No Result
View All Result
୧୩ ଡିସେମ୍ବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ ) ଆର,ଉଦୟଗିରି :-> ଗଜପତି ଜିଲ୍ଲା ବିଜେଡି ସଭାପତି ଜଗବନ୍ଧୁ ଦାସ ଆଜି ମୋହନା ବ୍ଲକ ଗସ୍ତରେ ଆସି ଗୁଲୁବା ଗ୍ରାମ ପଞ୍ଚାୟତ ର ବିଭିନ୍ନ ଗ୍ରାମରେ ମୋ ଓଡ଼ିଶା ନବୀନ ଓଡ଼ିଶା ଯୋଜନା ଅନୁଦାନରେ ହେବାକୁ ଥିବା ଉନ୍ନୟନ ମୂଳକ କାର୍ଯ୍ୟ ଗୁଡିକର ଭିତ୍ତି ପ୍ରସ୍ତର ସ୍ଥାପନ କରିଥିଲେ। ଏହି ଉତ୍ସବରେ ମୋହନା ବ୍ଲକ ଅଧ୍ୟକ୍ଷ ରଞ୍ଜୀବ ଶବର,
ବ୍ଲକ ଉପାଧ୍ୟକ୍ଷ ବାଲ୍ମୀନା ଅଧିକାରୀ, ହାଡ଼ିଆ କନ୍ଧ, ମୋଷା ମାଝୀ, ସ୍ଥାନୀୟ ସରପଞ୍ଚ, ସମିତି ସଭ୍ୟା, ଦଳୀୟ ନେତା, କର୍ମକର୍ତ୍ତା ଙ୍କ ସମେତ ଅଞ୍ଚଳର ବାସିନ୍ଦା ଏହି କାର୍ଯ୍ୟକ୍ରମରେ ସହଯୋଗ କରିଥିବା ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଙ୍କୁ ଧନ୍ୟବାଦ ଦେବା ସହ ଦୁର୍ଗମ ଅଞ୍ଚଳରେ ଉନ୍ନୟନ ମୂଳକ କାର୍ଯ୍ୟକୁ ଅଗ୍ରାଧିକାର ଦେଇ କାର୍ଯ୍ୟ ଗୁଡିକ ଆରମ୍ଭ ହୋଇ ଥିବାରୁ ଆନ୍ତରିକ ଅଭିନନ୍ଦନ ଜଣାଇଥିଲେ ।

No Result
View All Result