• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ଘରର ବାରିପଟ କବାଟ ତାଡ଼ି କଳାକନା ବୁଲାଇଲେ ଲୁଟେରା ଆଲମିରା ଭାଙ୍ଗି ଲୁଟିଲେ ସୁନା, ରୁପା ଅଳଙ୍କାର ସମେତ ନଗଦ ୩୦ହଜାର ଟଙ୍କା – ହିଞ୍ଜିଳିକାଟୁ

Proprietor Abhimanyu Maharana by Proprietor Abhimanyu Maharana
July 20, 2020
in Uncategorized, ଅପରାଧ, ଓଡ଼ିଶା, ଦେଶ, ହୋମ୍
0
ଘରର ବାରିପଟ କବାଟ ତାଡ଼ି କଳାକନା ବୁଲାଇଲେ ଲୁଟେରା ଆଲମିରା ଭାଙ୍ଗି ଲୁଟିଲେ ସୁନା, ରୁପା ଅଳଙ୍କାର ସମେତ ନଗଦ ୩୦ହଜାର ଟଙ୍କା – ହିଞ୍ଜିଳିକାଟୁ
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍ (୨୦ ଜୁଲାଇ ସୋମବାର) ହିଞ୍ଜିଳିକାଟୁ :- କିଛି ଦିନର ନିରବତା ପରେ ହିଞ୍ଜିଳି ଥାନା ଅଂଚଳରେ ପୁଣିଥରେ ମାତିଛନ୍ତି ଲୁଟେରା । ଘରର ପରିବାର ସଦସ୍ୟ ଦାଣ୍ଡପଟ ଘରେ ଶୋଇଥିବା ବେଳେ ଲୁଟେରା ମାନେ ଘରର ପଛପଟ କବାଟ ଭାଙ୍ଗି ଘରେ ପଶି ଘରେ ଥିବା ୨ଟି ଆଲିମିାକୁ ଭାଙ୍ଗିବା ସହ ସୁନା, ରୁପା ଅଳଙ୍କାର ସମେତ ନଗଦ ୩୦ ହଜାର ଟଙ୍କା ଲୁଟି ଚମ୍ପଟ ମାରିବାରେ ସକ୍ଷମ ହୋଇଛନ୍ତି । ଏଭଳି ଏକ ଘଟଣା ସେମାବାର ଭୋରରେ ହିଞ୍ଜିଳି ଥାନା କଂଟେଇକୋଳି ଗ୍ରାମ ଗୋପିନାଥ ସାହିରେ ଘଟିଛି । ଚୋରୀର ଶିକାର ହୋଇଥିବା ସୁଶାନ୍ତ ମହାରଣା ଏ ନେଇ ହିଞ୍ଜିଳି ଥାନାରେ ଲିଖିତ ଅଭିଯୋଗ କରିଛନ୍ତି । ଅଭିଯୋଗ ଭିତିରେ ହିଞ୍ଜିଳି ଥାନାରେ ଏକ ମାମଲା ରୁଜୁ କରି ପୁଲିସ ଘଟଣା ସ୍ଥଳରେ ପଂହଚି ତଦନ୍ତ ଆରମ୍ଭ କରିଛି । ପ୍ରକାଶ ଯେ, ହିଞ୍ଜିଳି ଥାନା କଂଟେଇକୋଳି ଗ୍ରାମ ଗୋପିନାଥ ସାହିର ସୁଶାନ୍ତ ମହାରଣାଙ୍କ ପରିବାର ସଦସ୍ୟ ରବିବାର ରାତିରେ ରାତ୍ର ଭୋଜନ ସାରି ଦାଣ୍ଡ ଘରେ ଶୋଇଥିଲେ ।

ବିଳମ୍ବିତ ରାତିରେ କିଛି ଲୁଟେରା ଘରର ବାରିପଟ କବାଟ ଭାଙ୍ଗି ଘର ମଧ୍ୟରେ ପଶି ମଝି ଘର ମଧ୍ୟରେ ଥିବା ୨ଟି ଆଲମିରା ତାଲାକୁ ତାଡ଼ି ଆଲମିରା ମଧ୍ୟରେ ଥିବା ୫ଟି ସୁନା ମୁଦି, ୨ଟି ସୁନାର ହାର, ଗୋଟିଏ ମଙ୍ଗଳସୁତ୍ର, ଗୋଟିଏ ସୁନା ଚେନ ସମେତ ୩ ହଳ ରୁପାର ପାଉଁଜି, ନଗଦ ୩୦ ହଜାର ଟଙ୍କା ସମେତ ଅନ୍ୟାନ ଆସବାବ ପତ୍ର ଲୁଟ୍ କରି ଘଟଣା ସ୍ଥଳରୁ ଚମ୍ପଟ ମାରିବାରେ ସକ୍ଷମ ହୋଇଥିଲେ । ସୋମବାର ଭୋରରୁ ପରିବାର ସଦସ୍ୟ ନିଦରୁ ଉଠି ଦେଖିବା ବେଳକୁ ଆଲମିରା ଭଙ୍ଗାଯିବା ସହ ସୁନା,ରୁପା ଅଳଙ୍କାର ସମେତ ନଗଦ ଟଙ୍କା ଓ ଅନଦ୍ୟାନ ଆସବାବ ପତ୍ର ଚୋରୀ ଯାଇଥିବା ଦେଖିଥିଲେ । ଘରର ବାରିପଟ କବାଟ ତାଲା ଭଙ୍ଗା ଯାଇଥିବା ଦେଖି ସୁଶାନ୍ତ ଏ ନେଇ ହିଞ୍ଜିଳି ଥାନାରେ ଅଭିଯୋଗ କରିଥିଲେ । ଅଭିଯୋଗ ପାଇ ପୁଲିସ ଘଟଣା ସ୍ଥଳରେ ପଂହଚି ତଦନ୍ତ ଆରମ୍ଭ କରିଛି । କିଛି ଦିନର ନିରବତା ପରେ ସ୍ଥାନୀୟ ଗ୍ରାମରେ ଚୋରୀ ଘଟଣା ପରେ ଅଂଚଳରେ କୋକୁଆ ଭୟ ସୃଷ୍ଟି ହୋଇଛି ।

ଘଟଣାର ତଦନ୍ତ ଚାଳିଛି ଯଥାଶୀଘ୍ର ଲୁଟେରା ମାନଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯିବ ବୋଲି ଥାନା ଭାରପ୍ରାପ୍ତ ଅଧିକାରୀ ଅଭିମନ୍ୟୁ ଦାସ କହିଛନ୍ତି । ପ୍ରକାଶ ଥାଉକି, ଗତ ୩ ଦିନ ପୂର୍ବେ ଜଣେ ମହିଳା ରୁଟି ବ୍ୟବସାୟୀୁୂ ରୁଟି ବିକ୍ରି କରିବାକୁ ଯାଉଥିବା ସମୟରେ ହିଞ୍ଜିଳିକାଟୁ ପୌରାଂଚଳ ନିୟନ୍ତ୍ରିତ ବଜାର କମିଟି ପ୍ୱାଶ୍ୱର୍ କେନାଳ ରାସ୍ତାରେ କିଛି ଅସାମାଜିକ ଯୁବକ ମହିଳାଙ୍କ ନିକଟରୁ ଲୁଟ୍ ଉଦ୍ୟମ କରିବା ସମୟରେ ମହିଳା ଜଣକ ଚିତ୍କାର କରିବାରୁ ଲୁଟ୍‌ରେ ବିଫଳ ହୋଇ ଲୁଟେରା ମାନେ ଘଟଣା ସ୍ଥଳରୁ ଦୌଡ଼ି ପଳାଇଥିଲେ । ମହାମାରୀ କରୋନା ଭୁତାଣୁ ସଂକ୍ରମଣ ସାରା ଦେଶରେ ବ୍ୟାପିଥିବାରୁ ଏହାକୁ ପ୍ରତିହିତ କରିବା ପାଇଁ ସରକାରଙ୍କ ପକ୍ଷରୁ ଲକଡ଼ାଉନ, ସଟଡ଼ାଉନ ଘୋଷଣା କରାଯାଇଛି । ଲୋକମାନେ ଜୀବିକା ହରାଇ ବସିଥିବାରୁୂ ଆଗାମୀ ଦିନରେ ଏଭଳି ଲୁଟ୍ ବୃଦ୍ଧି ପାଇବା ସମ୍ଭାବନାକୁ ଏଡ଼ାଇ ଦେଇ ହେବନାହିଁ ବୋଲେି ବୁଦ୍ଧିଜୀବି ମହଲରେ ମତ ପ୍ରକାଶେ ପାଇଛି । (ହିଞ୍ଜିଳିକାଟୁ/ଋିପୋର୍ଟ –ଶେଷଦେବ ସାହୁ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

May 11, 2026
ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

May 11, 2026
ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

May 11, 2026
ପୁରୀ ସହର ସମସ୍ୟା ବୁଝିବ କିଆ ? ଚେଇଁ ଶୋଇଥାଏ ଯିଏ ତାକୁ ଉଠାଇବ କିଏ

ପୁରୀ ସହର ସମସ୍ୟା ବୁଝିବ କିଆ ? ଚେଇଁ ଶୋଇଥାଏ ଯିଏ ତାକୁ ଉଠାଇବ କିଏ

May 11, 2026

Recent News

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

May 11, 2026
ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

May 11, 2026
ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

May 11, 2026
ପୁରୀ ସହର ସମସ୍ୟା ବୁଝିବ କିଆ ? ଚେଇଁ ଶୋଇଥାଏ ଯିଏ ତାକୁ ଉଠାଇବ କିଏ

ପୁରୀ ସହର ସମସ୍ୟା ବୁଝିବ କିଆ ? ଚେଇଁ ଶୋଇଥାଏ ଯିଏ ତାକୁ ଉଠାଇବ କିଏ

May 11, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

May 11, 2026
ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

May 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version