• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଭୁବନେଶ୍ୱର : ସି ପି ଆଇ(ଏମ) ରାଜ୍ୟ ଅଫିସ ରେ ବିରୋଧୀ ଦଳ ମାନଙ୍କର ବୈଠକ

Proprietor Abhimanyu Maharana by Proprietor Abhimanyu Maharana
December 21, 2023
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ରାଜନୀତି, ହୋମ୍
0
ଭୁବନେଶ୍ୱର : ସି ପି ଆଇ(ଏମ) ରାଜ୍ୟ ଅଫିସ ରେ ବିରୋଧୀ ଦଳ ମାନଙ୍କର ବୈଠକ
Share on FacebookShare on TwitterWhatsapp

ସଂସଦ ରୁ ବିରୋଧୀ ସାଂସଦ ମାନଙ୍କ ଗଣ ନିଲମ୍ବନ ବିରୋଧ ରେ ଇଣ୍ଡିଆ ମେଣ୍ଟ ଭୁକ୍ତ ଦଳ ମାନଙ୍କର ୨୨ ଡିସେମ୍ବର ରେ ଦେଶଵ୍ୟାପୀ ପ୍ରତିବାଦ କୁ ଓଡିଶା ରେ ସଫଳ କରିବା ପାଇଁ ଆହ୍ୱାନ

୨୦ ଡିସେମ୍ବର ୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ଭୁବନେଶ୍ୱର :-> ସଂସଦ ରୁ ବିରୋଧୀ ଦଳମାନଙ୍କର 143 ଜଣ ସାଂସଦଙ୍କୁ ନିଳମ୍ଵନ ଵିରୋଧରେ ଡିସେମ୍ବର 22ତାରିଖ ରେ ଆହୁତ ଦେଶଵ୍ୟାପୀ ପ୍ରତିବାଦ ଦିବସ କୁ ଓଡିଶା ରେ ସଫଳ କରିବା ପାଇଁ ଇଣ୍ଡିଆ ମେଣ୍ଟଭୁକ୍ତ ଓଡିଶା ର ବିରୋଧୀ ରାଜନୈତିକ ଦଳ ମାନେ ଆହ୍ୱାନ ଦେଇଛନ୍ତି l ଆଜି ଭୁବନେଶ୍ୱରସ୍ଥିତ ସି ପି ଆଇ(ଏମ) ରାଜ୍ୟ ଅଫିସ ରେ ବିରୋଧୀ ଦଳ ମାନଙ୍କର ବୈଠକ ହୋଇ ଏହି ନିଷ୍ପତ୍ତି ଗ୍ରହଣ କରାଯାଇଛି l

ଇଣ୍ଡିଆମେଣ୍ଟଭୁକ୍ତ ଓଡିଶା ର ରାଜନୈତିକ ଦଳ ମାନଙ୍କର ରାଜ୍ୟ ନେତୃବୃନ୍ଦ କହିଛନ୍ତି ଯେ ଭାରତୀୟ ସମ୍ବିଧାନରେ ସଂସଦୀୟ ଗଣତନ୍ତ୍ରର ସର୍ବୋଚ୍ଚ ଅନୁଷ୍ଠାନ ହେଉଛି ସଂସଦ l ସଂସଦ ରେ ବିରୋଧୀ ସାଂସଦମାନେ ସାମ୍ଵିଧାନିକ ଵ୍ଯଵସ୍ଥାର ସୁରକ୍ଷା ପାଇଁ ମୁହଁ ଖୋଲିଵାରୁ ସେମାଙ୍କୁ ଗଣ ନିଳମ୍ଵନ କରାଗଲା l ଶାସକ ଦଳର ହାତବାରିସୀ ହୋଇ ରାଜ୍ଯସଭା ଅଧ୍ଯକ୍ଷ ଓ ଲୋକସଭା ବାଚସ୍ପତି ଏହି ଅଗଣତାନ୍ତ୍ରିକ କାର୍ଯ୍ୟ କରିଛନ୍ତି l

ସଂସଦୀୟ ଆଲୋଚନାରୁ ସାଂସଦଙ୍କୁ ନିଳମ୍ଵନ କରି ଦେଶର ନିର୍ଵାଚନ ଆୟୁକ୍ତ ନିଯୁକ୍ତି ଵ୍ଯଵସ୍ଥାର ସଂଶୋଧନ ବିଲ୍ ଭଳି ଅନେକ ଗୁରୁତ୍ୱପୂର୍ଣ୍ଣ ଵିଲ୍ ଅନୁମୋଦନ ପାଇଁ ଏକଛତ୍ରବାଦୀ ମୋଦୀ ସରକାରଙ୍କ ନିର୍ଦ୍ଦେଶ ରେ ରାଜ୍ଯସଭା ଅଧ୍ଯକ୍ଷ ଓ ଲୋକସଭା ବାଚସ୍ପତି ବର୍ତ୍ତମାନ ସୁଦ୍ଧା 143 ଜଣ ସାଂସଦ ଙ୍କୁ ନିଳମ୍ଵନ କରି ବିରୋଧୀ ଦଳ ଶୁନ୍ୟ ସଂସଦ ଚଳାଇବାର କଳଙ୍କିତ ଅଧ୍ୟାୟ ଆରମ୍ଭ କରିଛନ୍ତି। ଏହାଦ୍ୱାରା ସଂସଦୀୟ ଗଣତନ୍ତ୍ର କୁ ହତ୍ୟା କରାଯାଇଛି l

ଭାରତୀୟ ସାମ୍ଵିଧାନିକ ଵ୍ଯଵସ୍ଥା ଓ ଗଣତନ୍ତ୍ର ଉପରେ ଏକଛତ୍ରବାଦୀ-ସାମ୍ପ୍ରଦାୟିକ କୂଚକ୍ର ଏବଂ କର୍ପୋରେଟ ଲୁଣ୍ଠନ ପାଇଁ ଜନ ବିରୋଧୀ ନିତୀ ଗ୍ରହଣ କରି ମୋଦି ସରକାର ଯେଉଁ ଆକ୍ରମଣ ଆରମ୍ଭ କରିଛନ୍ତି,ତାହା ଭାରତୀୟ ଗଣତନ୍ତ୍ର ରେ କଳଙ୍କିତ ଅଧ୍ୟାୟ ସୃଷ୍ଟି କରିଛି। ସାମ୍ଵିଧାନିକ ଵ୍ଯଵସ୍ଥା ଓ ଅନୁଷ୍ଠାନ ଉପରେ ମୋଦୀ ସରକାରଙ୍କ ଏହି ସୌରାଚାରୀ ଆକ୍ରମଣ ମହଙ୍ଗା ପଡିଵ।
ଭାରତୀୟ ସଂସଦୀୟ ଗଣତନ୍ତ୍ର ହେଉଛି ବହୁ ପରିକ୍ଷିତ ଏବଂ ପରିପକ୍ୱ ଗଣତାନ୍ତ୍ରିକ ବ୍ୟବସ୍ଥା l

ଏହା ଵିରୋଧରେ ଦେଶର ସମସ୍ତ ଗଣତନ୍ତ୍ର ପ୍ରେମୀ, ଧର୍ମନିରପେକ୍ଷ, ବାମପନ୍ଥୀ ଦଳ ମାନେ, ସମସ୍ତ ଦେଶପ୍ରେମୀ ସଂଗଠନ ଓ ଵ୍ଯକ୍ତି ବିଶେଷ ଐକ୍ଯଵଦ୍ଧ ହୋଇ “ଗଣତନ୍ତ୍ର ସୁରକ୍ଷା ସଂଗ୍ରାମ” ରେ ଝାସ ଦେବାକୁ ଓଡିଶା ରେ ଥିବା I.N.D.I.A. ମେଣ୍ଟଭୁକ୍ତ ରାଜନୈତିକ ଦଳ ମାନଙ୍କ ତରଫରୁ ଦୃପ୍ତ ଆହ୍ଵାନ ଦିଆ ଯାଇଛି । ଓଡିଶା ର ରାଜଧାନୀ ଭୁବନେଶ୍ୱର ସମେତ ରାଜ୍ୟଵ୍ୟାପୀ ଆସନ୍ତା କଲି ଅର୍ଥାତ ଡିସେମ୍ବର 22 ତାରିଖ ରେ ପ୍ରତିବାଦ ସଂଗଠିତ କରାଯିବା ପାଇଁ ଆହ୍ୱାନ ଦିଆଯାଇଛି l

ଧାରଣା, ବିକ୍ଷୋଭ, ସଭା ଏବଂ ପଟୁଆର ସଂଗଠିତ କରି ଏହି ପ୍ରତିବାଦ ଆନ୍ଦୋଳନ କରାଯିବା ପାଇଁ ନିଷ୍ପତ୍ତି ହୋଇଛି l ଆଜିର ମିଳିତ ବୈଠକ ରେ ଭାରତୀୟ ଜାତୀୟ କଂଗ୍ରେସ, ସିପିଆଇ, ସିପିଆଇ-ଏମ୍ ଏଲ (ଲିବେରେସନ) ଅଲ ଇଣ୍ଡିଆ ଫରୱାର୍ଡ଼ ବ୍ଲକ୍, ଆମ୍ ଆଦମୀ ପାର୍ଟି, ସମାଜବାଦୀ ପାର୍ଟି,  ଆରଜେଡି,ଏନସିପି, ସମତା କ୍ରାନ୍ତି ଦଳ,ଜେଡି(ୟୁ), ବି ଏସ ପି,ସି ପି ଆଇ-ଏମ ଏଲ (ରେଡ ଷ୍ଟାର), ତୃଣମୂଳ କଂଗ୍ରେସ, ଜେ ଏମ ଏମ,ସମତାକ୍ରାନ୍ତି ଦଳ,

ଆରପିଆଇ ଏବଂ ସମୃଦ୍ଧ ଓଡିଶା ଇତ୍ୟାଦି ଦଳର ପ୍ରମୁଖ ରାଜ୍ୟ ନେତୃବୃନ୍ଦ ଯୋଗ ଦେଇଥିଲେ l ଜିଲ୍ଲା ସ୍ତରରେ ତୁରନ୍ତ ମିଳିତ ବୈଠକ ଆହ୍ୱାନ କରି ଏହି କାର୍ଯ୍ୟକ୍ରମ କୁ ସଫଳ କରିବା ପାଇଁ ନିବେଦନ ଇଣ୍ଡିଆ ଅନ୍ତର୍ଭୁକ୍ତ ଦଳ ମାନଙ୍କର ରାଜ୍ୟ ନେତୃବୃନ୍ଦ ନିବେଦନ କରିଛନ୍ତି  l ଆଜିକାର ଏହି ବୈଠକ ରେ ଗ୍ରହଣ କରାଯାଇଥିବା ନିଷ୍ପତ୍ତି ସମ୍ପର୍କ ରେ ସର୍ବଶ୍ରୀ ପ୍ରସାଦ ହରିଚନ୍ଦନ, ରାମକୃଷ୍ଣ ପଣ୍ଡା,ଅଳି କିଶୋର ପଟ୍ଟନାୟକ,

ଅଭୟ ସାହୁ,ରବି ବେହେରା,ଜ୍ୟୋତି ରଞ୍ଜନ ମହାପାତ୍ର, ବିକ୍ରମ ସ୍ୱାଇଁ,ପ୍ରମିଳା,ମହେନ୍ଦ୍ର ପରିଡା,ସୌମ୍ୟ ରଞ୍ଜନ ସ୍ୱାଇଁ, ହେମନ୍ତ କୁମାର, ଆଶୀଷ କାନୁନଗୋ ଦୁଷ୍ମନ୍ତ କୁମାର ଦାସ, ସୁରେଶ ପାଣିଗ୍ରାହୀ ବଂଶୀଧର ପରିଡା,ପ୍ରଭାସ ସାମନ୍ତରାୟ, ଚିତ୍ତ ରଞ୍ଜନ ମହାନ୍ତି, ମଧୁ ସୁଦନ ଯାଦବ, ନନ୍ଦନ ପାଲ,ଯତୀଶ ମହାନ୍ତି, ଶିବାଜୀ ମୌଲିକ ଏବଂ ଶେଖ ଅବଦୁଲ ୱାଲୀ ଏକ ମିଳିତ ପ୍ରେସ ବିଜ୍ଞପ୍ତି ରେ ଜଣାଇଛନ୍ତି l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ତ୍ରିଦିବସୀୟ ‘ବିଦ୍ୟାର୍ଥୀ ଜୀବନ ନିର୍ମାଣ ଶିବିର’ ଉଦଘାଟିତ

ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ତ୍ରିଦିବସୀୟ ‘ବିଦ୍ୟାର୍ଥୀ ଜୀବନ ନିର୍ମାଣ ଶିବିର’ ଉଦଘାଟିତ

May 9, 2026
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨୦୨୬ ଫାଇନାଲରେ ଶରଣକୁଳ ଏଫ.ସି ୨-୦ ଗୋଲରେ ଖଣ୍ଡପଡା ହରାଇ ଚମ୍ପିଆନ

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨୦୨୬ ଫାଇନାଲରେ ଶରଣକୁଳ ଏଫ.ସି ୨-୦ ଗୋଲରେ ଖଣ୍ଡପଡା ହରାଇ ଚମ୍ପିଆନ

May 9, 2026
ଟ୍ରେଡ଼ ଇଣ୍ଡିଆ ଟ୍ରଷ୍ଟ ପକ୍ଷ୍ୟରୁ ସମର କ୍ରୀଡା, ଯୋଗ ଦେଲେ ଦୁଇ ରାଜ୍ୟର ଶତାଧିକ ଛାତ୍ରଛାତ୍ରୀ

ଟ୍ରେଡ଼ ଇଣ୍ଡିଆ ଟ୍ରଷ୍ଟ ପକ୍ଷ୍ୟରୁ ସମର କ୍ରୀଡା, ଯୋଗ ଦେଲେ ଦୁଇ ରାଜ୍ୟର ଶତାଧିକ ଛାତ୍ରଛାତ୍ରୀ

May 9, 2026
ରଥଯାତ୍ରାର ପ୍ରଥମ ସମନ୍ବୟ ବୈଠକ ଅନୁଷ୍ଠିତ

ରଥଯାତ୍ରାର ପ୍ରଥମ ସମନ୍ବୟ ବୈଠକ ଅନୁଷ୍ଠିତ

May 9, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ତ୍ରିଦିବସୀୟ ‘ବିଦ୍ୟାର୍ଥୀ ଜୀବନ ନିର୍ମାଣ ଶିବିର’ ଉଦଘାଟିତ

ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ତ୍ରିଦିବସୀୟ ‘ବିଦ୍ୟାର୍ଥୀ ଜୀବନ ନିର୍ମାଣ ଶିବିର’ ଉଦଘାଟିତ

May 9, 2026
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨୦୨୬ ଫାଇନାଲରେ ଶରଣକୁଳ ଏଫ.ସି ୨-୦ ଗୋଲରେ ଖଣ୍ଡପଡା ହରାଇ ଚମ୍ପିଆନ

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨୦୨୬ ଫାଇନାଲରେ ଶରଣକୁଳ ଏଫ.ସି ୨-୦ ଗୋଲରେ ଖଣ୍ଡପଡା ହରାଇ ଚମ୍ପିଆନ

May 9, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version