ଓଡ଼ିଶାରେ ୩,୯୩,୬୦୨ ଟି ନମୁନା ପରୀକ୍ଷା କରାଯାଇଛି ,୧୮,୧୧୦ ଜଣ ପଜିଟିଭ୍‌ ଚିହ୍ନଟ ,୧୨,୯୧୦ ଜଣ ରୋଗୀ ସଂପୂର୍ଣ୍ଣ ସୁସ୍ଥ,୯୭ ଜଣ ମୃତ୍ୟୁ ହୋଇଛି ।

(ଆଜିର ସୁସ୍ଥ ସଂଖ୍ୟା-୪୫୭)

ଓଡିଶା ତାଜା ନ୍ୟୁଜ୍ (୨୦ ଜୁଲାଇ ସୋମବାର) ଭୁବନେଶ୍ୱର :- ସର୍ବଶେଷ ସ୍ୱାସ୍ଥ୍ୟ ସୂଚନା – ଗତକାଲି ମଧ୍ୟରାତ୍ରି ସୁଦ୍ଧା ଓଡ଼ିଶାରେ ୩,୯୩,୬୦୨ ଟି ନମୁନା କୋଭିଡ୍‌-୧୯ ପରୀକ୍ଷା କରାଯାଇଛି । ବର୍ତ୍ତମାନ ସୁଦ୍ଧା ସମୁଦାୟ ୧୮,୧୧୦ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ୧୨,୯୧୦ ଜଣ ରୋଗୀ ସଂ ପୂର୍ଣ୍ଣ ସୁସ୍ଥ ହୋଇଛନ୍ତି/ ଡାକ୍ତରଖାନାରୁ ଫେରିଛନ୍ତି । (ଆଜିର ସୁସ୍ଥ ସଂଖ୍ୟା-୪୫୭) ୯୭ ଜଣ କୋଭିଡ୍‌-୧୯ ରୋଗୀଙ୍କର ମୃତୁ୍ୟ ହୋଇଛି ସକି୍ରୟ ଥିବା ସଂକ୍ରମିତଙ୍କ ସଂଖ୍ୟା ୫,୦୭୫ ରହିଛି । ୫,୫୩୨ ଜଣ ହସ୍‌ ପିଟାଲ୍‌ ଆଇସୋଲେସନ୍‌ରେ ରହିଛନ୍ତି ।