• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରାଜସୁନାଖଳା ଶିଶୁମନ୍ଦିର ରେ ବାର୍ଷିକ ମହୋତ୍ସବ – ୨୦୨୩ ମହା ଆଡ଼ମ୍ବର ରେ ଅନୁଷ୍ଠିତ ହୋଇଯାଇଛି

Proprietor Abhimanyu Maharana by Proprietor Abhimanyu Maharana
December 18, 2023
in ଓଡ଼ିଶା, ଖୋର୍ଦ୍ଧା, ନୟାଗଡ଼ ନିଉଜ୍, ହୋମ୍
0
ରାଜସୁନାଖଳା ଶିଶୁମନ୍ଦିର ରେ ବାର୍ଷିକ ମହୋତ୍ସବ – ୨୦୨୩  ମହା ଆଡ଼ମ୍ବର ରେ ଅନୁଷ୍ଠିତ ହୋଇଯାଇଛି
Share on FacebookShare on TwitterWhatsapp

୧୮ ଡିସେମ୍ବର ୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ରଣପୁର :-> ନୟାଗଡ଼ ଜିଲ୍ଲା ଅନ୍ତର୍ଗତ ରାଜ ସୁନାଖଳା ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ର ଅଷ୍ଠ ବିଂଶତମ ବାର୍ଷିକ ଉତ୍ସବ ୨୦୨୩ ଅନୁଷ୍ଠିତ ହୋଯାଇଅଛି । ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ନୟାଗଡ଼ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ ର ଅଧ୍ୟକ୍ଷ ଶ୍ରୀଯୁକ୍ତ ବିଜୟ କୁମାର ତ୍ରିପାଠି, ମା ସରସ୍ଵତୀ ଙ୍କ ନିକଟରେ ପୁଷ୍ପ ,ଧୂପ, ଦୀପ, ନୈବେଦ୍ୟ ଅର୍ପଣ କରି ଉପସ୍ଥିତ ନିମନ୍ତ୍ରିତ ଅତିଥି ମାନଙ୍କ ସହ ମଞ୍ଚ ଉଦଘାଟନ କରିଥିଲେ ।

ବିଦ୍ୟାଳୟର କୁନି ପିଲା ମାନେ ଉଦଘାଟନୀ ଗୀତିକା ଗାନ କରିଥିଲେ । ମୁଖ୍ୟ ବକ୍ତା ଭାବରେ ନୟାଗଡ଼ ଜିଲ୍ଲା ଶିକ୍ଷା ବିକାଶ ସମିତି ର ପ୍ରମୁଖ ସଭ୍ୟ ଶ୍ରୀଯୁକ୍ତ ହରେକୃଷ୍ଣ ମୁଦୁଲି, ସମ୍ମାନିତ ଅତିଥି ଭାବରେ ବିଦ୍ୟାଳୟର ସଂପାଦକ ଶ୍ରୀଯୁକ୍ତ ସନ୍ତୋଷ କୁମାର ସାଥୁଆ , ପ୍ରଧାନ ଆଚାର୍ଯ୍ୟ ଶ୍ରୀଯୁକ୍ତ ନିରଞ୍ଜନ ତରାସ ଯୋଗଦେଇ ଥିଲେ ।

ସଭାପତି ସରସ୍ୱତୀ ବିଦ୍ୟା ମନ୍ଦିରର ଶ୍ରୀଯୁକ୍ତ ଶ୍ରୀକାନ୍ତ ନାୟକ ସଭାପତିତ୍ବ କରିଥିଲେ ତଥା ବିଦ୍ୟାଳୟର ବାର୍ଷିକ ବିବରଣୀ ପଠନ କରିଥିଲେ । ବିଦ୍ୟାଳୟର ସଂପାଦକ ସନ୍ତୋଷ କୁମାର ସାଥୁଆ ଅତିଥି ପରିଚୟ ପ୍ରଦାନ କରିଥିଲେ । ଉକ୍ତ ଉତ୍ସବରେ ବିଦ୍ୟାଳୟର ସମସ୍ତ ଗୁରୁଜୀ, ଗୁରୂମା, ଛାତ୍ର ଛାତ୍ରୀ, ଅଭିଭାବକ ,

ସ୍ଥାନୀୟ ଜନ ସାଧାରଣ, ଓ ବିଦ୍ୟାଳୟ ର ଅନ୍ୟ କର୍ମୀ ମାନେ ଯୋଗଦେଇ ଉତ୍ସବକୁ ସାଫଲ୍ୟ ମଣ୍ଡିତ କରିଥିଲେ । ସଭାପତିଙ୍କ ବିବରଣୀ ପଠନ ପରେ ମୁଖ୍ୟ ଅତିଥି ଓ ଅନ୍ୟ ଅତିଥି ମାନେ ନିଜ ନିଜର ଅଭିଭାଷଣରେ ପିଲାମାନଙ୍କର ଶିକ୍ଷ୍ୟା ସହିତ ଅନ୍ତନିହିତ ଗୁଣକୁ କିପରି ପ୍ରକାଶିତ କରାଯାଇ ପାରିବ ପ୍ରତିପାଦନ କରିଥିଲେ ।

ବିଦ୍ୟାଳୟ ତରଫରୁ କୁନାମଣୀ ଗରୁମା, ପ୍ରତିମା ଗୁରମା ଙ୍କୁ ଉତ୍ତମ ଶିକ୍ଷୟତ୍ରୀ ଭାବେ ମାନପତ୍ର ପ୍ରଦାନ କରାଯାଇ ସମ୍ମାନିତ କରାଯାଇଥିଲା ଓ ଦଶ ବର୍ଷରୁ ଉର୍ଦ୍ଧ ବାହନ ଚାଳକ ମାନେ ପିଲା ମାନଙ୍କୁ ଅହରହ ବିଦ୍ୟାଳୟ କୁ ନେବା ଆଣିବା ରେ ପ୍ରକ୍ରିୟା ଜାରି ରଖିଥିବା ରୁ ଶ୍ରି ପ୍ରମୋଦ କୁମାର ମହାପାତ୍ର, ସୁକାନ୍ତ କୁମାର ସାହୁ,

ପ୍ରଫୁଲ୍ଲ କୁମାର ପରିଡାଙ୍କୁ ମାନପତ୍ର ସହ ପୁଷ୍ପ ଗୁଚ୍ଛ ଦେଇ ସମ୍ମାନିତ କରାଯାଇଥିଲା । ଶିକ୍ଷକ ସାନନ୍ଦ କୁମାର ସାହୁଙ୍କୁ ଜଣେ ଆଦର୍ଶ ଶିକ୍ଷାବିତ୍ ଭାବେ ପୁଷ୍ପ ଗୁଚ୍ଛ ଓ ଉତ୍ତରୀୟ ଦେଇ ସମ୍ମାନିତ କରାଯାଇଥିଲା । ବିଦ୍ୟାଳୟର ସମସ୍ତ କୃତୀ ଛାତ୍ର ଛାତ୍ରୀମାନଙ୍କୁ ଟ୍ରଫିସହ ପ୍ରମାଣ ପତ୍ର ପ୍ରଦାନ କରାଯାଇଥିଲା ।

ବିଦ୍ୟାଳୟର କୁନି ଛାତ୍ର ଛାତ୍ରୀ ମାନେ ବିଭିନ୍ନ ପ୍ରକାରର ନାଚ ଗୀତ ପରିବେଷଣ କରି ସମସ୍ତଙ୍କୁ ଅମୋଦିତ କରିଥିଲେ । ସର୍ବଶେଷରେ ବିଦ୍ୟାଳୟର ପରିଚାଳନା କମିଟିର ସଦସ୍ୟ ଶ୍ରୀ ମାନସ କୁମାର ସାହୁ ସମସ୍ତ ଅତିଥି, ଉପସ୍ଥିତ ଅଭିଭାବକ, ଛାତ୍ର ଛାତ୍ରୀ, ଗୁରୁଜୀ ଗରୁମା ଓ ଜନସାଧାରଣଙ୍କୁ ଧନ୍ୟବାଦ୍ ଅର୍ପଣ କରିଥିଲେ ।

ପ୍ରାୟ ୧୫୦୦ରୁ ଉର୍ଦ୍ଧ୍ବ ଜନ ସମାଗମ ଦେଖିବାକୁ ମିଳିଥିଲା । ଏହି କାର୍ଯ୍ୟକ୍ରମ ଅପରାହ୍ନ ୪ଟାରୁ ଆରମ୍ଭ ହୋଇ ରାତି ୯ଟା ୩୦ ପର୍ଯ୍ୟନ୍ତ ଚାଲୁରହିଥିଲା । ସିତୁଆ ସନ୍ଧ୍ୟାକୁ ଖାତିର ନକରି ଛାତ୍ର ଛାତ୍ରୀ ମାନେ ସେମାନଙ୍କ କଳା ପ୍ରଦର୍ଶନ ଜାରି ରଖିଥିବା ବେଳେ ଅଭିଭାବକ ଓ ଦର୍ଶକ ମାନେ ମନଭରି ନୃତ୍ୟ,ଗୀତ, ନାଟକ ଉପଭୋଗ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଗାନ୍ଧିଜୀ ଓ ଶାସ୍ତ୍ରୀଜୀଙ୍କ ଜୟନ୍ତୀ ପାଳିତ

ଗାନ୍ଧିଜୀ ଓ ଶାସ୍ତ୍ରୀଜୀଙ୍କ ଜୟନ୍ତୀ ପାଳିତ

October 4, 2026
ହବିଷ୍ୟାଳୀ ବ୍ରତ ପାଇଁ ଅକ୍ଟୋବର ୬ ରୁ ଅନଲାଇନ ପଞ୍ଜିକରଣ

ହବିଷ୍ୟାଳୀ ବ୍ରତ ପାଇଁ ଅକ୍ଟୋବର ୬ ରୁ ଅନଲାଇନ ପଞ୍ଜିକରଣ

October 4, 2026
Kandhamal Gram Sabhas Strengthen Community Commitment to End Child Marriage

କନ୍ଧମାଳ ଗ୍ରାମ ସଭାଗୁଡିକ ବାଲ୍ୟ ବିବାହରେ ପରିସମାପ୍ତି ଘଟାଇବାକୁ ଗୋଷ୍ଠୀ ପ୍ରତିବଦ୍ଧତା ସୁଦୃଢ କଲା

October 4, 2026
Kandhamal Gram Sabhas Strengthen Community Commitment to End Child Marriage

Kandhamal Gram Sabhas Strengthen Community Commitment to End Child Marriage

October 4, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଗାନ୍ଧିଜୀ ଓ ଶାସ୍ତ୍ରୀଜୀଙ୍କ ଜୟନ୍ତୀ ପାଳିତ

ଗାନ୍ଧିଜୀ ଓ ଶାସ୍ତ୍ରୀଜୀଙ୍କ ଜୟନ୍ତୀ ପାଳିତ

October 4, 2026
ହବିଷ୍ୟାଳୀ ବ୍ରତ ପାଇଁ ଅକ୍ଟୋବର ୬ ରୁ ଅନଲାଇନ ପଞ୍ଜିକରଣ

ହବିଷ୍ୟାଳୀ ବ୍ରତ ପାଇଁ ଅକ୍ଟୋବର ୬ ରୁ ଅନଲାଇନ ପଞ୍ଜିକରଣ

October 4, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version