• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଚମ୍ପୁଆ ବ୍ଲକର କ୍ରୀଡା ଉତ୍ସବର ଉଦଯାପନୀ ସମାରୋହରେ : ଯୋଗ ଦେଲେ ଚମ୍ପୁଆ ବିଧାୟିକା – ଶ୍ରୀମତି ମିନାକ୍ଷୀ ମହାନ୍ତ

Proprietor Abhimanyu Maharana by Proprietor Abhimanyu Maharana
December 25, 2023
in ଓଡ଼ିଶା, କେନ୍ଦୁଝର, ଖେଳ, ହୋମ୍
0
ଚମ୍ପୁଆ ବ୍ଲକର କ୍ରୀଡା ଉତ୍ସବର ଉଦଯାପନୀ ସମାରୋହରେ : ଯୋଗ ଦେଲେ ଚମ୍ପୁଆ ବିଧାୟିକା – ଶ୍ରୀମତି ମିନାକ୍ଷୀ ମହାନ୍ତ
Share on FacebookShare on TwitterWhatsapp

୨୪ ଡିସେମ୍ବର ୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ଚମ୍ପୁଆ :-> ଚମ୍ପୁଆ ବ୍ଲକରେ ରାଜ୍ୟ ସରକାରଙ୍କ #ନୂଆ-ଓ ଯୁବ ଓଡିଶା ନବୀନ ଓଡିଶା ଆନୁକୂଲ୍ୟରେ ଆୟୋଜିତ ହୋଇଥିବା କ୍ରୀଡା ଉତ୍ସବର ଉଦଯାପନ ହୋଇଯାଇଛି । ଏଥିରେ କ୍ରିକେଟ,ଫୁଟବଲ,ହକି,ଭଲିବଲ,କବାଡି ଏବଂ ଖୋଖୋ ଖେଳ ଅନ୍ତର୍ଭୂକ୍ତ ହୋଇଥିଲା ।

ଗତ ୨୦-୧୨-୨୦୨୩ରିଖରୁ ବିଭିନ୍ନ ପଞ୍ଚାୟତ ଖେଳ ପଡିଆ ମାନଙ୍କରେ ଗ୍ରୃପ ଷ୍ଟେଜର ଖେଳ ଜାରି ରହିଥିଲା । କିନ୍ତୁ ଉକ୍ତ କ୍ରୀଡା ଉତ୍ସବର ଅନ୍ତିମ ଦିବସରେ ସମସ୍ତ ଖେଳ ଚମ୍ପୁଆ ନେହେରୁ ଷ୍ଟାଡିୟମ ରେ ଖେଳାଯାଇ ଦଳମାନଙ୍କୁ ପୁରଷ୍କାର ବିତୋରଣ କରାଯାଇଥିଲା ।

ଉକ୍ତ ପ୍ରତିଯୋଗିତାରେ ଫୁଟବଲ ଖେଳରେ କୁଟାରୀପଶି ଲାୟନ୍ସ ବିଜୟୀ ହୋଇଥିବା ସ୍ଥଳେ କ୍ରିକେଟ ରେ ଚମ୍ପୁଆ ,ଭଲିବଲ ରେ ବଡନୋଇ,କବାଡି ଓ ଖୋଖୋ ରେ କୋଦଗାଡିଆ,ହକିରେ ସୁନାପଶି ଦଳ ପ୍ରଥମ ସ୍ଥାନ ଅଧିକାର କରିଥିବା ସୂଚନା ମିଳିଛି ।

ପ୍ରଥମ ସ୍ଥାନ ଅଧିକାର କରିଥିବା ସମସ୍ତ ଦଳକୁ ୨୦ହଜାର ନଗଦ ରାଶି ସହିତ ଟ୍ରଫି ପ୍ରଦାନ କରାଯାଇଥିଲା । ଏହି ଖେଳ ଚମ୍ପୁଆ ବ୍ଲକ ଉନ୍ନୟନ ଅଧିକାରୀ ରାଜା ରଣଜିତ ବଳଙ୍କ ତତ୍ବବୋଧାନରେ ହୋଇଥିବା ସ୍ଥଳେ

ମୁଖ୍ଯ ଅତିଥି ଭାବରେ ପାଟଣା ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡର ଅଧ୍ୟକ୍ଷ ଜଗନ୍ନାଥ ନାଏକ ସମ୍ମାନୀତ ଅତିଥି ଭାବରେ ଚମ୍ପୁଆ ବିଧାୟିକା ଶ୍ରୀମତି ମିନାକ୍ଷୀ ମହାନ୍ତ ଉପସ୍ଥିତ ରହି ଖେଳାଳୀ ମାନଙ୍କର ମନବଳ ବଢାଇବା ସହିତ ଉତ୍ସାହିତ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜାତୀୟ ରାଜପଥ ଖାଲଖମା : ତାଳିପକାଇ ନିମ୍ନମାନର ପିଚୁକାମ କରୁଛି ଠିକା ସଂସ୍ଥା

ଜାତୀୟ ରାଜପଥ ଖାଲଖମା : ତାଳିପକାଇ ନିମ୍ନମାନର ପିଚୁକାମ କରୁଛି ଠିକା ସଂସ୍ଥା

September 9, 2026
Odisha Society Of UK Celebrates 47th Anniversary

ଓଡ଼ିଶା ସୋସାଇଟି ୟୁକେର ୪୭ତମ ବାର୍ଷିକ ଉତ୍ସବ ପାଳନ

September 9, 2026
Odisha Society Of UK Celebrates 47th Anniversary

Odisha Society Of UK Celebrates 47th Anniversary

September 9, 2026
54th National Convention of Company Secretaries concludes in Bhubaneswar

କମ୍ପାନୀ ସେକ୍ରେଟାରିଜ୍‌ର ୫୪ତମ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଯାପିତ

September 9, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜାତୀୟ ରାଜପଥ ଖାଲଖମା : ତାଳିପକାଇ ନିମ୍ନମାନର ପିଚୁକାମ କରୁଛି ଠିକା ସଂସ୍ଥା

ଜାତୀୟ ରାଜପଥ ଖାଲଖମା : ତାଳିପକାଇ ନିମ୍ନମାନର ପିଚୁକାମ କରୁଛି ଠିକା ସଂସ୍ଥା

September 9, 2026
Odisha Society Of UK Celebrates 47th Anniversary

ଓଡ଼ିଶା ସୋସାଇଟି ୟୁକେର ୪୭ତମ ବାର୍ଷିକ ଉତ୍ସବ ପାଳନ

September 9, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version