• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମୋହନା ମହୋତ୍ସବର ପ୍ରଥମ ଦିନରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
December 20, 2023
in ଓଡ଼ିଶା, ଗଞ୍ଜାମ, ହୋମ୍
0
ମୋହନା ମହୋତ୍ସବର ପ୍ରଥମ ଦିନରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ
Share on FacebookShare on TwitterWhatsapp

ଆର, ଉଦୟଗିରି :-> ମୋହନା ମହୋତ୍ସବର ପ୍ରଥମ ଦିନରେ ସ୍ଥାନୀୟ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ଘୋସିକା ପାୟଲ ପରିଚାଳନା କରିଥିଲେ। ଆଜି ଉତ୍ସବର ପ୍ରଥମ ଦିନରେ ମୋହନା ବିଧାୟକ ଦାଶରଥି ଗମାଙ୍ଗ, ଜିଲ୍ଲା ପରିଷଦ ଅଧ୍ୟକ୍ଷ ଜି.ତିରୁପତି ରାଓ, ବିଜେଡି ଜିଲ୍ଲା ସଭାପତି ଜଗବନ୍ଧୁ ଦାସ, ବ୍ଲକ ଅଧ୍ୟକ୍ଷ ରଞ୍ଜୀବ ଶବର, ବ୍ଲକ ଉପାଧ୍ୟକ୍ଷ ବାଲ୍ମୀନା ଅଧିକାରୀ,

ହାଇଟେକ୍ ଅଧ୍ୟକ୍ଷ ତିରୁପତି ପାଣିଗ୍ରାହୀ, ଜିଲ୍ଲା ପରିଷଦ ସଦସ୍ୟ ସୁନିଲ ବିଷୋୟୀ ଓ ଚନ୍ଦ୍ର କୁମାର ମଲ୍ଲିକଙ୍କ ସହ ସ୍ଥାନୀୟ ଗୋଷ୍ଟି ଉନ୍ନୟନ ଅଧିକାରୀ ହଳଧର ଶବର ପ୍ରମୁଖ ଅତିଥି ଭାବେ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ। ନିମନ୍ତେ ସ୍ଥାନୀୟ କଲେଜ ଛକ ଠାରୁ ଉତ୍ସବ ସ୍ଥଳ ପର୍ଯ୍ୟନ୍ତ ମଶାଲ ଶୋଭାଯାତ୍ରା ଅନୁଷ୍ଠିତ କରାଯାଇଥିଲା। ଏହି ମଶାଲ ଶୋଭାଯାତ୍ରାରେ ବ୍ଲକ ଅଧ୍ୟକ୍ଷ ରଞ୍ଜୀବ ଶବର ମଶାଲ ଟି ଧରି ସହର ପରିକ୍ରମା କରି ଉତ୍ସବ ସ୍ଥଳ କୁ ବିରାଟ ପଟୁଆରରେ ଯାଇଥିଲେ।

ଏହି ଶୋଭାଯାତ୍ରାରେ ବିଡିଓ ହଳଧର ଶବର, ତହସିଲଦାର ହରିଶ୍ଚନ୍ଦ୍ର ପ୍ରଧାନ, ସହକାରୀ ନିର୍ବାହୀ ଯନ୍ତ୍ରୀ ଦୁହିଁଙ୍କ ସହ ସ୍ଥାନୀୟ ବଣିକ ସଙ୍ଗ, ଯୁବକ ସଂଘ, ସାମ୍ବାଦିକ ସଂଘ, ଶିଶୁ ବିକାଶ ବିଭାଗ, ମହାବିଦ୍ୟାଳୟ ଛାତ୍ର ଛାତ୍ରୀଙ୍କ ସମେତ ଅଧ୍ୟାପକ, ମହିଳା ସଙ୍ଗ, ସ୍ବେଛାସେବୀ ସଂଘ, ଓକିଲ ସଂଘ ଙ୍କ ସମେତ ବହୁ ବୁଦ୍ଧି ଯିବି ମଶାଲ ଶୋଭାଯାତ୍ରାରେ ଅଂଶ ଗ୍ରହଣ କରିଥିଲେ।ପ୍ରଥମ ଦିନରେ ସକାଳ ସମୟରେ ମଶାଲ ଶୋଭାଯାତ୍ରା ଆଡମ୍ବର ସହ ଆରମ୍ଭ ହେବାକୁ ଥିବା ବେଳେ ଉତ୍ସବ ସ୍ଥଳ ଆଡମ୍ବର ସହ ସାଜସଜ୍ଜା ହୋଇଥିବା ଦେଖିବାକୁ ମିଳୁଛି।

ଏଥିରେ ଅଞ୍ଚଳ ବାସି ପୂର୍ଣ୍ଣ ସହଯୋଗ କରିବା ନିମନ୍ତେ ସ୍ଥାନୀୟ ଗୋଷ୍ଟି ଉନ୍ନୟନ ଅଧିକାରୀ ହଳଧର ଶବର ଅନୁରୋଧ କରିବା ସହ ଅଞ୍ଚଳରେ ହେବାକୁ ଥିବା ଲୁକ୍କାୟିତ ପ୍ରତିଭା ସହ ଓଡ଼ିଶାର ସୁନାମ ଧନ୍ୟ କଳାକାର ଙ୍କ ପ୍ରତିଭା ଗୁଡ଼ିକ ଦେଖି ଉପଭୋଗ କରିବା ନିମନ୍ତେ ବିଡିଓ ଶ୍ରୀ ଶବର ଆମନ୍ତ୍ରଣ କରିଛନ୍ତି। ସେହିପରି ଦ୍ୱିତୀୟ ଦିନରେ ମଧ୍ୟ ବିଭିନ୍ନ କଳାକାରଙ୍କ କଳା ପ୍ରଦର୍ଶନ ହେବା ସ୍ଥିର ହୋଇଛି ଏହି ସବୁ କାର୍ଯ୍ୟକ୍ରମରେ ସହଯୋଗ ନିମନ୍ତେ ବିଡିଓ ହଳଧର ଶବର ଅନୁରୋଧ କରିଛନ୍ତି।

ଗଜପତି ଜିଲ୍ଲା ମୋହନା ବ୍ଲକରେ ୧୭ ଓ ୧୮ ତାରିଖ ଦୁଇଦିନ ଆଡମ୍ବର ସହ ମୋହନା ମୋହ ଉତ୍ସବ ଅନୁଷ୍ଠିତ ହେବ। ଏହି ମଶାଲ ଶୋଭାଯାତ୍ରାରେ ସ୍ଥାନୀୟ ବାସିନ୍ଦା ସହ ରାଜନେତା, ବ୍ଲକ ଅଧ୍ୟକ୍ଷ, ଉପାଧକ୍ଷା, ସରପଞ୍ଚ, ସମିତି ସଭ୍ୟା ଓ ସଭ୍ୟ, ସରକାରୀ ଓ ବେସରକାରୀଅଧିକାରୀ, ବଣିକ ସଂଘ, ସାମ୍ବାଦିକ ସଂଘ, ଯୁବକ ସଂଘ, ପୋଲିସ, ସ୍ଵାସ୍ଥ୍ୟ ବିଭାଗ ସହ ସମସ୍ତ ସମାଜ ସେବୀ ଏହି ମଶାଲ ଶୋଭାଯାତ୍ରାରେ ସହଯୋଗ କରିବା ନିମନ୍ତେ ଅନୁରୋଧ କରିଛନ୍ତି।

ମୋହନା ମୋହଉତ୍ସବ ଆଡମ୍ବର ସହ ହେବାକୁ ଯାଉଛି ଏହାର ସୁଯୋଗ ନେବା ସହ ଶାନ୍ତି ଶୃଙ୍ଖଳା ରକ୍ଷା ପ୍ରତି ଦୃଷ୍ଟି ଦେଇ ଉପଭୋଗ କରିବା ନିମନ୍ତେ ଅନୁରୋଧ କରିଛନ୍ତି। ଏଥି ସଙ୍ଗେ ମୋହନା ବଜାର ମଧ୍ୟରେ ଥିବା ଗଜପତି ମହାରାଜା ଙ୍କ ପ୍ରତିମୂର୍ତ୍ତି ରେ ଅଧ୍ୟକ୍ଷ ଙ୍କ ସମେତ ବିଡିଓ ପ୍ରଭୁତି ପୁଷ୍ପମାଲ୍ୟ ଅର୍ପଣ କରିଥିଲେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବାରଖମାରେ ନୂତନ ପଞ୍ଚାୟତ କାର୍ଯ୍ୟାଳୟ ନିର୍ମାଣ ନେଇ ପଞ୍ଚାୟତ ବାସୀଙ୍କ ବିରୋଧ

ବାରଖମାରେ ନୂତନ ପଞ୍ଚାୟତ କାର୍ଯ୍ୟାଳୟ ନିର୍ମାଣ ନେଇ ପଞ୍ଚାୟତ ବାସୀଙ୍କ ବିରୋଧ

April 30, 2026
ସାମ୍ବାଦିକଙ୍କୁ ସୁରକ୍ଷା ଓ ସହାୟତା ଦାବି ନେଇ ତାତିଲେ ସାମ୍ବାଦିକ: ୬ ଦଫା ଦାବୀ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ

ସାମ୍ବାଦିକଙ୍କୁ ସୁରକ୍ଷା ଓ ସହାୟତା ଦାବି ନେଇ ତାତିଲେ ସାମ୍ବାଦିକ: ୬ ଦଫା ଦାବୀ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ

April 30, 2026
ଆଇପିଏଲ ବେଟିଂ ରାକେଟ ୪ ଗିରଫ ୫୭ ଲକ୍ଷ ଟଙ୍କା ଜବତ

ଆଇପିଏଲ ବେଟିଂ ରାକେଟ ୪ ଗିରଫ ୫୭ ଲକ୍ଷ ଟଙ୍କା ଜବତ

April 30, 2026
ସ୍ବଚ୍ଛ ପୁରୀ ଗର୍ବ ଆମରି ବଳଗଣ୍ଡି ଛକରେ ଅଳିଆ ପାହଡ

ସ୍ବଚ୍ଛ ପୁରୀ ଗର୍ବ ଆମରି ବଳଗଣ୍ଡି ଛକରେ ଅଳିଆ ପାହଡ

April 30, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବାରଖମାରେ ନୂତନ ପଞ୍ଚାୟତ କାର୍ଯ୍ୟାଳୟ ନିର୍ମାଣ ନେଇ ପଞ୍ଚାୟତ ବାସୀଙ୍କ ବିରୋଧ

ବାରଖମାରେ ନୂତନ ପଞ୍ଚାୟତ କାର୍ଯ୍ୟାଳୟ ନିର୍ମାଣ ନେଇ ପଞ୍ଚାୟତ ବାସୀଙ୍କ ବିରୋଧ

April 30, 2026
ସାମ୍ବାଦିକଙ୍କୁ ସୁରକ୍ଷା ଓ ସହାୟତା ଦାବି ନେଇ ତାତିଲେ ସାମ୍ବାଦିକ: ୬ ଦଫା ଦାବୀ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ

ସାମ୍ବାଦିକଙ୍କୁ ସୁରକ୍ଷା ଓ ସହାୟତା ଦାବି ନେଇ ତାତିଲେ ସାମ୍ବାଦିକ: ୬ ଦଫା ଦାବୀ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ

April 30, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version