୨୩ ଡିସେମ୍ବର ୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ମାହାଙ୍ଗା :-> ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମାନ୍ୟବର ଜନପ୍ରିୟ ବିଧାୟକ ଶ୍ରୀଯୁକ୍ତ ପ୍ରତାପ ଜେନା ଙ୍କ ତତ୍ତ୍ଵାବଧାନରେ ଉମାଶଙ୍କର ବିଶ୍ଵାଳ ଙ୍କ ଉପସ୍ଥିତି କମଳା କାନ୍ତ ଦାସ ଙ୍କ ସଭାପତିତ୍ଵ ରେ ବିଜୁ ଜନତା ଦଳର ୨୭ତମ ପ୍ରତିଷ୍ଠା ଦିବସ ପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି ।

ଉକ୍ତ ସଭାରେ ବ୍ଲକ ଅଧ୍ୟକ୍ଷଙ୍କ ପ୍ରତିନିଧି ତ୍ରିନାଥ ଜେନା, ଉପାଧ୍ୟକ୍ଷ ସତ୍ୟନାରାୟଣ ମହାନ୍ତି ,ଛାତ୍ର ସଭାପତି ହିତେଶ କୁମାର ରାଉତ ସମସ୍ତ ଜିଲ୍ଲାପରିଷଦ,ସରପଞ୍ଚ, ସମିତି ସଭ୍ୟ ସଭ୍ୟା ଓ ନେତୃମଣ୍ଡଳୀ ଉପସ୍ଥିତ ଥିଲେ ।















