• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

୫ମ ସର୍ବଭାରତୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦଘାଟିତ : ବାଦଲ ଏକାଡେମୀ ଭଦ୍ରକକୁ ହରାଇ – ଜଗା ୟୁନାଇଟେଡ଼ ଭୁବନେଶ୍ବର ୧ମ ସେମିଫାଇନାଲକୁ ଉନ୍ନୀତ

Proprietor Abhimanyu Maharana by Proprietor Abhimanyu Maharana
December 24, 2023
in ଓଡ଼ିଶା, କ୍ରୀଡ଼ା, ଖେଳ, ନୟାଗଡ଼ ନିଉଜ୍, ହୋମ୍
0
୫ମ ସର୍ବଭାରତୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦଘାଟିତ : ବାଦଲ ଏକାଡେମୀ ଭଦ୍ରକକୁ ହରାଇ – ଜଗା ୟୁନାଇଟେଡ଼ ଭୁବନେଶ୍ବର ୧ମ ସେମିଫାଇନାଲକୁ ଉନ୍ନୀତ
Share on FacebookShare on TwitterWhatsapp

୨୪ ଡିସେମ୍ବର ୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ଓଡ଼ଗାଁ :->  ଓଡ଼ଗାଁ ମିନିଷ୍ଟାଡିୟମଠାରେ ରବିବାର ଅପରାହ୍ନରେ ୫ମ ସର୍ବଭାରତୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ ଓଡ଼ଗାଁ କପ ୨୦୨୩କୁ ନୟାଗଡ଼ ବିଧାୟକ ତଥା ଅନୁଷ୍ଠାନ ସଭାପତି ଡ଼ ଅରୁଣ କୁମାର ସାହୁ ଆନୁଷ୍ଠାନିକ ଭାବରେ କ୍ରୀଡା ପତାକା ଉତ୍ତୋଲନ କରି ଉଦଘାଟନ କରିଥିଲେ।ଉଦଘାଟନୀ ମ୍ୟାଚ ବାଦଲ ଏକାଡେମୀ ଭଦ୍ରକ ଓ ଜଗା ୟୁନାଇଟେଡ଼ ଭୁବନେଶ୍ୱର ମଧ୍ୟରେ ଅପରାହ୍ନ ୩ ଘଟିକା ୧୮ ମିନିଟ ସମୟରେ ଅନୁଷ୍ଠିତ ହୋଇଥିଲା ।

ପ୍ରଥମାର୍ଦ୍ଧର ୨୨ ମିନିଟରେ ଜଗା ଦଳର ୯ ନଂ ଜର୍ସି ସିଲନ ପ୍ରଥମ ଗୋଲ,୩୦ ମିନିଟରେ ୩ ନଂ ଜର୍ସି ଆଣ୍ଡ୍ରୋ ଜୁନିୟର ଦ୍ଵିତୀୟ ଗୋଲ,୩୭ତମ ମିନିଟରେ ୨ ନଂ ଜର୍ସି ସୋମନାଥ ତୃତୀୟ ଗୋଲ ସ୍କୋର କରି ଦଳକୁ ଆଗୁଆ ରଖିଥିଲେ।ବହୁ ଚେଷ୍ଟା କରି ଭଦ୍ରକ ଦଳ କୌଣସି ଗୋଲ ସ୍କୋର କରିପାରିନଥିଲେ।ଦ୍ବିତୀୟାର୍ଦ୍ଧ ଆରମ୍ଭର ୧୨ତମ ମିନିଟରେ ଜଗା ଦଳର ୧୧ ନଂ ଜର୍ସି ଡେଭିଡ ଚତୁର୍ଥ ଗୋଲ କରି ଦଳ ପାଇଁ ବିଜୟର ପଥ ପରିଷ୍କାର କରିଥିଲେ।

ଶ୍ରେଷ୍ଠ ଖେଳାଳି ଭାବରେ ଜଗା ୟୁନାଇଟେଡ ଦଳର ଆଣ୍ଡ୍ରୋ ଜୁନିୟର ଓଡ଼ଗାଁ ସାମ୍ବାଦିକ ସଂଘ ସଭାପତି ଅଶୋକ କୁମାର ମହାପାତ୍ରଙ୍କ ଠାରୁ ପୁରସ୍କାର ଗ୍ରହଣ କରିଥିଲେ।ଅନ୍ୟପକ୍ଷେ ଉଦଘାଟନୀ ଖେଳର ପ୍ରାରମ୍ଭରେ ଫୁଟବଲ ଟୁର୍ଣ୍ଣାମେଣ୍ଟ ଆୟୋଜକ ଓ ସ୍ଥାନୀୟ ଅଞ୍ଚଳର ପୁରାତନ ଖେଳାଳିଙ୍କ ଦ୍ଵାରା ରଘୁନାଥ ମନ୍ଦିର ଠାରୁ ମିନିଷ୍ଟାଡିୟମ ପର୍ଯ୍ୟନ୍ତ ମଶାଲ ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା । ବ୍ଲକ ଅଧ୍ୟକ୍ଷ ତଥା ସାଧାରଣ ସମ୍ପାଦକ ଲୋକନାଥ ସାହୁ,ବ୍ଲକ ବିଜେଡି ସଭାପତି ସୂର୍ଯ୍ୟନାରାୟଣ ଚୌଧୁରୀ,

ସମବାୟ ନିର୍ଦ୍ଦେଶକ ବିଭୁପ୍ରସାଦ ସାହୁ,ନିତ୍ୟାନନ୍ଦ ପ୍ରଧାନ,ଯୁଗ୍ମ ସମ୍ପାଦକ ଦିବାକର ନାୟକ,ବରିଷ୍ଠ ଆଇନଜୀବୀ ଗୋବିନ୍ଦଚନ୍ଦ୍ର ସାହୁ,ଜିଲ୍ଲା ପରିଷଦ ସଭ୍ୟା ବିରଜାଲକ୍ଷ୍ମୀ ସାହୁ,ଝିଲି ପ୍ରଧାନ,ସରପଞ୍ଚ ସସ୍ମିତା ପାତ୍ର,ଶାରଦା ଦୋରା,ସୁଶ୍ରୀ ଶ୍ରାବଣୀ ବିଶ୍ୱାଳ,ମହନ୍ତ ବେହେରା,ଶ୍ୱେତାଲିନା ମିଶ୍ର ଓ ଓଡ଼ଗାଁ ସାମ୍ବାଦିକ ସଂଘର ସଦସ୍ୟମାନେ ଅତିଥିମାନେ ଯୋଗ ଦେଇ ଖେଳାଳିମାନଙ୍କୁ ଉତ୍ସାହିତ କରିଥିଲେ।ରାଜୁ ମହାନ୍ତି, ଅଶୋକ କୁମାର କଅଁର,

ଶଶିକାନ୍ତ ଦାସିଆ,ଜଗନ୍ନାଥ ପରିଡା ରେଫରୀ ଭାବରେ ଖେଳ ପରିଚାଳନା କରିଥିବାବେଳେ ସୁଶାନ୍ତ ପାତ୍ର,ନରେଶ ପାଣିଗ୍ରାହୀ,ସାର୍ଥକ ଷଡଙ୍ଗୀ କ୍ରୀଡା ବିବରଣୀ ପ୍ରଦାନ କରିଥିଲେ।ଆସନ୍ତାକାଲି ରାମଧୂନ କ୍ଳବ ସୋନପୁର ଏବଂ ୟଙ୍ଗ ଉତ୍କଳ କଟକ ମଧ୍ୟରେ ଖେଳ ଅନୁଷ୍ଠିତ ହେବ।ଦିଲ୍ଲୀପ କୁମାର ମାର୍ଥା,ପ୍ରଫୁଲ କୁମାର ଡାକୁଆ,ରଞ୍ଜନ କୁମାର ଦାସ,ପଞ୍ଚାନନ ପଣ୍ଡା,ଜୟକୃଷ୍ଣ ପଲେଇ,କେଦାରଚନ୍ଦ୍ର ସାହୁ,ଜୟକୃଷ୍ଣ ଜେନା ସକ୍ରିୟ ସହଯୋଗ କରିଥିଲେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

March 6, 2026
ବିଜୁବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତି ପାଳିତ

ବିଜୁବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତି ପାଳିତ

March 6, 2026
ଗଜପତି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ନସିଂ ଅଫିସରଙ୍କୁ ଆକ୍ରମଣ ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କଲା

ଗଜପତି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ନସିଂ ଅଫିସରଙ୍କୁ ଆକ୍ରମଣ ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କଲା

March 6, 2026
ପଞ୍ଚୁ ଦୋଳରେ ପୁରପଲ୍ଲୀ ଉତ୍ସବ ମୁଖର

ପଞ୍ଚୁ ଦୋଳରେ ପୁରପଲ୍ଲୀ ଉତ୍ସବ ମୁଖର

March 6, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

ହୃଦୟକୁ ହୃଦୟ ର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ

March 6, 2026
ବିଜୁବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତି ପାଳିତ

ବିଜୁବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତି ପାଳିତ

March 6, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version