• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ବିଶାଖାପାଟଣାରେ ହେଲା ବି.ଏସ୍.କେ.ୱାଇରେ ମାଗଣା କ୍ୟାନସର ଚିକିତ୍ସା : ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ରୋଗୀଙ୍କ ପରିବାର

Proprietor Abhimanyu Maharana by Proprietor Abhimanyu Maharana
December 10, 2023
in Uncategorized, ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ବିଶାଖାପାଟଣାରେ ହେଲା ବି.ଏସ୍.କେ.ୱାଇରେ ମାଗଣା କ୍ୟାନସର ଚିକିତ୍ସା : ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ରୋଗୀଙ୍କ ପରିବାର
Share on FacebookShare on TwitterWhatsapp

୯ ଡିସେମ୍ବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ଭୁବନେଶ୍ୱର :-> ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଆର୍ଥିକ ଦୁର୍ବଳ ଶ୍ରେଣୀର ଲୋକଙ୍କ ପାଇଁ ରକ୍ଷା କବଚ ସାଜିଛି । ଓଡ଼ିଶା ଏବଂ ଓଡ଼ିଶା ବାହାର ରାଜ୍ୟର ସୁପର ସ୍ପେସିଆଲିଟି ହସ୍ପିଟାଲ ମାନଙ୍କରେ ଅନେକ ଜଟିଳ ରୋଗର ସଫଳ ଚିକିତ୍ସା ଏହି କାର୍ଡ ମାଧ୍ୟମରେ ଦେୟମୁକ୍ତ ଭାବେ ହୋଇପାରୁଛି । ବରଗଡ଼ ଜିଲ୍ଲା ଅମ୍ବାପାଲି ଗ୍ରାମର ଦିବ୍ୟା ସେଠ୍ କହନ୍ତି ଯେ ମୋ ସାନ ଭଉଣୀ ସ୍ନେହା ସେଠ୍ ପ୍ରାୟ ୧ ବର୍ଷ ହେଲା ବ୍ଲଡ୍ କ୍ୟାନସର ରୋଗରେ ଆକ୍ରାନ୍ତ ଥିଲା ।

ବିଭିନ୍ନ ଜାଗାରେ ଚିକିତ୍ସା କରାଯାଇଥିଲା । ବିଏସ୍ କେୱାଇ କାର୍ଡ ଦ୍ଵାରା ବିଶାଖାପାଟଣା ମହାତ୍ମା ଗାନ୍ଧୀ କ୍ୟାନସର ହସ୍ପିଟାଲରେ ମାଗଣା ଚିକିତ୍ସା ପାଇଥିବା ଜଣେ ମହିଳାଙ୍କ ଠାରୁ ଶୁଣି ଆମେ ସେଠାକୁ ଗଲୁ । ବିଏସ୍ କେୱାଇ ଟିମ ସହଯୋଗ କଲେ । ହସ୍ପିଟାଲରେ ମୋ ଭଉଣୀର ମାଗଣା ଆଡମିସନ, ବିଭିନ୍ନ ପରୀକ୍ଷା, ଚିକିତ୍ସା ଓ ବୋନ୍ ମାରୋ ପ୍ରତିରୋପଣ ହେଲା । ବର୍ତ୍ତମାନ ମୋର ସାନ ଭଉଣୀ ସ୍ନେହା ସୁସ୍ଥ ଅଛି ।

ମୋର ଭଉଣୀ ଜୀବନ ବଞ୍ଚାଇଥିବାରୁ ଆମ ପରିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ମହାତ୍ମା ଗାନ୍ଧୀ ହସପିଟାଲର ଡାକ୍ତରମାନଙ୍କୁ ହାର୍ଦ୍ଦିକ କୃତଜ୍ଞତା ସହ ଧନ୍ୟବାଦ ଜଣାଉଛୁ । ରାଜ୍ୟ ସରକାରଙ୍କ ବିଏସ୍ କେୱାଇ ଯୋଜନା ମାଧ୍ୟମରେ ଜଣେ ନାବାଳିକାର କ୍ୟାନସର ଚିକିତ୍ସା ସଫଳତାର ସହ ହୋଇ ପାରିଥିବାରୁ ସ୍ଥାନୀୟ ବୁଦ୍ଧିଜିବୀ ଓ ଜନସାଧାରଣ ସନ୍ତୋଷ ବ୍ୟକ୍ତ କରିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବ୍ଲକ ସ୍ତରୀୟ କୃଷକ ସମ୍ବାଦ କାର୍ଯ୍ୟକ୍ରମ

ବ୍ଲକ ସ୍ତରୀୟ କୃଷକ ସମ୍ବାଦ କାର୍ଯ୍ୟକ୍ରମ

June 23, 2026
ରଣପୁର ର ଅଧିଷ୍ଠାତ୍ରୀ ଦେବୀ ମା’ ମଣିନାଗଙ୍କ ନବ ନିର୍ମିତ ମନ୍ଦିର ପ୍ରତିଷ୍ଠା

ରଣପୁର ର ଅଧିଷ୍ଠାତ୍ରୀ ଦେବୀ ମା’ ମଣିନାଗଙ୍କ ନବ ନିର୍ମିତ ମନ୍ଦିର ପ୍ରତିଷ୍ଠା

June 23, 2026
କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

କୋରାପୁଟ ବାଦଲିପାହାଡ଼ ଜଙ୍ଗଲରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ

June 23, 2026
ମାଁ ବନଦୁର୍ଗା ଦେବୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବ

ମାଁ ବନଦୁର୍ଗା ଦେବୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରାଣ ପ୍ରତିଷ୍ଠା ଉତ୍ସବ

June 23, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବ୍ଲକ ସ୍ତରୀୟ କୃଷକ ସମ୍ବାଦ କାର୍ଯ୍ୟକ୍ରମ

ବ୍ଲକ ସ୍ତରୀୟ କୃଷକ ସମ୍ବାଦ କାର୍ଯ୍ୟକ୍ରମ

June 23, 2026
ରଣପୁର ର ଅଧିଷ୍ଠାତ୍ରୀ ଦେବୀ ମା’ ମଣିନାଗଙ୍କ ନବ ନିର୍ମିତ ମନ୍ଦିର ପ୍ରତିଷ୍ଠା

ରଣପୁର ର ଅଧିଷ୍ଠାତ୍ରୀ ଦେବୀ ମା’ ମଣିନାଗଙ୍କ ନବ ନିର୍ମିତ ମନ୍ଦିର ପ୍ରତିଷ୍ଠା

June 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version