• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବ୍ଲକ ସ୍ତରୀୟ ନବନିର୍ମାଣ କୃଷକ ସଂଗଠନ ସମ୍ମିଳନୀ ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
December 25, 2023
in ଓଡ଼ିଶା, ଖୋର୍ଦ୍ଧା, ଶିକ୍ଷା ଓ ନିଯୁକ୍ତି, ହୋମ୍
0
ବ୍ଲକ ସ୍ତରୀୟ ନବନିର୍ମାଣ କୃଷକ ସଂଗଠନ ସମ୍ମିଳନୀ ଅନୁଷ୍ଠିତ
Share on FacebookShare on TwitterWhatsapp

୨୪ ଡିସେମ୍ବର ୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ବୋଲଗଡ଼ :-> ଖୋର୍ଦ୍ଦା ଜିଲ୍ଲା ବୋଲଗଡ଼ ବ୍ଲକ ନବନିର୍ମାଣ କୃଷକ ସଂଗଠନ ଆନୁକୂଲ୍ୟରେ ଓ଼ କୃଷକ ନେତା ସୁରେଶ ଚନ୍ଦ୍ର ମାନସିଂହଙ୍କ ଆବାହକତ୍ୱରେ ରବିବାର ଦିନ ବ୍ଲକସ୍ତରୀୟ ନବନିର୍ମାଣ କୃଷକ ସଂଗଠନ ସମ୍ମିଳନୀ ପିଚୁକୁଳି ଗ୍ରାମସ୍ଥିତ କଲ୍ୟାଣ ମଣ୍ଡପଠାରେ ଅନୁଷ୍ଠିତ ହୋଇଯାଇଅଛି ! ଏହି ସମ୍ମିଳନୀରେ ମୁଖ୍ୟଅତିଥି ଭାବେ ରାଜ୍ୟ ନବନିର୍ମାଣ କୃଷକ ସଂଗଠନ ସଂଯୋଜକ ଅକ୍ଷୟ କୁମାର , ମୁଖ୍ୟବକ୍ତା ଭାବେ ଶେଷଦେବ ନନ୍ଦ ଓ଼ ସମ୍ମାନିତ ଭାବେ ମନୋହର ଅଲ୍ଲୀ, ଶ୍ରମିକ ନେତା ଅକ୍ଷୟ ରାଉତରାୟ ପ୍ରମୁଖ ଯୋଗଦେଇଥିଲେ !

ସମସ୍ତ ନିମନ୍ତ୍ରିତ ଅତିଥି ମାନେ ପ୍ରଭୁ ଜଗତରନାଥ ଜଗନ୍ନାଥଙ୍କ ଫୋଟୋ ଚିତ୍ରରେ ଫୁଲ,ଚନ୍ଦନ ଦେଇ ଓ଼ ପ୍ରଦୀପ ପ୍ରଜ୍ବଳନ କରି ଶୁଭ ଉଦଘାଟନ କରିଥିଲେ ! କାର୍ଯ୍ୟକ୍ରମର ଆରମ୍ଭରେ ଶ୍ରୀ କlହୁଁ ଚରଣ ବେହେରା ସ୍ୱାଗତ ଭାଷଣ ଦେଇଥିବା ବେଳେ ସୁଶାନ୍ତ କୁମାର ବେହେରା ଅତିଥି ପରିଚୟ ପ୍ରଦାନ କରିଥିଲେ ଏବଂ ପୂର୍ଣ୍ଣ ଚନ୍ଦ୍ର ବେହେରା ସମ୍ପାଦକୀୟ ବିବରଣୀ ପଠନ କରିଥିଲେ ! ଏହି ବ୍ଲକସ୍ତରୀୟ କୃଷକ ସମ୍ମିଳନୀରେ ୧୯ ଟି ଗ୍ରାମପଞ୍ଚାୟତରୁ ୩୦୦ରୁ ଉର୍ଦ୍ଧ ଚାଷୀ ଭାଇ ଓ଼ ଭଉଣୀମାନେ ଯୋଗଦେଇଥିଲେ ! ଏହି କୃଷକ ସମ୍ମିଳନୀରେ ଚାଷ ଓ଼ ଚାଷୀର ବିକାଶ ପାଇଁ ବିଭିନ୍ନ ସମସ୍ୟା ଉପରେ ଆଲୋଚନ ହୋଇଥିଲା !

ଶ୍ରମିକ ନେତା ଅକ୍ଷୟ ରାଉତରାୟ ବେଗୁନିଆ -ବୋଲଗଡ଼ ବ୍ଲକର ସମସ୍ତ ମଣ୍ଡିରେ ଚାଷୀ ଧାନବିକ୍ରି ବେଳେ କଟଣି ଛଟଣିକୁ ବିରୋଧ କରିବାକୁ ଉପସ୍ଥିତ ଶତାଧିକ ଚାଷୀମାନଙ୍କୁ ପରାମର୍ଶ ଦେଇଥିଲେ ! ଅନ୍ୟ ରlଜ୍ୟରେ ବୃଦ୍ଧ ଚାଷୀମାନଙ୍କୁ ବାର୍ଦ୍ଧକ୍ୟ ଭତା ୨ହଜାରରୁ ଉର୍ଦ୍ଧ ଟଙ୍କା ମିଲୁଥିବା ବେଳେ ଓଡିଶା ରାଜ୍ୟର ବୃଦ୍ଧ ଚାଷୀମାନଙ୍କୁ ୫୦୦ଟଙ୍କl ବାଦ୍ଧକ୍ୟ ଭତା ପ୍ରଦାନ କରା ଯାଉଥିବାରୁ ତୀବ୍ରନିନ୍ଦା କରାଯାଇଥିଲା !

ଓଡ଼ିଶାରେ ଦଳୀୟ ସରକାର ବଦଳରେ ଚାଷୀ ସରକାର ଗଠନ କରିବା ଉଦ୍ଦେଶ୍ୟରେ ନିଷ୍ପତ୍ତି ନିଆଯାଇଥିଲା ! ରାଜ୍ୟ ସରକାର ଚାଷୀମାନଙ୍କର ଧାନ ଦର ବୃଦ୍ଧି କରିବାକୁ ଚାଷୀମାନେ ଦାବି କରିଅଛନ୍ତି ! ପରିଶେଷରେ ବରିଷ୍ଠ କୃଷକ ସୁଶାନ୍ତ କୁମାର ବେହେରା ଉପସ୍ଥିତ ଥିବା ଶତାଧିକ ଚାଷୀ ଭାଇ ଓ ଭଉଣୀ ମାନଙ୍କର ନିରୋଗ ଜୀବନ କାମନା କରି ଧନ୍ୟବାଦ ଅର୍ପଣ କରିଥିଲେ !

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରଣପୁରରେ ମାଟ୍ରିକ୍ ସଫଳତାର ଗୌରବ : ୫୪୨ ମାର୍କ ରଖି ଚର୍ଚ୍ଚାରେ – ସାଗରିକା

ରଣପୁରରେ ମାଟ୍ରିକ୍ ସଫଳତାର ଗୌରବ : ୫୪୨ ମାର୍କ ରଖି ଚର୍ଚ୍ଚାରେ – ସାଗରିକା

May 7, 2026
ପାରଳାଖମୁଣ୍ଡିଠାରେ ବାଇପାସ୍ ରାସ୍ତା ନିର୍ମାଣ ନେଇ ସାମାଜିକ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ

ପାରଳାଖମୁଣ୍ଡିଠାରେ ବାଇପାସ୍ ରାସ୍ତା ନିର୍ମାଣ ନେଇ ସାମାଜିକ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ

May 7, 2026
ଗଜପତି ଜିଲ୍ଲାରେ ରେ ଦଶମ ପରୀକ୍ଷାରେ 99.31 ପ୍ରତିଶତ ପାସହାର : ଓଡିଶାର ପ୍ରଥମ

ଗଜପତି ଜିଲ୍ଲାରେ ରେ ଦଶମ ପରୀକ୍ଷାରେ 99.31 ପ୍ରତିଶତ ପାସହାର : ଓଡିଶାର ପ୍ରଥମ

May 7, 2026
ଆଜି ସୁଦ୍ଧା ତାଳଧ୍ଵଜ ରଥ ଏବଂ ଦର୍ପ ଦଳନ ରଥର ପାଞ୍ଚୋଟି ଲେଖାଏଁ ଚକ ନିର୍ମାଣ ଶେଷ

ଆଜି ସୁଦ୍ଧା ତାଳଧ୍ଵଜ ରଥ ଏବଂ ଦର୍ପ ଦଳନ ରଥର ପାଞ୍ଚୋଟି ଲେଖାଏଁ ଚକ ନିର୍ମାଣ ଶେଷ

May 7, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରଣପୁରରେ ମାଟ୍ରିକ୍ ସଫଳତାର ଗୌରବ : ୫୪୨ ମାର୍କ ରଖି ଚର୍ଚ୍ଚାରେ – ସାଗରିକା

ରଣପୁରରେ ମାଟ୍ରିକ୍ ସଫଳତାର ଗୌରବ : ୫୪୨ ମାର୍କ ରଖି ଚର୍ଚ୍ଚାରେ – ସାଗରିକା

May 7, 2026
ପାରଳାଖମୁଣ୍ଡିଠାରେ ବାଇପାସ୍ ରାସ୍ତା ନିର୍ମାଣ ନେଇ ସାମାଜିକ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ

ପାରଳାଖମୁଣ୍ଡିଠାରେ ବାଇପାସ୍ ରାସ୍ତା ନିର୍ମାଣ ନେଇ ସାମାଜିକ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ

May 7, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version