• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବରଗଡ଼ ଆଞ୍ଚଳିକ କୃଷି ଯନ୍ତ୍ରପାତି ମେଳା : ଜିଲ୍ଲାର ଚାଷୀମାନଙ୍କ ଉପସ୍ଥିତିରେ – ଶୁଭ ଉଦଘାଟିତ ହୋଇଯାଇଛି 

Proprietor Abhimanyu Maharana by Proprietor Abhimanyu Maharana
December 18, 2023
in ଓଡ଼ିଶା, ବରଗଡ଼, ହୋମ୍
0
ବରଗଡ଼ ଆଞ୍ଚଳିକ କୃଷି ଯନ୍ତ୍ରପାତି ମେଳା : ଜିଲ୍ଲାର ଚାଷୀମାନଙ୍କ ଉପସ୍ଥିତିରେ – ଶୁଭ ଉଦଘାଟିତ ହୋଇଯାଇଛି 
Share on FacebookShare on TwitterWhatsapp

୧୮ ଡିସେମ୍ବର ୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ବରଗଡ଼ :-> ଆଞ୍ଚଳିକ କୃଷି ଯନ୍ତ୍ରପାତି ମେଳା ସ୍ଥାନୀୟ ଜର୍ଜ ଉଚ୍ଚ ବିଦ୍ୟାଳୟ ପଡ଼ିଆ ଠାରେ ବିଭିନ୍ନ ଜିଲ୍ଲାର ଚାଷୀମାନଙ୍କ ଉପସ୍ଥିତିରେ ଶୁଭ ଉଦଘାଟିତ ହୋଇଯାଇଛି। ମନ୍ତ୍ରୀ, ହସ୍ତତନ୍ତ, ହସ୍ତଶିଳ୍ପ ଓ ବୟନ ଶିଳ୍ପ ଶ୍ରୀମତୀ ରୀତା ସାହୁ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିବା ବେଳେ ଶ୍ରୀ ଦେବେଶ ଆଚାର୍ଯ୍ୟ, ବିଧାୟକ ତଥା ଯୋଜନା ବୋର୍ଡ ଅଧ୍ଯକ୍ଷ, ବରଗଡ଼, ଶ୍ରୀମତୀ ସ୍ନେହାଙ୍ଗିନୀ ଛୁରିଆ, ବିଧାୟିକା, ଅତାବିରା, ଶ୍ରୀ ପ୍ରଭାତ ଆଦିତ୍ୟ ମିଶ୍ର, ଅଧ୍ଯକ୍ଷ, ଆପିକଲ, ଶ୍ରୀମତୀ ମୋନିଷା ବାନାର୍ଜୀ, ଜିଲ୍ଲାପାଳ, ଶ୍ରୀ ଲଲାଟ ଲୁହା, ଅତିରିକ୍ତ ଜିଲ୍ଲାପାଳ, ବରଗଡ, ମୁଖ୍ୟ ଜନ୍ତ୍ରୀ, କୃଷି ବିଭାଗ, ଭୁବନେଶ୍ବର ପ୍ରମୁଖ ସମ୍ମାନିତ ଅତିଥି ଭାବରେ ମଞ୍ଚାସୀନ ଥିଲେ ।

ଚାଷୀ ଭାଇ ମାନଙ୍କୁ ବୈଜ୍ଞାନିକ ଜ୍ଞାନକୌଶଳ ପହଞ୍ଚାଇବା ଏହି ମେଳାର ମୁଖ୍ୟ ଉଦ୍ଦେଶ୍ୟ ବୋଲି ଜିଲ୍ଲାପାଳ ଶ୍ରୀମତୀ ବାନାର୍ଜୀ ତାଙ୍କ ଅଭିଭାଷଣରେ କହିଥିଲେ । ବରଗଡ଼ ଏକ କୃଷିପ୍ରଧାନ ଜିଲ୍ଲା । ଏହାର 80 ଭାଗ ଲୋକ କୃଷିକୁ ଜୀବିକା ଭାବରେ ଗ୍ରହଣ କରିଛନ୍ତି ପ୍ରଯୁକ୍ତି ବିଦ୍ୟାର ପ୍ରୟୋଗ ମାଧ୍ୟମରେ ଉନ୍ନତ ପ୍ରଣାଳୀରେ ଚାଷ କରିବା ଦ୍ବାରା ଏବଂ ବିଭିନ୍ନ କୃଷି ଯନ୍ତ୍ରପାତିର ସାହାଯ୍ୟରେ ସେମାନେ ସୁବିଧାରେ ଚାଷ କାର୍ଯ୍ୟ କରିପାରିବା ସହିତ ତାଙ୍କର ଆର୍ଥିକ ମାନଦଣ୍ଡ ମଜଭୁତ ହୋଇ ପାରିବ ବୋଲି ସମସ୍ତ ଅତିଥି ମତବ୍ୟକ୍ତ କରିଥିଲେ ।

ଏହିଠାରେ ବିଭିନ୍ନ କୃଷି ଯନ୍ତ୍ରପାତି ଉପଲବ୍ଧ ହେଉଛି ଏବଂ ପ୍ରତ୍ୟେକ ଚାଷୀ ଉପକୃତ ହୋଇପାରିବେ ବୋଲି ମୁଖ୍ୟ ଅତିଥି ଶ୍ରୀମତୀ ରୀତା ସାହୁ ତାଙ୍କ ବକ୍ତବ୍ୟରେ କହିଥିଲେ । ଚାଷୀ ର ମାନଦଣ୍ଡ ଉନ୍ନତ କରିବାରେ ଏହା ସହାୟକ ହେବ ମେଳାରେ 50 ରୁ 75 ପ୍ରତିଶତ ରିହାତି ଦରରେ ଉପକରଣ ମିଳୁଛି ଚାଷୀ ଏହି ସୁବିଧାର ସଦ ଉପଯୋଗ କରନ୍ତୁ । ଆଗାମୀ 22 ତାରିଖ ପର୍ଯ୍ୟନ୍ତ 5 ଦିନ ଧରି ହେବାକୁ ଥିବା ଏହି ମେଳା ବରଗଡ଼, ସମ୍ବଲପୁର,

ବଲାଙ୍ଗିର, ସୋନପୁର ଓ ଝାରସୁଗୁଡା ଜିଲ୍ଲା ର ଚାଷୀ ମାନେ ଯୋଗ ଦେଇ ସେମାନଙ୍କ ର ଅନୁଭବ, ଅଭିଜ୍ଞତା ବାଣ୍ଟିବା ସହିତ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ସେମିନାର, ଆଲୋଚନା ତଥା ପ୍ରଶିକ୍ଷଣର ଆୟୋଜନରେ ଅଂଶ ଗ୍ରହଣ କରିବାର କାର୍ଯ୍ୟକ୍ରମ ରହିଛି । ଆଜି ବରଗଡ ଓ ସମ୍ବଲପୁର ଜିଲ୍ଲାର କୃଷି କାର୍ଯ୍ୟରେ ଉଲ୍ଲେଖନୀୟ ସଫଳତା ହାସଲ କରିଥିବା ଚାଷୀମାନଙ୍କୁ ଅତିଥ୍ ମାନଙ୍କ ଦ୍ବାରା ପୁରସ୍କୃତ କରାଯାଇଥିଲା ଜିଲ୍ଲା କୃଷି ଅଧିକାରୀ, ଶ୍ରୀ ଅମୀୟ ସାହୁ ଏବଂ ତାଙ୍କ ଅଧିକାରୀ ଓ କର୍ମଚାରୀ କାର୍ଯ୍ୟକ୍ରମର ପରିଚାଳନା କରିଥିଲେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଡ଼ଃ ବାବା ସାହେବ ଆମ୍ବେଦକରଙ୍କୁ ଅସମ୍ମାନ, ବ୍ୟାନରକୁ ଚିରିଦେଲେ ଦୁର୍ବୃତ୍ତ, ତୁରନ୍ତ ଗିରଫ ପାଇଁ ଦାବୀ

ଡ଼ଃ ବାବା ସାହେବ ଆମ୍ବେଦକରଙ୍କୁ ଅସମ୍ମାନ, ବ୍ୟାନରକୁ ଚିରିଦେଲେ ଦୁର୍ବୃତ୍ତ, ତୁରନ୍ତ ଗିରଫ ପାଇଁ ଦାବୀ

March 8, 2026
ଇରାନ ଉପରେ ଆମେରିକାର ଆକ୍ରମଣ ବିରୁଦ୍ଧରେ ସିପିଆଇର ବିକ୍ଷୋଭ

ଇରାନ ଉପରେ ଆମେରିକାର ଆକ୍ରମଣ ବିରୁଦ୍ଧରେ ସିପିଆଇର ବିକ୍ଷୋଭ

March 8, 2026
ରଞ୍ଜନ ସରଙ୍ଗୀ ନବମ ସଂସ୍କରଣରେ ରକ ଷ୍ଟାର ବିଜୟୀ ହୋଇ ଫାଇନାଲରେ ପ୍ରବେଶ

ରଞ୍ଜନ ସରଙ୍ଗୀ ନବମ ସଂସ୍କରଣରେ ରକ ଷ୍ଟାର ବିଜୟୀ ହୋଇ ଫାଇନାଲରେ ପ୍ରବେଶ

March 8, 2026
ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

ଚାଷୀଙ୍କ ସବୁ ଧାନ କିଣିବାକୁ ସିପିଆଇ ର ଦାବୀ

March 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଡ଼ଃ ବାବା ସାହେବ ଆମ୍ବେଦକରଙ୍କୁ ଅସମ୍ମାନ, ବ୍ୟାନରକୁ ଚିରିଦେଲେ ଦୁର୍ବୃତ୍ତ, ତୁରନ୍ତ ଗିରଫ ପାଇଁ ଦାବୀ

ଡ଼ଃ ବାବା ସାହେବ ଆମ୍ବେଦକରଙ୍କୁ ଅସମ୍ମାନ, ବ୍ୟାନରକୁ ଚିରିଦେଲେ ଦୁର୍ବୃତ୍ତ, ତୁରନ୍ତ ଗିରଫ ପାଇଁ ଦାବୀ

March 8, 2026
ଇରାନ ଉପରେ ଆମେରିକାର ଆକ୍ରମଣ ବିରୁଦ୍ଧରେ ସିପିଆଇର ବିକ୍ଷୋଭ

ଇରାନ ଉପରେ ଆମେରିକାର ଆକ୍ରମଣ ବିରୁଦ୍ଧରେ ସିପିଆଇର ବିକ୍ଷୋଭ

March 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version