• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗଡ ବାଣିକିଲୋ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ କ୍ରୀଡ଼ା ପ୍ରତିଯୋଗିତା

Proprietor Abhimanyu Maharana by Proprietor Abhimanyu Maharana
December 13, 2023
in ଓଡ଼ିଶା, କ୍ରୀଡ଼ା, ଖେଳ, ନୟାଗଡ଼ ନିଉଜ୍, ହୋମ୍
0
ଗଡ ବାଣିକିଲୋ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ କ୍ରୀଡ଼ା ପ୍ରତିଯୋଗିତା
Share on FacebookShare on TwitterWhatsapp

୧୨ ଡିସେମ୍ବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ରଣପୁର :-> ନୟାଗଡ଼ ଜିଲ୍ଲାର ରଣପୁର ବ୍ଲକ୍ ଅନ୍ତର୍ଗତ ଗଡ ବାଣିକିଲୋ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ରାଜ୍ଯ ସରକାରଙ୍କ ନୁଆ ଓ, ଯୁବ ଓଡ଼ିଶା, ନବୀନ ଓଡ଼ିଶା କାର୍ଯ୍ୟ କ୍ରମର ପଞ୍ଚମ ଦିବସରେ ବିଦ୍ୟାଳୟର କ୍ରୀଡ଼ା ଶିକ୍ଷକ ସଦାଶିବ ମିଶ୍ରଙ୍କ ତତ୍ୱାବଧାନରେ ଆଜି କ୍ରୀଡ଼ା ପ୍ରତିଯୋଗିତା ଆରମ୍ଭ ହୋଇ ଯାଇଛି । ପ୍ରଥମରୁ ବିଦ୍ୟାଳୟର ଅଧ୍ୟକ୍ଷା ଡକ୍ଟର ଶୁଭଦର୍ଶନି ଦେବୀ ଜଗତର ନାଥ ଜଗନ୍ନାଥଙ୍କ ନିକଟରେ ପ୍ରଦୀପ ପ୍ରଜ୍ବଳନ କରି ସମୂହ ପ୍ରାର୍ଥନା ଓ ଶପଥ ଗ୍ରହଣ କରି କ୍ରୀଡ଼ା ପ୍ରତିଯୋଗିତା ଆରମ୍ଭ ହୋଇ ଥିଲା।

ମଞ୍ଚ ପରିଚାଳନା ଦାୟୀତ୍ୱ ଅଧ୍ୟାପିକା ଶ୍ରୀମତୀ ସୌଦାମିନୀ ପାଇକରାୟ ଅତି ସୁନ୍ଦର ଭାବରେ କରିଥିଲେ। ଆଜି କ୍ରୀଡ଼ା ପ୍ରତିଯୋଗିତାର ପ୍ରଥମ ଦିବସରେ ଉଭୟ ବାଳକ , ବାଳିକା ମାନଙ୍କ ମଧ୍ୟରେ ଶହେ, ଦୁଇ ଶହ, ଚାରି ଶହ ମିଟର ଦୌଡ ପ୍ରତିଯୋଗୀତା ଓ ଡିସକସ୍ ଥ୍ରୋ ସମାପ୍ତ
ହୋଇ ଯାଇଛି। ବାଳକ ମାନଙ୍କ ଆଠ ଶହ ମିଟର ଦୌଡ ଆସନ୍ତା କାଲି ହେବାର ସୂଚନା ମିଳିଛି। ଆସନ୍ତା କାଲି ଠାରୁ ଉଭୟ ବାଳକ ଓ ବାଳିକା ମାନଙ୍କ ମଧ୍ୟରେ ଲମ୍ବା ଡିଆଁ, ଉଚ୍ଚା ଡିଆଁ, ଭଲି ବଲ୍, କବାଡି,

ବ୍ୟାଡ ମିନ୍ତନ , ଫୁଟ୍ ବଲ, କ୍ରିକେଟ ଆଦି ବିଭିନ୍ନ ପ୍ରକାରର ପ୍ରତିଯୋଗୀତା କରା ଯିବା ପାଇଁ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷା ସୁଚନା ଦେଉଛନ୍ତି। ବିଦ୍ୟାଳୟର ଅଧ୍ୟାପିକା ଶ୍ରୀମତୀ ସୌଦାମିନୀ ପାଇକରାୟ ସାଂସ୍କୃତିକ କାର୍ଯ୍ୟକ୍ରମ, ଅଧ୍ୟାପକ ଗୋବିନ୍ଦ ଚନ୍ଦ୍ର ବିଶୋଇ ସାମାଜିକ ସଚେତନତା , କିରାଣୀ ବିଜୟ କୁମାର ସାମନ୍ତରାୟ ଖାଦ୍ୟପେୟ ଦାୟିତ୍ୱ, ପିଅନ ଭୁବନାନନ୍ଦ ପ୍ରଧାନ ଟେଣ୍ଟ୍, ଲାଇଟ୍,

ମାଇକ ଓ ମଞ୍ଚ ସାଜସଜ୍ଜା ଦାୟିତ୍ବ ତୁଲଊ ଥିବା ବେଳେ ସମସ୍ଥ କାର୍ଯ୍ୟ ପରିଚାଳନା ନିମନ୍ତେ ବିଦ୍ୟାଳୟର ବରିଷ୍ଠ ଅଧ୍ୟାପକ ଶ୍ରୀ ଉପେନ୍ଦ୍ର କୁମାର ସାହୁଙ୍କୁ ଦାୟିତ୍ୱ ଦିଆ ଯାଇଥିବା କଥା ଅଧ୍ୟକ୍ଷା କୁହନ୍ତି। ଅନ୍ୟ ଅଧ୍ୟାପକ ଜୋତିରଞ୍ଜନ ପରିଜା, ଅଟଳ ବିହାରୀ ପାହାଡ଼ସିଂହ, ତୁଷାର ମଙ୍ଗରାଜ, ରଜନୀ କାନ୍ତ ସେଠୀ, ଓ ଅଧ୍ୟାପିକା ଅୟେଶା ଅଭିଲିପ୍ସା, ଲିପସିତା ଓ ପିଅନ ନବ କିଶୋର ପରିଡ଼ା ପ୍ରମୁଖ ସମସ୍ତେ କାର୍ଯ୍ୟକ୍ରମକୁ ସାକାର କରିବା ପାଇଁ ଯଥା ସମ୍ଭବ ସହଯୋଗ କରୁଥିବାର ଅଧକ୍ଷାଙ୍କ ସୁଚନା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବିଜୁ ବାବୁଙ୍କ ନାହିଁ ବିକଳ୍ପ – ବେଗୁନିଆରେ ବିଜୁ ପଟ୍ଟନାୟକଙ୍କ ୧୧୦ତମ ଜନ୍ମ ଜୟନ୍ତୀ ପାଳନ

ବିଜୁ ବାବୁଙ୍କ ନାହିଁ ବିକଳ୍ପ – ବେଗୁନିଆରେ ବିଜୁ ପଟ୍ଟନାୟକଙ୍କ ୧୧୦ତମ ଜନ୍ମ ଜୟନ୍ତୀ ପାଳନ

March 7, 2026
ଶୁଭ ମୁହୂର୍ତ୍ତରେ ଶୁଭ ଖୁଣ୍ଟି ପଡ଼ିଲା, ଐତିହାସିକ ବାଣପୁର ପଞ୍ଚୁଦୋଳଯାତ୍ରା ଶୁଭାରମ୍ଭ

ଶୁଭ ମୁହୂର୍ତ୍ତରେ ଶୁଭ ଖୁଣ୍ଟି ପଡ଼ିଲା, ଐତିହାସିକ ବାଣପୁର ପଞ୍ଚୁଦୋଳଯାତ୍ରା ଶୁଭାରମ୍ଭ

March 7, 2026
ALL ODISHA CONTRACTORS WELFARE ASSOCIATION HAS WITHDRAWN FROM THE  PROTEST

ALL ODISHA CONTRACTORS WELFARE ASSOCIATION HAS WITHDRAWN FROM THE PROTEST

March 7, 2026
ପ୍ରଜନନ ସଚେତନତା ବୃଦ୍ଧି ପାଇଁ ଭୁବନେଶ୍ୱରରେ ପହଞ୍ଚିଛି ଓଏସିସ୍ ଫର୍ଟିଲିଟିର ‘ଜନନୀ ଯାତ୍ରା’

ପ୍ରଜନନ ସଚେତନତା ବୃଦ୍ଧି ପାଇଁ ଭୁବନେଶ୍ୱରରେ ପହଞ୍ଚିଛି ଓଏସିସ୍ ଫର୍ଟିଲିଟିର ‘ଜନନୀ ଯାତ୍ରା’

March 7, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବିଜୁ ବାବୁଙ୍କ ନାହିଁ ବିକଳ୍ପ – ବେଗୁନିଆରେ ବିଜୁ ପଟ୍ଟନାୟକଙ୍କ ୧୧୦ତମ ଜନ୍ମ ଜୟନ୍ତୀ ପାଳନ

ବିଜୁ ବାବୁଙ୍କ ନାହିଁ ବିକଳ୍ପ – ବେଗୁନିଆରେ ବିଜୁ ପଟ୍ଟନାୟକଙ୍କ ୧୧୦ତମ ଜନ୍ମ ଜୟନ୍ତୀ ପାଳନ

March 7, 2026
ଶୁଭ ମୁହୂର୍ତ୍ତରେ ଶୁଭ ଖୁଣ୍ଟି ପଡ଼ିଲା, ଐତିହାସିକ ବାଣପୁର ପଞ୍ଚୁଦୋଳଯାତ୍ରା ଶୁଭାରମ୍ଭ

ଶୁଭ ମୁହୂର୍ତ୍ତରେ ଶୁଭ ଖୁଣ୍ଟି ପଡ଼ିଲା, ଐତିହାସିକ ବାଣପୁର ପଞ୍ଚୁଦୋଳଯାତ୍ରା ଶୁଭାରମ୍ଭ

March 7, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version