• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ଠେଲାଗାଡ଼ି ବ୍ୟବସାୟୀଙ୍କ ଜୀବିକା ବୁଡ଼ାଇଛି କରୋନା – ହିଞ୍ଜିଳିକାଟୁ

Proprietor Abhimanyu Maharana by Proprietor Abhimanyu Maharana
July 20, 2020
in Uncategorized, ଓଡ଼ିଶା, କରୋନା, ଦେଶ, ହୋମ୍
0
ଠେଲାଗାଡ଼ି ବ୍ୟବସାୟୀଙ୍କ ଜୀବିକା ବୁଡ଼ାଇଛି କରୋନା – ହିଞ୍ଜିଳିକାଟୁ
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍ (୨୦ ଜୁଲାଇ ସୋମବାର) ହିଞ୍ଜିଳିକାଟୁ :- କରୋନା ମହାମାରୀର ମୁକାବିଲା ପାଇଁ ସରକାରଙ୍କ ପକ୍ଷରୁ ଗତ ୪ ମାସ ଧରି ଲକଡ଼ାଉନ, ସଟଡ଼ାଉନ ଭଳି କଟକଣା ଜରି କରାଯାଇଛି । ଏହି କଟକଣା ଭିତରେ ବହୁ ଲୋକ ନିଜ ଜୀବିକା ହରାଇବାକୁ ବସିଲେଣି । କହିବାକୁ ଗଲେ ସହରାଂଚଳରେ ବସବାସ କରୁଥିବା ଠେଲାଗାଡ଼ିରେ ବ୍ୟବସାୟୀ କରି ପରିବାର ପ୍ରତିପୋଷଣ କରୁଥିବା ବହୁ ବ୍ୟବସାୟୀ ନିଜ ନିଜ ଜୀବିକା ହରାଇ ଜୀବନ ବଂଚାଇବା ପାଇଁ ସଂଗ୍ରାମ ଚଳାଇଛନ୍ତି । ରାଜ୍ୟ ସରକାରଙ୍କ ପ୍ରଥମ ଥର ଲକଡ଼ାଉନ ଘୋଷଣା ପରେ ଠେଲାଗାଡ଼ି ବ୍ୟବସାୟୀଙ୍କୁ ୩ ହଜାର ଟଙ୍କା ଲେଖାଏଁ ଆର୍ଥୀକ ସହାୟତା ପ୍ରଦାନ କରିଥିଲେ । ଯାହାକି ଗୋଟିଏ ପରିବାର ମାସକ ପାଇଁ ପରିବାର ଚଳାଇବା କଷ୍ଟକର ବ୍ୟାପାର । ଗଞ୍‌ଜାମ ଜିଲ୍ଲାର ୨ୟ ବୃହତମ ସହର ଭାବେ ପରିଗଣିତ ହିଞ୍ଜିଳିକାଟୁ ପୌରାଂଚଳରେ ଠେଲାଗାଡ଼ି ଓ ଫୁଟପାଥ୍‌ରେ ଶତାଧିକ କ୍ଷୁଦ୍ର ଓ ଗରିବ ବ୍ୟବସାୟୀ ବେପାର କରୁଥିବା ବେଳେ ବହୁ ବ୍ୟବସାୟୀଙ୍କୁ ସରକାରଙ୍କ ପକ୍ଷରୁ ଆର୍ଥୀକ ସହାୟତା ପ୍ରଦାନ କରାଯାଇନଥିବା ଅଭିଯୋଗ ହୋଇଛି ।

ଗତ ୪ ମାସ ହେଲା ଅଭାବ ଅନଟନରେ ନିଜ ନିଜ ପରିବାର ଚଲାଉଥିବା ବେଳେ ଏହି ଠେଲାଗାଡ଼ିରେ ଫାଷ୍ଟଫୁଡ଼ ଓ ଚଟାପଟି ଖାଦ୍ୟ ବିକ୍ରି କରୁଥିବା ସମସ୍ତ ବେପାରୀଙ୍କ ବେପାର ସମ୍ପୁର୍ଣ୍ଣ ବନ୍ଦ ରହିଛି । ପୂର୍ବରୁ ବେପାର ବଣିଜ କରି ଯାହା କିଛି ସଂଚୟୂଳ କରି ରଖିଥିଲେ ଗତ ୪ ମାସ ମଧ୍ୟରେ ସବୁକିଛି ସରି ଯିବା ପରେ ଧାର ଉଧାର କରି କିଛି ଦିନ ପରିବାର ପ୍ରତିପୋଷଣ କରି ଆସୁଥିଲେ । ବର୍ତମାନ ପରିସ୍ଥିତିରେ କେହି ମଧ୍ୟ ହାତ ଉଧାର ଦେବାକୁ ପ୍ରସ୍ତୁତ ନଥିବା ବେଳେ ଓଳିଏ ଖାଇ ଓଳିଏ ଊପବାସରେ ରହିବା ଭଳି ପରିସ୍ଥିତି ଦେଖାଦେଇଛି । ଏଭଳି ପରୀସ୍ଥିତିରେ ଠେଲାଗାଡ଼ିରେ ବ୍ୟବସାୟ କରି ପରିବାର ପ୍ରତିପୋଷଣ କରୁଥିବା ବହୁ କ୍ଷୁଦ୍ର ଗରିବ ବେପାରୀ ଦୁର୍ଦ୍ଦଶାର ସମ୍ମୁଖୀନ ହୋଇଛନ୍ତି । ଜୀବିକା ହରାଇ ଜୀବନ ବଂଚାଇବାର ରାହା ଖୋଜୁଛନ୍ତି । ଏ ଦିଗରେ ରାଜ୍ୟ ସରକାର ଠେଲାଗାଡ଼ାରେ ବ୍ୟବସାୟ କରି ଆସୁଥିବା ବ୍ୟବସାୟୀଙ୍କ ସମସ୍ୟାକୁ ହୃଦୟଙ୍ଗମ କରି ସାହାର୍ଯ୍ୟର ହାତ ବଢାଇବାକୁ ସ୍ଥାନୀୟ ଅଂଚଳର ବହୁ ଠେଲାଗାଡ଼ି ବ୍ୟବସାୟୀ ନିବେଦନ କରିଛନ୍ତି । (ହିଞ୍ଜିଳିକାଟୁ/ଋିପୋର୍ଟ –ଶେଷଦେବ ସାହୁ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
 ନୂଆଖାଇ ଭେଟଘାଟ ପ୍ରସ୍ତୁତି ବୈଠକ 

 ନୂଆଖାଇ ଭେଟଘାଟ ପ୍ରସ୍ତୁତି ବୈଠକ 

September 20, 2026
ବ୍ୟକ୍ତିତ୍ୱ ବିକାଶ ହିଁ ସଫଳତାର ଚାବିକାଠି : ଶକ୍ତିଶ୍ରୀ ସଚେତନତା କାର୍ଯ୍ୟକ୍ରମ

ବ୍ୟକ୍ତିତ୍ୱ ବିକାଶ ହିଁ ସଫଳତାର ଚାବିକାଠି : ଶକ୍ତିଶ୍ରୀ ସଚେତନତା କାର୍ଯ୍ୟକ୍ରମ

September 20, 2026
ନକଲି ଏମ୍‌ଭିଆଇ ଅଧିକାରୀ ଗିରଫ

ନକଲି ଏମ୍‌ଭିଆଇ ଅଧିକାରୀ ଗିରଫ

September 20, 2026
ଡିଜେ ସାଉଣ୍ଡରେ ଅସ୍ତବ୍ୟସ୍ତ ଜନଜୀବନ : ହୃଦ୍‌ରୋଗୀଙ୍କ ପାଇଁ ବିପଦ, ମେଡିକାଲରେ ରୋଗୀଙ୍କ ଚିକିତ୍ସାରେ ବାଧା

ଡିଜେ ସାଉଣ୍ଡରେ ଅସ୍ତବ୍ୟସ୍ତ ଜନଜୀବନ : ହୃଦ୍‌ରୋଗୀଙ୍କ ପାଇଁ ବିପଦ, ମେଡିକାଲରେ ରୋଗୀଙ୍କ ଚିକିତ୍ସାରେ ବାଧା

September 20, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

 ନୂଆଖାଇ ଭେଟଘାଟ ପ୍ରସ୍ତୁତି ବୈଠକ 

 ନୂଆଖାଇ ଭେଟଘାଟ ପ୍ରସ୍ତୁତି ବୈଠକ 

September 20, 2026
ବ୍ୟକ୍ତିତ୍ୱ ବିକାଶ ହିଁ ସଫଳତାର ଚାବିକାଠି : ଶକ୍ତିଶ୍ରୀ ସଚେତନତା କାର୍ଯ୍ୟକ୍ରମ

ବ୍ୟକ୍ତିତ୍ୱ ବିକାଶ ହିଁ ସଫଳତାର ଚାବିକାଠି : ଶକ୍ତିଶ୍ରୀ ସଚେତନତା କାର୍ଯ୍ୟକ୍ରମ

September 20, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version