• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଲୋକଙ୍କ ସମସ୍ୟାର ସମାଧାନ କରିବାକୁ ରାଜ୍ୟପାଳ ଲେଖିଲେ – ମୁଖ୍ୟମନ୍ତ୍ରୀଙ୍କୁ ଚିଠ

Proprietor Abhimanyu Maharana by Proprietor Abhimanyu Maharana
December 22, 2023
in ଓଡ଼ିଶା, ଢେଙ୍କାନାଳ, ହୋମ୍
0
ଲୋକଙ୍କ ସମସ୍ୟାର ସମାଧାନ କରିବାକୁ ରାଜ୍ୟପାଳ ଲେଖିଲେ – ମୁଖ୍ୟମନ୍ତ୍ରୀଙ୍କୁ ଚିଠ
Share on FacebookShare on TwitterWhatsapp

୨୧ ଡିସେମ୍ବର ୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ଭୁବନେଶ୍ୱର :-> ରାଜ୍ୟପାଳ ରଘୁବର ଦାସ ଢେଙ୍କାନାଳ ଓ ଅନୁଗୁଳ ଜିଲ୍ଲା ଗସ୍ତ ପରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖି ଉକ୍ତ ଜିଲ୍ଲ ମାନଙ୍କର ବିଭିନ୍ନ ସମସ୍ୟା ଉପରେ ପଦକ୍ଷେପ ନେବାକୁ ପରାମର୍ଶ ଦେଇଛନ୍ତି । ଏଠାରେ ଉଲ୍ଲେଖ କରାଯାଇ ପାରେ ଯେ ରାଜ୍ୟପାଳ ରଘୁବର ଦାସ ଗତ ଡିସେମ୍ବର ୫ ରୁ ୭ ତାରିଖ ଯାଏ ଢେଙ୍କାନାଳ ଓ ଅନୁଗୁଳ ଗସ୍ତରେ ଯାଇଥିଲେ । ଏହି ସମୟରେ ଅନେକ ଲୋକଙ୍କ ସହ ସେ ଆଲୋଚନା କରିଥିଲେ ।

ଆଲୋଚନା ସମୟରେ ସ୍ଥାନୀୟ ଲୋକେ ରାଜ୍ୟପାଳଙ୍କୁ ସେମାନଙ୍କର ବିଭିନ୍ନ ସମସ୍ୟା ସମ୍ପର୍କରେ ଜଣାଇବା ସହ ସ୍ମାରକ ପତ୍ର ପ୍ରଦାନ କରିଥିଲେ । ରାଜ୍ୟପାଳ ମୁଖ୍ୟମନ୍ତ୍ରୀଙ୍କୁ ଲେଖିଥିବା ପତ୍ରରେ ସବୁ ସମସ୍ୟାଗୁଡ଼ିକୁ ତୁରନ୍ତ ସମାଧାନ କରିବା ପାଇଁ ପଦକ୍ଷେପ ନେବାକୁ କହିଛନ୍ତି । ରାଜ୍ୟପାଳ ଚିଠରେ ଉଲ୍ଲେଖ କରିଛନ୍ତି ଯେ, ଯୋରନ୍ଦାରେ ଥିବା ବୃଦ୍ଧାଶ୍ରମ ଗସ୍ତ ବେଳେ ସେଠାକାର ଜମି ସମସ୍ୟା ଓ ଅନ୍ତେବାସୀଙ୍କ ଆବଶ୍ୟକତା ପୁରଣ ପାଇଁ ଲୋକେ ଦାବି କରିଥିଲେ । ସେହିପରି ଅନୁଗୁଳ ଜିଲ୍ଲା ବଅଁରପାଳ ବ୍ଲକର ତୁରାଙ୍ଗ ପଂଚାୟତରେ ଗର୍ଭବତୀଙ୍କ ସ୍ୱାସ୍ଥ୍ୟ ପରୀକ୍ଷା ଏବଂ କାଉନସେଲିଂ ପାଇଁ ପାଇଁ ମମତା ଗୃହ ନିର୍ମାଣ କରିବାକୁ ଲୋକେ ଦାବି କରିଛନ୍ତି ।

ଏଥିସହ ତାଳଚେର ବ୍ଲକର କନ୍ଧବରେଣି ଗାଁରେ ଏମସିଏଲ ପାଇଁ ବାୟୁ , ଜଳ ଓ ଶବ୍ଦ ପ୍ରଦୂଷଣ ହେଉଛି । ଏହାକୁ ରୋକିବା ପାଇଁ ପଦକ୍ଷେପ ନେବାକୁ ରାଜ୍ୟପାଳଙ୍କୁ ଲୋକେ ଅନୁରୋଧ କରିଥିଲେ । ଖଣି ଖନନ ପାଇଁ ସେଠାରେ ଜଳସ୍ତର ମଧ୍ୟ କମୁଛି । ଏହା ସହ ହାତୀ ଆକ୍ରମଣରେ ଲୋକଙ୍କ ଧନଜୀବନ ନଷ୍ଟ ହେଉଥିବା ବେଳେ ବନ ବିଭାଗ କୌଣସି ପଦକ୍ଷେପ ନେଉନଥିବା ଅଭିଯୋଗ କରିଥିଲେ ଲୋକେ । ଏ ବାବଦରେ ଆବଶ୍ୟକୀୟ ପଦକ୍ଷେପ ନେବାକୁ ସେ ପତ୍ରରେ ଉଲ୍ଲେଖ କରିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ରଣପୁର ରାଜନୀତିରେ ସୁରମାଙ୍କ ପାଇଁ ମଇଦାନ ଖାଲି; ସମ୍ବିତଙ୍କ ଫମ୍ପା ପ୍ରତିଶୃତିକୁ ନେଇ ବଢ଼ୁଛି ଚର୍ଚ୍ଚା

July 24, 2026
ଆନ୍ଦୋଳନକାରୀ ଛାତ୍ର ଓ ଛାତ୍ରୀଙ୍କ ଉପରେ ଦମନଲୀଳା ଓ ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀଙ୍କ ଗରିଫଦାର ପ୍ରତିବାଦାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହା ଓ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ କୁଶପୁତଳିକା ଦାହ

ଦେବୋତ୍ତର ମ୍ୟାନେଜର୍ କ୍ୱାର୍ଟର୍ ଜବରଦଖଲ ଘଟଣା ୩ ବର୍ଷ ତଳୁ ସରିଛି ଚୁକ୍ତି, ଆଦାୟ ହୋଇନି ଭଡ଼ା

July 23, 2026
ଗରିବ ସନାତନଙ୍କ ପାଇଁ ବସୁନ୍ଧରା ଓ ଆବାସ ଯୋଜନା ପାଲଟିଛି ସାତ ସପନ

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରଣପୁର ରାଜନୀତିରେ ସୁରମାଙ୍କ ପାଇଁ ମଇଦାନ ଖାଲି; ସମ୍ବିତଙ୍କ ଫମ୍ପା ପ୍ରତିଶୃତିକୁ ନେଇ ବଢ଼ୁଛି ଚର୍ଚ୍ଚା

ରଣପୁର ରାଜନୀତିରେ ସୁରମାଙ୍କ ପାଇଁ ମଇଦାନ ଖାଲି; ସମ୍ବିତଙ୍କ ଫମ୍ପା ପ୍ରତିଶୃତିକୁ ନେଇ ବଢ଼ୁଛି ଚର୍ଚ୍ଚା

July 24, 2026
ଆନ୍ଦୋଳନକାରୀ ଛାତ୍ର ଓ ଛାତ୍ରୀଙ୍କ ଉପରେ ଦମନଲୀଳା ଓ ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀଙ୍କ ଗରିଫଦାର ପ୍ରତିବାଦାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହା ଓ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ କୁଶପୁତଳିକା ଦାହ

ଆନ୍ଦୋଳନକାରୀ ଛାତ୍ର ଓ ଛାତ୍ରୀଙ୍କ ଉପରେ ଦମନଲୀଳା ଓ ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀଙ୍କ ଗରିଫଦାର ପ୍ରତିବାଦାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହା ଓ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ କୁଶପୁତଳିକା ଦାହ

July 24, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version