• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଜାନୁୟାରୀ ୩ରୁ ୫ପର୍ଯ୍ୟନ୍ତ ନାଗପୁରରେ ହିନ୍ଦ୍ ମଜଦୁର ସଭାର ୩୪ତମ ରାଷ୍ଟ୍ରୀୟ ଅଧିବେଶନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
December 9, 2023
in ଓଡ଼ିଶା, ଗଜପତି, ହୋମ୍
0
ଜାନୁୟାରୀ ୩ରୁ ୫ପର୍ଯ୍ୟନ୍ତ ନାଗପୁରରେ ହିନ୍ଦ୍ ମଜଦୁର ସଭାର ୩୪ତମ ରାଷ୍ଟ୍ରୀୟ ଅଧିବେଶନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ
Share on FacebookShare on TwitterWhatsapp

୮ ଡିସେମ୍ବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ପାରଳାଖେମୁଣ୍ଡି :-> ଭାରତ ବର୍ଷର ଅଗ୍ରଣୀ ଶ୍ରମିକ ସଂଗଠନ ଜୟପ୍ରକାଶ ନାରାୟଣ ଓ ଅଶୋକ ମେହେଟ୍ଟାଙ୍କ ନେତୃତ୍ଵରେ ପ୍ରତିଷ୍ଠିତ ହିନ୍ଦ୍‌‍ ମଜଦୁର ସଭା ତାର 34ତମ ରାଷ୍ଟ୍ରୀୟ ଅଧିବେଶନ ମହାରାଷ୍ଟ୍ରର ନାଗପୁର ଠାରେ ଆସନ୍ତା ଜାନୁୟାରୀ 3, 4 ଓ 5 ତାରିଖ ତିନିଦିନ ଧରି ଅନୁଷ୍ଠିତ ହେବ ବୋଲି ସଂଗଠନର ସାଧାରଣ ସମ୍ପାଦକ ହରଭଜନ ସିଂ ସିଦ୍ଧୁ ଜଣାଇଛନ୍ତି ବୋଲି ଏଚଏମଏସର ରାଜ୍ୟ ଉପସଭାପତି ରବି ରଥ ପ୍ରକାଶ କରିଛନ୍ତି ।

ଏହି ଅଧିବେଶନରେ ମୁଖ୍ୟତଃ କେନ୍ଦ୍ର ସରକାରଙ୍କ ନୂତନ ଶ୍ରମ ଆଇନ ଯାହାକି ଶ୍ରମିକ ବିରୋଧୀ ଅଟେ । ସେ ସମ୍ପର୍କରେ ଭାରତ ବର୍ଷର ବିଭିନ୍ନ ନେତୃତ୍ଵ ଆଲୋଚନା କରିବା ସହିତ ଏହାର ପ୍ରତିରୋଧ କରିବାକୁ ମଧ୍ୟ ପ୍ରସ୍ତାଗ ଗ୍ରହଣ କରାଯିବ । ଏହି ପରିପ୍ରେକ୍ଷୀରେ ହିନ୍ଦ ମଜଦୁର ସଭା ଓଡ଼ିଶା ଶାଖାର କାର୍ଯ୍ୟକାରୀ କମିଟି ବୈଠକ ରାଜ୍ୟ ସଭାପତି ବରିଷ୍ଠ ଶ୍ରମିକ ନେତା କୃଷ୍ଣଚନ୍ଦ୍ର ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି ।

ବୈଠକରେ ମୁଖ୍ୟତଃ ନାଗପୁର ସମ୍ମିଳନୀକୁ ସଫଳ କରିବା, ବିଭିନ୍ନ ଶ୍ରମିକ ଅନୁଷ୍ଠାନର ସମସ୍ୟା ସମାଧାନ କରିବା, ସର୍ବନିମ୍ନ ମଜୁରୀ ତୁରନ୍ତ ଘୋଷଣା କରିବା ଭଳି ସାଙ୍ଗଠନିକ ଆଲୋଚନା କରାଯାଇଥିଲା । ଏହି ଅବସରରେ ହିନ୍ଦ ମଜଦୁର ସଭାର ଯୁବ ଶାଖାକୁ କ୍ରୀୟାଶୀଳ କରିବା ପାଇଁ ଆଡଭୋକେଟ ତଥା ଶ୍ରମିକ ନେତା ଆଦିତ୍ୟ ପ୍ରସାଦ ସ୍ଵାଇଁଙ୍କୁ ବିଭିନ୍ନ ସଂଗଠନ ପକ୍ଷରୁ ସମ୍ୱର୍ଦ୍ଧିତ କରାଯାଇଥିଲା । ଶ୍ରୀ ସ୍ଵାଇଁ ତାଙ୍କ ଭାଷଣରେ ଏଚଏମଏସକୁ ଏକ ପ୍ରମୁଖ ସଂଗଠନ ଭାବେ ଗଢ଼ି ତୋଳିବା ପାଇଁ ସମସ୍ତ ପ୍ରକାର ଉଦ୍ୟମ କରିବେ ବୋଲି ଘୋଷଣା କରିଥିଲେ ।

ରାଷ୍ଟ୍ରୀୟ ଅଧିବେଶନରେ ଯୋଗଦେବା ପାଇଁ ଓଡ଼ିଶାରୁ ଶତାଧିକ ପ୍ରତିନିଧି ଯୋଗଦେବାକୁ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା । ପ୍ରଥମେ ସଂଗଠନର ସାଧାରଣ ସମ୍ପାଦକ ପୂର୍ବତନ ବିଧାୟକ ପ୍ରଭାତ ତ୍ରିପାଠୀ ଗତ ବୈଠକର ବିବରଣୀ ପାଠ କରିବା ସହ ବିଭିନ୍ନ ଶ୍ରମିକ ସଂଗଠନର ଯେଉଁସବୁ ସମସ୍ୟା ରହିଛି ତାକୁ ସମାଧାନ କରିବା ଦିଗରେ ସମସ୍ତଙ୍କ ସହଯୋଗ ଆବଶ୍ୟକତା ରହିଛି ବୋଲି କହିଥିଲେ ଏବଂ ଖୁବଶୀଘ୍ର ରାଜ୍ୟ ସରକାର ସର୍ବନିମ୍ନ ମଜୁରୀ ଘୋଷଣା କରିବେ ବୋଲି ଆଶା ପ୍ରକାଶ କରିଥିଲେ ।

ଅନ୍ୟମାନଙ୍କ ମଧ୍ୟରେ ସଂଗଠନର କର୍ମକର୍ତ୍ତା ବୈଦ୍ୟନାଥ ଦାଶ, ଗୁଣନିଧି ଭୋଳ, ଲକ୍ଷ୍ମୀଧର ମହାନ୍ତି, ବିଜୟ କୁମାର ମହାନ୍ତି, ଗୋକୁଳ ମେହେର, ନାଲକୋ ୟୁନିୟନର ମଙ୍ଗିଲାଲ ସାମଲ, ନିର୍ମାଣ ଶ୍ରମିକ ସଂଘର ଜ୍ଞାନେନ୍ଦ୍ର ଦାଶ, ରାଜେନ୍ଦ୍ର ଦାଶ, ତ୍ରିଲୋଚନ ପ୍ରଧାନ, ପ୍ରଦୀପ ଦାଶ, ଦିଗମ୍ୱର ମହାନ୍ତି, ଶଙ୍କର ବେହେରା, ବି.ଏନ ମହାପାତ୍ର, ରାଜ୍ୟ ଉପସଭାପତି ରବି ରଥ ପ୍ରମୁଖ ଆଲୋଚନାରେ ଅଂଶଗ୍ରହଣ କରି ସଂଗଠନକୁ କ୍ରୀୟାଶୀଳ କରିବା ପାଇଁ ମତାମତ ଦେଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Chandi Bhandar Unveils the “Aaranya” Edit for Durga Puja

Chandi Bhandar Unveils the “Aaranya” Edit for Durga Puja

October 5, 2026
ସେବା ଜ୍ୟୋତି ଯାତ୍ରା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ସେବା ଜ୍ୟୋତି ଯାତ୍ରା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

October 4, 2026
ଉଦ୍ୟାନ କୃଷି ରେ ଅଭିମନ୍ୟୁ ସୃଷ୍ଟି କରିଛନ୍ତି ନୂଆ ପରିଚୟ

ଉଦ୍ୟାନ କୃଷି ରେ ଅଭିମନ୍ୟୁ ସୃଷ୍ଟି କରିଛନ୍ତି ନୂଆ ପରିଚୟ

October 4, 2026
ଗାନ୍ଧିଜୀ ଓ ଶାସ୍ତ୍ରୀଜୀଙ୍କ ଜୟନ୍ତୀ ପାଳିତ

ଗାନ୍ଧିଜୀ ଓ ଶାସ୍ତ୍ରୀଜୀଙ୍କ ଜୟନ୍ତୀ ପାଳିତ

October 4, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Chandi Bhandar Unveils the “Aaranya” Edit for Durga Puja

Chandi Bhandar Unveils the “Aaranya” Edit for Durga Puja

October 5, 2026
ସେବା ଜ୍ୟୋତି ଯାତ୍ରା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ସେବା ଜ୍ୟୋତି ଯାତ୍ରା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

October 4, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version