• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଉତ୍କଳ ମହୋତ୍ସବ ୨୦୨୩ରେ ‘ଫ୍ରମ୍ ଫାର୍ମ ଟୁ ଫେସନ’ ଜରିଆରେ ହସ୍ତତନ୍ତ ଓ ହସ୍ତକଳାର ପ୍ରସାର

Proprietor Abhimanyu Maharana by Proprietor Abhimanyu Maharana
December 22, 2023
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ଉତ୍କଳ ମହୋତ୍ସବ ୨୦୨୩ରେ ‘ଫ୍ରମ୍ ଫାର୍ମ ଟୁ ଫେସନ’ ଜରିଆରେ ହସ୍ତତନ୍ତ ଓ ହସ୍ତକଳାର ପ୍ରସାର
Share on FacebookShare on TwitterWhatsapp

ଦୁଇ ଦିନିଆ ପ୍ରଦର୍ଶନୀରେ ୬୦ରୁ ଅଧିକ କାରିଗରଙ୍କ ହସ୍ତତନ୍ତ, ହସ୍ତକଳା ସାମଗ୍ରୀ ପ୍ରଦର୍ଶିତ

୨୨ ଡିସେମ୍ବର ୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ଭୁବନେଶ୍ୱର :->  ୱାର୍ଲଡ୍ ଟ୍ରେଣ୍ଡ୍ ସେଂଟର (ଡବ୍ଲୁଟିସି), ଭୁବନେଶ୍ୱର ପକ୍ଷରୁ ଏଟଂରପ୍ରେନ୍ୟୁଅରସିପ୍ ଡେଭେଲପ୍‌ମେଂଟ୍ ଇନଷ୍ଟିଚ୍ୟୁଟ୍ ଅଫ୍ ଇଣ୍ଡିଆ (ଇଡିଆଇଆଇ) ଓ ଓଡ଼ିଶା ସରକାରଙ୍କ ହସ୍ତତନ୍ତ, ବୟନ ଓ ହସ୍ତକଳା ବିଭାଗ ସହଯୋଗିତାରେ ୨୦୨୩ ଡିସେମ୍ବର ୨୨, ଶୁକ୍ରବାରଠାରୁ କିଟ୍ ଇନଷ୍ଟିଚ୍ୟୁଟ୍ ଅଫ୍ ଫେସନ୍ ଟେକ୍ନୋଲୋଜିରେ ‘ଉତ୍କଳ ମହୋତ୍ସବ-୨୦୨୩ ‘ଫ୍ରମ୍ ଫାର୍ମ ଟୁ ଫେସନ’ କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଛି ।

ଶୁକ୍ରବାର ଏହି ଦୁଇଦିନିଆ କାର୍ଯ୍ୟକ୍ରମକୁ ଉଦଘାଟନ କରାଯାଇଥିବା ବେଳେ ଅତିଥି ଭାବେ ଭୁବନେଶ୍ୱର ମହାନଗର ନିଗମର ମେୟର ଶ୍ରୀମତୀ ସୁଲୋଚନା ଦାସ, ରାଜ୍ୟ ମହିଳା କମିସନର ଅଧ୍ୟକ୍ଷା ମିନତୀ ବେହେରା, ଭାରତୀୟ ବୟନ ସଂଘ, ଓଡ଼ିଶା ୟୁନିଟ୍ ଅଧ୍ୟକ୍ଷ ପ୍ରଫେସର ବି ବି ଜେନା, ଏଟଂରପ୍ରେନ୍ୟୁଅରସିପ ଡେଭେଲପମେଂଟ ଇନଷ୍ଟିଚ୍ୟୁଟ ଅଫ ଇଣ୍ଡିଆର ଆଂଚଳିକ ନିର୍ଦ୍ଦେଶକ (ପୂର୍ବାଚଂଳ) ଡକ୍ଟର ସୁବ୍ରତ ବିଶ୍ୱାଳ, କିଟ ବିଶ୍ୱବିଦ୍ୟାଳୟର ରେଜିଷ୍ଟ୍ରାର ଜ୍ଞାନ ରଂଜନ ମହାନ୍ତି, ଡବ୍ଲୁଟିସି ଭୁବନେଶ୍ୱର ଓମେନ ଫୋରମ୍‌ର ଉପଦେଷ୍ଟା ଡକ୍ଟର ରୀନା ରାଉତରାୟ ଏବଂ ଇଡିଆଇଆଇର ପ୍ରକଳ୍ପ ନିର୍ଦ୍ଦେଶକ ବିଷ୍ଣୁ ପଣ୍ଡା ଉପସ୍ଥିତ ଥିଲେ । ଏହି ଅବସରରେ ଅତିଥିମାନେ ରିବନ କାଟି ପ୍ରଦର୍ଶନୀକୁ ଉଦଘାଟନ କରିବା ସହ ଷ୍ଟଲ ଭ୍ରମଣ କରିଥିଲେ ।

ଭୁବନେଶ୍ୱର ମହାନଗର ନିଗମର ମେୟର ସୁଲୋଚନା ଦାସ କହିଛନ୍ତି ଯେ, “ବୁଣାକାର ସମୁଦାୟକୁ ପ୍ରୋତ୍ସାହିତ କରିବା ଓ ସେମାନଙ୍କୁ ସଶକ୍ତ କରିବାରେ ଏହି କାର୍ଯ୍ୟକ୍ରମ ବେଶ ସହାୟକ ହେବ । ସେମାନଙ୍କୁ ତାଲିମ, ବ୍ୟାଙ୍କ ଋଣ, କଂଚାମାଲ ସହିତ ମାର୍କେଟିଂ ସହାୟତା ଆଦି ପ୍ରଦାନ କରିବା ଜରୁରୀ ହୋଇଥିବା ବେଳେ ଏଭଳି କାର୍ଯ୍ୟକ୍ରମ ସେମାନଙ୍କୁ ଅନୁପ୍ରାଣିତ କରିବ । ରାଜ୍ୟ ସରକାର ଏନେଇ ବହୁତ କାର୍ଯ୍ୟ କରୁଛନ୍ତି । ରାଜ୍ୟର କଳା ଓ ସଂସ୍କୃତିକୁ କିଭଳି ଦେଶବିଦେଶରେ ପ୍ରସାର କରି ଲୋକପ୍ରିୟ କରାଯିବ ତାହା ହେଉଛି ଆମ ସମସ୍ତଙ୍କ ଦାୟିତ୍ୱ ।’’

କିଟ ସ୍କୁଲ ଅଫ ଫେସନ ଟେକ୍ନୋଲୋଜିର ଡେପୁଟି ଡାଇରେକ୍ଟର ଜିପସିତା ନାୟକ କହିଛନ୍ତି ଯେ, “ଏହି ପ୍ରଦର୍ଶନୀକୁ ଆୟୋଜନ କରାଯାଇଥିବାରୁ ଆମେ ବହୁତ ଖୁସି । କିଟ ବିଶ୍ୱବିଦ୍ୟାଳୟର କ୍ୟାମ୍ପସ-୩ ପଡ଼ିଆରେ ରେ ୫୦ଟି ଷ୍ଟଲ ସ୍ଥାପନ କରାଯାଇଛି ଯେଉଁଥିରେ ବହୁ ସଂଖ୍ୟାରେ ବୁଣାକାର, କାରିଗର ଭାଗ ନେଇ ସେମାନଙ୍କ ସାମଗ୍ରୀ ପ୍ରଦର୍ଶନ କରିଛନ୍ତି । ବହୁ ସଂଖ୍ୟାରେ ଲୋକ ବୁଲିବାକୁ ଆସୁଛନ୍ତି । ବୁଣାକାର ଓ କାରିଗରମାନେ ବେଶ ଉତ୍ସାହିତ ଅଛନ୍ତି ।’’

ଡବ୍ଲୁଟିସି ଭୁବନେଶ୍ୱରର ସହକାରୀ ନିର୍ଦ୍ଦେଶିକା ନିମେସିକା ନଟରାଜନ କହିଛନ୍ତି ଯେ, “ଉତ୍କଳ ମହୋତ୍ସବ ହେଉଛି ରାଜ୍ୟର ବୁଣାକାର ଓ କାରିଗରମାନଙ୍କ ଲାଗି ଏକ ଚମତ୍କାର କାର୍ଯ୍ୟକ୍ରମ । ଏହା ଜରିଆରେ ଆମେ ସେମାନଙ୍କୁ ଏଭଳି ଲୋକ ଓ ସଂସ୍ଥାମାନଙ୍କ ସହ ଯୋଡ଼ିବାକୁ ଚାହୁଁଛୁ ଯିଏ ସେମାନଙ୍କୁ ଜାତୀୟ ଓ ଆନ୍ତର୍ଜାତିକ ବଜାର ପର୍ଯ୍ୟନ୍ତ ନେଇପାରିବ । ଆନ୍ତର୍ଜାତିକ ସ୍ତରରେ ବୁଣାକାରମାନଙ୍କୁ ପହଂଚାଇବା ହେଉଛି ଏକ ବହୁତ ବଡ଼ ଶିକ୍ଷଣୀୟ ପ୍ରକ୍ରିୟା । ଏହି କାର୍ଯ୍ୟକ୍ରମ ଜରିଆରେ ତାହାକୁ ପୂରଣ କରିବାକୁ ଉଦ୍ୟମ କରାଯାଇଛି । ଏହି ପ୍ରଦର୍ଶନୀରେ ରାଜ୍ୟର ୬୦ରୁ ଅଧିକ ବୁଣାକାର ଅଂଶଗ୍ରହଣ କରିଛନ୍ତି । ସେମାନଙ୍କ ସହ ପ୍ରତ୍ୟକ୍ଷ ଭାବେ ଯୋଡ଼ିହେବା ଲାଗି ମୁଁ ସମସ୍ତଙ୍କୁ ଆହ୍ୱାନ ଦେବାକୁ ଚାହୁଁଛି ।’’

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଦୁର୍ଘଟଣା ସମ୍ପର୍କରେ ବୁଝିବା ସହ ପରିବାରକୁ ଆଶ୍ଵସନା ଦେଲେ ଦଶପଲ୍ଲା ବିଧାୟକ

ଦୁର୍ଘଟଣା ସମ୍ପର୍କରେ ବୁଝିବା ସହ ପରିବାରକୁ ଆଶ୍ଵସନା ଦେଲେ ଦଶପଲ୍ଲା ବିଧାୟକ

August 23, 2026
ପ୍ରଜାପିତା ବ୍ରହ୍ମକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ପକ୍ଷରୁ ରକ୍ତଦାନ ଶିବିର

ପ୍ରଜାପିତା ବ୍ରହ୍ମକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ପକ୍ଷରୁ ରକ୍ତଦାନ ଶିବିର

August 23, 2026
ବିଦ୍ୟାଳୟ ନିରାପତ୍ତା ସପ୍ତାହ ପାଳିତ

ବିଦ୍ୟାଳୟ ନିରାପତ୍ତା ସପ୍ତାହ ପାଳିତ

August 23, 2026
ବ୍ରାଉନ୍ ସୁଗାର ସହ ଗଞ୍ଜେଇ, ନଗଦ ଟଙ୍କା ଓ ମୋବାଇଲ ଜବତ : କିଙ୍ଗ୍ ପିନ୍ ଗିରଫ

ବ୍ରାଉନ୍ ସୁଗାର ସହ ଗଞ୍ଜେଇ, ନଗଦ ଟଙ୍କା ଓ ମୋବାଇଲ ଜବତ : କିଙ୍ଗ୍ ପିନ୍ ଗିରଫ

August 23, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଦୁର୍ଘଟଣା ସମ୍ପର୍କରେ ବୁଝିବା ସହ ପରିବାରକୁ ଆଶ୍ଵସନା ଦେଲେ ଦଶପଲ୍ଲା ବିଧାୟକ

ଦୁର୍ଘଟଣା ସମ୍ପର୍କରେ ବୁଝିବା ସହ ପରିବାରକୁ ଆଶ୍ଵସନା ଦେଲେ ଦଶପଲ୍ଲା ବିଧାୟକ

August 23, 2026
ପ୍ରଜାପିତା ବ୍ରହ୍ମକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ପକ୍ଷରୁ ରକ୍ତଦାନ ଶିବିର

ପ୍ରଜାପିତା ବ୍ରହ୍ମକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ପକ୍ଷରୁ ରକ୍ତଦାନ ଶିବିର

August 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version