• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ଗଜପତି ଜିଲ୍ଲାରେ ଆଉ ୩୯ପଜିଟିଭ୍‌ ଚିହ୍ନଟ ହେବା ପରେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ୬୯୯ରେ ପହଞ୍ଚିଛି ।

Proprietor Abhimanyu Maharana by Proprietor Abhimanyu Maharana
July 19, 2020
in Uncategorized, ଓଡ଼ିଶା, କରୋନା, ଦେଶ, ହୋମ୍
0
ଗଜପତି ଜିଲ୍ଲାରେ ଆଉ ୩୯ପଜିଟିଭ୍‌ ଚିହ୍ନଟ ହେବା ପରେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ୬୯୯ରେ ପହଞ୍ଚିଛି ।
Share on FacebookShare on TwitterWhatsapp

ଜୁଲାଇ୨୦ ରୁ ୩୧ ତାରିଖ ପର୍ଯ୍ୟନ୍ତ ପ୍ରଶାସନ ଜିଲ୍ଲାର କିଛି ଅଞ୍ଚଳରେ ଲୋକ ଡାଉନ୍ କୁ ଲାଗୁ କରିବା ପାଇଁ ଘୋଷଣା କରିଛି ।

ଓଡିଶା ତାଜା ନ୍ୟୁଜ୍ (୧୯ ଜୁଲାଇ ୨୦୨୦ ରବିବାର) ଗଜପତିଜିଲ୍ଲା :- ଗଜପତିଜିଲ୍ଲାରେ ଆଜି ପୁଣି କରୋନା ସଂକ୍ରମିତଙ୍କ ସଂଖ୍ୟା ତାଲିକାରେ ଯୋଡ଼ି ହେଲେ ଆଉ୩୯ ଆକ୍ରାନ୍ତ । ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇ ୬୯୯ । ସଂକ୍ରମଣର ତଥ୍ୟକୁ ଅନୁଧ୍ୟାନ କଲେ ଏହାର ବିସ୍ପୋରକ ରୂପ ନେଉଥିବା ସ୍ପଷ୍ଟ ବାରି ହେଉଛି । ଏଥିମଧ୍ୟରୁ ୨୩ଜଣ କରୋନା ଯୋଦ୍ଧା ହୋଇଥିବା ବେଳେ ୧୩ ଜଣ ଲୋକଲରୁ ଚିହ୍ନଟ ହୋଇଛନ୍ତି । ଅନ୍ୟମାନଙ୍କ ସଂସ୍ପୋର୍ଷ ରେ ଆସିଥିବା୨ ଜଣ ଏବଂ ଜଣେ ଅସ୍ଥାୟୀ ସ୍ବାସ୍ଥ୍ୟ କେନ୍ଦ୍ରରୁ ହୋଇଥିବା ସୂଚନା ମିଳିଛି। ଜିଲ୍ଲାର ସଦରମହକୁମା ପାରଳାଖେମୁଣ୍ଡି ସହରରେ ମଧ୍ୟ ସ୍ଥିତି ଗମ୍ଭୀର ହେବାରେ ଲାଗଛି । ଚିହ୍ନଟ ହୋଇଥିବା ୩୯ ଜଣଙ୍କ ମଧ୍ୟରୁ ଗୋଷାଣୀ ବ୍ଲକରୁ୫ ଜଣ , କାଶୀନଗର ବ୍ଲକରୁ୨, ଗୁମ୍ମା ବ୍ଲକ ରୁ ୧, ନୂଆଁଗଡ ବ୍ଲକ ରୁ ୭, ଆର. ଉଦୟଗିରି ବ୍ଲକ ରୁ ୧୯ ଏବଂ ମୋହନା ବ୍ଲକ ରୁ ୫ ଜଣ ଚିହ୍ନଟ ହୋଇଥିବା ଗଜପତି ଜିଲ୍ଲାପାଳ ଅନୁପମ ଶାହା ଏକ ଭିଡିଓ ବାର୍ତ୍ତା ଜାରୀ କରି ସୂଚନା ଦେଇଛନ୍ତି l

ଆଜି ସୁଦ୍ଧା କୋଭିଡରେ୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ସେମାନଙ୍କ ମଧ୍ୟରୁ ୩ ଜଣ ହେଉଛନ୍ତି ପାରଳାଖେମୁଣ୍ଡି ସହରର ଏବଂ ଅନ୍ୟ ଜଣେ ହେଉଛନ୍ତି ପାରଳାଖେମୁଣ୍ଡି ଉପଖଣ୍ଡ ରେ ଥିବା କେର଼ାଣ୍ଡି ପଞ୍ଚାୟତ ର ଡାଳିମ୍ବ ପୁର ଗ୍ରାମର ଅଟନ୍ତି l ଏହା ଗୋଷ୍ଠୀ ସଂକ୍ରମଣର ସ୍ପଷ୍ଟ ନିଦର୍ଶନ। ଯାହାକୁ ଆଖି ଆଗରେ ରଖି ଜିଲ୍ଲା ପ୍ରଶାସନ ଆସନ୍ତା କାଲି ଜୁଲାଇ ୨୦ ତାରିଖ ସକାଳ୫ ଘଣ୍ଟାରୁ ୩୧ ଜୁଲାଇ ରାତ୍ର ୧୨ ଟା ପର୍ଯ୍ୟନ୍ତ ଲୋକ ଡାଉନ୍ ଘୋଷଣା କରିଛନ୍ତି l ଏହି ଲୋକ ଡାଉନ ସମୟରେ ପାରଳାଖେମୁଣ୍ଡି ଓ କାଶୀନଗର ପୌରାଞ୍ଚଳ ସହ ଗଜପତି ଜିଲ୍ଲାର ସମସ୍ତ ବ୍ଲକ୍ ମୁଖ୍ୟାଳୟ ବନ୍ଦ ରହିବ l ସେହିଭଳି ଲୋକଡାଉନ ସମୟରେ କାଶୀନଗର ବ୍ଲକ୍ ର ହାଡୁଭାଙ୍ଗି ଓ ରଣିପେଣ୍ଠl ପଞ୍ଚାୟତ, ଗୋଷାଣୀ ବ୍ଲକର କତଲକୈଠା ଓ କେରାଣ୍ଡି ପଞ୍ଚାୟତ, ଗୁମ୍ମା ବ୍ଲକର ଅଶ୍ରାୟଗଡ ଓ ଝାମି ପଞ୍ଚାୟତ, ରାୟଗଡ଼ ବ୍ଲକ୍ ର କୋରଡ଼ାସିଂ ଓ ନରୟାଣପୁର ପଞ୍ଚାୟତ, ନୂଆଁଗଡବ୍ଲକର ଝାଲର- ସିଂ ପଞ୍ଚାୟତ, ଆର. ଉଦୟଗିରି ବ୍ଲକର ଶବରପଲ୍ଲି ପଞ୍ଚାୟତ, ମୋହନା ବ୍ଲକର ପିଣ୍ଡିକି ପଞ୍ଚାୟତ ଏହି ସମୟରେ ବନ୍ଦ ରହିବ l

ଲୋକ ଡାଉନ୍ ସମୟରେ ଅତ୍ୟାବଶ୍ୟକ ସାମଗ୍ରୀ ଯଥା: ପନିପରିବା, ତେଜରାତି, ଦୁଗ୍ଧ, ଫୋଳ, ମାଂସ, ଓ ଅଣ୍ଡା ଇତ୍ୟାଦି ଦୋକାନ ସକାଳ ୭ ରୁ ୨ ଟା ପର୍ଯ୍ୟନ୍ତ ଖୋଲା ରହିବ l ବାକି ସବୁ ଦୋକାନ ବନ୍ଦ ରହିବl ଅପରପକ୍ଷରେ ଗ୍ରାମାଞ୍ଚଳରେ କରନା ସମାନ ଭାବରେ ବୃଦ୍ଧି ପାଉଥିବାର ଦେଖିବାକୁ ମିଳିଛି, ହୋଇଛି ତେବେ ଏ ସମସ୍ତ ଭିତରେ ଜନସାଧାରଣ ଜିଲ୍ଲା ପ୍ରଶାସନ ନେଇଥିବା ଏହି ଲୋକ ଡାଉନ୍ ପଦକ୍ଷେପ କୁ ସମସ୍ତ ସାହାଯ୍ୟ ଓ ସହଯୋଗ କରିବା ସହ ନିଜ ଆଡୁ ଗଜପତି ଜିଲ୍ଲା ବାସୀ ଓ ପାରଳାେମୁଣ୍ଡି ସହରର ଜନସାଧରଣ ବ୍ୟାପକ ସଚେତନ ହେବା ଜରୁରୀ ହୋଇପଡିଛି ବୋଲି ଜିଲ୍ଲା ପ୍ରଶାସନ ପକ୍ଷରୁ ନିବେଦନ କରାଯାଇଛି l (ପାରଳଖେମୁଣ୍ଡି (ଗରୁଡ଼ ଧ୍ଵଜଚୌଧୁରୀ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
 ନୂଆଖାଇ ଭେଟଘାଟ ପ୍ରସ୍ତୁତି ବୈଠକ 

 ନୂଆଖାଇ ଭେଟଘାଟ ପ୍ରସ୍ତୁତି ବୈଠକ 

September 20, 2026
ବ୍ୟକ୍ତିତ୍ୱ ବିକାଶ ହିଁ ସଫଳତାର ଚାବିକାଠି : ଶକ୍ତିଶ୍ରୀ ସଚେତନତା କାର୍ଯ୍ୟକ୍ରମ

ବ୍ୟକ୍ତିତ୍ୱ ବିକାଶ ହିଁ ସଫଳତାର ଚାବିକାଠି : ଶକ୍ତିଶ୍ରୀ ସଚେତନତା କାର୍ଯ୍ୟକ୍ରମ

September 20, 2026
ନକଲି ଏମ୍‌ଭିଆଇ ଅଧିକାରୀ ଗିରଫ

ନକଲି ଏମ୍‌ଭିଆଇ ଅଧିକାରୀ ଗିରଫ

September 20, 2026
ଡିଜେ ସାଉଣ୍ଡରେ ଅସ୍ତବ୍ୟସ୍ତ ଜନଜୀବନ : ହୃଦ୍‌ରୋଗୀଙ୍କ ପାଇଁ ବିପଦ, ମେଡିକାଲରେ ରୋଗୀଙ୍କ ଚିକିତ୍ସାରେ ବାଧା

ଡିଜେ ସାଉଣ୍ଡରେ ଅସ୍ତବ୍ୟସ୍ତ ଜନଜୀବନ : ହୃଦ୍‌ରୋଗୀଙ୍କ ପାଇଁ ବିପଦ, ମେଡିକାଲରେ ରୋଗୀଙ୍କ ଚିକିତ୍ସାରେ ବାଧା

September 20, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

 ନୂଆଖାଇ ଭେଟଘାଟ ପ୍ରସ୍ତୁତି ବୈଠକ 

 ନୂଆଖାଇ ଭେଟଘାଟ ପ୍ରସ୍ତୁତି ବୈଠକ 

September 20, 2026
ବ୍ୟକ୍ତିତ୍ୱ ବିକାଶ ହିଁ ସଫଳତାର ଚାବିକାଠି : ଶକ୍ତିଶ୍ରୀ ସଚେତନତା କାର୍ଯ୍ୟକ୍ରମ

ବ୍ୟକ୍ତିତ୍ୱ ବିକାଶ ହିଁ ସଫଳତାର ଚାବିକାଠି : ଶକ୍ତିଶ୍ରୀ ସଚେତନତା କାର୍ଯ୍ୟକ୍ରମ

September 20, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version