• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଶୁଭ ପ୍ରତିଷ୍ଠା ଓ ଲୋକାର୍ପଣ ଉତ୍ସବ ଆମନ୍ତ୍ରଣକାରୀଙ୍କୁ କାଙ୍କଣ ଶିଖରୀରେ ସମ୍ବର୍ଦ୍ଧନା

Proprietor Abhimanyu Maharana by Proprietor Abhimanyu Maharana
December 27, 2023
in ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଶୁଭ ପ୍ରତିଷ୍ଠା ଓ ଲୋକାର୍ପଣ ଉତ୍ସବ ଆମନ୍ତ୍ରଣକାରୀଙ୍କୁ କାଙ୍କଣ ଶିଖରୀରେ ସମ୍ବର୍ଦ୍ଧନା
Share on FacebookShare on TwitterWhatsapp

୨୬ ଡିସେମ୍ବର ୨୦୨୩ (ଓଡ଼ିଶା ତାଜାନ୍ୟୁଜ ) ଚିଲିକା :-> ଆସନ୍ତା ନଵଵର୍ଷ ୨୦୨୪ ଜାନୁଆରୀ ୧୭ ତାରିଖରେ ଶ୍ରୀ ମନ୍ଦିର ପରିକ୍ରମା ପ୍ରକଳ୍ପ ର ଶୁଭ ପ୍ରତିଷ୍ଠା ଓ ଲୋକାର୍ପଣ ପାଇଁ ଓଡ଼ିଶା ସମେତ ସମଗ୍ର ଭାରତବର୍ଷ ର ମୋଟ ୭୧୨ ଟି ବିଭିନ୍ନ ପ୍ରତିଷ୍ଠିତ ପୀଠ କୁ ଆମନ୍ତ୍ରଣ ପାଇଁ ପୁରୀ, ଶ୍ରୀ ମନ୍ଦିର ପ୍ରଶାସନ ତଥା କାର୍ଯ୍ୟଗ୍ରାହୀ କମିଟି ପକ୍ଷରୁ ଆମନ୍ତ୍ରଣ ପାଇଁ ସ୍ଥିର ହୋଇଛି।

ଏଥିପାଇଁ ଗଜପତି ମହାରାଜା ଓ ଶ୍ରୀ ମନ୍ଦିର ପ୍ରଶାସନ ତରଫରୁ ଶ୍ରୀ ଜଗନ୍ନାଥ ଙ୍କୁ ପ୍ରଥମ ଗୁଆ ନିମନ୍ତ୍ରଣ ପରେ ମଙ୍ଗଳବାର ଏଥିପାଇଁ ଏକ ପ୍ରତନିଧି ଦଳ ଭୁବନେଶ୍ୱର ର ଶ୍ରୀ ଲିଙ୍ଗରାଜ ମହାପ୍ରଭୁଙ୍କ ଠାରେ ଯଥା ବିଧି ଆମନ୍ତ୍ରଣ ପ୍ରଦାନ କରି ଅପରାହ୍ନ ରେ ଚିଲିକା ବ୍ଲକର ନଇରୀର ଗ°ଗ ଜମୁନା ଘାଟରୁ ଚିଲିକା ଜଳ ପରିବେଷ୍ଟିତ ଶ୍ରୀ ଜଗନ୍ନାଥ ଲୀଳା କ୍ଷେତ୍ର କାଙ୍କଣଶିଖରୀ ପୀଠ କୁ ପରବର୍ତ୍ତୀ ଆମନ୍ତ୍ରଣ ନିମନ୍ତେ ଆଗମନ କରିଥିଲେ।

ଏହି ପ୍ରତିନିଧି ଦଳ ରେ ପୁରୀ ଶ୍ରୀମନ୍ଦିର ପ୍ରଶାସନ ତରଫରୁ ଶ୍ରୀ ମନ୍ଦିର ଵଡୁ ନିଯୋଗ। ସଭାପତି ବିଶ୍ବନାଥ ସାମନ୍ତରାୟ, ବୈଦ୍ୟନାଥ ମହାସୁଆର ଏବଂ ପ୍ରଶାସନିକ ଅଧିକାରୀ ସୁଭ୍ରା°ଶୁ କୁମାର ମହାରଣା ଆମନ୍ତ୍ରଣ କାରୀ ଭାବେ ଯୋଗ ଦେଇ ଥିଲେ। ଚିଲିକା ବ୍ଲକ ବିଡିଓ ଡଃ ଜଗଦୀଶ ଷଡ଼ଙ୍ଗୀ,

ଶ୍ରୀ ଜଗନ୍ନାଥ ଲୀଳା କ୍ଷେତ୍ର ଟ୍ରଷ୍ଟ ପକ୍ଷରୁ ଦେବେନ୍ଦ୍ରନାଥ ଦାସ ଡଃ ଶ୍ୟାମ ସୁନ୍ଦର ଦାସ ଙ୍କ ସହ କାଙ୍କଣଶିଖରୀ ପୀଠ ପକ୍ଷରୁ ସଭାପତି ଡ଼ଃ ସୁଶାନ୍ତ କୁମାର ସାହୁ, ସ°ପାଦକ ପ୍ରଦୋଷ କୁମାର ଦାସ, ବରିଷ୍ଠ ସେବକ ହାଡୁଵନ୍ଧୁ ପଟ୍ଟନାୟକ, ଲଳିତ ମୋହନ ପଟ୍ଟନାୟକ, ବାବାଜୀ ପଦ୍ମପାଦ ଦାସ ଉପସ୍ଥିତ ରହି ଅତିଥି ମାନଙ୍କୁ ଉତ୍ତରୀୟ ଦେଇ ସମ୍ବର୍ଦ୍ଧନା ଜ୍ଞାପନ କରିଥିଲେ।

ସାଥିରେ ମିଶନ ଶକ୍ତିଗ୍ନଡ଼ ମହିଳା ଗୋଷ୍ଠୀ ତଥା ଭକ୍ତ ମହିଳାଙ୍କ ହୁଳହୁଳି, ସ°କୀର୍ତ୍ତନ ମଣ୍ଡଳୀଙ୍କ ସ°କୀର୍ତ୍ତନ ସହିତ ଶ୍ରଦ୍ଧାଳୁମାନଙ୍କର ଭିଡ ମଧ୍ୟରେ କାଙ୍କଣଶିଖରୀ ପୀଠ ପରିକ୍ରମା କରାଯାଇ ଗୁଆ ନିମନ୍ତ୍ରଣ ଗ୍ରହଣ କରି ପୀଠାଧୀଶ ଙ୍କୁ ସମର୍ପଣ ହୋଇଥିଲା । ଏହାପରେ ବିଧି ମୁତାବକ ସମସ୍ତ ଙ୍କ ଉପସ୍ଥିତି ରେ ଶ୍ରୀ ମନ୍ଦିରରୁ ଆସିଥିବା ଆମନ୍ତ୍ରଣ ପତ୍ର ପଠନ କରାଯାଇ ମହାପ୍ରସାଦ ସେବନର ବ୍ୟବସ୍ଥା ହୋଇଥିଲା . 

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Chandi Bhandar Unveils the “Aaranya” Edit for Durga Puja

Chandi Bhandar Unveils the “Aaranya” Edit for Durga Puja

October 5, 2026
ସେବା ଜ୍ୟୋତି ଯାତ୍ରା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ସେବା ଜ୍ୟୋତି ଯାତ୍ରା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

October 4, 2026
ଉଦ୍ୟାନ କୃଷି ରେ ଅଭିମନ୍ୟୁ ସୃଷ୍ଟି କରିଛନ୍ତି ନୂଆ ପରିଚୟ

ଉଦ୍ୟାନ କୃଷି ରେ ଅଭିମନ୍ୟୁ ସୃଷ୍ଟି କରିଛନ୍ତି ନୂଆ ପରିଚୟ

October 4, 2026
ଗାନ୍ଧିଜୀ ଓ ଶାସ୍ତ୍ରୀଜୀଙ୍କ ଜୟନ୍ତୀ ପାଳିତ

ଗାନ୍ଧିଜୀ ଓ ଶାସ୍ତ୍ରୀଜୀଙ୍କ ଜୟନ୍ତୀ ପାଳିତ

October 4, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Chandi Bhandar Unveils the “Aaranya” Edit for Durga Puja

Chandi Bhandar Unveils the “Aaranya” Edit for Durga Puja

October 5, 2026
ସେବା ଜ୍ୟୋତି ଯାତ୍ରା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ସେବା ଜ୍ୟୋତି ଯାତ୍ରା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

October 4, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version