମଧ୍ୟରୁ ବ୍ରହ୍ମପୁର ର ଲାଞ୍ଜିପଲ୍ଲି, ପୁକୁଡ଼ିବନ୍ଧ ଛକ, ଛତ୍ରପୁର ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା କାର୍ଯ୍ୟାଳୟ ନିକଟ ଛକ ସମେତ ମଣ୍ଡିଆପଲି ଠାରେ ଫ୍ଲାଏ ଓଭର ନିର୍ମାଣକୁ ଅନୁମୋଦନ ମିଳିଛି। ସେହିପରି ସୁରଳ ରୋଡ ଛକ, ଭୈରବୀ ଛକ, ପଞ୍ଚମା ଛକ, କନିସି ଛକ, ହଳଦିଆପଦର ଛକ ସ୍ଥାନରେ ଜାତୀୟ ରାଜପଥରେ ଭୂତଳ ରାସ୍ତା ନିର୍ମାଣକୁ ମଞ୍ଜୁରୀ ମିଳିଛି।

୨୦୨୨ ମସିହାରୁ କେନ୍ଦ୍ର ସଡକ ପରିବହନ ବିଭାଗ ଅନ୍ତର୍ଗତ ଜାତୀୟ ରାଜପଥ ପ୍ରାଧିକରଣ ଅନୁମୋଦନ କରିଛନ୍ତି। ଏହାରି ଭିତରେ ବର୍ଷଟି ବିତିଗଲା ପରେ ବି ପ୍ରକଳ୍ପ ଗୁଡ଼ିକର ଅଗ୍ରଗତି ଦେଖିବାକୁ ମିଳୁନାହିଁ। ଯେଉଁଥିପାଇଁ ବାରମ୍ବାର ଦୁର୍ଘଟଣା ଘଟିଛି ଏବଂ ନିରୀହ ଜୀବନ ଗୁଡ଼ିକ ଯାଉଛି। ଏ ଦିଗରେ ଅଞ୍ଚଳରେ ଥିବା ବିଭାଗୀୟ ଅଧିକାରୀ ମାନଙ୍କ ଅବହେଳା ସ୍ପଷ୍ଟ ଜଣାପଡ଼ୁଛି। ତେଣୁ ବିଭାଗ ଏହି ସବୁ କାର୍ଯ୍ୟ ଗୁଡିକ ଆରମ୍ଭ କରିବା ନିମନ୍ତେ ତ୍ୱରିତ ପଦକ୍ଷେପ ଗ୍ରହଣ କରିବାକୁ ସାଂସଦ ଦାବୀ କରିଛନ୍ତି। ଯଦି ଚଳିତ ମାସ ଶେଷ ସୁଦ୍ଧା କାର୍ଯ୍ୟ ଗୁଡିକ ଆରମ୍ଭ କରା ନ ଯାଏ ଜନତା ରାଜପଥକୁ ଓହ୍ଲାଇବାକୁ ପ୍ରସ୍ତୁତ ଅଛନ୍ତି ବୋଲି ପ୍ରକାଶ କରିଛନ୍ତି।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ତ୍ରିଦିବସୀୟ ‘ବିଦ୍ୟାର୍ଥୀ ଜୀବନ ନିର୍ମାଣ ଶିବିର’ ଉଦଘାଟିତ

ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ତ୍ରିଦିବସୀୟ ‘ବିଦ୍ୟାର୍ଥୀ ଜୀବନ ନିର୍ମାଣ ଶିବିର’ ଉଦଘାଟିତ

May 9, 2026
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨୦୨୬ ଫାଇନାଲରେ ଶରଣକୁଳ ଏଫ.ସି ୨-୦ ଗୋଲରେ ଖଣ୍ଡପଡା ହରାଇ ଚମ୍ପିଆନ

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨୦୨୬ ଫାଇନାଲରେ ଶରଣକୁଳ ଏଫ.ସି ୨-୦ ଗୋଲରେ ଖଣ୍ଡପଡା ହରାଇ ଚମ୍ପିଆନ

May 9, 2026
ଟ୍ରେଡ଼ ଇଣ୍ଡିଆ ଟ୍ରଷ୍ଟ ପକ୍ଷ୍ୟରୁ ସମର କ୍ରୀଡା, ଯୋଗ ଦେଲେ ଦୁଇ ରାଜ୍ୟର ଶତାଧିକ ଛାତ୍ରଛାତ୍ରୀ

ଟ୍ରେଡ଼ ଇଣ୍ଡିଆ ଟ୍ରଷ୍ଟ ପକ୍ଷ୍ୟରୁ ସମର କ୍ରୀଡା, ଯୋଗ ଦେଲେ ଦୁଇ ରାଜ୍ୟର ଶତାଧିକ ଛାତ୍ରଛାତ୍ରୀ

May 9, 2026
ରଥଯାତ୍ରାର ପ୍ରଥମ ସମନ୍ବୟ ବୈଠକ ଅନୁଷ୍ଠିତ

ରଥଯାତ୍ରାର ପ୍ରଥମ ସମନ୍ବୟ ବୈଠକ ଅନୁଷ୍ଠିତ

May 9, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ତ୍ରିଦିବସୀୟ ‘ବିଦ୍ୟାର୍ଥୀ ଜୀବନ ନିର୍ମାଣ ଶିବିର’ ଉଦଘାଟିତ

ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ତ୍ରିଦିବସୀୟ ‘ବିଦ୍ୟାର୍ଥୀ ଜୀବନ ନିର୍ମାଣ ଶିବିର’ ଉଦଘାଟିତ

May 9, 2026
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨୦୨୬ ଫାଇନାଲରେ ଶରଣକୁଳ ଏଫ.ସି ୨-୦ ଗୋଲରେ ଖଣ୍ଡପଡା ହରାଇ ଚମ୍ପିଆନ

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨୦୨୬ ଫାଇନାଲରେ ଶରଣକୁଳ ଏଫ.ସି ୨-୦ ଗୋଲରେ ଖଣ୍ଡପଡା ହରାଇ ଚମ୍ପିଆନ

May 9, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version