• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ବାଉଁଶ ବାଡ଼ ପାଇଁ ସରପଞ୍ଚଙ୍କୁ ଧମକ

Proprietor Abhimanyu Maharana by Proprietor Abhimanyu Maharana
July 19, 2020
in Uncategorized, ଓଡ଼ିଶା, କରୋନା, ଦେଶ, ନୟାଗଡ଼ ନିଉଜ୍, ହୋମ୍
0
ବାଉଁଶ ବାଡ଼ ପାଇଁ ସରପଞ୍ଚଙ୍କୁ ଧମକ
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍ (୧୯ ଜୁଲାଇ ୨୦୨୦ ରବିବାର) ହିଞ୍ଜିଳିକାଟୁ :- ଗଞ୍ଜାମ ଜିଲା ହିଜିଳିକାଟୁ ବ୍ଲକ ବେଲଗାଁ ସରପଞ୍ଚ ତ୍ରିନାଥ ପାଣିଗ୍ରାହୀଙ୍କୁ ଗ୍ରାମରେ କରୋନା ସଂକ୍ରମଣ ରୋକିବା ପାଇଁ ରାସ୍ତାରେ ବାଉଁଶ ବାଡ଼ କରିବା ନେଇ ୨ ଭାଇ ଗାଳି ଗୁଲଜ ସହ ଧମକ ଦେବା ଅଭିଯୋଗ ହୋଇଛି । ସୂଚନାଯୋଗ୍ୟ, ବେଲଗାଁ ପଞ୍ଚାୟତରେ କିଛି କରୋନା ପଜିଟିଭ୍‌ ଚିହ୍ନଟ ପରେ ପଞ୍ଚାୟତକୁ ରେଡ୍‌ଜୋନ୍‌ ତାଲିକାଭୁକ୍ତ କରାଯାଇଛି ।

ଅନ୍ୟପକ୍ଷରେ କରୋନା ନିମନ୍ତେ ଗ୍ରାମର ସମ୍ବେଦନଶୀଳ ଅଞ୍ଚଳଗୁଡ଼ିକରେ ବାଉଁଶ ବାଡ଼ ପକାଇ ଲୋକଙ୍କ ଚଳପ୍ରଚଳ ରୋକିବା ପାଇଁ ସରକାରୀ ନିର୍ଦ୍ଦେଶନାମା ରହିଛି । ଏହି ନିର୍ଦ୍ଦେଶ ଅନୁଯାୟୀ, ଶନିବାର ବେଲଗାଁରେ ବାଉଁଶ ବାଡ଼ ଯୋଗେ ରାସ୍ତା ଅବରୋଧ ହେଉଥିବା ବେଳେ ଗ୍ରାମର ୨ ଭାଇ ଏହି ବାଉଁଶ ବାଡ଼ ଭାଙ୍ଗିବା ସହ ସରପଞ୍ଚଙ୍କୁ ଅଶ୍ଳୀଳ ଭାଷାରେ ଗାଳିଗୁଲଜ କରିଥିଲେ । ଏନେଇ ସରପଞ୍ଚ ହିଞ୍ଜିଳି ଥାନାରେ ଅଭିଯୋଗ କରିବା ପରେ କେସ୍‌ ନଂ ୨୫୫/୨୦ରେ ଏକ ମାମଲା ରୁଜୁ ହୋଇଥିବା ପ୍ରକାଶ । (ହିଞ୍ଜିଳିକାଟୁ/ଶେଷଦେବ ସାହୁ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବାଲିପାଟଣା , ନିଆଳି ଅଞ୍ଚଳରେ ଧୁମଧାମରେ ରଜ ମହୋତ୍ସବ ପାଳିତ

ବାଲିପାଟଣା , ନିଆଳି ଅଞ୍ଚଳରେ ଧୁମଧାମରେ ରଜ ମହୋତ୍ସବ ପାଳିତ

June 15, 2026
‘ପ୍ରୟାସ’ ତରଫରୁ ରଜ ଉତ୍ସବ ପାଳିତ

‘ପ୍ରୟାସ’ ତରଫରୁ ରଜ ଉତ୍ସବ ପାଳିତ

June 15, 2026
ସ୍ୱତନ୍ତ୍ର ସଘନ ସଂଶୋଧନ କାର୍ଯ୍ୟକ୍ରମ କୁ ନେଇ ସଚେତନତା ସଭା

ସ୍ୱତନ୍ତ୍ର ସଘନ ସଂଶୋଧନ କାର୍ଯ୍ୟକ୍ରମ କୁ ନେଇ ସଚେତନତା ସଭା

June 15, 2026
ବାଲିଗୁଡ଼ା ଏନ୍ଏସିରେ ବ୍ୟାପକ ଦୁର୍ନୀତି ସହ ଆୟବ୍ୟୟର ହିସାବ ଦେଉନଥିବା ପ୍ରତିବାଦ ରେ ଏନ୍ଏସି କାର୍ଯ୍ୟାଳୟ ସମ୍ମୁଖରେ ଦୁଇ କଂଗ୍ରେସ କାଉନସିଲରଙ୍କ ଧାରଣା

ବାଲିଗୁଡ଼ା ଏନ୍ଏସିରେ ବ୍ୟାପକ ଦୁର୍ନୀତି ସହ ଆୟବ୍ୟୟର ହିସାବ ଦେଉନଥିବା ପ୍ରତିବାଦ ରେ ଏନ୍ଏସି କାର୍ଯ୍ୟାଳୟ ସମ୍ମୁଖରେ ଦୁଇ କଂଗ୍ରେସ କାଉନସିଲରଙ୍କ ଧାରଣା

June 15, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବାଲିପାଟଣା , ନିଆଳି ଅଞ୍ଚଳରେ ଧୁମଧାମରେ ରଜ ମହୋତ୍ସବ ପାଳିତ

ବାଲିପାଟଣା , ନିଆଳି ଅଞ୍ଚଳରେ ଧୁମଧାମରେ ରଜ ମହୋତ୍ସବ ପାଳିତ

June 15, 2026
‘ପ୍ରୟାସ’ ତରଫରୁ ରଜ ଉତ୍ସବ ପାଳିତ

‘ପ୍ରୟାସ’ ତରଫରୁ ରଜ ଉତ୍ସବ ପାଳିତ

June 15, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version