• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମୃତ ସବିତାଙ୍କ ଶବ ସତ୍କାର କଲା ପ୍ରଶାସନ

Proprietor Abhimanyu Maharana by Proprietor Abhimanyu Maharana
December 25, 2023
in ଓଡ଼ିଶା, ଗଞ୍ଜାମ, ହୋମ୍
0
ମୃତ ସବିତାଙ୍କ ଶବ ସତ୍କାର କଲା ପ୍ରଶାସନ
Share on FacebookShare on TwitterWhatsapp

୨୪ ଡିସେମ୍ବର ୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ହିଞ୍ଜିଳିକାଟୁ :-> ଶେରଗଡ଼ ବ୍ଲକ ପାକିଡି ଗ୍ରାମର ମୂଳ ବାସିନ୍ଦା ତଥା ହିଞ୍ଜିଳି ଥାନା ସାରୁ ଗ୍ରାମରେ ଗତ୧୦ବର୍ଷ ଧରି ସୁରେନ୍ଦ୍ର ପାଢ଼ୀଙ୍କ ଭଡାଘରେ ସପରିବାର ରହୁଥିବା ରିକ୍ସା ଚାଳକ ପ୍ରଭାକର ସ୍ୱାଇଁଙ୍କ ଧର୍ମପତ୍ନୀ ସବିତା ସ୍ବାଇଁ ଦୀର୍ଘ ଦିନ ଧରି ଅସୁସ୍ଥତା କାରଣରୁ ସୋମବାର ସକାଳେ ମୃତ୍ୟୁବରଣ କରିଥିଲେ।ଦୈନିକ ରିକ୍ସା ଚଳାଇ ପ୍ରଭାକର ଯାହା କିଛି ରୋଜଗାର କରୁଥିଲେ ସେଥିରେ ମାନସିକ ଅନଗ୍ରସର ଝିଅ ଓ ଅସୁସ୍ଥ ପତ୍ନୀଙ୍କ ଔଷଧ ଖର୍ଚ୍ଚ ଓ ଚିକିତ୍ସା ବହନ କରିବା ତାଙ୍କ ପାଇଁ ଅତ୍ୟନ୍ତ କଷ୍ଟକର ହୋଇଥିଲା।ପରିବାର ଚଳାଇବା ଏବଂ ଆର୍ଥିକ ଅନଟନ ଯୋଗୁଁ ଉପଯୁକ୍ତ ଚିକିତ୍ସା ସେବା ନ ପାଇ ଶେଷରେ ସ୍ତ୍ରୀ ଚୀରଦିନ ପାଇଁ ଆରପରିକୁ ଚାଲିଗଲା ।

ଏପରିକି ମୃତ ସ୍ତ୍ରୀର ଶବ ଗାଁରେ ସତ୍କାର କରିବା ପ୍ରଭାକରଙ୍କ ପକ୍ଷେ କଷ୍ଟକର ହୋଇଥିଲା।ଏଭଳି ଏକ ଗମ୍ଭୀର ଏବଂ ଦୁଃଖଦ ଅବସ୍ଥାର ସମ୍ମୁଖୀନ ହୋଇଥିବା ରିକ୍ସା ଚାଳକ ପ୍ରଭାକର ନିଜ ଲୁହ ଓ କୋହକୁ ଚାପି ଧରି ଶବ ସତ୍କାର ପାଇଁ ଚିନ୍ତିତ ଥିଲେ। ଏହି ଅଭାବନୀୟ ଖବର ପାଇ ହିଞ୍ଜିଳିକାଟୁ ବ୍ଲକ ବିଡିଓ ସୁବ୍ରତ କୁମାର ଜେନା ତତ୍କାଳ ପ୍ରଭାକରଙ୍କ ନିକଟରେ ପହଞ୍ଚି ସମବେଦନା ଜଣାଇବା ସହ ଶବ ସତ୍କାର ନିମନ୍ତେ ସମସ୍ତ ପ୍ରକାର ପ୍ରସ୍ତୁତି ନିଶ୍ଚିତ କରିଥିଲେ। ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ ବୈଷ୍ଣବ ମଣ୍ଡଳ ଓ କିଛି ସହୃଦୟ ଗ୍ରାମବାସୀଙ୍କ ସହଯୋଗ ଓ ଉପସ୍ଥିତିରେ ଗ୍ରାମ ସ୍ମଶାନରେ ସବିତାଙ୍କ ଅନ୍ତିମ ସଂସ୍କାର କରା ଯାଇଥିଲା ।

ପରେ ବିଡିଓ ଅଭାବୀ ପ୍ରଭାକରଙ୍କୁ କିଛି ଆର୍ଥିକ ସହାୟତା ପ୍ରଦାନ କରିଥିଲେ।ଶବ ସତ୍କାର କାର୍ଯ୍ୟରେ ଗ୍ରାମର ରଞ୍ଜନ ଦାସ,ଟୁନା ଦାସ, ଶଶାଙ୍କ ଦାସ,ହୀନ ଦାସ,କୁନା ଦାସ,ତ୍ରିନାଥ ଦାସ ଓ ହୀନ ଦାସ ପ୍ରମୁଖ ସହଯୋଗ କରିଥିଲେ।ପ୍ରକାଶ ଥାଉକି ଅସହାୟ ପ୍ରଭାକରଙ୍କ ଏକ ମାତ୍ର ପୁଅ ପେଟ ପାଟଣା ସକାଶେ ଦାଦନ ଶ୍ରମିକ ଭାବେ ବାହାର ରାଜ୍ୟରେ ଖଟୁଥିବା ବେଳେ ମାନସିକ ଅନଗ୍ରସର ଝିଅକୁ ନେଇ ପରିବାର ଚଳାଇବା କଠିନ ସମସ୍ୟା ସୃଷ୍ଟି କରିଛି । ରିକ୍ସା ଚଳାଇ ଭଡା ଘରେ ରହି ବଞ୍ଚିବା ପାଇଁ ସଂଘର୍ଷ କରୁଥିବା ପ୍ରଭାକରଙ୍କୁ ଆବାସ ଯୋଜନାରେ ଗୃହ ଖଣ୍ଡିଏ ଏବଂ ଅନ୍ୟାନ୍ୟ ସରକାରୀ ସୁବିଧା ଯୋଗାଇ ଦେବା ପାଇଁ ବୁଦ୍ଧିଜୀବୀ ମହଲ ପ୍ରଶାସନର ଦୃଷ୍ଟି ଆକର୍ଷଣ କରିଛନ୍ତି।ବ୍ଲକ ପ୍ରଶାସନର ଏଭଳି ମହତ କାର୍ଯ୍ୟକୁ ସାଧାରଣରେ ଉଚ୍ଚପ୍ରଶଂସା କରାଯାଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବାରଖମାରେ ନୂତନ ପଞ୍ଚାୟତ କାର୍ଯ୍ୟାଳୟ ନିର୍ମାଣ ନେଇ ପଞ୍ଚାୟତ ବାସୀଙ୍କ ବିରୋଧ

ବାରଖମାରେ ନୂତନ ପଞ୍ଚାୟତ କାର୍ଯ୍ୟାଳୟ ନିର୍ମାଣ ନେଇ ପଞ୍ଚାୟତ ବାସୀଙ୍କ ବିରୋଧ

April 30, 2026
ସାମ୍ବାଦିକଙ୍କୁ ସୁରକ୍ଷା ଓ ସହାୟତା ଦାବି ନେଇ ତାତିଲେ ସାମ୍ବାଦିକ: ୬ ଦଫା ଦାବୀ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ

ସାମ୍ବାଦିକଙ୍କୁ ସୁରକ୍ଷା ଓ ସହାୟତା ଦାବି ନେଇ ତାତିଲେ ସାମ୍ବାଦିକ: ୬ ଦଫା ଦାବୀ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ

April 30, 2026
ଆଇପିଏଲ ବେଟିଂ ରାକେଟ ୪ ଗିରଫ ୫୭ ଲକ୍ଷ ଟଙ୍କା ଜବତ

ଆଇପିଏଲ ବେଟିଂ ରାକେଟ ୪ ଗିରଫ ୫୭ ଲକ୍ଷ ଟଙ୍କା ଜବତ

April 30, 2026
ସ୍ବଚ୍ଛ ପୁରୀ ଗର୍ବ ଆମରି ବଳଗଣ୍ଡି ଛକରେ ଅଳିଆ ପାହଡ

ସ୍ବଚ୍ଛ ପୁରୀ ଗର୍ବ ଆମରି ବଳଗଣ୍ଡି ଛକରେ ଅଳିଆ ପାହଡ

April 30, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବାରଖମାରେ ନୂତନ ପଞ୍ଚାୟତ କାର୍ଯ୍ୟାଳୟ ନିର୍ମାଣ ନେଇ ପଞ୍ଚାୟତ ବାସୀଙ୍କ ବିରୋଧ

ବାରଖମାରେ ନୂତନ ପଞ୍ଚାୟତ କାର୍ଯ୍ୟାଳୟ ନିର୍ମାଣ ନେଇ ପଞ୍ଚାୟତ ବାସୀଙ୍କ ବିରୋଧ

April 30, 2026
ସାମ୍ବାଦିକଙ୍କୁ ସୁରକ୍ଷା ଓ ସହାୟତା ଦାବି ନେଇ ତାତିଲେ ସାମ୍ବାଦିକ: ୬ ଦଫା ଦାବୀ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ

ସାମ୍ବାଦିକଙ୍କୁ ସୁରକ୍ଷା ଓ ସହାୟତା ଦାବି ନେଇ ତାତିଲେ ସାମ୍ବାଦିକ: ୬ ଦଫା ଦାବୀ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ

April 30, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version